Home

ବାରିପଦାରେ ମଦମୃତ୍ୟୁ : ରାସ୍ତାକଡ଼ରୁ ୨ ମୃତଦେହ ଉଦ୍ଧାର

ବାରିପଦା ଅଫିସ,୫ା୮- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଓ ସଦର ଥାନା ଅଞ୍ଚଳରେ ମଦ୍ୟପାନ ଯୋଗୁଁ ଗୋଟିଏ ଦିନରେ ୨ ଜଣଙ୍କର ମୃତ୍ୟୁ ଘଟଛି। ବାରିପଦା ସହର କେସି ସର୍କିଲ ନିକଟରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ବାରିପଦା…

‘ମଣ୍ଡାପିଠାର ମଜା’ ବାଟ ଦେଖାଇଲା

ସିମୁଳିଆ, ୫ା୮(ସନ୍ତୋଷ କୁମାର ନାୟକ): ଗାଁ ମାଟିର ବାସ୍ନା, ପାଣି ପବନର ଆକର୍ଷଣ ତାଙ୍କ ଜୀବନକୁ ପରିଷ୍‌ୃଷ୍ଟ କରିଛି। ଗ୍ରାମୀଣ ପରିବେଶରେ ଶିକ୍ଷାଲାଭ, ଶିକ୍ଷକ ଓ ପରିବାରର ପ୍ରେରଣା ତାଙ୍କୁ ବାଟ ଦେଖାଇଛି। ଚାକିରି ଜୀବନରେ ଗାଁ ଲୋକଙ୍କ ସହ ସମ୍ପର୍କ…

ଚାନ୍ଦିପୁଟ ପଞ୍ଚାୟତ ବୁରନାଳ; ବିପଦପୂର୍ଣ୍ଣ ପୋଲରେ ହେଉଛି ଯାତାୟାତ

ଚନ୍ଦ୍ରଗିରି,୫ା୮(ଡି.ଏନ.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବର୍ତ୍ତମାନ ମଧ୍ୟ ନଦୀ/ନାଳ ଉପରେ ପୋଲଟିଏ ନ ଥିବାରୁ ଲୋକେ କାଠପୋଲରେ ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି…

ବ୍ୟାପୁଛି ଝାଡ଼ାବାନ୍ତି :ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର

ସଜନାଗଡ/ବାହାନଗା, ୫।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ବାଇଗଡ଼ିଆ ଗ୍ରାମରେ ଜଣଙ୍କ ଶୁଦ୍ଧିକ୍ରିୟା ଭୋଜି ଖାଇ ୧୫ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବାବେଳେ ଜଣକର ମୃତ୍ୟୁ ହୋଇଛି। ଏନେଇ ଗାଁରେ କୋକୁଆ ଭୟ ସୃଷ୍ଟି ହୋଇଛି। ସେମାନଙ୍କୁ ପ୍ରଥମେ ଖନ୍ତାପଡ଼ା ଗୋଷ୍ଠୀ…

ଟ୍ରକ୍‌-ଅଟୋ ଧକ୍କାରେ ୧୨ ମୃତ

ହାଇଦ୍ରାବାଦ,୫ା୮(ଆଇଏଏନ୍‌ଏସ୍‌): ତେଲେଙ୍ଗାନାର ମହାବୁବ୍‌ନଗର ଜିଲାରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ଜଣ ଶ୍ରମିକ ପ୍ରାଣ ହରାଇଥିବାବେଳେ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ଶ୍ରମିକମାନେ କାମ ସାରି ଅଟୋରିକ୍ସାରେ ଫେରୁଥିବାବେଳେ କୋଠାପାଲେ ଗ୍ରାମ ନିକଟରେ ବିପରୀତ ପାର୍ଶ୍ୱରୁ ଆସୁଥିବା ଟ୍ରକ୍‌…

‘ସାରେ ଜହାଁ ସେ ଅଚ୍ଛା’ରେ ଆମିର, ଶାହରୁଖ୍‌

ମୁମ୍ବାଇ: ସୁପରଷ୍ଟାର ଆମିର ଖାନ୍‌ ଏବଂ ଶାହରୁଖ୍‌ ଖାନ୍‌ ‘ସାରେ ଜହାଁ ସେ ଅଚ୍ଛା’ ଫିଲ୍ମରେ ଅଭିନୟ କରିବାକୁ ଆଗ୍ରହୀ ଥିବା ପ୍ରଯୋଜନା ସୂତ୍ରରୁ ଜାଣିବାକୁ ମିଳିଛି। ଉକ୍ତ ଫିଲ୍ମ ମହାକାଶଚାରୀ ରାକେଶ ଶର୍ମାଙ୍କ ଜୀବନୀକୁ ନେଇ ନିର୍ମାଣ ହେବାକୁ ଯାଉଥିବାବେଳେ…

ମହାରାଷ୍ଟ୍ରରେ ପ୍ରବଳ ବର୍ଷା: ୬ ମୃତ

ମୁମ୍ବାଇ,୫ା୮(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଥିବାବେଳେ ମୁମ୍ବାଇ ଓ ସତାରାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ବିଭିନ୍ନ ଅଞ୍ଚଳରେ ବନ୍ୟାପାଣି ଘେରରେ ରହିଯାଇଥିବା ୪୦୦ରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାୟୁସେନା ହେଲିକପ୍ଟର ସହାୟତାରେ ଉଦ୍ଧାର କରାଯାଇଛି। ଉଦ୍ଧାର କାର୍ଯ୍ୟରେ…

ଷ୍ଟ୍ରକ୍ଚରାଲ ଆଓ୍ବାର୍ଡ ତାଲିକାରେ ଷ୍ଟାଚ୍ୟୁ ଅଫ୍‌ ୟୁନିଟି

ଅହମ୍ମଦାବାଦ,୫ା୮: ସର୍ଦ୍ଦାର ପଟେଲ୍‌ଙ୍କ ସ୍ମୃତିରେ ଗୁଜରାଟର କେଭାଡିଆ ଟାଉନ୍‌ରେ ନିର୍ମିତ ଷ୍ଟାଚ୍ୟୁ ଅଫ୍‌ ୟୁନିଟି ‘ଦି ଷ୍ଟ୍ରକ୍ଚରାଲ ଆଓ୍ବାର୍ଡସ-୨୦୧୯’ର ମନୋନୟନ ତାଲିକାରେ ରହିଛି। ଷ୍ଟ୍ରକ୍ଚରାଲ ଇଞ୍ଜିନିୟରଙ୍କୁ ନେଇ ଗଠିତ ବ୍ରିଟେନ୍‌ର ଏକ ଅନୁଷ୍ଠାନ ଦ୍ୱାରା ଏହି ପୁରସ୍କାର ପ୍ରଦାନ କରାଯାଏ। ୧୮୨ମିଟର…

ଜୁଆଡ଼ିଙ୍କୁ ଧରାଇଲା ସୋସିଆଲ ମିଡିଆ

ଭୁବନେଶ୍ୱର,୫ା୮(ବ୍ୟୁରୋ) : ସୋସିଆଲ ମିଡିଆ ଧରାଇଛି ଅଭିଯୁକ୍ତ। ଜଣେ ବ୍ୟକ୍ତି ନିଜର ଟୁଇଟ୍‌ରରେ ଅଭିଯୋଗ କରିବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଭୁବନେଶ୍ୱର ରେଳ ଷ୍ଟେଶନଠାରେ ଥିବା ପିଙ୍କ୍‌ ଅଟୋ ଷ୍ଟାଣ୍ଡ ପଛରେ ରବିବାର ଖୁଲମଖୁଲା ଜୁଆ ଖେଳ ହେଉଥିଲା। ଏହାକୁ…

ସୋନଭଦ୍ର ଜିଲାପାଳ, ଏସ୍‌ପି ବିଦା

ଲକ୍ଷ୍ନୌ,୫ା୮(ପି.ଟି.): ସୋନଭଦ୍ର ଗଣହତ୍ୟା ମାମଲାରେ ଉତ୍ତରପ୍ରଦେଶ ସରକାର ଜିଲାପାଳ ଏବଂ ସୋନଭଦ୍ର ଏସ୍‌ପିଙ୍କୁ ବିଦା କରିବା ସହ ଅନ୍ୟ ୧୩ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଗତମାସରେ ଏକ ଜମି ବିବାଦକୁ ନେଇ ଗୋଣ୍ଡ ସମ୍ପ୍ରଦାୟର ୧୦ ଜଣଙ୍କୁ…

ଜେଲ ଗଲେ ଆଇଏଏସ୍‌ ଅଫିସର

ଥିରୁଭାନନ୍ଥପୁରମ୍‌,୫ା୮(ପି.ଟି.) :ଆଇଏଏସ୍‌ ଅଫିସର ଶ୍ରୀରାମ ଭେଙ୍କିଟରମନ୍‌ଙ୍କ କାର୍‌ ଧକ୍କାରେ ସାମ୍ବାଦିକଙ୍କ ମୃତ୍ୟୁ ଘଟଣାରେ ତାଙ୍କୁ ଜେଲ୍‌ ପଠାଇଦିଆଯାଇଛି। ଗିରଫ ଆଇଏଏସ୍‌ ଅଫିସରଙ୍କୁ ଏକ ଘରୋଇ ହସ୍ପିଟାଲରେ ପଞ୍ଚତାରକା ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଥିବା ଅଭିଯୋଗ ହୋଇଥିଲା। ତେବେ ରିମାଣ୍ଡରେ ଥିବା ଜଣେ…

ରେଳଷ୍ଟେଶନ ଛାତରେ ବେଧଡ଼କ ନିଶା ସେବନ : ଆଖିବୁଜି ଦେଇଛି ଆର୍‌ପିଏଫ୍‌, ଜିଆର୍‌ପି

ଭୁବନେଶ୍ୱର,୫ା୮(ବ୍ୟୁରୋ) : ରେଳ ଷ୍ଟେଶନ ଭିତରେ ନିଶାଦ୍ରବ୍ୟ ସେବନ କରିବା ଦଣ୍ଡନୀୟ ଅପରାଧ। ଭୁବନେଶ୍ୱର ଷ୍ଟେଶନର ଚତୁଃପାର୍ଶ୍ୱକୁ ସିସିଟିଭି ମାଧ୍ୟମରେ ନଜର ରଖାଯାଇଛି। ଏହାସହ ରେଳ ସୁରକ୍ଷା ବଳ ଓ ସରକାରୀ ରେଳବାଇ ଥାନା ମିଳିତ ଭାବେ ଷ୍ଟେଶନର ସୁରକ୍ଷାକୁ ନିଶ୍ଚିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri