Home

ନାୟକ ହେବାପାଇଁ ପିଲାବେଳୁ ଇଚ୍ଛା ଥିଲା

ଜଣେ ଶିଶୁ କଳାକାର ଭାବେ କ୍ୟାରିୟର ଆରମ୍ଭ କରି ‘ତୁ ମୋ ଲଭ୍‌ଷ୍ଟୋରି’ ଫିଲ୍ମରେ ମୁଖ୍ୟ ନାୟକ ଭାବେ ନଜରକୁ ଆସିଥିଲେ ସ୍ବରାଜ। ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଚୁଲ୍‌ବୁଲ୍‌ ନାୟକ ଭାବେ ଜଣାଶୁଣା ସ୍ବରାଜଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର। ଧାରାବାହିକ, ଫିଲ୍ମରେ…

ଓଡ଼ିଆ ଧାରାବାହିକରୁ ୨ୟ ଇନିଂସ ଆରମ୍ଭ କରିବେ ରଚନା ବାନାର୍ଜୀ

ଭୁବନେଶ୍ୱର, ୨୫-୯(ବ୍ୟୁରୋ): ଓଡ଼ିଆ ଏବଂ ବଙ୍ଗଳା ଫିଲ୍ମ ଇଣ୍ଡଷ୍ଟ୍ରିର ଚିରସବୁଜ ଅଭିନେତ୍ରୀ ରଚନା ବାନାର୍ଜୀଙ୍କୁ ପ୍ରଥମଥର ପାଇଁ ଦେଖିବାକୁ ମିଳିବ ଟେଲିଭିଜନ୍‌ ପରଦାରେ। ଦୀର୍ଘ ବର୍ଷର ବ୍ୟବଧାନ ପରେ ପୁଣିଥରେ ଓଡ଼ିଆ ଦର୍ଶକଙ୍କ ପାଇଁ ପରଦାକୁ ଫେରିବେ ରଚନା। ସିନେମାରେ ନୁହେଁ,…

ଜଗା, କାଳିଆଙ୍କୁ ଭେଟିଲେ ମନ୍ତ୍ରୀ ଅଶୋକ ପଣ୍ଡା

କଟକ ଅଫିସ,୨୫-୯: ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା କନ୍ଧମାଳ ଜିଲାର ଜଗା, କାଳିଆଙ୍କୁ ମଙ୍ଗଳବାର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ସାମାଜିକ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଭେଟିଛନ୍ତି। ମନ୍ତ୍ରୀ ପଣ୍ଡା ଜଗା, କାଳିଆଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ…

ନୂଆ ପରିଚୟ ପାଇଲେ ଶ୍ରାବଣୀ: ପୁରୀ ରେଳଷ୍ଟେଶନରୁ ୟୁରୋପ

କଣାସ,୨୫-୯(ସ୍ବ.ପ୍ର.):ସେବେ ରୋଗିଣା ମା’ଙ୍କ ପାଖରେ ବସି ରେଳ ଷ୍ଟେଶନରେ ଲୁହ ଗଡ଼ାଉଥିଲେ। ଏବେ ୟୁରୋପ ଦମ୍ପତିଙ୍କ ଏକମାତ୍ର ଅଲିଅଳି କନ୍ୟା। ଏଭଳି ନୂଆ ପରିଚୟ ପାଇଥିବା ଶ୍ରାବଣୀଙ୍କୁ କୋଳେଇ ନେବା ପରେ ସୋମବାର ଏହି ବିଦେଶୀ ଦମ୍ପତିଙ୍କ ମନରେ ଦେଖିବାକୁ ମିଳିଥିଲା…

ଅନ୍‌ୱାର ଖାନ୍‌ଙ୍କୁ ତଟରକ୍ଷକ ସାହସିକତା ପଦକ:ପ୍ରଥମ ଓଡ଼ିଆ ଭାବେ ମିଳିଲା ସମ୍ମାନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ):କୋଷ୍ଟ ଗାର୍ଡର ଡିଆଇଜି ଅନ୍‌ୱାର ଖାନ୍‌ଙ୍କୁ ତଟରକ୍ଷକ ସାହସିକତା ପଦକ ପ୍ରଦାନ କରାଯାଇଛି। ଏହି ପଦକ ପାଇବାରେ ସେ ପ୍ରଥମ ଓଡ଼ିଆ ଅଫିସର। ମଙ୍ଗଳବାର ଚେନ୍ନାଇଠାରେ ଆୟୋଜିତ ଏକ ବଣ୍ଣର୍ର୍ାଢ଼୍ୟ ଉତ୍ସବରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ତାଙ୍କୁ…

ଜୈଶ୍‌ ଟାର୍ଗେଟ୍‌ରେ ମୋଦି-ଶାହ-ଡୋଭାଲ୍‌: ୩୦ ସହର ଓ ୪ ବିମାନ ବନ୍ଦର ଉପରେ ଆକ୍ରମଣ ପାଇଁ ମିଳିଲା ଧମକପୂର୍ଣ୍ଣ ଚିଠି

ନୂଆଦିଲ୍ଲୀ,୨୫।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ଙ୍କୁ ଟାର୍ଗେଟ୍‌ କରିଛି। ଏନେଇ ଲକ୍ଷ୍ନୌର ବ୍ୟୁରୋ ଅଫ୍‌…

ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର

ପୁରୀ ଅଫିସ, ୨୫-୯:ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ଆଗକୁ ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ବର୍ଗଦ୍ୱାରକୁ ଯୋଡିଛି ପ୍ରଶାସନ। ଏଥିପାଇଁ ପ୍ରକ୍ରିୟା ବି ଆରମ୍ଭ ହୋଇଯାଇଛି। ସ୍ବର୍ଗଦ୍ୱାର ପ୍ରତି ଆସ୍ଥା…

ଅନାଥ ଶିଶୁପୁତ୍ରକୁ ସହାୟତାର ହାତ ବଢ଼ାଇଲେ ଡାକ୍ତର:ବର୍ଷକ ପର୍ଯ୍ୟନ୍ତ ଖାଦ୍ୟ, ଔଷଧ ଯୋଗାଇବେ

ମାହାଙ୍ଗା,୨୫-୯(ସ୍ବ.ପ୍ର.):ମାହାଙ୍ଗା ଅଞ୍ଚଳର ଜଣେ ଶିଶୁପୁତ୍ର ମା’ଗର୍ଭରେ ଥିବାବେଳେ ତା’ର ବାପାଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହାର ୩ମାସ ପରେ ଶିଶୁପୁତ୍ର ଜନ୍ମ ହୋଇଥିଲା। ଶିଶୁପୁତ୍ର ଜନ୍ମ ହେବାର ୭ ଦିନ ମଧ୍ୟରେ ମା’ର ମୃତ୍ୟୁ ହୋଇ ଯାଇଥିଲା। ଫଳରେ ଏହି ଶିଶୁପୁତ୍ର…

‘ଅକ୍ଷରଧାମ’ରେ ବିରାଜିବେ ମା’

ଭୁବନେଶ୍ୱର, ୨୫-୯(ବ୍ୟୁରୋ):ଆସୁଛି ପାର୍ବଣ, ଆସୁଛନ୍ତି ମା’। ଆଉ ମା’ଙ୍କ ସ୍ବାଗତ ପାଇଁ ସଜେଇ ହେଉଛି ରାଜଧାନୀ। ଭିନ୍ନ ଭିନ୍ନ ଡିଜାଇନର୍‌ ତୋରଣ ସାଙ୍ଗକୁ ଆଖି ଝଲସା ସାଜସଜ୍ଜାକୁ ନେଇ ରାଜଧାନୀର ବିଭିନ୍ନ ମଣ୍ଡପଗୁଡ଼ିକ ମଧ୍ୟରେ ଚାଲିଛି ପ୍ରତିଦ୍ୱନ୍ଦ୍ୱିତା। ତେବେ ଏହି ପ୍ରତିଦ୍ୱନ୍ଦ୍ୱିତାରୁ…

ବିଧାନସଭା: ୪ ଯୁଗ୍ମ ସଚିବଙ୍କ ପାହ୍ୟା ହ୍ରାସ

ଭୁବନେଶ୍ୱର,୨୫-୯(ବ୍ୟୁରୋ)ଓଡ଼ିଶା ବିଧାନସଭା ସଚିବାଳୟରେ କାର୍ଯ୍ୟରତ ୪ ଯୁଗ୍ମ ସଚିବଙ୍କ ପାହ୍ୟା ହ୍ରାସ କରାଯାଇଛି। ଏହି ଅଧିକାରୀମାନେ ହେଉଛନ୍ତି-ଶିଶିରକାନ୍ତ ସ୍ବାଇଁ, ସୁଶୀଳା ମଲିକ, ବିଜୟ ସାହୁ ଏବଂ ଅନିଲ ଚନ୍ଦ୍ର ପଟ୍ଟନାୟକ। ଏମାନଙ୍କ ମଧ୍ୟରୁ ବିଜୟ ଏବଂ ଅନିଲ ସରକାରୀ ଚାକିରିରୁ ଅବସର…

ଭୁବନେଶ୍ୱରକୁ ନୂଆ ଅନ୍ତର୍ଜାତୀୟ ବିମାନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ): ପ୍ରଥମେ ଏୟାର ଇଣ୍ଡିଆ ଓ ପରେ ଏୟାର ଏସିଆ ଭୁବନେଶ୍ୱର ବିମାନ ବନ୍ଦରରୁ ଅନ୍ତର୍ଜାତୀୟ ବିମାନ ସେବା ପ୍ରତ୍ୟାହାର କରିସାରିଲେଣି। ହେଲେ ଏବେ ଖୁସି ଖବର ଆସିଛି। ‘ବ୍ୟାଙ୍ଗକକ୍‌ ଏୟାରଓ୍ବେଜ’ ନାମକ ଉଡାଣ ସଂସ୍ଥା ଭୁବନେଶ୍ୱର ସହ ଯୋଡ଼ି…

ପ୍ଲାଷ୍ଟିକ କଟକଣାକୁ ମାନୁ ନାହାନ୍ତି ସରକାରୀ କର୍ମଚାରୀ:ନିର୍ଦ୍ଦେଶନାମା ଜାରି କଲା ସାଧାରଣ ପ୍ରଶାସନ ବିଭାଗ

ଭୁବନେଶ୍ୱର,୨୫-୯(ବ୍ୟୁରୋ): ଥରେ ବ୍ୟବହାର ହେଉଥିବା ପ୍ଲାଷ୍ଟିକ କିମ୍ବା ୫୦ ମାଇକ୍ରନରୁ କମ ମୋଟେଇ ପଲିଥିନ ପରିବେଶ ପାଇଁ ମାରାତ୍ମକ । ଏହାର ବ୍ୟବହାରକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି। ୨୦୧୮ ଅକ୍ଟୋବର ୨ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?