୯.୧ ଲକ୍ଷ କୋଟିକୁ ଖସିପାରେ ଏନ୍ପିଏ
ନୂଆଦିଲ୍ଲୀ, ୪-୯: ଦେଶରେ ଥିବା ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମୋଟ ଏନ୍ପିଏ ଆର୍ଥତ୍କ ବର୍ଷ ୨୦୧୯-୨୦ରେ ୯.୧ ଲକ୍ଷ କୋଟି ଟଙ୍କାକୁ ହ୍ରାସ ଘଟିପାରେ।୨୦୧୯ ମାର୍ଚ୍ଚ ୩୧ ସୁଦ୍ଧା ବ୍ୟାଙ୍କଗୁଡିକର ମୋଟ ଏନ୍ପିଏ ୯.୪ ଲକ୍ଷ କୋଟି ଟଙ୍କା ରହିଥିବା ଆସୋଚାମ ଏବଂ…
ଆଇଡିବିଆଇ ବ୍ୟାଙ୍କକୁ ମିଳିବ ୯୩୦୦ କୋଟି ପୁଞ୍ଜି ସହାୟତା
ନୂଆଦିଲ୍ଲୀ, ୪-୯: ଆଇଡିବିଆଇ ବ୍ୟାଙ୍କକୁ କେନ୍ଦ୍ର ସରକାର ୯,୩୦୦ କୋଟି ଟଙ୍କାର ପୁଞ୍ଜି ସହାୟତା ପ୍ରଦାନ କରିବେ। ବ୍ୟାଙ୍କର ପୁଞ୍ଜିକୁ ବୃଦ୍ଧି କରିବା ତଥା ଏହାକୁ ଲାଭଜନକ ସ୍ଥିତିକୁ ଆଣିବା ଲାଗି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ…
୯ ମାସର ସବୁଠାରୁ ନିମ୍ନ ସ୍ତରରେ ଟଙ୍କା
ମୁମ୍ବାଇ, ୪-୯: ମଙ୍ଗଳବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ଗଭୀର ଭାବେ ହ୍ରାସ ହୋଇଛି। ଡଲାର ତୁଳନାରେ ଟଙ୍କା ୯ ମାସର ସବୁଠାରୁ ନିମ୍ନ ସ୍ତରରେ ରହିଛି। ଟଙ୍କା ମୂଲ୍ୟରେ ମଙ୍ଗଳବାର ୯୭% ପଇସା ହ୍ରାସ ଘଟିଥିବା ଜଣା ପଡିଛି। ଏହା…
ଏସିଆର ୨୦ ପରିବାର ସମ୍ପତ୍ତି;୨୦ ଗରିବ ଦେଶର ସମ୍ପତ୍ତି ସହ ସମାନ
ନୂଆଦିଲ୍ଲୀ, ୪-୯: ଏସିଆର ସବୁଠାରୁ ୨୦ ଅତି ଧନଶାଳୀ ପରିବାର ନିକଟରେ ୪୫୦ ବିଲିୟନ ଡଲାରରୁ ଅଧିକ ସମ୍ପତ୍ତି ରହିଛି। ଏହି ୨୦ ପରିବାରର ସମ୍ପତ୍ତି ଏସିଆର ୨୦ ଗରିବ ଦେଶର ମୋଟ ସମ୍ପତ୍ତି ସହ ସମାନ ବୋଲି ବ୍ଲୂମବର୍ଗ ପକ୍ଷରୁ…
ସିଂହଦ୍ୱାର ନିକଟରେ ସାଧୁସନ୍ଥଙ୍କ ଚେତାବନୀ: ଜୀବନ ଦେବୁ ପଛେ ମଠ ଛାଡ଼ିବୁନି
ପୁରୀ ଅଫିସ, ୩ା୯: ଜୀବନ ଦେବୁ ପଛେ, ମଠ ଛାଡ଼ିବୁନି। ମୋଗଲ ଶାସନ ହାଏ ହାଏ…। କଳାପାହାଡ଼ ଶାସନ ଚଳିବ ନାହିଁ, ଯଦି ଚଳିବ ନିଅଁା ଜଳିବ। ମଙ୍ଗଳବାର ଅପରାହ୍ନରେ ଏମିତି କିଛି ପ୍ରଶାସନ ବିରୋଧୀ ନାରା ଶୁଣିବାକୁ ମିଳିଥିଲା ସିଂହଦ୍ୱାର…
ସାଧୁସନ୍ଥଙ୍କ ମେଳି, ଝୁଣ୍ଟିଲା ପ୍ରଶାସନ; ସବୁ ମଠର ପରମ୍ପରା ବଞ୍ଚାଇ ରଖାଯିବ: ଜିଲାପାଳ
ପୁରୀ ଅଫିସ, ୩ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ସନ୍ତୁଷ୍ଟ କରିପାରିନି। ବରଂ ସେମାନଙ୍କ ପ୍ରତିବାଦକୁ…
ଦୁଲୀପ୍ ଟ୍ରଫି ଫାଇନାଲ: ଇଶାନଙ୍କ ଉପରେ ନଜର
ବେଙ୍ଗାଲୁରୁ, ୩।୯ (ପି.ଟି.)- ଘରୋଇ କ୍ରିକେଟ୍ର ଅନ୍ୟତମ ସମ୍ମାନଜନକ କ୍ରିକେଟ୍ ପ୍ରତିଯୋଗିତା ଦୁଲୀପ୍ ଟ୍ରଫିର ଫାଇନାଲ ମ୍ୟାଚ୍ ବୁଧବାରଠାରୁ ଆରମ୍ଭ ହେବ। ସ୍ଥାନୀୟ ଏମ୍. ଚିନ୍ମସ୍ବାମୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ଫାଇନାଲ ମ୍ୟାଚ୍ରେ ଇଣ୍ଡିଆ ଗ୍ରୀନ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ…
ରାନୁଙ୍କ ପରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଜୟପୁରର ଅଟୋ ଚାଳକଙ୍କ ଗୀତ, ମିଳିଲାଣି ଲକ୍ଷାଧିକ ଭିଉଜ୍
ଜୟପୁର,୩ା୯(ପବନ ପାଣିଗ୍ରାହୀ): ‘ଚଲ୍ତେ ଚଲ୍ତେ ମେରେ ୟେ ଗୀତ୍ ୟାଦ୍ ରଖନା, କଭି ଅଲ୍ବିଦା ନା କେହ୍ନା।’ ଜୟପୁର ସହରର ଏକ ନିର୍ଦ୍ଦିଷ୍ଟ ଅଟୋରେ ଆପଣ ଯାତ୍ରା କରିବା ବେଳେ ଅଟୋରୁ ଭାସି ଆସିବ କିଶୋର କୁମାରଙ୍କ ଏଇ ଚିର ସବୁଜ…
ନିଲମ୍ବନର ପ୍ରତିବାଦ: ଗୁରୁଦିବସରେ ଆତ୍ମ ଉତ୍ସର୍ଗ କରିବେ ଜାଗୁଳାଇପାଟଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ
ଖୋର୍ଦ୍ଧା ଅଫିସ, ୩।୯: ନିଲମ୍ବନର ପ୍ରତିବାଦ କରି ଗୁରୁଦିବସରେ ସର୍ବଶିକ୍ଷା ଅଭିଯାନର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ (ଡିପିସି)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଖୋର୍ଦ୍ଧା ବ୍ଲକ ଜାଗୁଳାଇପାଟଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଚିତା ନନ୍ଦ ଖାଡଙ୍ଗା ଆତ୍ମ ଉତ୍ସର୍ଗ କରିବେ ବୋଲି ଚେତାବନୀ ଦେଇଛନ୍ତି।…
ପେଟାଗୁଡ଼ା ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଜି.ଉଦୟଗିରି,୩ା୯(ଡି.ଏନ.ଏ.)- ଜି.ଉଦୟଗିରି ପୋଲିସ ମଙ୍ଗଳବାର ଜି.ଉଦୟଗିରିଠାରୁ ୩ କିମି ଦୂର ଲାଣ୍ଡା ନିକଟସ୍ଥ ପେଟାଗୁଡ଼ା ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତ ମହିଳା ଜଣଙ୍କ ଜି.ଉଦୟଗିରି ଥାନା ସିରିକି କାମିନାଯୁ ଗ୍ରାମର ମାନିନୀ ପ୍ରଧାନ (୨୭)। ମୃତଦେହର…
ମଥୁରାର ୮ ପଞ୍ଚାୟତରେ ଯୌତୁକ, ଭୋଜି ବନ୍ଦ
ମଥୁରା: ଦେଶରେ ଯୌତୁକ ନିରୋଧୀ ନିୟମ ଲାଗୁ ହୋଇଛି। ଏହାକୁ ଦୂରକରିବା ପାଇଁ ସାମାଜିକ ସ୍ତରରେ ସ୍ବର ବି ଉଠୁଛି। ଯୌତୁକ ଦେବା ନେବା ଦୋଷାବହ ଓ ଆଇନରେ ଏଥିପାଇଁ ଦଣ୍ଡ ବ୍ୟବସ୍ଥା ରହିଥିଲେ ମଧ୍ୟ ଯୌତୁକ ପ୍ରତ୍ୟକ୍ଷରେ ହେଉ ବା…
ମଲାଇକାଙ୍କ ସହ ଛୁଟି କଟାଉଛନ୍ତି ଅର୍ଜୁନ, ଇନ୍ଷ୍ଟା ଷ୍ଟୋରୀରେ ଲେଖିଲେ ଏଭଳି କିଛି..
ମୁମ୍ବାଇ: ବଲିଉଡ୍ର ନୂଆ ଲର୍ଭବର୍ଡ କହିଲେ ମଲାଇକା ଅରୋରା ଏବଂ ଅର୍ଜୁନ କପୁରଙ୍କୁ ଅନେକେ ବୁଝନ୍ତି। କଥାଟି ଅନେକାଂଶରେ ସତ ମଧ୍ୟ। ଉଭୟଙ୍କୁ ବିଭିନ୍ନ ସମୟରେ ଏକାଠି ଦେଖିବାକୁ ମିଳେ। ଏପରିକି ବିଦେଶ ଭ୍ରମଣରେ ବି ସେମାନେ ଏକତ୍ର ଯାଇଥାନ୍ତି। ଠିକ୍…
Archives


