ଏମ୍ସ ଏମ୍ବିବିଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଇରମିମଙ୍କୁ ଅଭିନନ୍ଦନ ଜଣାଇଲା ସେନା
ରାଜୌରୀ,୩।୯: ଜମ୍ମୁ-କଶ୍ମୀର ରାଜୌରୀ ଜିଲାର ପ୍ରଥମ ଗୁଜ୍ଜର ମହିଳା ଭାବେ ଚଳିତ ବର୍ଷ ଅଲ୍ ଇଣ୍ଡିଆ ଇନଷ୍ଟୃଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ର ଏମ୍ବିବିଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ ଇରମିମ ଶମିମ। ତାଙ୍କର ଏହି ସଫଳତା ପାଇଁ ସୋମବାର ଭାରତୀୟ ସେନା ପକ୍ଷରୁ…
ମହଙ୍ଗା ପଡିଲା ଜେଲ୍ରେ ଅପରାଧୀଙ୍କ ଜନ୍ମଦିନ ପାଳିବା: ଜେଲର୍ ନିଲମ୍ବିତ
ପାଟନା,୩।୯: କିଛିଦିନ ତଳେ ବିହାରର ସୀତାମଢି ଜେଲ୍ରେ ଜଣେ ଅପରାଧୀଙ୍କ ଜନ୍ମଦିନ ପାଳିବା ଏବେ ଜେଲର୍ଙ୍କ ପାଇଁ ମହଙ୍ଗା ପଡିଛି। ଅପରାଧୀ ଜଣଙ୍କ ଜନ୍ମଦିନ ପାଳିବା, କେକ୍ କାଟିବା ଓ ଜେଲ୍ରେ ଥିବା ଅନ୍ୟକଏଦୀଙ୍କୁ ଭୋଜିରେ ଆପ୍ୟାୟିତ କରିବାର ଏକ ଭିଡିଓ…
ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସାଇକେଲରେ ଗଲେ ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୩।୯: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ମଙ୍ଗଳବାର ସାଇକେଲ ଯୋଗେ ରାଜଧାନୀ ଦିଲ୍ଲୀର ହୟାତ ହୋଟେଲରେ ପହଞ୍ଚିଛନ୍ତି। ସେଠାରେ ସେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ)ର ରିଜିଓନାଲ ଅଫିସ ଫର୍ ସାଉଥ୍ ଇଷ୍ଟ ଏସିଆ ଦ୍ୱାରା ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।…
ପଠାନକୋଟ ଏୟାରବେସ୍ରେ ସେନାର ଶକ୍ତି ବୃଦ୍ଧି କରିବ ଆପାଚେ ହେଲିକପ୍ଟର
ନୂଆଦିଲ୍ଲୀ,୩।୯: ଗତ କିଛିିଦିନ ହେବ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଅଶାନ୍ତ ବାତାବରଣକୁ ଦେଖି ଭାରତ କେତେଗୁଡିଏ ପଦକ୍ଷେପ ନେବାକୁ ସ୍ଥିର କରିଛି। ପାକିସ୍ତାନ ସୀମାକୁ ଲାଗି ରହିଥିବା ପଠାନକୋଟ ଏୟାରବେସ୍ରେ ମଙ୍ଗଳବାରଠାରୁ ଭାରତ ୮ଟି ଅତ୍ୟାଧୁନିକ ହେଲିକପ୍ଟର…
ବାହାମାସରେ ତାଣ୍ଡବ ରଚିଲା ପରେ ଫ୍ଲୋରିଡା ମୁହାଁ ହେଉଛି ‘ଡୋରିଆନ୍’
ଓ୍ବାଶିଂଟନ,୩।୯: ସାମୁଦ୍ରିକ ଝଡ଼ ଡୋରିଆନ ବାହାମାସରେ ଲ୍ୟାଣ୍ଡଫଲ କରିବା ପରେ ସେଠାରେ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ଏପର୍ଯ୍ୟନ୍ତ ୫ ଜଣଙ୍କ ମୃତ୍ୟୁ ହେବା ସହ ପାଖାପାଖି ୧୩ ହଜାର ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି। ଏବେ ଏହା…
ଓଏନ୍ଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ
ମୁମ୍ବାଇ,୩।୯: ମହାରାଷ୍ଟ୍ର ମୁମ୍ବାଇଠାରେ ଥିବା ଅଏଲ୍ ଆଣ୍ଡ ନ୍ୟାଚୁରାଲ ଗ୍ୟାସ କର୍ପୋରେଶନ(ଓଏସ୍ଜିସି)ର ଏକ ପ୍ଲାଣ୍ଟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନଭି ମୁମ୍ବାଇରେ ଥିବା ଓଏନ୍ଜିସିର କୋଲ୍ଡ ଷ୍ଟୋରରେ ଏହି ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଏହି କୋଲ୍ଡ ଷ୍ଟୋରରେ…
ସାଇକେଲରେ ଆସି ଦାୟିତ୍ୱ ନେଲେ ଲ୍ୟୁଟ୍ନାଣ୍ଟ ଜେନେରାଲ
ଜୟପୁର,୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଫିଟ୍ ଇଣ୍ଡିଆ’ ଅଭିଯାନକୁ ସମର୍ଥନ କରି ଲ୍ୟୁଟ୍ନାଣ୍ଟ ଜେନେରାଲ ଆଲୋକ ସିଂ କ୍ଲେର ଦିଲ୍ଲୀରୁ ସାଇକେଲ ଚଳାଇ ଜୟପୁରସ୍ଥିତ ସାଉଥ ଓ୍ବେଷ୍ଟର୍ନ କମାଣ୍ଡର ଦାୟିତ୍ୱ ନେଇଛନ୍ତି। ସେ ତାଙ୍କ ଦୁଇ ପୁଅ ଐମାନ ଓ ଅର୍ମାନ…
ଯୁଦ୍ଧ ନୁହେଁ ଆଲୋଚନାକୁ ଦିଆଯିବ ଗୁରୁତ୍ୱ
ଲାହୋର, ୩ା୯(ପି.ଟି.): କୌଣସି ସମସ୍ୟାର ସମାଧାନ ଯୁଦ୍ଧ ଦ୍ୱାରା ହୋଇ ନ ଥିଏ। ଭାରତକୁ ମୁଁ ଏହା କହିବାକୁ ଚାହୁଁଛି। ଯୁଦ୍ଧରେ ବିଜୟ ଲାଭ କରିଥିବା ଦେଶ ମଧ୍ୟ କ୍ଷତି ସହିଥାଏ। ଭାରତ ଓ ପାକିସ୍ତାନ ଉଭୟ ପରମାଣୁ ଶକ୍ତିସମ୍ପନ୍ନ ଦେଶ।…
ଏନ୍ଆର୍ସିରୁ ବାଦ୍ ପଡ଼ିଥିବା ବ୍ୟକ୍ତିଙ୍କୁ ଅଟକ ରଖାଯିବନି
ନୂଆଦିଲ୍ଲୀ,୩ା୯(ପି.ଟି.): ଚୂଡ଼ାନ୍ତ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି)ରୁ ବାଦ୍ ପଡ଼ିଥିବା ଲୋକଙ୍କୁ ଅଟକ ରଖାଯିବନି ବୋଲି କେନ୍ଦ୍ର ସରକାର ସୋମବାର ସ୍ପଷ୍ଟ କରିଛନ୍ତି। ସେମାନଙ୍କର ସମସ୍ତ ଆଇନଗତ ପଦକ୍ଷେପ ନ ସରିବା ପର୍ଯ୍ୟନ୍ତ ଅଟକ ରଖାଯିବନି। ଆସାମ ସରକାର ଗରିବଙ୍କ ପାଇଁ…
ଆଜି ନୂଆଁଖାଇ, ପୁରପଲ୍ଲୀ ଉତ୍ସବମୁଖର
ସମ୍ବଲପୁର,୩।୯(ବ୍ୟୁରୋ): ମଙ୍ଗଳବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ପୁରପଲ୍ଲୀ ଉତ୍ସବମୁଖର ହୋଇଛି। ପରମ୍ପରା ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଏହି ଗଣପର୍ବ ପାଳିତ ହୋଇଥାଏ। ଇଷ୍ଟଦେବୀ ସମଲେଇଙ୍କ ନିକଟରେ ମଙ୍ଗଳବାର ନବାନ୍ନ ଭୋଗ ଲାଗିବ। ଏତଦ୍ବ୍ୟତୀତ ପଶ୍ଚିମ ଓଡ଼ିଶା…
ଥାପରଙ୍କ ସମେତ ୧୨ ପ୍ରଫେସରଙ୍କୁ ସିଭି ଦାଖଲ ନିର୍ଦ୍ଦେଶ
ନୂଆଦିଲ୍ଲୀ,୩ା୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଆଶିଷ ଦତ୍ତ, ଖ୍ୟାତନାମା ବୈଜ୍ଞାନିକ ଆର୍. ରାଜାରମଣ ଏବଂ ଐତିହାସିକ ରୋମିଲା ଥାପରଙ୍କ ସମେତ ୧୨ଜଣ ପୂର୍ବତନ ପ୍ରଫେସରଙ୍କ କାର୍ଯ୍ୟର ସମୀକ୍ଷା ଲାଗି ପ୍ରଶାସନ ସେମାନଙ୍କୁ ସିଭି (କରିକୁଲମ୍ ଭିଟା) ଦାଖଲ କରିବାକୁ…
ଫିଲ୍ମ ପାଇଁ ଅଫର ପ୍ରେରଣାଦାୟୀ: ତବୁ
ମୁମ୍ବାଇ: ଫିଲ୍ମ ପାଇଁ ଅଫର ମିଳିବା ପ୍ରେରଣାଦାୟକ ବୋଲି ବଲିଉଡ୍ ଅଭିନେତ୍ରୀ ତବୁ ପ୍ରକାଶ କରିଛନ୍ତି। ସେ ଅଧିକ ଆଶା କରୁ ନ ଥିଲେ ମଧ୍ୟ ବର୍ତ୍ତମାନ ଯେଉଁ କାର୍ଯ୍ୟ ମିଳିଛି ସେଥିରେ ସେ ଖୁସି ଥିବା କହିଛନ୍ତି। ଭବିଷ୍ୟତ ପାଇଁ…
Archives


