ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ନିୟମ କୋହଳ: ସେପ୍ଟେମ୍ବର ପହିଲାରୁ ହେବ ଲାଗୁ
ମୁମ୍ବାଇ,୬-୮: ସାରା ଦେଶରେ କୋଟି କୋଟି ଜିରୋ ବାଲାନ୍ସ ଆକାଉଣ୍ଟଧାରୀ(ଜନଧନ ଆକାଉଣ୍ଟଧାରୀ)ଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ସେପ୍ଟେମ୍ବର ପହିଲାରୁ ନୂଆ ସୁବିଧା ଦେବାକୁ ଘୋଷଣା କରିଛନ୍ତି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ବ୍ୟାଙ୍କଗୁଡ଼ିକ ପାଇଁ ଏକ ନୂଆ ଆଡଭାଇଜାରୀ ଜାରି କରାଯାଇଛି। ଯାହାକୁ…
ପ୍ରକାଶ ପାଇଛି ବିଜ୍ଞପ୍ତି: କାଳିଆ ଯୋଜନାରେ ସାମିଲ ଅଯୋଗ୍ୟ ହିତାଧିକାରୀଙ୍କ ଟଙ୍କା ଫେରିବ
ଭୁବନେଶ୍ୱର, ୬ା୮(ବ୍ୟୁରୋ): କାଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୧ଲକ୍ଷ ହିତାଧିକାରୀଙ୍କୁ ସରକାର ଅର୍ଥ ପ୍ରଦାନ କରିଛନ୍ତି। ଆଗକୁ ଆଉ ୨୪ ଲକ୍ଷ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀଙ୍କୁ ଏଥିରେ ସାମିଲ କରାଯିବ ବୋଲି ସରକାର କହିଥିଲେ। ଏହି ଯୋଜନାରେ ମୋଟ…
ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା
ଜଳେଶ୍ୱର, ୬।୮-ମଣିଷ ବଞ୍ଚିଥିବା ବେଳେ ଯେତେ ବାଦବିବାଦ ଥାଉ ନା କାହିଁକି ମୃତ୍ୟୁ ପରେ ସମସ୍ତେ ତାହାକୁ ଭୁଲିଯାଇଥାନ୍ତି। ଏହାକୁ କୁହାଯାଏ ମଣିଷପଣିଆ। ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ନଶ୍ଚିମପୁର ପଞ୍ଚାୟତ ଆମ୍ବୁଳିଅଠା ଗ୍ରାମରେ ପୂର୍ବ ବିବାଦକୁ କେନ୍ଦ୍ର କରି…
ହର୍ଡଲ୍ସ ତାରକା ସାଲି ପିୟରସନଙ୍କ ଅବସର ଘୋଷଣା
ସିଡନୀ,୬।୮(ଏଏଫ୍ପି)- ଅଷ୍ଟ୍ରେଲିଆ ମହିଳା ହର୍ଡଲ୍ସ ବିଶ୍ୱଚାମ୍ପିୟନ ସାଲି ପିୟରସନ ମଙ୍ଗଳବାର ଅବସର ଘୋଷଣା କରିଛନ୍ତି। କ୍ରମାଗତ ଭାବେ ଇଞ୍ଜୁରିର ଶିକାର ହେବା କାରଣରୁ ସେ ସମସ୍ତଙ୍କୁ ଚକିତ କରି ଏହି ନିଷ୍ପତ୍ତି ନେଇଛନ୍ତି। ଏଥି ସହିତ ଆସନ୍ତାବର୍ଷ ଟୋକିଓ ଅଲିମ୍ପିକ୍ସରେ ତାଙ୍କର…
ହୀରା ଖଚ୍ଚିତ ରେଜିଷ୍ଟ୍ରେସନ୍ ପେପର୍
ଗୁଜରାଟର ସବୁଠୁ ଧନୀ ସହର ଭିତରେ ଗଣାହୁଏ ସୁରତ୍। ଶାଢ଼ି ଏବଂ ହୀରା ବ୍ୟବସାୟ ପାଇଁ ଏହା ବିଶ୍ୱସ୍ତରରେ ବେଶ୍ ପ୍ରସିଦ୍ଧି ଅର୍ଜନ କରିଛି। ଏବେ କିନ୍ତୁ ଏକ ଅଦ୍ଭୁତ କାର୍ନାମା କରି ରେକର୍ଡ ସୃଷ୍ଟି କରିଛି ସୁରତ୍। ଶୁଣିବାକୁ ମିଳିଛି,…
୩୭୦ ଭୋଟରେ ଲୋକ ସଭାରେ ପାସ୍ ହେଲା ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍
ନୂଆଦିଲ୍ଲୀ,୬।୮: ରାଜ୍ୟ ସଭା ପରେ ଲୋକ ସଭାରେ ଗୃହୀତ ହୋଇଛି ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍। ଉକ୍ତ ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫(ଏ) ଉଚ୍ଛେଦ ବିଲ୍ ମଙ୍ଗଳବାର ବହୁମତରେ ପାସ୍ ହୋଇଛି। ବିଲ୍…
