ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ: ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହୋଇପାରେ ଆଲୋଚନା
ପୁରୀ ଅଫିସ,୬।୯: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ବିଶେଷକରି ଆଦର୍ଶ ଗୁରୁକୁଳ,…
ବର୍ଷେ ନ ପୂରୁଣୁ କୋଟଗଡ, ତୁମୁଡିବନ୍ଧ ରାସ୍ତା ଶୋଚନୀୟ: ଯାତାୟାତ ବାଧାପ୍ରାପ୍ତ
କୋଟଗଡ଼,୬।୯(ଡି.ଏନ୍.ଏ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକଠାରୁ୧୫ କି.ମି ତୁମୁଡିବନ୍ଧ ପର୍ଯ୍ୟନ୍ତ ୫ ନଂ. ରାଜ୍ୟ ରାଜପଥ କାମ ହେବାର ବର୍ଷେ ପୂରିନି। ହେଲେ ରାସ୍ତାରୁ ପିଚୁ ଉଠି ଖାଲଖମାରେ ପରିଣତ ହେଲାଣି। ଭାରିଯାନ ଯିବାଆସିବା ଦ୍ବାରା ରାସ୍ତାରେ ଗାତ ସୃଷ୍ଟି ହେବା…
ସାପକାମୁଡ଼ାରେ ମହିଳାଙ୍କ ଜୀବନ ଗଲା
ଗଞ୍ଜାମ,୬।୯(ଡି.ଏନ୍.ଏ.) : ଗଞ୍ଜାମ ଏନ୍ଏସିର ୬ ନଂ ଓ୍ବାର୍ଡ ବ୍ରାହ୍ମଣ ଢାମଣା ସାହିର ଜଣେ ମହିଳାଙ୍କୁ ବିଷାକ୍ତ ସାପ କାମୁଡ଼ି ଦେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ସୁବାସିନି ବାଡ଼ତ୍ୟା(୫୩)। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ଭୋର୍ରୁ ସୁବାସିନି…
ଆପ୍ରୁ ଇସ୍ତଫା ଦେଲେ ଅଳକା ଲାମ୍ବା, କଂଗ୍ରେସରେ ଯୋଗ ଦେଇପାରନ୍ତି
ନୂଆଦିଲ୍ଲୀ: ଦିଲ୍ଲୀରେ କ୍ଷମତାସୀନ ଆମ ଆଦମୀ ପାର୍ଟି (ଆପ୍)ର ବିଦ୍ରୋହୀ ବିଧାୟକ ଅଳକା ଲାମ୍ବା ଶେଷରେ ଦଳରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସକାଳୁ ସେ ଟୁଇଟ୍ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ଆପ୍ରୁ ବିଦାୟ ନେବାର ସମୟ ଆସିଯାଇଛି।…
୨ କ୍ୟାବିନ୍ରୁ ଚୋରି : ନଗଦ ୧୦ ହଜାର ଟଙ୍କା ସହ ବିଭିନ୍ନ ସାମଗ୍ରୀ ଚୋରି
ଆରଡ଼ି,୬।୯(ଡି.ଏନ୍.ଏ.) : ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ କୁଳେଇପଦା ଛକରେ ଗୁରୁବାର ରାତିରେ ୨ଟି କ୍ୟାବିନ୍ରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ କୁଳେଇପଦା ଗାଁର ଜୟନ୍ତ ନାୟକ ଓ ସୁବାସ ବିଶ୍ବାଳ ରାତି ପ୍ରାୟ ୯ଟାରେ ଦୋକାନ…
କଂଗ୍ରେସ ନେତାଙ୍କୁ ସୋନିଆଙ୍କ ନିର୍ଦ୍ଦେଶ:ମତଭେଦ ଭୁଲି ବୟାନ ଦେବାରୁ ବିରତ ରୁହନ୍ତୁ
ନୂଆଦିଲ୍ଲୀ, ୬।୯: ମଧ୍ୟ ପ୍ରଦେଶରେ କଂଗ୍ରେସରେ ଲାଗି ରହିଥିବା ମଦଭେଦକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତିତ ଅଛନ୍ତି। ସମସ୍ତ ମତଭେଦ ଭୁଲି ସାର୍ବଜନୀନ ବୟାନ ଦେବାରୁ ବିରତ ରହିବାକୁ ସେ କଂଗ୍ରେସ ନେତାମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଧ୍ୟପ୍ରଦେଶରେ ଗତ…
ଜେଲ୍ ଯିବା ପୂର୍ବରୁ ଚିଦାମ୍ବରମ୍ଙ୍କୁ ଘାରିଲା ଭାରତର ଅର୍ଥନୀତି ଚିନ୍ତା
ନୂଆଦିଲ୍ଲୀ,୬।୯: ଆଇଏନଏକ୍ସ ମିଡିଆ ମାମଲାରେ ଗିରଫ ଚିଦାମ୍ବରମଙ୍କୁ ଶେଷରେ କୋର୍ଟ ତିହାର ଜେଲକୁ ପଠାଇ ଦେଇଛନ୍ତି। ସେ ଦୀର୍ଘ ୧୪ ଦିନ କାଳ ଅର୍ଥାତ ସେପ୍ଟେମ୍ବର ୧୯ ଯାଏ ତିହାର ଜେଲରେ ରହିବେ। ତିହାର୍ ଜେଲ୍ ଯିବା ପୂର୍ବରୁ ଚିଦାମ୍ବରମ୍ କେବଳ…
ନୂଆ ମୋଟର ଯାନ ଆଇନ : ଘାରିଲା ଭୟ, ବଢ଼ିଲା ଭିଡ଼
ଭୁବନେଶ୍ୱର, ୬।୯(ବ୍ୟୁରୋ) : ନୂଆ ମୋଟର ଆଇନ-୨୦୧୯ ସେପ୍ଟେମ୍ବର ୧ରୁ ସାରା ଦେଶରେ ଲାଗୁ ହୋଇଛି। ଓଡ଼ିଶାରେ ଚେକିଂ, ବ୍ଲକିଂ ଓ ଗାଡ଼ି ଧରାପଗଡ଼କୁ ଜୋର୍ଦାର କରାଯାଇଛି। ଟ୍ରାଫିକ ପୋଲିସ ଓ ଆର୍ଟିଓ ପକ୍ଷରୁ କାଗଜପତ୍ର ଯାଞ୍ଚ କଡାକଡି କରାଯିବା ସହ…
ଝିଅ ବୁଲେଟ ଚଢିବାରୁ ପିତାଙ୍କୁ ଗୁଳିମାଡ
ନୋଏଡା, ୬।୯: ଉତ୍ତର ପ୍ରଦେଶର ନୋଏଡା ଏକ ଅଭାବନୀୟ ଘଟଣା ଘଟିଛି। ଝିଅ ବୁଲେଟ୍ ଚଢିବାରୁ କିଛି ଦୁର୍ବୃତ୍ତ ତାଙ୍କ ପିତାଙ୍କୁ ଗୁଳି ମାରିଛନ୍ତି। ପୋଲିସ ଏହି ଘଟଣାରେ ଦୁଇ ଜଣଙ୍କ ନାଁରେ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ, ଗ୍ରେଟର ନୋଏଡାର…
ପୋଲିଓ ବୁନ୍ଦା ଖାଇ ଶିଶୁକନ୍ୟା ମୃତ୍ୟୁ ଅଭିଯୋଗ : ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ପରିବାର ଲୋକଙ୍କ ଧାରଣା
ବ୍ରହ୍ମଗିରି,୬।୯(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ବୁଧବାର ପୋଲିଓ ବୁନ୍ଦା ଖାଇ ଅଢେଇ ମାସର ଶିଶୁକନ୍ୟା ପ୍ରିୟଙ୍କା ବିଶ୍ବାଳ ଅସୁସ୍ଥ ହୋଇ ପଡ଼ିଥିଲେ। ତେବେ ଗୁରୁବାର ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ପରିବାର ଲୋକେ ପୋଲିଓ…
ଉପକୂଳ ଅଞ୍ଚଳରେ ସୁରକ୍ଷା ଢିଲା : ବିପଦକୁ ଆମନ୍ତ୍ରଣ କରୁଛି ମେରାଇନ୍ ପୋଲିସରେ ଅବ୍ୟବସ୍ଥା
ଭୁବନେଶ୍ୱର,୬।୯ : କେନ୍ଦ୍ର ସରକାର ଜମ୍ମୁକାଶ୍ମୀରରୁ ଧାରା ୩୭୦ ଓ ୩୫-ଏ ହଟାଇବା ପରେ ବିଶେଷଭାବେ ପ୍ରତିକ୍ରୀୟାଶୀଳ ହୋଇ ଉଠିଛି ପଡୋଶୀ ରାଷ୍ଟ୍ର ପାକିସ୍ତାନ। ପାକିସ୍ତାନ ସରକାର,ସେନା, ଗୁଇନ୍ଦା ସଂସ୍ଥା (ଆଇଏସ୍ଆଇ) ଓ ପାକିସ୍ଥାନ ଅଧିକୃତ କାଶ୍ମୀର(ପିଓକେ)ରେ ସକ୍ରିୟ ଥିବା ଜୈସ୍-ଇ-ଅହମ୍ମଦ,…
ହାତୀ ଆକ୍ରମଣରେ ୩ ଗୁରୁତର
ବନ୍ତଳା,୬।୯(ଡି.ଏନ.ଏ.): ଅନୁଗୋଳ ରେଞ୍ଜ କରତପଟା ବିଟ୍ ଅଧୀନ କଇରିଆମ୍ବ ଗ୍ରାମରେ ଗୁରୁବାର ସକାଳେ ଏକ ଦନ୍ତା ହାତୀ ଆକ୍ରମଣରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ପ୍ରଶ୍ନ ସାହୁ(୬୦) ତାଙ୍କ ସ୍ତ୍ରୀ କିରଣ ସାହୁ(୫୨) ସାନ ଝିଅ ଯଶୋଦା…
Archives


