Home

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ନିୟମ କୋହଳ

ମୁମ୍ବାଇ,୭-୮: ସାରା ଦେଶରେ କୋଟି କୋଟି ଜିରୋ ବାଲାନ୍ସ ଆକାଉଣ୍ଟଧାରୀ (ଜନଧନ ଆକାଉଣ୍ଟଧାରୀ)ଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସେପ୍ଟେମ୍ବର ପହିଲାରୁ ନୂଆ ସୁବିଧା ଦେବାକୁ ଘୋଷଣା କରିଛନ୍ତି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ବ୍ୟାଙ୍କଗୁଡ଼ିକ ପାଇଁ ଏକ ନୂଆ ଆଡଭାଇଜାରୀ ଜାରି କରାଯାଇଛି।…

୫୯ ମିନିଟରେ ମିଳିବ ରିଟେଲ ଋଣ

ନୂଆଦିଲ୍ଲୀ,୭-୮: ଦେଶର ଅର୍ଥନୀତିକୁ ଗତିଶୀଳ କରିବାକୁ ହେଲେ ଚାହିଦା ବୃଦ୍ଧି କରିବାକୁ ହେବ। ଏହାକୁ ଦୃଷ୍ଟିରେ ରଖି ସରକାର ମାତ୍ର ୫୯ ମିନିଟରେ ରିଟେଲ ଋଣ ପ୍ରଦାନ କରିବାକୁ ବିଚାର କରୁଛନ୍ତି। ଅର୍ଥ ମନ୍ତ୍ରଣାଳୟ ସହ ବ୍ୟାଙ୍କ ମୁଖ୍ୟମାନଙ୍କ ବୈଠକରେ ଏ…

ଜେ ଆଣ୍ଡ କେ ବ୍ୟାଙ୍କ ସରକାରଙ୍କ ନିୟନ୍ତ୍ରଣକୁ ଆସିବ

ନୂଆଦିଲ୍ଲୀ,୭-୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବା ପରେ ଏବେ କେନ୍ଦ୍ର ସରକାର ଜେ ଆଣ୍ଡ କେ ବ୍ୟାଙ୍କକୁ ନିଜ ନିୟନ୍ତ୍ରଣକୁ ନେବେ। ବର୍ତ୍ତମାନ ଏହି ବ୍ୟାଙ୍କର ୬୦ ପ୍ରତିଶତ ଅଂଶଧନ ରାଜ୍ୟ ସରକାରଙ୍କ ନିକଟରେ ରହିଛି। ଏହା ରାଜ୍ୟର ସବୁଠାରୁ ପ୍ରମୁଖ…

ଖାଉଟି ସୁରକ୍ଷା ବିଲ୍‌ ପାର୍ଲାମେଣ୍ଟରେ ଅନୁମୋଦିତ

ନୂଆଦିଲ୍ଲୀ,୭-୮: ବହୁ ପ୍ରତୀକ୍ଷିତ ଖାଉଟି ସୁରକ୍ଷା ବିଲ୍‌ ୨୦୧୯ ମଙ୍ଗଳବାର ପାର୍ଲାମେଣ୍ଟରେ ଅନୁମୋଦନ ଲାଭ କରିଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ଫଳପ୍ରଦ ପ୍ରଶାସନିକ ପଦକ୍ଷେପ ଜରିଆରେ ଖାଉଟି ବିବାଦର ସମାଧାନ କରିବା ଏହି ବିଲ୍‌ର ଲକ୍ଷ୍ୟ ରହିଛି। ଲୋକ ସଭାରେ ପୂର୍ବରୁ…

ଏନ୍‌ସିଏଲ୍‌ଟିର ଦ୍ୱାରସ୍ଥ ହେଲେ କେନ୍ଦ୍ର; ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଅଡିଟର, ଅନ୍ୟ ୨୧ଙ୍କ ଆକାଉଣ୍ଟ ହେବ ଅଚଳ

ନୂଆଦିଲ୍ଲୀ,୭-୮: ଅର୍ଥ ସଙ୍କଟର ସମ୍ମୁଖୀନ ହୋଇଥିବା ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍‌(ଆଇଏଲ୍‌ଆଣ୍ଡଏଫ୍‌ଏସ୍‌)ର ଅଡିଟର ଡେଲଏଟ ଓ ବିଏସ୍‌ଆରଙ୍କର ଅଡୁଆ ବଢ଼ିବାକୁ ଯାଉଛି। ସେମାନଙ୍କ ସହ ଦୁର୍ନୀତିରେ ଲିପ୍ତ ଅନ୍ୟ ୨୧ ଜଣଙ୍କ ଆକାଉଣ୍ଟ ଅଚଳ କରିବା ଲାଗି କେନ୍ଦ୍ର ସରକାର…

୫,୫୦୦ ପେଟ୍ରୋଲ ପମ୍ପ ଖୋଲିବେ ରିଲାଏନ୍ସ-ବିପି

ନୂଆଦିଲ୍ଲୀ,୭-୮: ସାରା ଦେଶରେ ୫,୫୦୦ ପେଟ୍ରୋଲ ପମ୍ପ ଖୋଲିବା ଲାଗି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ ଏବଂ ବିପି ପିଏଲ୍‌ସି ଚୁକ୍ତିରେ ସାମିଲ ହୋଇଛନ୍ତି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏବଂ ବିପି ପକ୍ଷରୁ ଗ୍ରୁପ୍‌ ଚିଫ୍‌ ଏକଜେକ୍ୟୁଟିଭ ବବ୍‌ ଡଡ୍‌ଲେଙ୍କ…

କଶ୍ମୀରରେ କାରଖାନା ଖୋଲିବ ଏସିଆର ସର୍ବବୃହତ ହେଲମେଟ କମ୍ପାନୀ

ନୂଆଦିଲ୍ଲୀ,୭-୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ପ୍ରତ୍ୟାହାର ପରେ ଏସିଆର ସର୍ବବୃହତ ହେଲମେଟ ନିର୍ମାତା କମ୍ପାନୀ ଷ୍ଟିଲବାର୍ଡ ହାଇଟେକ ଇଣ୍ଡିଆ କେନ୍ଦ୍ରଶାସିତ ଅଞ୍ଚଳରେ କାରଖାନା ପ୍ରତିଷ୍ଠା କରିବାକୁ ଆଗ୍ରହ ପ୍ରକାଶ କରିଛି। କମ୍ପାନୀ ସରକାରଙ୍କ ପଦକ୍ଷେପକୁ ସ୍ବାଗତ କରି କହିଛି ଯେ, କଶ୍ମୀର…

ମାନସିକ ଚାପରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ମୁଠାଏ…

ସକାଳେ ମୁଠାଏ ସୋଲା ବୁଟ ଗଜା ଚୋବାଇ ଖାଇଲେ ମିଳିଥାଏ ଅନେକ ଫାଇଦା। ଏହା କୋଷ୍ଠକାଠିନ୍ୟରୁ ମୁକ୍ତି ଦିଏ। ଏଥିରେ ଥିବା ଟ୍ରିପ୍ଟାଫେନ୍‌ ମାନସିକ ଚାପ କମ୍‌ କରି ଶାନ୍ତି ପ୍ରଦାନ କରେ ବୋଲି ଜମ୍ମୁ ଆୟୁର୍ବେଦିକ ଇନଷ୍ଟିଚ୍ୟୁଟ୍‌ରେ ହୋଇଥିବା ଏକ…

ହୃତ୍‌ପିଣ୍ଡ ଉପରେ ପ୍ରଭାବ ପକାଏ ଆଣ୍ଠୁଗଣ୍ଠି ଯନ୍ତ୍ରଣା

ଏକ ଗବେଷଣାରୁ ବିଶେଷଜ୍ଞମାନେ ଏହା ଜାଣିବାକୁ ପାଇଛନ୍ତି। ବିଶେଷଜ୍ଞଙ୍କ ମତରେ, ସ୍ପଣ୍ଡିଲାଇଟ୍ସକୁ ଅଣଦେଖା କରିବା ଉଚିତ୍‌ ନୁହେଁ। ଏହାଦ୍ୱାରା ଗମ୍ଭୀର ରୋଗର ସାମ୍ନା କରିବାକୁ ପଡ଼ିଥାଏ। ଏହା ଏକ ପ୍ରକାର ଗଣ୍ଠି ରୋଗ। ଏଥିପାଇଁ ଅଣ୍ଟା ଯନ୍ତ୍ରଣା ଆରମ୍ଭ ହୋଇ ପିଠି…

‘ଫନୀ’ କ୍ଷୟକ୍ଷତିଜନିତ ରିପୋର୍ଟ ଉନ୍ମୋଚିତ : ପୁନରୁଦ୍ଧାର ପାଇଁ ଆବଶ୍ୟକ ୨୯,୩୧୫ କୋଟି ଟଙ୍କା

ଭୁବନେଶ୍ୱର,୬।୮(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ମଙ୍ଗଳବାର ସଚିବାଳୟରେ ସାମୁଦ୍ରିକ ଝଡ଼ ଫନୀ ବାତ୍ୟାଜନିତ କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କିତ ରିପୋର୍ଟ ଉନ୍ମୋଚନ ହୋଇଛି। ଭାରତରେ ଅବସ୍ଥାପିତ ମିଳିତ ଜାତିସଂଘର ମୁଖ୍ୟ ସମନ୍ବୟକାରୀ ରେନାଟା-ଲୋକ୍‌-ଡେସାଲିଏନ ଏହି ଉନ୍ମୋଚନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ…

କ୍ୟାନସର ରୋଗ ହ୍ରାସ କରେ ହଳଦୀ

ଭାରତରେ ହଳଦୀର ବ୍ୟବହାର ମସଲା, ସୌନ୍ଦର୍ଯ୍ୟ ପ୍ରସାଧନ ତଥା ବିଭିନ୍ନ ରୋଗର ନିଦାନ ପାଇଁ କରାଯାଏ। କିନ୍ତୁ ଜାଣନ୍ତି ହଳଦୀ ମାରାମତ୍କ କ୍ୟାନସର୍‌ ରୋଗକୁ ମଧ୍ୟ କିଛି ମାତ୍ରାରେ ହ୍ରାସ କରିବାର ଗୁଣ ବହନ କରିଛି। ହଳଦୀରେ ଜଳ, ପ୍ରୋଟିନ୍‌, ଖଣିଜପଦାର୍ଥ,…

ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୬ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri