‘ପିଓକେ’ରେ ସେନାର ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ, ୪ା୮(ପି.ଟି.): ଭାରୀତୀୟ ସେନା ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ର ପାଖାପାଖି ୩୦ କିମି ଭିତରେ ପ୍ରବେଶ କରି ଆତଙ୍କବାଦୀଙ୍କ ଆଡ୍ଡାକୁ ଧ୍ୱଂସ କରିଛି। ସେନାର ଏହି କାର୍ଯ୍ୟାନୁଷ୍ଠାନରେ ନୀଲମ୍ ଝେଲମ୍ ଜଳବିଦ୍ୟୁତ ପ୍ରକଳ୍ପ କ୍ଷତିଗ୍ରସ୍ତ ହୋଇଛି। ଏଥିସହିତ ଏନ୍ଜେଏଚ୍ପି ପ୍ରକଳ୍ପ ମଧ୍ୟ…
ସେନ୍ଗରଙ୍କୁ ଜେଲ୍ରେ ସିବିଆଇ ଜେରା
ଲକ୍ଷ୍ନୌ, ୪ା୮(ପି.ଟି.): ଉନ୍ନାଓ ପୀଡ଼ିତାଙ୍କ ଅବସ୍ଥା ଏବେ ସଙ୍କଟାପନ୍ନ ରହିଛି। ସେ ନିମୋନିଆରେ ଆକ୍ରାନ୍ତ ହୋଇଥିବାବେଳେ ଡ଼ାକ୍ତରୀ ଚିକିତ୍ସା ଜାରି ରହିଛି। ଜ୍ୱର ସହ ବ୍ଲଡ ସୁଗାର ବଢିଯାଇଛି। ଓ୍ବିଣ୍ଡ ପାଇପ୍ ସହାୟତାରେ ସେ ଅକ୍ସିଜେନ୍ ନେଉଛନ୍ତି। ତେବେ ତାଙ୍କ ସହ…
ଡଙ୍ଗାବୁଡ଼ି ୧୩ ମୃତ
ମାନିଲା, ୪ା୮(ପି.ଟି.): କେନ୍ଦ୍ରୀୟ ଫିଲିପାଇନ୍ସ ନିକଟ ସମୁଦ୍ରରେ ଶନିବାର ୨ଟି ଡଙ୍ଗା ବୁଡ଼ିଯିବାରୁ ୧୩ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ କେତେକ ନିଖୋଜ ଥିବା ଜଣାପଡ଼ିଛି। ୩୧ ଜଣ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ଇଲୋଇଲୋ ଓ ଗୁଇମାରା ଦ୍ୱୀପ ମଧ୍ୟରେ ପ୍ରବଳ ପବନ…
କୁଳଭୂଷଣଙ୍କୁ କୂଟନୈତିକ ସହଯୋଗ ମାମଲା: ସର୍ତ୍ତକୁ ନେଇ ବଢୁଛି ଅଡ଼ୁଆ
ଇସ୍ଲାମାବାଦ,୪ା୮(ପି.ଟି.): ପାକିସ୍ତାନ ସେନା ଅଦାଲତରେ ମୃତ୍ୟୁ ଦଣ୍ଡାଦେଶ ପାଇ ବନ୍ଦିଥିବା ଭାରତର ପୂର୍ବତନ ସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ କୂଟନୈତିକ ସହାୟତା ଯୋଗାଇ ଦେବା ଲାଗି ଅନ୍ତର୍ଜାତୀୟ ଅଦାଲତ(ଆଇସିଜେ) ନିର୍ଦ୍ଦେଶ ଦେଇଥିବାବେଳେ ପାକିସ୍ତାନ ଏଯାଏ ଭାରତକୁ ଏଥିଲାଗି ଅନୁମତି ପ୍ରଦାନ କରିନାହିଁ।…
କର୍ମୀଙ୍କ ଅବଦାନକୁ ଭୁଲନାହିଁ
ନୂଆଦିଲ୍ଲୀ,୪ା୮(ପି.ଟି.): କର୍ମୀମାନେ ମାଆ ଭଳି ଦଳକୁ ବଢ଼ାଇଛନ୍ତି। ସେମାନଙ୍କ ଅବଦାନକୁ ଭୁଲନାହିଁ। ସେମାନେ କଦାପି ଅନାଦର ଅନୁଭବ କରିବା ଉଚିତ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ଏମ୍ପିମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅବସରରେ ପରାମର୍ଶ ଦେଇଛନ୍ତି। କୌଣସି ପରିବାରର…
ରାଜନୀତି ଛାଡ଼ିବେ କୁମାରସ୍ବାମୀ
ହାସାନ୍, ୪ା୮(ପି.ଟି.): କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍ ନେତା କୁମାରସ୍ବାମୀ ରାଜନୀତିରୁ ସନ୍ୟାସ ନେବେ। ଏନେଇ ସେ ଶନିବାର ସଙ୍କେତ ଦେଇଛନ୍ତି। ଅକସ୍ମାତ୍ ସେ ମୁଖ୍ୟମନ୍ତ୍ରୀ ହୋଇଥିବା କହିନ୍ତି। ତେବେ ୧୪ ମାସ ମେଣ୍ଟ ସରକାରର ନେତୃତ୍ୱ ନେଇ ଲୋକଙ୍କ…
ସହପାଠିନୀଙ୍କୁ ପୋଡ଼ିମାରିବା ଘଟଣା : ପୁରୁଷ ବନ୍ଧୁଙ୍କୁ ଫାଶୀଦଣ୍ଡ
ଗୁଆହାଟୀ, ୪ା୮(ପି.ଟି.): ଆସାମର କାମ୍ରୂପ ଜିଲାରେ ଜଣେ କଲେଜ ଛାତ୍ରୀଙ୍କୁ ଜିଅନ୍ତା ପୋଡ଼ି ମାରିଦେବା ଘଟଣାରେ ସ୍ଥାନୀୟ ଅଦାଲତ ପୁରୁଷ ବନ୍ଧୁଙ୍କୁ ଫାଶୀ ଦଣ୍ଡାଦେଶ ଦେଇଥିବାବେଳେ ତାଙ୍କ ମା’ ଓ ଭଉଣୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି। ପ୍ରକାଶ, ଶ୍ୱେତା ଅଗ୍ରଓ୍ବାଲ୍ ନାମକ…
ବ୍ୟାଟ୍ର ଆକ୍ରମଣ ଉଦ୍ୟମ ପଣ୍ଡ
ନୂଆଦିଲ୍ଲୀ,୪ା୮: ନିୟନ୍ତ୍ରଣ ରେଖା (ଏଲ୍ଓସି)ରେ ଉତ୍ତେଜନା ବଢ଼ୁଥିବାବେଳେ ପାକିସ୍ତାନୀ ସେନା ଦ୍ୱାରା ପରିଚାଳିତ ସୀମା କାର୍ଯ୍ୟାନୁଷ୍ଠାନ ଟିମ୍ (ବ୍ୟାଟ୍)ର ଆକ୍ରମଣ ଉଦ୍ୟମକୁ ଭାରତୀୟ ଯବାନମାନେ ପଣ୍ଡ କରିଦେଇଛନ୍ତି। ଜୁଲାଇ ୩୧ ରାତିରେ ଜମ୍ମୁ-କଶ୍ମୀରର କେରନ ସେକ୍ଟରରେ ବ୍ୟାଟ୍ ପକ୍ଷରୁ ଆକ୍ରମଣ ଉଦ୍ୟମ…
ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କଲା କଂଗ୍ରେସ
ଶ୍ରୀନଗର/ନୂଆଦିଲ୍ଲୀ, ୪ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ଅତିରିକ୍ତ ସେନା ପ୍ରେରଣ ନେଇ ରାଜ୍ୟବାସୀ ଆଶଙ୍କା ମଧ୍ୟରେ ରହିଛନ୍ତି। କେନ୍ଦ୍ର ସରକାର ରାଜ୍ୟରେ ଆତଙ୍କର ବାତାବରଣ ସୃଷ୍ଟି କରିଥିବା ବିରୋଧୀ ଦଳ ଅଭିଯୋଗ କରିଛନ୍ତି। କଶ୍ମୀରକୁ ଅତିରିକ୍ତ ସେନା ପ୍ରେରଣର ଉଦ୍ଦେଶ୍ୟ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସ୍ପଷ୍ଟ…
୫ ଜିଲାରେ ପ୍ରବଳ ବର୍ଷା:୪୮ ଘଣ୍ଟାରେ ଲଘୁଚାପ
ଭୁବନେଶ୍ୱର,୪।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ ନୂଆପଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ସତର୍କ ସୂଚନା ଜାରି…
ଶେଷ ହେଲା ବିଧାନସଭା ଅଧିବେଶନ: ୫ ଦିନ ଆଗରୁ ସରିଲା
ଭୁବନେଶ୍ୱର,୪।୮(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଶନିବାର ଶେଷ ହୋଇଛି। ନିର୍ଦ୍ଧାରିତ ସମୟର ୫ ଦିନ ପୂର୍ବରୁ ଅଧିବେଶନକୁ ବନ୍ଦ କରି ଦିଆଯାଇଛି। ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୮ ତାରିଖ ଯାଏ ଚାଲିବାର ଥିଲା। ଏହାର ପ୍ରଥମ ପର୍ଯ୍ୟାୟ…
ରହସ୍ୟ ଘେରରେ କୁନ୍ଦୁଲି ପୀଡ଼ିତାଙ୍କ ଆତ୍ମହତ୍ୟା
ଭୁବନେଶ୍ୱର,୪।୮(ବ୍ୟୁରୋ): କୁନ୍ଦୁଲି ପୀଡିତାଙ୍କ ଆତ୍ମହତ୍ୟା ରହସ୍ୟ ଘେରକୁ ଚାଲିଯାଇଛି। ପୀଡିତା କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ତାହା ଉପରୁ ପରଦା ହଟାଇବା ପାଇଁ ଆହୁରି ତଦନ୍ତର ଆବଶ୍ୟକତା ରହିଛି। ଏହି ଘଟଣାର ତଦନ୍ତ କରୁଥିବା କମିଶନ ରାଜ୍ୟ ସରକାରଙ୍କୁ ଏଭଳି ରିପୋର୍ଟ…
Archives


