ବିରାଟ କୋହଲି ମୋ ଫେଭରାଇଟ୍ କ୍ରିକେଟର୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ସାହିତ୍ୟ ଆମକୁ ପ୍ରଶ୍ନ ପଚାରିବାକୁ ବାଟ ଦେଖାଏ। ସାହିତ୍ୟ ଆମକୁ ସ୍ବପ୍ନ ଦେଖାଏ। ସାହିତ୍ୟ ଆମକୁ ପରିବର୍ତ୍ତନର ଆହ୍ବାନ ଦିଏ। ଅତୀତରୁ ବର୍ତ୍ତମାନ ପର୍ଯ୍ୟନ୍ତ, ସାମାଜିକ ପରିବର୍ତ୍ତନ ପ୍ରକ୍ରିୟାରେ ସାହିତ୍ୟ ଏକ ମୁଖ୍ୟ ଅସ୍ତ୍ର ଓ ଆହ୍ବାନ। ସମଗ୍ର…
ପାଣି ପମ୍ପ୍ ଚୋରି ସନ୍ଦେହ: ଦଳିତ ଯୁବକଙ୍କୁ ପିଟି ହତ୍ୟା
ଜୟପୁର,୨୩ା୯(ପି.ଟି.): ରାଜସ୍ଥାନର ଝଲଓ୍ବରରେ ଶନିବାର ପାଣି ପମ୍ପ୍ ଚୋରି ସନ୍ଦେହରେ ଜଣେ ଦଳିତ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ଘାଟୋଲି ଅଞ୍ଚଳର ପୁରିଲାଲ ତନ୍ଓ୍ବରଙ୍କ ଚାଷଜମିରୁ ଶୁକ୍ରବାର ଏକ ପାଣି ପମ୍ପ୍ ଚୋରି ହୋଇଯାଇଥିଲା। ମଓ୍ବୋଖେଡ଼ା ଗ୍ରାମର ୪୦ ବର୍ଷୀୟ…
ପାଣିଘେରରେ କେନ୍ଦୁଘାଟି
କେନ୍ଦୁଝର, ୨୩ା୯ (ସ୍ବ.ପ୍ର.)-ସରକାର ସମସ୍ତ ଗ୍ରାମକୁ ସବୁଦିନିଆ ରାସ୍ତା ନିର୍ମାଣ ପାଇଁ ପଦକ୍ଷେପ ନେଉଛନ୍ତି। ଏପରିକି ବିଜୁ ସେତୁ ଯୋଜନାରେ ନଦୀନାଳରେ ପୋଲ ନିର୍ମାଣ କରି ପଞ୍ଚାୟତ ସହିତ ସବୁ ଗ୍ରାମକୁ ସଂଯୋଗ କରିବା ସହ ସବୁଦିନିଆ ରାସ୍ତା ନିର୍ମାଣ ବିଭିନ୍ନ…
ହ୍ୟୁଷ୍ଟନକୁ ଚାବି ଉପହାର ଦେଲେ
ହ୍ୟୁଷ୍ଟନ,୨୩ା୯ (ପି.ଟି./ଆଇଏଏନ୍ଏସ୍): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହ୍ୟୁଷ୍ଟନ ସହରକୁ ଏକ ବଡ଼ ଚାବି ଉପହାର ଦେଇଛନ୍ତି। ସେ ଏନ୍ଆର୍ଜି ଷ୍ଟାଡିୟମ୍ ମଞ୍ଚରେ ପହଞ୍ଚତ୍ବା ପରେ ସେଠାରେ ଉପସ୍ଥିତ ହ୍ୟୁଷ୍ଟନ ମେୟର ସିଲଭେଷ୍ଟର ଟର୍ନରଙ୍କୁ ଉପହାର ସ୍ବରୂପ ଏକ ଚାବି ପ୍ରଦାନ କରିଥିଲେ।…
ଦରମା, ପ୍ରାପ୍ୟ ନେବେ ନାହିଁ ଉପଦେଷ୍ଟା
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ରାଜ୍ୟ ସରକାର ନିକଟରେ ବିଭିନ୍ନ ବିଭାଗ ଏବଂ ସଂସ୍ଥା ପାଇଁ ଉପଦେଷ୍ଟା ନିଯୁକ୍ତ କରିଛନ୍ତି। ଏହି ଉପଦେଷ୍ଟାମାନେ ରାଜ୍ୟ ସରକାରଙ୍କ ତହବିଲରୁ କୌଣସି ଦରମା ଅଥବା ସମ୍ମାନଜନକ ପ୍ରାପ୍ୟ ଗ୍ରହଣ କରିବେ ନାହିଁ। ଏ ସମ୍ପର୍କରେ ସମସ୍ତ ଉପଦେଷ୍ଟା…
୨୪ରୁ ପ୍ରବଳ ବର୍ଷା : ୪ଦିନ ପର୍ଯ୍ୟନ୍ତ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ୨୪ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ବିଶେଷକରି ଗଞ୍ଜାମ, ପୁରୀ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁର ଆଦି ୯ଜିଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ଭୁବନେଶ୍ୱର ଆଞ୍ଚଳିକ…
ଆସିଲାନି ଆମ୍ବୁଲାନ୍ସ; ସାଇକେଲ୍ରେ ବୁହାହେଲେ ରୋଗୀ
ଯୋଡ଼ା, ୨୩।୯ (ଡି.ଏନ.ଏ.)-କେନ୍ଦୁଝର ଜିଲାର ଯୋଡା ଯୋଡା ବ୍ଲକ ଲହଣ୍ଡା ଅଞ୍ଚଳର ଜଣେ ରୋଗୀଙ୍କୁ ଡାକ୍ତରଖାନା ନେବା ପାଇଁ ଆମ୍ବୁଲାନ୍ସ ନଆସିବାରୁ ପରିବାର ଲୋକେ ରବିବାର ଅପରାହ୍ନ ୨ଟା ବେଳେ ସାଇକେଲ୍ରେ ବୋହି ଡାକ୍ତରଖାନା ନେଉଥିବା ଦେଖିବାକୁ ମିଳିଛି ା ଖବର…
ମୋଦି ବିଦେଶରେ ସମ୍ମାନ ପାଇବା ଯୋଗ୍ୟ: ଥରୁର
ପୁଣେ,୨୩ା୯(ପି.ଟି.): ମୋଦି ନେତୃତ୍ୱାଧୀନ ସରକାରଙ୍କ ଘୋର ବିରୋଧୀ ଭାବେ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ବିଦେଶରେ ଭାରତର ପ୍ରତିନିଧିତ୍ୱ କରୁଥିବାବେଳେ ସେ ସମ୍ମାନ ପାଇବା ଯୋଗ୍ୟ। କିନ୍ତୁ ସେ…
ନିଖୋଜ ଶିଶୁ ଉଦ୍ଧାର: ୩ ଅଟକ; ୩୦ ହଜାରରେ ହୋଇଥିଲା ବିକ୍ରି
ବ୍ରହ୍ମପୁର,୨୩ା୯-ବ୍ରହ୍ମପୁର ସହରରେ ଜଣେ ଶିଶୁକୁୁ ଅପହରଣ ପରେ ୩୦ ହଜାର ଟଙ୍କାରେ ବିକ୍ରି ହୋଇଥିବା ଚାଞ୍ଚଲ୍ୟକର ଘଟଣା ଦୃଷ୍ଟିକୁ ଆସିଛି। ଗୋଷାଇଁନୂଆଗଁା ପୋଲିସ ପାଟପରୁ ଅଞ୍ଚଳରୁ ଅପହରଣ ହୋଇଥିବା ୨ ବର୍ଷର ଶିଶୁଟିକୁ ଉଦ୍ଧାର କରିଛି। ଏଥିସହ ୨ ଅପହରଣକାରୀ ଓ…
ଧନ୍ୟବାଦ ଦେଲେ ଶିଖ୍ ପ୍ରତିନିଧି
ହ୍ୟୁଷ୍ଟନ,୨୩ା୯(ପି.ଟି.): ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୫୦ ଜଣିଆ ଶିଖ୍ ପ୍ରତିନିଧି ଦଳ ଶନିବାର ହ୍ୟୁଷ୍ଟନରେ ଭେଟିଛନ୍ତି। କଳାତାଲିକାରୁ ୩୦୦ରୁ ଊର୍ଦ୍ଧ୍ୱ ଶିଖ୍ଙ୍କ ନାଁ ବାଦ୍ ଦିଆଯାଇଥିବାରୁ ଏଥିପାଇଁ ସେମାନେ ମୋଦିଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି ଅବସରରେ ସେମାନେ…
ଅଧିକାରୀଙ୍କ ଦାୟିତ୍ୱହୀନତା ଲାଗି ବୀମା ପାଇବାରୁ ଚାଷୀ ବଞ୍ଚିତ : ସମ୍ପାଦକ, ମ୍ୟାନେଜର ପରସ୍ପର ଦୋଷାରୋପ
ଦଶରଥପୁର,୨୩ା୯(ଡିଏନ୍ଏ): କଟକ ସେଣ୍ଟ୍ରାଲ କୋପରେଟିଭ ବ୍ୟାଙ୍କ (ସିସିସିବି) ଦଶରଥପୁର ଶାଖା ଅଧୀନରେ ଦଶରଥପୁର ବ୍ଲକର ୧୩ଟି ପ୍ରାଥମିକ କୃଷି ସେବା ସମବାୟ ସମିତି ରହିଛି ା ଏହି ସମବାୟ ସମିତି ମଧ୍ୟରୁ ମଙ୍ଗଳପୁର ପ୍ରାଥମିକ କୃଷି ସେବା ସମବାୟ ସମିତିର ଦୁର୍ନୀତି…
ପାକ୍ଠାରୁ ସ୍ବାଧୀନ ହେବାକୁ ସହାୟତା ଲୋଡ଼ିଲେ ବାଲୋଚ, ସିନ୍ଧି ସଙ୍ଗଠନ
ହ୍ୟୁଷ୍ଟନ,୨୩ା୯(ପି.ଟି.): ପାକିସ୍ତାନଠାରୁ ସ୍ବାଧୀନତା ପାଇବା ଲାଗି ବାଲୋଚ, ସିନ୍ଧି ଓ ପାସ୍ତୋ ସମ୍ପ୍ରଦାୟର ପ୍ରତିନିଧିମାନେ ହ୍ୟୁଷ୍ଟନର ଏନ୍ଆରଜି ଷ୍ଟାଡିୟମ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବିକ୍ଷୋଭ…