ଏହି ଗଛ ଦିଏ ବର୍ଷାର ଆଗୁଆ ସୂଚନା…
ଗୁଜରାଟରେ ରହିଛି କିଛି ଗଛ ଯିଏ ବର୍ଷା ସମ୍ପର୍କରେ ସୂଚନା ଦେଇଥାନ୍ତି । ଏହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏହା ସତ୍ୟ। ସ୍ଥାନୀୟ ଶିତଳା ମାତା ମନ୍ଦିର ପ୍ରାଙ୍ଗଣରେ ଥିବା ଏକ ପ୍ରକାର ଗଛର ବୃଦ୍ଧିକୁ…
ଏମିତି ଏକ ମନ୍ଦିର ଯେଉଁଠି ଆପଣାଛାଏ ବଢୁଛି ମୂର୍ତ୍ତି
ପ୍ରକୃତି ନିଜ ଗର୍ଭରେ ଏମିତି କିଛି ରହସ୍ୟ ଲୁଚାଇ ରଖିଛି, ଯାହାର ସମାଧାନ ରାସ୍ତା ଖୋଜିବାରେ ବୈଜ୍ଞାନିକ ବି ବିଫଳ। ଏଭଳି ଏକ ରହସ୍ୟମୟ ଘଟଣା ଘଟୁଛି ଆନ୍ଧ୍ରପ୍ରଦେଶର ୟାଗନ୍ତୀ ଶିବ ମନ୍ଦିରରେ। ମନ୍ଦିରଟି ଦେଶରେ ଐତିହାସିକ ଐତିହ୍ୟର ଏକ ବଳିଷ୍ଠ…
ସାଥୀ ଖେଳାଳିଙ୍କ ସ୍ତ୍ରୀଙ୍କୁ ପ୍ରେମ କରି ବିବାହ କରିଥିଲେ ଏହିସବୁ କ୍ରିକେଟର୍
କୁହାଯାଏ, ପ୍ରେମ ମାନେନା ବନ୍ଧବାଡ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା କହିବା ମୁସ୍କିଲ୍। କ୍ରିକେଟର୍ମାନଙ୍କ କ୍ଷେତ୍ରରେ ମଧ୍ୟ ସେମିତି ଘଟିଛି। କିଛି ଖେଳାଳି ସାଥୀ ଖେଳାଳିଙ୍କ ସ୍ତ୍ରୀଙ୍କୁ ମନ ଦେଇ ବସିିଛନ୍ତି। ପ୍ରଥମେ ବିବାଦ ଦେଖାଦେଇଥିଲେ ମଧ୍ୟ ଶେଷରେ ତାଙ୍କୁ…
ପ୍ରେମରେ ପାଗଳ ଥିଲେ କ୍ରିକେଟର୍ ବୀରେନ୍ଦ୍ର ସେହଓ୍ବାଗ, ସମ୍ପର୍କୀୟ ଭଉଣୀଙ୍କୁ କରିଥିଲେ ବିବାହ
ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟଟ୍ସମ୍ୟାନ ବୀରେନ୍ଦ୍ର ସେହଓ୍ବାଗଙ୍କ ପ୍ରେମ କାହାଣୀ କୌଣସି ବଲିଉଡ ଚଳଚ୍ଚିିତ୍ରଠାରୁ କମ ନୁହେଁ। ସେହଓ୍ବାଗ କୌଣସି ଅଭିନେତ୍ରୀ କିମ୍ବା ସହପାଠୀ ନୁହେଁ ସମ୍ପର୍କୀୟ ଭଉଣୀ ଆରତି ଅଗ୍ରଓ୍ବାଲଙ୍କ ପ୍ରେମରେ ପଡିଥିଲେ। ଆରତିଙ୍କ ବଡ ଭଉଣୀ ଏକ…
ସବ୍ୟସାଚୀ ମିଶ୍ରଙ୍କୁ ଧମକ
ଭୁବନେଶ୍ୱର, ୬।୮(ବ୍ୟୁରୋ): ଓଡ଼ିଆ ସିନେ ଅଭିନେତା ସବ୍ୟସାଚୀ ମିଶ୍ରଙ୍କୁ ଧମକ ମିଳିଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ତାଙ୍କୁ ଏହି ଧମକ ମିଳିଥିବା ସେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତେବେ ଜମ୍ମୁ-କାଶ୍ମୀରରେ ୩୭୦ ଧାରା ଉଚ୍ଛେଦକୁ ନେଇ ସେ…
ହାଇକୋର୍ଟର ଦ୍ୱାରସ୍ଥ ହେଲେ କପିଲ ମିଶ୍ରା
ନୂଆଦିଲ୍ଲୀ,୬।୮: ଏଏପିର ବିଦ୍ରୋହୀ ତଥା ଅଯୋଗ୍ୟ ଘୋଷିତ ହୋଇଥିବା ନେତା କପିଲ ମିଶ୍ରା ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ତାଙ୍କୁ ଅଯୋଗ୍ୟ ଘୋଷିତ ବିଧାୟକ ମାମଲା ବିରୋଧରେ ସେ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଦିଲ୍ଲୀ ବିଧାନସଭାର ଅଧ୍ୟକ୍ଷ ରାମ ନିଓ୍ବାସ…
Archives


