Home

ନେଦରଲାଣ୍ଡ୍ସ ସେମିଫାଇନାଲରେ

ଭାଲେନ୍‌ସିଜ (ଫ୍ରାନ୍ସ), ୩୦ା୬ (ଏଏଫ୍‌ପି)- ନେଦରଲାଣ୍ଡ୍ସ ମହିଳା ଫୁଟ୍‌ବଲ ବିଶ୍ୱକପ୍‌ ଇତିହାସରେ ପ୍ରଥମ ଥର ସେମିଫାଇନାଲରେ ପ୍ରବେଶ କରିଛି। ଏଠାରେ ଶନିବାର ଅନୁଷ୍ଠିତ ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଦଳ ୨-୦ ଗୋଲରେ ଇଟାଲୀକୁ ପରାସ୍ତ କରିଛି। ଦଳ ପକ୍ଷରୁ ଭିଭିଆନି ମିଡେମା…

ପାରାଲିସିସ୍‌ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସକାଳୁ ଖାଲି ପେଟରେ ଦୁଇକୋଲା ରସୁଣ ଚୋବାଇ ଖାଇଲେ ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟଲର ପରିମାଣ ହ୍ରାସ ପାଏ। ହୃଦ୍‌ଘାତରେ ଏହା ମହୌଷଧୀ ଭଳି କାମ କରେ। ତେବେ ରସୁଣ ସହିତ ମହୁ ମିଶାଇ ଖାଇଲେ ପାରାଲିସିସ୍‌ରୁ ସହଜରେ…

ଡ୍ରାଭିଡଙ୍କୁ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ, ୨୯।୬(ପି.ଟି.)- ପ୍ରାକ୍ତନ ଭାରତୀୟ ଅଧିନାୟକ ତଥା ଜୁନିୟର ଦଳର କୋଚ୍‌ ରାହୁଲ ଡ୍ରାଭିଡଙ୍କୁ ଜୁଲାଇ ୧ରୁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ। ବାଙ୍ଗାଲୋରସ୍ଥିତ ଜାତୀୟ କ୍ରିକେଟ୍‌ ଏକାଡେମୀ (ଏନ୍‌ସିଏ)ର ‘ହେଡ୍‌ ଅଫ୍‌ କ୍ରିକେଟ୍‌’ ଭାବେ ଡ୍ରାଭିଡ ଆଗାମୀ ୨…

‘ଧୋନୀ ୪ ନମ୍ବର ସ୍ଥାନରେ ବ୍ୟାଟିଂ କରିବା ଉଚିତ୍‌’

ମୁମ୍ବାଇ, ୨୯।୬(ପି.ଟି.)-ଚଳିତ ବିଶ୍ୱକପ୍‌ର ବଳକା ମ୍ୟାଚ୍‌ ଲାଗି ଭାରତୀୟ ଦଳର ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ ଧୋନୀ ଗୁରୁତ୍ୱପୂର୍ଣ୍ଣ ୪ ନମ୍ବର ସ୍ଥାନରେ ବ୍ୟାଟିଂ କରିବା ଉଚିତ୍‌ ବୋଲି ପୂର୍ବତନ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଡିନ୍‌ ଜୋନ୍ସ କହିଛନ୍ତି। ନିକଟରେ ଆଫଗାନିସ୍ତାନ ଓ…

ନଳକୂପରୁ ବାହାରୁଛି ଲୁଣାପାଣି : ପାନୀୟ ଜଳ ପାଇଁ ବିଡିଓଙ୍କୁ ଘେରିଲେ ମହିଳା

ବାସୁଦେବପୁର, ୨୯।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତ ତେନ୍ତୁଳିଆଡିଆ ଗ୍ରାମ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଏହି ଗ୍ରାମବାସୀ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ଏହି ଗ୍ରାମ ସଂଲଗ୍ନ ଅଞ୍ଚଳରେ ମଧୁର ପାନୀୟ ଜଳ…

୪ ଶହ ବର୍ଷ ହେଲା ଗାଁରେ ହୋଇନି କୌଣସି ଶିଶୁଙ୍କ ଜନ୍ମ…

ମଧ୍ୟପ୍ରଦେଶ ରାଜଗଡ଼ ଜିଲା ସଙ୍କ୍‌ ଶ୍ୟାମ୍‌ ଜୀ ଗାଁରେ ଗତ ୪ ଶହ ବର୍ଷ ଧରି କୌଣସି ଶିଶୁଙ୍କ ଜନ୍ମ ହୋଇନି। ଭୋପାଳଠାରୁ ଏହି ଗାଁର ଦୂରତା ପ୍ରାୟ ୧୩୦ କିଲୋମିଟର। ପ୍ରସବ ସମୟ ହେଲେ ଗର୍ଭବତୀ ମହିଳାଙ୍କୁ ଗାଁ ବାହାରେ…

ଦୁର୍ଲଭ ବ୍ରହ୍ମକମଳ ଦେଖିବାକୁ ପଣସପଡ଼ିରେ ଭିଡ଼

ବାଲିଗୁଡ଼ା,୨୯।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନ୍‌ର ପଣସପଡ଼ି ସାହି ଅଞ୍ଚଳରେ ଦେଖିବାକୁ ମିଳିଛି ବ୍ରହ୍ମକମଳ ଫୁଲ। ପଣସପଡ଼ି ସାହି ନିବାସୀ ନୀଳମାଧବ ପଣ୍ଡାଙ୍କ ବାସଭବନରେ ଦୀର୍ଘ ଦୁଇବର୍ଷ ପରେ ଏହି ବ୍ରହ୍ମକମଳ ଫୁଟିଥିବା ଯୋଗୁ ଆଖପାଖ ଗ୍ରାମର ଲୋକେ ଦେଖିବା ପାଇଁ…

ଦ୍ରୁତ ଗତିରେ ଚାଲିଛି ବାଲିଗୁଡ଼ା ରଥକାମ

ବାଲିଗୁଡ଼ା,୨୯।୬(ଡି.ଏନ୍‌.ଏ.): ରଥଯାତ୍ରା ଉପଲକ୍ଷେ କନ୍ଧମାଳ ଜିଲା ବାଲିଗୁଡ଼ାରେ ମଧ୍ୟ ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ରଥ ନିର୍ମାଣ କାର୍ଯ୍ୟ ଜଗନ୍ନାଥ ମନ୍ଦିର ନିକଟ ଜଗନ୍ନାଥ ମାର୍କେଟ ପରିସର ମଧ୍ୟରେ ଦ୍ରୁତ ଗତିରେ ଚାଲିଛି। ଏହି ପରିପ୍ରେକ୍ଷୀରେ ସମଗ୍ର ଅଞ୍ଚଳ ଚଳଚଞ୍ଚଳ…

ଓଡ଼ିଶାରେ ମଧ୍ୟ ଜଗା-କାଳିଆଙ୍କ ଚିକିତ୍ସା ଖର୍ଚ୍ଚ ଉଠାଇବେ ରାଜ୍ୟ ସରକାର: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ଓଡ଼ିଶା ଫେରିବା ପରେ ଜଗା-କାଳିଆଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜଗା-କାଳିଆ ଓଡ଼ିଶା ଫେରିବା ନେଇ କଥା ଉଠିବା ପରେ ଶନିବାର ମନ୍ତ୍ରୀ କହିଛନ୍ତି, ସେମାନେ ଆସିଲେ ଭୁବନେଶ୍ୱରର…

ଭାରତ-ଫ୍ରାନ୍ସ ଯୁଦ୍ଧାଭ୍ୟାସରେ ସାମିଲ ହେବ ୪ ଏସ୍‌ୟୁ-୩୦ଏମ୍‌କେଆଇ ଜେଟ୍‌

ନୂଆଦିଲ୍ଲୀ,୨୯।୬: ଆସନ୍ତା ଜୁଲାଇ ୧ରୁ ୧୪ ମଧ୍ୟରେ ଫ୍ରାନ୍ସର ମଣ୍ଟ-ଡି-ମାର୍ସନ ଏୟାରବେସ୍‌ରେ ଅନୁଷ୍ଠିତ ହେବାକୁ ଥିବା ଭାରତ-ଫ୍ରାନ୍ସ ଯୁଦ୍ଧାଭ୍ୟାସରେ ୪ ଏସ୍‌ୟୁ-୩୦ଏମ୍‌କେଆଇ ଜେଟ୍‌, ଗୋଟିଏ ଆଇଏଲ୍‌-୭୮ ଟ୍ୟାଙ୍କର ଓ ୨ଟି ସି-୧୭ ଗ୍ଲୋବାଲ ମାଷ୍ଟର ସାମିଲ ହେବ। ଏନେଇ ଭାରତୀୟ ବାୟୁସେନା…

୩ ଦିନ ପର୍ଯ୍ୟନ୍ତ ନିସ୍ତାର ନାହିଁ

ମୁମ୍ବାଇ,୨୯।୬: ଲଗାଣ ବର୍ଷାରେ ବେହାଲ୍‌ ହୋଇଥିବା ମାୟାନଗରୀକୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ନିସ୍ତାର ନାହିଁ। କାରଣ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ସୋମବାର ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଏପର୍ଯ୍ୟନ୍ତ ମୁମ୍ବାଇର ଅଧିକାଂଶ ଅଞ୍ଚଳରେ ପ୍ରାୟ ୨ଶହ ମିଲିମିଟର…

ଆଣ୍ଟି ରୋମିଓ ସ୍କ୍ବାର୍ଡ ଗଢିବାକୁ ଚାହୁଁଛନ୍ତି ମନୋଜ

ନୂଆଦିଲ୍ଲୀ,୨୯।୬:ରାଜଧାନୀ ଦିଲ୍ଲୀରେ ଆଣ୍ଟି ରୋମିଓ ସ୍କ୍ବାର୍ଡ ଗଢିବାକୁ ଚାହୁଁଛନ୍ତି ଦିଲ୍ଲୀ ଭାଜପା ମୁଖ୍ୟ ମନୋଜ ତିଓ୍ବାରୀ। ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟନାଥ ଯେମିତି ରୋମିଓଙ୍କୁ ପାନେ ଦେବାକୁ ଆଣ୍ଟି ରୋମିଓ ସ୍କ୍ବାର୍ଡ ଗଢିଛନ୍ତି ଠିକ୍‌ ସେହିପରି ରାଜଧାନୀ ମହିଳାଙ୍କୁ ସୁରକ୍ଷା ଯୋଗାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri