ଲୋକାଭିମୁଖୀ ହେବ ଶ୍ରୀଜଗନ୍ନାଥ ସଂସ୍କୃତି
ପୁରୀ ଅଫିସ, ୭ା୯: ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏଥିଲାଗି ଶୁକ୍ରବାର ଶ୍ରୀନଅରରେ ଶ୍ରୀଜଗନ୍ନାଥ ତତ୍ତ୍ବ ଗବେଷଣା ପ୍ରକାଶନ ଓ ପ୍ରସାର ଉପ ସମିତିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଗଜପତି ମହାରାଜା ଦିବ୍ୟସିଂହ…
ଗଗନୟାନ ଲାଗି ପ୍ରସ୍ତୁତି ଜୋର୍ଦାର
ବେଙ୍ଗାଲୁରୁ, ୭ା୯(ପି.ଟି.) : ଚନ୍ଦ୍ରୟାନ-୨ ପରେ ଗଗନୟାନ ଲାଗି ଭାରତର ପ୍ରସ୍ତୁତି ଜୋର୍ ଧରିବାରେ ଲାଗିଛି। ଏଥିଲାଗି ପ୍ରଥମ ପର୍ଯ୍ୟାୟରେ ଭାରତୀୟ ମହାକାଶଚାରୀଙ୍କ ଚୟନ ଶେଷ ହୋଇଥିବା ଭାରତୀୟ ବାୟୁସେନା ପକ୍ଷରୁ କୁହାଯାଇଛି। ମହାକାଶକୁ ପ୍ରଥମ ମଣିଷ ପଠାଯିବା ଲାଗି ଗଗନୟାନର…
ପୁରୀର ରାଘବ ଦାସ ମଠ ଉଚ୍ଛେଦ ମାମଲା: ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ,୭ା୯: ପୁରୀ ଶ୍ରୀମନ୍ଦିରର ୭୫ମିଟର ଭିତରେ ଥିବା ମଠ ଏବଂ ଅନ୍ୟାନ୍ୟ ନିର୍ମାଣ ଗୃହଗୁଡିକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଉଛି। ତେବେ ୭୫ମିଟର ବାହାରେ ଥିବା ରାଘବ ଦାସ ମଠର ଉଚ୍ଛେଦ ଆଶଙ୍କା କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା।…
ଅଟୋ ସେକ୍ଟର ପାଇଁ ଜିଏସ୍ଟି ହ୍ରାସ: ରାଜ୍ୟ ଆଡ଼କୁ ଦାୟିତ୍ୱ ଠେଲି ଦେଲା କେନ୍ଦ୍ର
ନୂଆଦିଲ୍ଲୀ,୭ା୯: ଅଟୋ ସେକ୍ଟରକୁ ମାନ୍ଦାବସ୍ଥାରୁ ବାହାର କରି ଆଣିବା ଲାଗି କେନ୍ଦ୍ର ସରକାର ନିଜର ଦାୟିତ୍ୱ ନିର୍ବାହ କରିବା ପରିବର୍ତ୍ତେ ରାଜ୍ୟ ସରକାରଙ୍କ ଆଡକୁ ଠେଲି ଦେଇଛନ୍ତି। ଶୁକ୍ରବାର ଅଟୋ ଯନ୍ତ୍ରାଂଶ ନିର୍ମାତାଙ୍କ ବାର୍ଷିକ ବୈଠକରେ ଯୋଗଦେଇଥିବା କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ…
ଟ୍ରକ୍ ଧକ୍କାରେ ରେଭେନ୍ଶା ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ରାସ୍ତାରୋକୋ
କଟକ ଅଫିସ,୭ା୯: ଟ୍ରକ ଧକ୍କାରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଥିଲା। ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ ସମ୍ମୁଖ ଦୁଇପାର୍ଶ୍ୱ ରାସ୍ତାରେ ଧାରଣା ଦେଇଥିଲେ। ଏଥିଯୋଗୁ କିଛି ଘଣ୍ଟା ଧରି ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ…
ଆଇଏଏସ୍ ଅଧିକାରୀଙ୍କ ଇସ୍ତଫା
ମାଙ୍ଗାଲୁରୁ, ୭ା୯(ପି.ଟି.) : କର୍ନାଟକର ଆଇଏଏସ୍ ଅଫିସର ତଥା ଦକ୍ଷିଣ କନ୍ନଡ଼ ଜିଲାର ଡେପୁଟି କମିଶନର ଶଶିକାନ୍ତ ସେନ୍ଥିଲ ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏହି ନିଷ୍ପତ୍ତି ବ୍ୟକ୍ତିଗତ ବୋଲି ସେ ଦର୍ଶାଇଥିଲେ ହେଁ ସରକାରଙ୍କ ଗଣତାନ୍ତ୍ରିକ କାର୍ଯ୍ୟଧାରା ନେଇ…
ସିଡିଏରେ ପାଇପ୍ ଯୋଗେ ରନ୍ଧନ ଗ୍ୟାସ୍ ଯୋଗାଣ ଖୁବ୍ଶୀଘ୍ର
କଟକ ଅଫିସ, ୭ା୯: ହଜାର ବର୍ଷର ସହର କଟକ। ଏହା ଦେଶର ଅନ୍ୟତମ ସର୍ବପୁରାତନ ସହର ହୋଇଥିଲେ ମଧ୍ୟ ଏଠାରେ ଅନେକ ସମସ୍ୟା ରହିଛି। ତେବେ ସହରକୁ ସରସ ସୁନ୍ଦର କରି ଗଢ଼ି ତୋଳିବାରେ ଯାହା ଆବଶ୍ୟକ ହେବ କେନ୍ଦ୍ର ସରକାର…
ନିଶାଣ, ମହତାପରେ ପୁରୁଣା ପରମ୍ପରା ଛାପ
କଟକ ଅଫିସ : ଆସନ୍ତା ଅକ୍ଟୋବର ୪ ତାରିଖରେ ମହାଷଷ୍ଠୀ। ଦଶହରା ଆରମ୍ଭକୁ କିଛି ଦିନ ରହିଲା। ତେବେ କଟକର ପ୍ରସିଦ୍ଧ ଦଶହରା କିଛି ନିର୍ଦ୍ଦିଷ୍ଟ କାରଣ ପାଇଁ ଭିନ୍ନ ଓ ଅନନ୍ୟ। ଏଠାରେ କେତେକ ସ୍ବତନ୍ତ୍ର ପରମ୍ପରା ଦେଖିବାକୁ ମିଳେ,…
ବିକ୍ରମ ସହ ଯୋଗାଯୋଗ ବିଚ୍ଛିନ୍ନ
ନୂଆଦିଲ୍ଲୀ,୭ା୯(ପି.ଟି./ଆଇଏଏନ୍ଏସ୍): ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୨ଟା ୧୫ମିନିଟ ସୁଦ୍ଧା ଚନ୍ଦ୍ରପୃଷ୍ଠରେ ପାଦ ଥାପିପାରିନାହିଁ। ଜୁଲାଇ ୨୨ରେ ଲଞ୍ଚ ହୋଇଥିବା ଚନ୍ଦ୍ରୟାନ-୨ ରାତି ୧ଟା ୫୩ରେ ଜହ୍ନର ଦକ୍ଷିଣ ମେରୁକୁ ସ୍ପର୍ଶ କରିବାକୁ ଥିବାବେଳେ…
ଘଟଣାସ୍ଥଳରେ ଚାଲାଣ କଟାଯାଇପାରିବନି
ଭୁବନେଶ୍ୱର, ୭ା୯(ବ୍ୟୁରୋ): ସରକାରଙ୍କ ନୂଆ ମୋଟରଯାନ ଆଇନ୍-୨୦୧୯ ସେପ୍ଟେମ୍ବର ୧ରୁ ଲାଗୁ ହେବା ପରେ ଗାଡ଼ି ଚାଳକଙ୍କ ମଧ୍ୟରେ ଛନକା ପଶିଛି। ଆର୍ଟିଓ ଏବଂ ଟ୍ରାଫିକ ପୋଲିସ ମନ ଇଚ୍ଛା ବିଭିନ୍ନ ନିୟମ ଉଲ୍ଲଂଘନ ଦେଖାଇ ଫାଇନ୍ କାଟୁଛି। କିନ୍ତୁ ନିୟମରେ…
ନିଦ ହଜାଉଛି ଜରିମାନା
ଭୁବନେଶ୍ୱର ୭ା୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଜରିମାନା ଆଦାୟରେ ଅନ୍ୟ ରାଜ୍ୟକୁ ପଛରେ ପକାଇଛି ଓଡ଼ିଶା। ମାତ୍ର ୪ଦିନରେ ସାରା ରାଜ୍ୟରୁ ୮୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଆଦାୟ ସହ ୧ ନମ୍ବର ସ୍ଥାନରେ ରହି ଓଡ଼ିଶା…
ବାଲିର ପୂର୍ବତନ ଗଭର୍ନରଙ୍କ ଓଡ଼ିଶା ଗସ୍ତ: ୧୦ ଜଣଙ୍କୁ ‘କଳିଙ୍ଗ-ବାଲି ସଙ୍ଗମ’ ସମ୍ମାନ
ଭୁବନେଶ୍ୱର, ୭ା୯(ବ୍ୟୁରୋ): ଇଣ୍ଡୋନେସିଆ ବାଲିର ପୂର୍ବତନ ଗଭର୍ନର ଆଇ ମେଡ୍ ମଙ୍ଗ୍କୁ ୧୦ଜଣିଆ ପ୍ରତିନିଧି ଦଳ ସହ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଆର୍ଯ୍ୟଭଟ୍ଟ ଟ୍ରଷ୍ଟ ଓ କଳିଙ୍ଗ ଇଣ୍ଟରନ୍ୟାଶନାଲ ୟୁଥ ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ…
Archives


