Home

ଅର୍ଦ୍ଧାହାରରେ ବିତୁଛି ଦିନ

ହାଟଡିହୀ, ୪।୯(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ବିଧବା ମହିଳା ବାସନ୍ତୀ ମଣ୍ଡଳ(୫୫) ଦୁର୍ଦ୍ଦଶାରେ ଦିନ କାଟୁଛନ୍ତି। ତାଙ୍କ ସ୍ବାମୀ ଗୌରାଙ୍ଗ ଜେନା ପ୍ରାୟ ବର୍ଷେ ହେବ ରୋଗାକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିଲେ। ସ୍ବାମୀଙ୍କ ମୃତ୍ୟୁ…

୩୦ବର୍ଷ ପରେ ଘରକୁ ଫେରିଲେ ମହିଳା

ବାରିପଦା ଅଫିସ,୪ା୯ – ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ପାରିଆକୁଲି ଗ୍ରାମର ଜନୈକା ମହିଳା ନିଖୋଜ ହେବାର ଦୀର୍ଘ ୩୦ବର୍ଷ ପରେ ଘରକୁ ଫେରିଛନ୍ତି ା ମହିଳା ଜଣକ ହେଲେ ଗଣେଶ୍ୱର ବେହେରାଙ୍କ ପନତ୍ୀ ସୁମିତ୍ରା (୬୫) ା ମାନସିକ…

ଥମୁନି ହାତୀ ଆତଙ୍କ , ପୁଣି ଜଣଙ୍କ ଜୀବନ ଗଲା

ରାସଗୋବିନ୍ଦପୁର,୪।୯ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରୁ ଆସିଥିବା ହାତୀପଲଙ୍କ ଉପଦ୍ରବ ଥମିିବାର ନାଁ ଧରୁନି। ୧୩ଟି ହାତୀ ମାସେରୁ ଅଧିକ ସମୟ ହେଲା ରାସଗୋବିନ୍ଦପୁର ବ୍ଲକର ସାରୁମଳା, ଅମରଦା, ଝାଟିଅଡା, ନାକିଚୁଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ବ୍ୟାପକ ଉପଦ୍ରବ କରିବା…

ରାସ୍ତାରେ ଧାନଗଛ ରୋଇଲେ ଉତ୍ତ୍ୟକ୍ତ ମହିଳା

ବଡ଼ସାହି,୪ା୯(ସ୍ବ.ପ୍ର)- ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗମନାଗମନ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି ା ମାତ୍ର ପ୍ରଶାସନିକ ଅଧିକାରୀ ଓ ରାଜନେତାଙ୍କ ଆନ୍ତରିକତା ଅଭାବରୁ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଦୀର୍ଘ…

କ୍ରୀଡ଼ା ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୪।୯-ରାଜ୍ୟ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ବାଲେଶ୍ୱର ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସଠାରେ ବିଭାଗୀୟ କାର୍ଯ୍ୟ ଏବଂ ନିର୍ମାଣାଧୀନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି। କ୍ରୀଡ଼ା…

ଛାତ୍ରୀ ଅଶ୍ଳୀଳ ଭିଡ଼ିଓ ଶୁଟିଂ ଘଟଣା: ତାଳସାରୀରେ ମହିଳା, ପୁରୁଷଙ୍କ ମେଳି

ଭୋଗରାଇ, ୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଶାରୀରିକ ନିର୍ଯାତନା, ଅଶ୍ଳୀଳ ଭିଡ଼ିଓ ଶୁଟିଂ ଓ ବ୍ଲାକମେଲିଂ ଘଟଣାରେ ମାସେ ବିତିଥିଲେ ମଧ୍ୟ ଅଦ୍ୟାବଧି ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ…

ବାଜିନି ପୌର ନିର୍ବାଚନ ବିଗୁଲ, ନେତା ହେଲେଣି ଚଳଚଞ୍ଚଳ

କେନ୍ଦ୍ରାପଡ଼ା ଅଫିସ, ୪-୯- ପୌର ନିର୍ବାଚନ ପାଇଁ କୌଣସି ସୂଚନା ମିଳିନାହିଁ ା ତେବେ କେନ୍ଦ୍ରାପଡା ପୌରାଞ୍ଚଳରେ ଏହାର ପଦଧ୍ୱନି ଦେଖିବାକୁ ମିଳିଲାଣି। ସହରାଞ୍ଚଳରେ ପ୍ରତ୍ୟେକ ୱାର୍ଡରେ ଅଫିସ ଖୋଲାଯାଇ ଲୋକଙ୍କ ସମସ୍ୟା ସୁଧାରିବାକୁ ରାଜ୍ୟ ସରକାର ଘୋଷଣା କରିଥିବାବେଳେ ସ୍ଥାନୀୟ…

ବାହାରେ ରୋଜଗାର ଖୋଜୁଛନ୍ତି ଯୁବପିଢ଼ି

କେନ୍ଦ୍ରାପଡ଼ା ଅଫିସ, ୪-୯- କର୍ମ ସଂସ୍ଥା ଓ ଭିତ୍ତିଭୂମିର ଅଭାବ ଯୋଗୁ କେନ୍ଦ୍ରାପଡ଼ାର ଅଧିକାଂଶ ଯୁବପିଢ଼ି ଏବେ ଜିଲା ଛାଡ଼ିବାକୁ ବାଧ୍ୟ ହେଉଛନ୍ତି। ବାହାର ରାଜ୍ୟ ଅବା ଦେଶକୁ ଯାଇ ସେଠାରେ ରୋଜଗାର ପନ୍ଥା ସନ୍ଧାନ କରୁଛନ୍ତି। ସେମାନଙ୍କ ମଧ୍ୟରୁ କିଛି…

ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ:ପ୍ରଭାବିତ ଟ୍ରକ୍‌ ମାଲିକଙ୍କୁ ସ୍ବତନ୍ତ୍ର କୋଟା ପ୍ରଦାନ ଦାବି

ଯାଜପୁର ଅଫିସ/କାଳିଆପାଣି(ଡି.ଏନ୍‌.ଏ.),୪-୯- ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦରୁ ଗତ ୨ସପ୍ତାହରୁ ଊର୍ଦ୍ଧ୍ୱ ହେବ ଯାଜପୁର କାଳିଆପାଣି କ୍ରୋମ୍‌ ଖଣିରୁ ପରିବହନ ଠପ୍‌ ହୋଇ ପଡ଼ିଛି। ଏଥିଯୋଗୁ ଟ୍ରକ୍‌ ମାଲିକ, ଶ୍ରମିକ, ବ୍ୟବସାୟୀ ପ୍ରମୁଖଙ୍କ ଦାନାପାଣି ସଙ୍କଟ ମଧ୍ୟକୁ ଠେଲି ହୋଇଯାଇଛି।…

କୁଳମଣି ତ୍ରିପାଠୀ ସ୍ମାରକୀ ରାଜ୍ୟସ୍ତରୀୟ ସ୍କୁଲ ଚେସ୍‌ ଉଦ୍‌ଯାପିତ: ହର୍ଷିତ ଚାମ୍ପିୟନ, ଶ୍ରୀୟାଂଶ ରନର୍ସଅପ୍‌

କଟକ ଅଫିସ,୪ା୯- ଷ୍ଟେଶନବଜାରସ୍ଥିତ ପୂର୍ବତଟ ରେଲଓ୍ବେ ପ୍ରତିଷ୍ଠାନରେ ଏସ୍‌୍‌ଆର୍‌ ଚେସ୍‌ ସେଣ୍ଟର ଦ୍ୱାରା ଆୟୋଜିତ ଦ୍ୱିତୀୟ କୁଳମଣି ତ୍ରିପାଠୀ ସ୍ମାରକୀ ରାଜ୍ୟସ୍ତରୀୟ ସ୍କୁଲ ଚେସ୍‌ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ୮ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ୭.୫ ପଏଣ୍ଟ…

ରାଜ୍ୟ ସ୍କୁଲ ଓପନ ଚେସ୍‌: ଅବିନାଶ ଚାମ୍ପିୟନ

ଭୁବନେଶ୍ୱର, ୪।୯(କ୍ରୀଡ଼ା ପ୍ରତିନିଧି)-ପୁରୁଣା ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ କ୍ଲବ ଆନୁକୂଲ୍ୟରେ କୈଳାସ ସଦନରେ ମଙ୍ଗଳବାର ରାଜ୍ୟ ସ୍କୁଲ ଓପନ ଚେସ୍‌ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମଦର୍ସ ପବ୍ଲିକ୍‌ ସ୍କୁଲର ଅବିନାଶ ଆଚାର୍ଯ୍ୟ ୬.୫ ପଏଣ୍ଟ ସହ ଚାମ୍ପିୟନ ହୋଇଛନ୍ତି। କୀର୍ତ୍ତି ଅନୁରାଗ…

ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କର୍ମଶାଳା

କଳିଙ୍ଗନଗର,୪-୯(ଡି.ଏନ୍‌.ଏ.)- ଦାନଗଦୀ ବ୍ଲକ ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଦାନଗଦୀ ଭବନଠାରେ ସଭ୍ୟ ସଂଗ୍ରହ ଅଭିଯାନ ସମ୍ପର୍କୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଦାନଗଦୀ ବ୍ଲକ ବିଜେଡି ସଭାପତି ବୁଡାନ ସିଂ ଜାମୁଡାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥିଭାବେ ସୁକିନ୍ଦା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri