Home

ସ୍ବିତୋଲିନା ସେମିଫାଇନାଲରେ

ନ୍ୟୁୟର୍କ,୪ା୯- ପଞ୍ଚମ ସିଡ୍‌ ତଥା ୟୁକ୍ରେନ୍‌ର ଏଲିନା ସ୍ବିତୋଲିନା ୟୁଏସ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଚାମ୍ପିୟନଶିପ୍‌ ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ସେ ବ୍ରିଟିଶ ନମ୍ବର ଓ୍ବାନ ଖେଳାଳି ଜୋହାନ୍ନା କୋଣ୍ଟାଙ୍କୁ ୬-୪, ୬-୪…

ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ :ମରାମତି ଦାବି କଲା ବ୍ୟବସାୟୀ ସଂଘ

ଡୁବୁରୀ,୪-୯(ଡି.ଏନ୍‌.ଏ.)- ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡିଛି। ଡୁବୁରୀ-ସୁକିନ୍ଦା ୯ କିଲୋମିଟର ପାଖାପାଖି ରାସ୍ତାର ଅଧିକାଂଶ ସ୍ଥାନ ଖାଲଖମା ସୃଷ୍ଟି ହୋଇଛି। ଚଳିତ ଲଘୁଚାପ ଜନିତ ବର୍ଷା ଅବସ୍ଥାକୁ ଅଧିକ ସଙ୍ଗିନ କରିଦେଇଛି।…

ଏସିଆନ ଜୁନିୟର ଟିଟି: ଦକ୍ଷିଣ କୋରିଆକୁ ହରାଇ ଭାରତ ଫାଇନାଲରେ

ଉଳାନବତାର, ୪ା୯(ପି.ଟି.)-ଭାରତର ଜୁନିୟର ବାଳକ ଦଳ ଏଠାରେ ଚାଲିଥିବା ୨୨ତମ ଏସିଆନ ଜୁନିୟର ଓ କ୍ୟାଡେଟ୍‌ ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ସେମିଫାଇନାଲରେ ଦଳ ୩-୨ରେ ଦକ୍ଷିଣ କୋରିଆକୁ ପରାସ୍ତ କରିଛି। ଏହି ବିଜୟ…

ଇଣ୍ଡୋ-ପାକ୍‌ କ୍ୱାଲିଫାୟର ୟୁରୋପରେ ନୁହେଁ: ଏଫ୍‌ଆଇଏଚ୍‌

ନୂଆଦିଲ୍ଲୀ, ୪ା୯ (ପି.ଟି.)-ୟୁରୋପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଅଲିମ୍ପିକ କ୍ୱାଲିଫାଇଂ ମ୍ୟାଚ ଖେଳାଯିବା କୌଣସି ଯୋଜନା ନ ଥିବା ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇ୍‌ଏଚ୍‌) ସ୍ପଷ୍ଟ କରିଛି। ସୂଚନାଯୋଗ୍ୟ, ବର୍ତ୍ତମାନ ଦୁଇ ପଡୋଶୀ ରାଷ୍ଟ୍ର ମଧ୍ୟରେ ରାଜନୈତିକ ଉତ୍ତେଜନା ଦେଖା…

ଟି୨୦ ସିରିଜ ଜିତିଲା ନ୍ୟୁଜିଲାଣ୍ଡ

ପାଲିକେଲ,୪।୯- ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ୨ଟି ବଲ୍‌ ଥାଇ ୪ ଉଇକେଟରେ ବିଜୟୀ ହୋଇଛି। ସ୍ଥାନୀୟ ପାଲିକେଲ ଅନ୍ତଜାତୀୟ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଏହି ମୁକାବିଲାରେ ଟସ୍‌ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ୯…

ଆଶେସ: ସଂଘର୍ଷପୂର୍ଣ୍ଣ ହେବ ଚତୁର୍ଥ ଟେଷ୍ଟ

ମାଞ୍ଚେଷ୍ଟର, ୪।୯(ଏ.ଏଫ୍‌.ପି.)- ବିଶ୍ୱ କ୍ରିକେଟର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଥିବା ହାଇପ୍ରୋଫାଇଲ ଆଶେସ ସିରିଜର ଚତୁର୍ଥ ଟେଷ୍ଟରେ ପରସ୍ପରକୁ ଭେଟିବେ। ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆ ୨୫୧ ରନରେ ବିଜୟୀ ହୋଇଥିଲା। ବର୍ଷା ବାଧାପ୍ରାପ୍ତ…

ନୂତନ ଟ୍ରାଫିକ ନିୟମରେ ଜରିମାନା ଆଦାୟ

ଧର୍ମଶାଳା,୪-୯(ଡି.ଏନ୍‌.ଏ.)- ଧର୍ମଶାଳା ଓ ଜେନାପୁର ଥାନା ପୋଲିସ ପକ୍ଷରୁ ଟ୍ରାଫିକ ନିୟମ ଭଙ୍ଗ କରୁଥିବା ବାଇକ୍‌ ଚାଳକଙ୍କଠାରୁ ନୂତନ ଟ୍ରାଫିକ୍‌ ନିୟମ ଅନୁସାରେ ମଙ୍ଗଳବାର ଜରିମାନା ଆଦାୟ କରାଯାଇଛି। ଧର୍ମଶାଳା ଥାନାଧିକାରୀ ସରୋଜ କୁମାର ସାହୁ, ଏସ୍‌ଆଇ ଜହର ଆବେଦିନ, ଏଏସ୍‌ଆଇ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: କୋହଲିଙ୍କୁ ହଟାଇ ଶୀର୍ଷରେ ସ୍ମିଥ୍‌

ଦୁବାଇ,୪।୯(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ତାଙ୍କର ୧ ନମ୍ବର ସ୍ଥାନ ହରାଇଛନ୍ତି। ସେ ଗୋଟିଏ ସ୍ଥାନ ତଳକୁ ଖସି ୨ ନମ୍ବର ସ୍ଥାନରେ ରହିଛନ୍ତି। ଅଭିଜ୍ଞ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ…

ଦିଗହରା ହୋଇଛି ସ୍ବଚ୍ଛ ଭାରତ ମିଶନ:ଅବ୍ୟବସ୍ଥାରେ ଜେନାପୁର ରେଳ ଷ୍ଟେଶନ

ଜେନାପୁର,୪-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଅନ୍ତର୍ଗତ ଜେନାପୁର ରେଲ୍‌ଓ୍ବେ ଷ୍ଟେଶନରେ ସ୍ବଚ୍ଛ ଭାରତ ଅଭିଯାନ ଦିଗହରା ହୋଇଛି। ବିଭାଗୀୟ ଅଧିକାରୀଙ୍କ ଦୁର୍ବଳମନୋଭାବ ଯୋଗୁ ଷ୍ଟେଶନଟି ଶୋଚନୀୟ ଅବସ୍ଥାରେ ପହଞ୍ଚତ୍ଥିବା ଅଭିଯୋଗ ହୋଇଛି। ଏଠାରେ ଯାତ୍ରୀମାନଙ୍କ ନିମନ୍ତେ ବସାଯାଇଥିବା ଶୁଦ୍ଧ ପିଇବା ପାଣି ଟ୍ୟାପ୍‌…

ଚୋରା ବାଲି ଚାଲାଣ ଯୋଗୁ ନଷ୍ଟ ହେଉଛି ଘେରିବନ୍ଧ

ଯାଜପୁର ଟାଉନ,୪-୯(ଡି.ଏନ୍‌.ଏ.)- ଚୋରା ବାଲି ଚାଲାଣ ଯୋଗୁ ଜଳସମ୍ପଦ ବିଭାଗର ୧୯କୋଟି ଟଙ୍କା ବ୍ୟୟରେ ନିର୍ମିତ ଘେରିବନ୍ଧ ନଷ୍ଟ ହେଉଛି। ଯାଜପୁର ବ୍ଲକ ଅଧିନସ୍ଥ ପଣସା ପଞ୍ଚାୟତର ବୈତରଣୀ ପଠାରୁ ଦୀର୍ଘବର୍ଷ ଧରି ଚୋରା ବାଲି ଚାଲାଣ କରାଯାଉଛି। ପ୍ରାୟ ଦୈନିକ…

ପ୍ୟାକ୍ସରେ ଦୁର୍ନୀତି, ପ୍ରିୟାପ୍ରୀତି ମାମଲା:୩ବର୍ଷ ହେବ ମହିଳା ଚାଷୀଙ୍କୁ ମିଳିନି ଋଣ

ଯାଜପୁର ଅଫିସ,୪-୯:ଯାଜପୁର ଜିଲାର ବିଭିନ୍ନ ପ୍ରାଥମିକ କୃଷି ସେବା ସମବାୟ ସମିତି(ପ୍ୟାକ୍ସ)ରେ ଦୁର୍ନୀତି ଓ ପ୍ରିୟାପ୍ରୀତିକୁ ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇ ଆସିଛି। ଏବେ ପୁଣି ଚାଷୀଙ୍କୁ ୩ବର୍ଷ ହେଲା କୃଷି ଋଣ ମିଳୁ ନ ଥିବା ନେଇ ଅଭିଯୋଗ…

ପୁଞ୍ଜି ବଜାର ଉପରେ ମାନ୍ଦାବସ୍ଥା ମାଡ;ନିବେଶକ ହରାଇଲେ ୨.୫୫ ଲକ୍ଷ କୋଟି

ନୂଆଦିଲ୍ଲୀ, ୪-୯: ଘରୋଇ ବଜାରରେ ବାଣିଜ୍ୟ ସମସ୍ୟା ଏବଂ ଅର୍ଥନୈତିକ ମାନ୍ଦାବସ୍ଥାର ପ୍ରଭାବ ପୁଞ୍ଜି ବଜାର ଉପରେ ପରିଲକ୍ଷିତ ହୋଇଛି। ଏଭଳି ପ୍ରମୁଖ କାରଣ ଲାଗି ମଙ୍ଗଳବାର ଦେଶର ପୁଞ୍ଜି ବଜାର ଗଭୀର ଭାବେ ପ୍ରଭାବିତ ହୋଇଛି। ଏହି ସମୟରେ ନିବେଶକମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri