ତାରିକ ରହମାନ ଆସିବା ପରେ ସୁଧୁରୁଛି ସମ୍ପର୍କ.., ବାଂଲାଦେଶ ପୁଣି ଭାରତ ପାଇଁ ଆରମ୍ଭ କରିବ ଏହି ସେବା, ତାରିଖ ଆସିଲା ସାମ୍ନାକୁ!
ନୂଆଦିଲ୍ଲୀ/ଢାକା,୨୨।୨: ନୂତନ ସରକାର ଗଠନ ହେବା ସହିତ, ବାଂଲାଦେଶ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର ଜଣେ ଅଧିକାରୀ ରବିବାର କହିଛନ୍ତି ଯେ ସୋମବାରଠାରୁ ଭାରତରେ ଥିବା ବାଂଲାଦେଶୀ କୂଟନୈତିକ…
T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ
ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର କ୍ରିକେଟରଙ୍କ ନାମ କହିବୁ, ଯେଉଁମାନେ ଏହି ବିଶ୍ୱକପରେ ଖେଳିବାର ଦେଖିଥିବେ, ପରବର୍ତ୍ତୀ ସିଜନରେ…
Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…
ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା ପରମ୍ପରା ଏବଂ ପ୍ରଯୁକ୍ତିବିଦ୍ୟାକୁ ଏକ ଅବିକଳ ମିଶ୍ରଣ କରିଥାଏ। ସୋସିଆଲ ମିଡିଆରେ ଦ୍ରୁତ…
ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ
ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ପ୍ରଥମ ସୁପର ୮ ମ୍ୟାଚ ଧୋଇ ହୋଇଯାଇଥିଲା। ଏହା ଉଲ୍ଲେଖନୀୟ ଯେ ସୁପର…
‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ
ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ ଉପରେ ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟାର୍ଗେଟ କରି କହିଛନ୍ତି, ‘କଂଗ୍ରେସ ଏକ ବିଶ୍ୱସ୍ତରୀୟ…
ବେଆଇନ ଭାବରେ ଅନ୍ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ
ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ ଭ୍ୟାନ୍ରୁ ଜିଞ୍ଜର ଅନ ଲୋଡିଂ ହେଉଥିବା ଖବର ପାଇ ଅବକାରୀ ଅଧୀକ୍ଷକ ମନୋଜ…
ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା
ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ଦିଗପହଣ୍ଡି ପୋଲିସ ତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ…
ସୁପର-୮ରେ ଟିମ୍ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…
ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଲିଗ ପର୍ଯ୍ୟାୟରେ ଉଭୟ ଦଳ ନିଜ…
ବାଇକ୍ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି
ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଲପଡ଼ାର ପ୍ରଭାତ ନାୟକ (୨୪)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…
ସାଇବର ଠକେଇର ପର୍ଦ୍ଦାଫାଶ, ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ବୁଗୁଡ଼ା,୨୨ା୨(କାଳୀଚରଣ ଦାଶ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡ଼ିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ ବୁଗୁଡ଼ା ଥାନା ପୋଲିସ ଏବେ ଏକ ସାଇବର ଠକେଇ ନେଟ୍ଓ୍ବର୍କର ପର୍ଦ୍ଦାଫାଶ କରି…
ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କଲେ ମୋଦୀ, ମନ୍ କି ବାତ୍ରେ ଚାଷଶୈଳୀର…
ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩୧ ତମ ‘ମନ୍ କି ବାତ୍’ ଜରିଆରେ ଦେଶବାସୀଙ୍କୁ ମନର କଥା କହିଛନ୍ତି । ଏହି ସମୟରେ ସେ ଓଡ଼ିଶାର ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କରିଥିଲେ । ତାଙ୍କର ଚାଷଶୈଳୀର ଉଦାହରଣ ଦେଇଥିଲେ…
ରେଳଯାତ୍ରୀଙ୍କ ପାଇଁ ଖୁସିଖବର! ବୋର୍ଡିଂ ନିୟମରେ ବଡ଼ ପରିବର୍ତ୍ତନ…
ନୂଆଦିଲ୍ଲୀ,୨୨।୨: ଭାରତୀୟ ରେଳବାଇ ଯାତ୍ରୀମାନଙ୍କୁ ଏକ ବଡ଼ ସୁବିଧା ଦେବାକୁ ପ୍ରସ୍ତୁତି ଚଳାଇଛି। ଏଣିକି ଯାତ୍ରୀମାନେ ନିଜର ବୋର୍ଡିଂ ପଏଣ୍ଟ (ଯେଉଁ ଷ୍ଟେଶନରୁ ଟ୍ରେନ ଚଢ଼ିବେ) ବଦଳାଇବା ପାଇଁ ଅଧିକ ସମୟ ପାଇବେ। ରେଳବାଇ ବୋର୍ଡ ଏହି ସମୟ ସୀମାକୁ ବୃଦ୍ଧି…
Archives


