Home

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରତିନିଧିତ୍ୱ କରୁଥିବା ବିଧାୟକ ଶର୍ମାଙ୍କ ଏକ ଭିଡିଓ ଭାଇରାଲ ହେଉଛି; ଏଥିରେ ସେ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71 କୋଟି ରୋଜଗାର କରିବ। ବିଶେଷକରି, BCCI ଭାରତୀୟ କ୍ରିକେଟ ଦଳର ଘରୋଇ ଦ୍ୱିପାକ୍ଷିକ…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଯୁକ୍ତ ଜଣକ ଘରେ ପଶି ପଡ଼ୋଶୀ ମହିଳାଙ୍କୁ ବଳାତ୍କାର…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ ବଡ଼ ଷ୍ଟାର ପାଇଯାଇଛି, କିନ୍ତୁ ଭାଗ୍ୟ ଶୀଘ୍ର ପରିବର୍ତ୍ତନ ହୋଇପାରେ। ଶ’ ଲାଇମଲାଇଟରୁ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ ପକ୍ଷରୁ ଦୁର୍ଗାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଦୁର୍ଗା କନ୍ଧମାଳ DRCSରେ SARCS…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ କରାଯାଇ ପାଖାପାଖି ୧ କୋଟି ଟଙ୍କା ମୂଲ୍ୟର କଣ୍ଟେନର ଭର୍ତ୍ତି ଗଞ୍ଜେଇ ଜବତ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ପ୍ରଧାନମନ୍ତ୍ରୀ ମୋଦି Gen-Zଙ୍କ ସହ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ ସମୟରେ ପୋଲିସକୁ ଗଞ୍ଜେଇ ନେଇ ବିଶ୍ବସ୍ତ ସୁତ୍ରରୁ ସୂଚନା ମିଳିଥିଲା । ଗଜପତି…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି ଅଭ୍ୟାସକୁ ଏମିତି ଏକ ବ୍ୟବସାୟରେ ପରିଣତ କରିଛନ୍ତି, ଯାହା ଏବେ ସୋସିଆଲ ମିଡିଆରେ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ହୋଇଛି। ସ୍କୁଲ୍‌ ଛୁଟି ପରେ ତାଙ୍କୁ ୱାଶରୁମ୍‌ ଭିତରେ ଅଚେତ ଅବସ୍ଥାରେ ଦେଖିବାକୁ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଏହି ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବର୍ଣ୍ଣନା କରି,…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ସମୟରେ ସେ ଉନ୍ନୟନ କାର୍ଯ୍ୟର ଗୁଣବତ୍ତା ବଜାୟ ରଖିବା ସହ ଚାଲୁଥିବା ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?