ଭୁବନେଶ୍ୱରରେ ଆମିକସ୍ କ୍ୟୁରି
ପୁରୀ ଅଫିସ, ୭ା୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ ତୁଷାର ମେହେଟା ଗୁରୁବାର ରାତିରେ ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଶନିବାର ସେମାନେ ପୁରୀରେ ପହଞ୍ଚତ୍ ୭୫ ମିଟର ଉଚ୍ଛେଦ ସଂକ୍ରାନ୍ତରେ…
ଚମତ୍କାର କଲା ଭାଓଲିନ୍-ବଂଶୀ-ମାଣ୍ଡୋଲିନ୍
ଭୁବନେଶ୍ୱର ୭ା୯(ବ୍ୟୁରୋ): ଭାଓଲିନ୍, ବଂଶୀ ଓ ମାଣ୍ଡୋଲିନ୍ର ସମନ୍ବୟ ସୃଷ୍ଟି କରିଥିଲା ଏକ ନିଆରା ପରିବେଶ। ପ୍ରଥମଥର ପାଇଁ ଶାସ୍ତ୍ରୀୟ ଯନ୍ତ୍ର ସଙ୍ଗୀତର ଧୂନ୍ରେ ମଜିଥିଲେ ସବୁ ବର୍ଗ ଓ ସବୁ ବୟସର ଶ୍ରୋତା। ଦେଶର ଖ୍ୟାତାନାମା ଯୁବ ବାଦ୍ୟଶିଳ୍ପୀମାନେ ଶୁକ୍ରବାର…
ନୂଆ ମୋଟର ଯାନ ଆଇନ ଭୟ: ଯାତ୍ରୀବାହୀ ବସ୍ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ
ଗଣିଆ,୭ା୯(ଡି.ଏନ.ଏ.): ଗତ ସେପ୍ଟେମ୍ବର ୧ତାରିଖରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗାଡିମୋଟର ଚେକିଂ, ବ୍ଲକିଂ ଓ ଧରପଗଡକୁ ଜୋରଦାର କରାଯାଇଛି ା ନୂଆ ଆଇନ ଅନୁଯାୟୀ ୧୦ ଗୁଣା ଅଧିକ ଜରିମାନା ଆଦାୟ…
ରାତି ହେଲେ ହାତୀପଲ ଗଁ। ମୁହାଁ
କେନ୍ଦୁଝର, ୭ା୯ (ସ୍ବ.ପ୍ର.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ଓ ମଇଦାନକେଲ ଫରେଷ୍ଟ ବିଟ ଅଧୀନ ଅଞ୍ଚଳରେ ଗତ କିଛି ଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ କେରୀ, ଡାବରଚୁଆ, ମଇଦାନକେଲ, ବାଘୁଆସାହି ଆଦି ଅଞ୍ଚଳକୁ ଚାଲି…
କମାପଲୀ ଅଶୋକ ନଗରରେ ଜଳୁନି ଷ୍ଟ୍ରିଟ ଲାଇଟ
ବ୍ରହ୍ମପୁର ଅଫିସ,୭ା୯-ବ୍ରହ୍ମପୁର ମହାନଗର ନିଗମ (ବିଏମସି)ର ୩୧ନଂ ୱାର୍ଡରେ ଆଲୋକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଯାଇଛି । କମାପଲ୍ଲୀ ଅଞ୍ଚଳର ବୈଦ୍ୟନାଥେଶ୍ୱର ଶୈବପୀଠ ଠାରୁ ଅଶୋକ ନଗରର ୧୮ ସାହିରେ ଗତ ଏକ ସପ୍ତାହ ହେବ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବାରୁ…
ଜାତୀୟ ରାଜପଥ ୫୯ ନଂ. ଉପରେ ପାଣି
ହିଞ୍ଜିଳିକାଟୁ/ଶେରଗଡ,୭ା୯(ଡ଼ି.ଏନ୍.ଏ)-ଲଗାଣ ବର୍ଷାରେ ବେହାଲ ହୋଇଛି ହିଞ୍ଜିଳିକାଟୁ ଓ ଶେରଗଡ। ବର୍ଷା ପ୍ରଭାବରେ ଜାତୀୟ ରାଜପଥ ନଂ-୫୯ର ହିଞ୍ଜିଳିକାଟୁ ବ୍ଲକ ମକରଝୋଳ, ପୋଚିଲିମା, ସୋମପୁର, ପୋଡ଼ିଙ୍ଗୀଠାରେ ରାସ୍ତା ଉପରେ ୪ରୁ ୫ଫୁଟରେ ବର୍ଷାପାଣି ପ୍ରବାହିତ ହେଉଛି। ଫଳରେ ଗମନାଗମନ ବନ୍ଦ ରହିଛି। ଗୁରୁବାର…
ଶବ୍ଦ ପ୍ରଦୂଷଣ ଅଭିଯୋଗ, ୨ ଡିଜେ ଗାଡି ଜବତ ୪୪ ହଜାର ୫ ଶହ ଟଙ୍କା ଜରିମାନା
ଆସିକା,୭ା୯(ଡି.ଏନ୍.ଏ.)- ଆସିକା ଥାନା ଇଲାକାରେ ବେଆଇନ ଭାବେ ଶବ୍ଦ ପ୍ରଦୂଷଣ କରୁଥିବା ଅଭିଯୋଗରେ ୨ଟି ଡିଜେ ଗାଡିକୁ ଶୁକ୍ରବାର ପୋଲିସ ଜବତ କରିଛି। ଏ ନେଇ ଦୁଇଟି ମାମଲା ରୁଜୁ ହୋଇଛି। ଆସିକା ଏନ୍ଏସି ବାଣୀବିହାର ଏବଂ କାଳଷଣ୍ଢପୁର ଗ୍ରାମରେ ଭସାଣି…
ଆର୍ବିଆଇ ନିର୍ଦ୍ଦେଶ ସତ୍ତ୍ୱେ ଶସ୍ତା ହେବ ନାହିଁ ଋଣ
ନୂଆଦିଲ୍ଲୀ,୭-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ପକ୍ଷରୁ ରେପୋ ରେଟ ଭଳି ବାହ୍ୟ ବେଞ୍ଚ ମାର୍କ ରେଟ୍ ସହ ସମସ୍ତ ପ୍ରକାର ରିଟେଲ ଋଣକୁ ଯୋଡିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସତ୍ତ୍ୱେ ରିଟେଲ ଋଣ ସୁଧ ହାର ଶସ୍ତା ହେବ ନାହିଁ ବୋଲି ଆଶଙ୍କା…
ଫେମା ଆଇନ ଉଲ୍ଲଂଘନ ଅଭିଯୋଗ;ନରେଶ ଗୋୟଲଙ୍କୁ ଇଡିର ଜେରା
ନୂଆଦିଲ୍ଲୀ,୭-୯: ବୈଦେଶିକ ବିନିମୟ ପରିଚାଳନା(ଫେମା) ଆଇନ ଉଲ୍ଲଂଘନ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ବନ୍ଦ ହୋଇଯାଇଥିବା ଏୟାରଲାଇନ୍ କମ୍ପାନୀ ଜେଟ୍ ଏୟାରଓ୍ବେଜ୍ର ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ଜେରା କରିଛି। ଇଡିର ମୁମ୍ବାଇ ମୁଖ୍ୟାଳୟରେ ଏହି ଜେରା କରାଯାଇଛି। ଏଥିପୂର୍ବରୁ ଇଡି ପକ୍ଷରୁ…
ସୁଧୁରୁନି ସହର ପରିମଳ ବ୍ୟବସ୍ଥା:ରାସ୍ତା ପାଲଟିଲାଣି ଡମ୍ପିଂୟାର୍ଡ
ଅନୁଗୋଳ ଅଫିସ, ୭।୯- ସହର ସଫା କରିବାକୁ ଅନୁଗୋଳ ପୌରପାଳିକା ଯେପରି ଯୋଜନା ହୀନ ହୋଇପଡିଛି। ପରିମଳ ବ୍ୟବସ୍ଥାରେ ସୁଧାର ଆଣିବାକୁ ପୌର କର୍ତ୍ତୃପକ୍ଷଙ୍କ କୌଣସି ନୀତି କାମ କରୁନାହିଁ। ଜାଗା ମିଳୁ ନ ଥିବାରୁ ପୌର କର୍ମଚାରୀମାନେ ସର୍ବସାଧାରଣ ସ୍ଥାନରେ…
ହାତୀ ନଦୀରେ ବନ୍ୟା ପରିସ୍ଥିତି: ଶତାଧିକ ଏକର ଚାଷ ଜମି ଜଳମଗ୍ନ, ଯାତାୟାତ ବ୍ୟାହତ
ଜୁନାଗଡ,୭।୯(ଡି.ଏନ.ଏ.) ଗତ ୨ ଦିନ ଧରି ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ୍ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ଶୁକ୍ରବାର ଭୋରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ହାତୀନଦୀରେ ବନ୍ୟା ଆସିବା ଯୋଗୁ…
ମାଲିଙ୍ଗା ମ୍ୟାଜିକ୍: ଶ୍ରୀଲଙ୍କାର ସାନ୍ତ୍ୱନାମୂଳକ ବିଜୟ
ପାଲିକେଲ,୭।୯- ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଘରୋଇ ଶ୍ରୀଲଙ୍କା ୩୭ ରନରେ ବିଜୟୀ ହୋଇଛି। ପ୍ରଥମ ଦୁଇଟି ମ୍ୟାଚ୍ରେ ପରାସ୍ତ ହୋଇ ସିରିଜ ହାତଛଡ଼ା କରିଥିବା ଶ୍ରୀଲଙ୍କ ଏହି ମୁକାବିଲା ଜିତି ସାନ୍ତ୍ୱନାମୂଳକ ବିଜୟ ହାସଲ କରିଛି।…
Archives


