Home

ଦିଲ୍ଲୀରେ ୟେଦୁରପ୍ପା

ନୂଆଦିଲ୍ଲୀ,୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି। ମଙ୍ଗଳବାର ୟେଦୁରପ୍ପା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରିଙ୍କୁ ଭେଟିଛନ୍ତି। ଏହି ଅବସରରେ ସେ କର୍ନାଟକର ଜାତୀୟ ରାଜପଥ ପ୍ରୋଜେକ୍ଟ ବିଷୟରେ ଗଡକରିଙ୍କ ସହ କଥା ହୋଇଥିବା…

ପାରଳା ମହାରାଜା ଇଞ୍ଜିନିୟରିଂ କଲେଜରେ ଗ୍ୟାସ୍‌ ଫାଟି ୩ ଛାତ୍ର ଆହତ

ବ୍ରହ୍ମପୁର ଅଫିସ, ୬।୮: ବ୍ରହ୍ମପୁର ଉପକଣ୍ଠ ଚଣ୍ଡିପଦରସ୍ଥିତ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଛାତ୍ରାବାସ-୧ରେ ମଙ୍ଗଳବାର ଗ୍ୟାସ୍‌ ପାଇପ ଫାଟି ୩ ଛାତ୍ର ଆହତ ହୋଇଛନ୍ତି । ସେମାନେ ହେଲେ ମୁକେଶ ପଣ୍ଡା, ରାକେଶ ରାଉତ, ଅଶ୍ୱିନୀ ନାୟକ । ହଷ୍ଟେଲ…

୧୪ କେଜି ଗଞ୍ଜେଇ ଜବତ: ୩ ଗିରଫ

କୋଟଗଡ଼, ୬।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ବାରଖମା-ରେବିଙ୍ଗିଆ ରାସ୍ତା ଗ୍ୟାସ୍‌ ଡିପୋ ନିକଟରେ ବାଲିଗୁଡ଼ା ପୋଲିସ ମଙ୍ଗଳବାର ଚଢ଼ାଉକରି ୧୪ କେଜି ୮୦୦ ଗ୍ରାମ୍‌ ଗଞ୍ଜେଇ ସହ ଏକ ମୋଟରସାଇକେଲ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ…

ପାକିସ୍ତାନକୁ ଆର୍‌ଏସ୍‌ଏସ୍‌ର ଚେତାବନୀ: ଦାଦାଗିରି କଲେ ପିଓକେ ବି ଛଡ଼ାଇ ଅଣାଯିବ

ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ପାକିସ୍ତାନରେ ଉତ୍ତେଜନା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆର୍‌ଏସ୍‌ଏସ୍‌ ପକ୍ଷରୁ ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ଆର୍‌ଏସ୍‌ଏସ୍‌ ସଦସ୍ୟ ଇନ୍ଦ୍ରେଶ୍‌ କୁମାର କହିଛନ୍ତି ଯେ, ଭାରତ ସରକାରଙ୍କ ଅନୁଚ୍ଛେଦ ୩୭୦ର ଉଚ୍ଛେଦ ନିଷ୍ପତିକୁ ଜାତିସଂଘ…

ବିଗୁଡୁଛି ଉନ୍ନାଓ ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୬।୮: ଉନ୍ନାଓ ବଳାତ୍କାର ପୀଡିତା ଏବେ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ର ଟ୍ରମା ସେଣ୍ଟରରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଅବସ୍ଥା ବେଳକୁ ବେଳ ବିଗିଡି ଯାଉଥିବା ଜଣାପଡିଛି। ଏବେ ସେ ଲାଇଫ୍‌ ସପୋର୍ଟ ସିଷ୍ଟମରେ ରହିଥିବା…

ନିୟନ୍ତ୍ରଣ ରେଖା ମାଛିଲ୍‌ ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଠାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ୫-୬ ଆତଙ୍କବାଦୀ ମାଛିଲ୍‌ ସେକ୍ଟରରେ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିଲେ। ଭାରତୀୟ ଫରଓ୍ବାର୍ଡ ପୋଷ୍ଟପକ୍ଷରୁ ସତର୍କ ସୂଚନା ଜାରି ସହିତ ଗୁଳି ଚାଳନା କରାଯାଇଥିଲା।…

ଅନୁଚ୍ଛେଦ ୩୭୦ ଉପରେ ମୁହଁ ଖୋଲି ସୋସିଆଲ୍‌ ମିଡ଼ିଆରେ ଟ୍ରୋଲ୍‌ ହେଲେ ରାହୁଲ

ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ଉପରେ ମୁହଁ ଖୋଲି ରାହୁଲ ଗାନ୍ଧୀ ସମାଲୋଚନାର ଶିକାର ହୋଇଛନ୍ତି। ଏହି ପ୍ରସଙ୍ଗରେ ରାହୁଲ ଗୋଟିଏ ଦିନ ପରେ ମଙ୍ଗଳବାର ନିଜର ମତପୋଷଣ କରିଥିଲେ। ମାତ୍ର ରାହୁଲଙ୍କ ମନ୍ତବ୍ୟ ନିଜ ପାଇଁ ମହଙ୍ଗା ପଡ଼ିଛି। ଏହାଦ୍ୱାରା…

ଅଯୋଧ୍ୟା ବିବାଦ: ମସଜିଦ୍‌ ପୂର୍ବରୁ ଥିବା ନିର୍ମାଣର ପ୍ରମାଣ ଲୋଡିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୬।୮: ଅଯୋଧ୍ୟା ବିବାଦର ପ୍ରତିଦିନ ଶୁଣାଣି ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି ମାମଳାରେ ମସଜିଦ୍‌ ପୂର୍ବରୁଥିବା ନିର୍ମାଣର ପ୍ରମାଣ ସୁପ୍ରିମ୍‌କୋର୍ଟ ଲୋଡିଛନ୍ତି। ନିର୍ମୋହି ଆଖଡ଼ାର ଆଇଜୀବି କହିଥିଲେ ଯେ, ମୁସଲମାନ୍‌ ଆଇନ ଅନୁସାରେ କୌଣସି ବ୍ୟକ୍ତି ଆଇନ ସଙ୍ଗତ ଅନୁମତି ବିନା…

ଅନୁଚ୍ଛେଦ ୩୭୦କୁ ନେଇ ମୁହଁ ଖୋଲିଲେ ମମତା

କୋଲକାତା,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ସେ ସମର୍ଥନ ଜଣାଉ ନାହାଁନ୍ତି। ତାଙ୍କ ଦଳ ଏଥିପାଇଁ ମତ ମଧ୍ୟ ଦେଇ ନାହିଁ। ମମତା ସମସ୍ତ ରାଜନୈତିକ ଦଳ ଓ କଶ୍ମୀରବାସୀଙ୍କୁ କହିଛନ୍ତି ଯଦି ଅନୁଚ୍ଛେଦ ୩୭୦ର…

ପ୍ରଥମଥର ନୂଆବୋହୂ ହାତ ରନ୍ଧା ଖାଇ ଡାକ୍ତରଖାନାରେ ପୂରା ପରିବାର

ଲକ୍ଷ୍ନୌ,୬।୮:ଉତ୍ତର ପ୍ରଦେଶର ମୁରାଦାବାଦ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ପରେ ନୂଆବୋହୂର ହାତରନ୍ଧା ପ୍ରଥମଥର ଖାଇ ଡାକ୍ତରଖାନାରେ ପହଞ୍ଚିଛନ୍ତି ପୂରା ପରିବାର। ଖାଦ୍ୟରେ ନିଶା ଔଷଧ ଦେଇ ସମସ୍ତଙ୍କୁ ବେହୋସ୍‌ କରିବା ପରେ ସବୁ ସୁନାଗହଣା, ଟଙ୍କା ନେଇ ଫେରାର୍‌…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ିଲା କାନ୍ଥ: ୩ ପିଲା ଗୁରୁତର

କୋରୁକୋଣ୍ଡା, ୬।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସଦର ବାଲିସାଗରସାହିର ମନୋଜ ନାୟକଙ୍କ ଘର କାନ୍ଥ ଭୁଶୁଡ଼ି ପଡ଼ିବାରୁ ତାଙ୍କର ୩ ପିଲା ଗୁରୁତର ଆହତ ହୋଇଛନ୍ତି। ସୂଚନା…

ଅଜିତ୍‌ ଡୋଭାଲ୍‌ ଭୂମିକାରେ ଅକ୍ଷୟ କୁମାର

ବଲିଉଡର ସଫଳ କଳାକାରଙ୍କ ମଧ୍ୟରେ ରହିଛନ୍ତି ଅଭିନେତା ଅକ୍ଷୟ କୁମାର। ସମାଜରେ ଥିବା ବିଭିନ୍ନ ସମସ୍ୟାକୁ ନେଇ ଫିଲ୍ମ କରିବା ସହ ବର୍ଷରେ ଏକାଧିକ ଫିଲ୍ମରେ ନଜର ଆସୁଛନ୍ତି ଖିଲାଡି କୁମାର। ତାଙ୍କର ସବୁ ଫିଲ୍ମ ବକ୍ସ ଅଫିସରେ ହିଟ ସାବ୍ୟସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri