Home

୪ ଥାକିଆ ହେବ ପ୍ରତ୍ୟକ୍ଷ ଟିକସ ସ୍ଲାବ୍‌;୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟିକସ ଛାଡ଼ ସୁପାରିସ୍‌

ନୂଆଦିଲ୍ଲୀ,୨୫-୯: ଦେଶରେ ଡାଇରେକ୍ଟ ଟ୍ୟାକ୍ସ କୋଡ୍‌(ଡିଟିସି) ଲାଗୁ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ଏବେ ପ୍ରତ୍ୟକ୍ଷ ଟିକସ ବ୍ୟବସ୍ଥାରେ ସଂସ୍କାର ଆଣିବାକୁ ଯାଉଛନ୍ତି। ଏହାକୁ କିପରି ଲାଗୁ କରିହେବ ସେ ନେଇ ଏକ ଟାସ୍କଫୋର୍ସ ଗଠନ କରାଯାଇଥିଲା। ବିଭିନ୍ନ ଦିଗ ଉପରେ…

ମୁଦ୍ରାନୀତି ବୈଠକ ପୂର୍ବରୁ ସୀତାରାମନ୍‌ଙ୍କୁ ଭେଟିଲେ ଗଭର୍ନର

ନୂଆଦିଲ୍ଲୀ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଆସନ୍ତା ମୁଦ୍ରାନୀତି ସମୀକ୍ଷା ପୂର୍ବରୁ ଗଭର୍ନର ଶକ୍ତିକାନ୍ତ ଦାସ ମଙ୍ଗଳବାର ଏଠାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ଭେଟିଛନ୍ତି। ସରକାରଙ୍କ ଆର୍ଥିକ ନୀତି, ମୁଦ୍ରାସ୍ଫୀତି, ଜିଡିପି ହାର ହ୍ରାସ ଆଦି ସମ୍ପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି।…

ବିଶ୍ୱ ବଜାରରେ ପହଞ୍ଚିବେ ଏମ୍‌ଏସ୍‌ଏମ୍‌ଇ

ନୂଆଦିଲ୍ଲୀ,୨୫-୯:ଦେଶର ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ପ୍ରସ୍ତୁତ କରୁଥିବା ସାମଗ୍ରୀ ବିଦେଶୀ ବଜାରରେ ଏବେ ସହଜରେ ପହଞ୍ଚିବ। କ୍ଷୁଦ୍ର ଶିଳ୍ପକୁ ଏହି ସୁବିଧା ପ୍ରଦାନ ଲକ୍ଷ୍ୟରେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଶୀଘ୍ର ‘ଭାରତ ମାର୍ଟ’ନାମରେ ଏକ ଇ-କମର୍ସ ପ୍ଲାଟଫର୍ମ ଖୋଲିବ ବୋଲି କେନ୍ଦ୍ର…

ପୁରୀ-ହାଓଡା ମଧ୍ୟରେ ଗଡ଼ିପାରେ ପ୍ରାଇଭେଟ ଟ୍ରେନ

ନୂଆଦିଲ୍ଲୀ,୨୫-୯: ସାରା ଦେଶର ୨୪ ରୁଟରେ ପ୍ରାଇଭେଟ ଟ୍ରେନ ଚଳାଇବା ନେଇ ରେଳ ମନ୍ତ୍ରଣାଳୟ ଯୋଜନା ରଖିଛି। ଏହି କ୍ରମରେ ରାଜ୍ୟରୁ ପୁରୀଠାରୁ ପଶ୍ଚିମବଙ୍ଗର ହଓଡା ମଧ୍ୟରେ ଏଭଳି ଏକ ଟ୍ରେନ ଗଡିପାରେ। ଚଳିତ ମାସ ୨୭ରେ ରେଳ ବୋର୍ଡ ପକ୍ଷରୁ…

ଅକାଳ ବାର୍ଦ୍ଧକ୍ୟଠାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ପିଅନ୍ତୁ ଏହି ରସ…

ସପୁରୀ କେବଳ ସୁସ୍ବାଦୁ ନୁହେଁ ଏହା ଔଷଧୀୟ ଗୁଣରେ ମଧ୍ୟ ଭରପୁର। ସପୁରୀରେ ଭିଟାମିନ ବି-୧, ବି-୨, ବି-୩, ବି-୫, ଭିଟାମିନ-ସି ପ୍ରଚୁର ପରିମାଣରେ ଅଛି। ପ୍ରତିଦିନ ସକାଳେ ଅଭ୍ୟାସ କରି ଅଧାକପ୍‌ ସପୁରୀ ରସ ପିଇଲେ ବାର୍ଦ୍ଧକ୍ୟଠାରୁ ଏହା ଦୂରେଇ…

କୋଲେଷ୍ଟରଲ୍‌ ସ୍ତରକୁ ନିୟନ୍ତ୍ରଣରେ ରଖେ ଗାଜର ଜୁସ୍‌

ଗାଜର ଖାଇବା ସ୍ବାସ୍ଥ୍ୟପ୍ରତି ବେଶ୍‌ ହିତକର। କିନ୍ତୁ ଶରୀର ପାଇଁ ବିଶେଷ ଫଳପ୍ରଦ ହୋଇଥାଏ ଏଥିରୁ ପ୍ରସ୍ତୁତ ଜୁସ୍‌। ନିୟମିତ ରୂପେ ଗାଜର ଜୁସ୍‌ ସେବନ ଦ୍ୱାରା ଶରୀରରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। କାମ କରିବା ପରେ ଅଧିକ ଥକ୍କା…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଭାବପ୍ରବଣ ହେଲେ ଏହି ଅଭିନେତ୍ରୀ

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନାଁ ବଲିଉଡର ଅନେକ ଅଭିନେତ୍ରୀଙ୍କ ସହ ଯୋଡାଯାଏ। ନିକଟରେ ପାଣ୍ଡ୍ୟା ନିଜ ପିଲାଦିନର ଏକ ଫଟୋ ଇନ୍‌ଷ୍ଟାଗ୍ରାମରେ ଅପ୍‌ଲୋଡ୍‌ କରିଥିଲେ। ଯେଉଁ ଫଟୋରେ ସେ ଟ୍ରକ ପଛରେ ବସି କ୍ରିକେଟ ଖେଳିବାକୁ ଯାଉଥିବାର…

୧୪ ଓଭରରେ ୧୨ରନ୍‌ କରିପାରିଲା ନାହିଁ ଏହି ଟିମ୍‌: ୧୬ଟି ବଲ୍‌ରେ ଅଲ୍‌ଆଉଟ୍‌

ସିଡନୀ,୨୪।୯:କ୍ରିକେଟ୍‌ ଏକ ଅନିଶ୍ଚିତତାର ଖେଳ ବୋଲି କୁହାଯାଏ। ଏହାର ଏକ ଉଦାହରଣ ଅଷ୍ଟ୍ରେଲିଆରେ ଚାଲିଥିବା ମାର୍ଶ କପ୍‌ରେ ଦେଖିବାକୁ ମିଳିଛି। ପର୍ଥରେ ଖେଳା ଯାଉଥିବା ମାର୍ଶ କପ୍‌ର ତୃତୀୟ ମ୍ୟାଚ୍‌ ଭିକ୍ଟୋରିଆ ଏବଂ ତାସ୍‌ମାନିଆ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭିକ୍ଟୋରିଆ…

ମରାମତି ହେଲାନି ଇନ୍ଦ୍ରଦ୍ୟୁମ୍ନ କଡ଼ ରାସ୍ତା: ପୁଣି ଦବିଲା, ଲୋକେ ଭୟଭୀତ

ପୁରୀ ଅଫିସ, ୨୪ା୯: ପୁଣି ଦବିଲା ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ କଡ଼ ରାସ୍ତା। ଗତ ୧୫ ତାରିଖରେ ପୂର୍ବ ପାର୍ଶ୍ୱର ରାସ୍ତା ଭୁଶୁଡି ପଡିଥିଲା। ହେଲେ ଏହାର ମରାମତି ନ ହେବାରୁ ସୋମବାର ରାତିରେ ହୋଇଥିବା ପ୍ରବଳ ବର୍ଷାରେ ଏହି ସ୍ଥାନରୁ ମାଟି,…

ପିଓକେରେ ଭୂକମ୍ପ: ୧୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ୩୦୦ରୁ ଊର୍ଦ୍ଧ୍ୱ ଆହତ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୨୪ା୯(ପି.ଟି.)- ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ମଙ୍ଗଳବାର ଅପରାହ୍ନରେ ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ୫.୮ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ରାଜଧାନୀ ଇସ୍‌ଲାମାବାଦ ସମେତ ପାକିସ୍ତାନର ଉତ୍ତରଭାଗର ଅନେକ ଅଞ୍ଚଳ ଥରିଉଠିଛି। ଏଥିରେ ଅନୂ୍ୟନ ୧୯ ଜଣ ପ୍ରାଣ ହରାଇଥିବାବେଳେ ୩୦୦ରୁ ଊର୍ଦ୍ଧ୍ୱ…

ନୂଆ ପରିଚୟ ପାଇଲେ ଶ୍ରାବଣୀ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ବିଦେଶୀ ଦମ୍ପତି

କଣାସ,୨୪ା୯(ସ୍ବ.ପ୍ର.)- ସମାଜରେ କାହାର ଭାଗ୍ୟ ଯେ କେତେବେଳେ ବଦଳିଯିବ ତାହା କେହି ମଧ୍ୟ କହିପାରିବେ ନାହିଁ। ଅଭାବ, ଅନଟନରେ ପଡ଼ିଥିବା ଜଣେ ନିରାଶ୍ରୟ ଶିଶୁଙ୍କ ଭାଗ୍ୟ ଆଜି ଏକ ବିଦେଶୀ ଦମ୍ପତିଙ୍କ ପୌଷ୍ୟ ସନ୍ତାନ ଭାବେ ପରିଚୟ ବଦଳି ଯାଇଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?