Home

ସୁପ୍ରିମ୍‌କୋର୍ଟରେ ଚିନ୍ମୟାନନ୍ଦ ମାମଲା: ଏସ୍‌ଆଇଟି ଗଠନ ଲାଗି ନିର୍ଦ୍ଦେଶ

ନୂଆଦିଲ୍ଲୀ, ୩ା୯(ପି.ଟି.): ଉତ୍ତରପ୍ରଦେଶର ଶାହ୍‌ଜାହାନ୍‌ପୁରରେ ଆଇନ ଛାତ୍ରୀ ନିଖୋଜ ହେବା ଓ ଏନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଅଣାଯିବା ଘଟଣାରେ ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌) ଗଠନ କରିବାକୁ ସୁପ୍ରିମକୋର୍ଟ ସୋମବାର…

ଡାକ୍ତରଙ୍କୁ ପିଟି ହତ୍ୟା: ୨୧ ଗିରଫ

ଗୁଆହାଟୀ,୩ା୯: ଦେଶରେ ଗତ କିଛି ବର୍ଷ ମଧ୍ୟରେ ଭିଡ଼ ହିଂସା ବୃଦ୍ଧି ପାଇଛି। ଆସାମର ଜୋର୍‌ହାଟରେ ଥିତ୍ବା ଏକ ଚା’ ବଗିଚାରେ ଜଣେ ଡାକ୍ତରଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ପିଟି ହତ୍ୟା କରିଛନ୍ତି। ଏହି ଘଟଣାରେ ପୋଲିସ ୨୧ ଜଣଙ୍କୁ ଗିରଫ…

ପାକ୍‌ର ମିଛ ଦୋହରାଇବାକୁ କୁଳଭୂଷଣଙ୍କ ଉପରେ ଚାପ

ନୂଆଦିଲ୍ଲୀ,୩ା୯: କୁଳଭୂଷଣଙ୍କୁ ଦୂତାବାସ ମାଧ୍ୟମରେ ଆଇନଗତ ସହାୟତା ଯୋଗାଇଦେବା ପାଇଁ ସୁଯୋଗ ମିଳିଥିଲେ ହେଁ ତାଙ୍କୁ ପାକିସ୍ତାନର ମିଛ ଦୋହରାଇବା ପାଇଁ ଅତ୍ୟଧିକ ଚାପ ପକାଯାଇଥିବା ଜଣାପଡିଛି। ତାଙ୍କୁ ସୋମବାର ଭାରତୀୟ ଉପଉଚ୍ଚାୟୁକ୍ତ ଗୌରବ ଆହଲୁଓ୍ବାଲିଆ ଭେଟିଥିବାବେଳେ ଚାପ ପକାଯାଇଥିବା ଲକ୍ଷଣ…

ଗରିବଙ୍କ ରାଶନ ଖାଉଥିଲେ ଅଯୋଗ୍ୟ ହିତାଧିକାରୀ: ଧରାପକାଇଲା ଆଧାର

ଭୁବନେଶ୍ୱର,୩।୯(ବ୍ୟୁରୋ): ସରକାରଙ୍କ ଆଖିରେ ଆଙ୍ଗୁଠି ଗେଞ୍ଜି ଅଯୋଗ୍ୟ ହିତାଧିକାରୀ ଗତ ୪ବର୍ଷ ହେବ ଗରିବଙ୍କ ପାଇଁ ଆସିଥିବା ହଜାର ହଜାର କୁଇଣ୍ଟାଲ ଚାଉଳ, ଗହମ ଲୁଟି ନେଉଥିଲେ। ଗାଡ଼ି ଘୋଡ଼ା, କୋଠାଘର, ଏକର ଏକର ସମ୍ପତ୍ତି, ସରକାରୀ ଚାକିରି ଥିବା ଅଯୋଗ୍ୟ…

ଫୁଲ ତୋଳିବାକୁ ଯାଇ ପୋଖରୀରେ ବୁଡ଼ମଲେ ବୃଦ୍ଧ

ସୁକିନ୍ଦା,୩ା୯(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଆମ୍ପଳବା ଗ୍ରାମର ପଦ୍ମପୋଖରୀରେ ବୁଡି ରବିବାର ସନ୍ଧ୍ୟାରେ ଢେଙ୍କାନାଳ ଜିଲା ଭୁବନ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସେନାପତି ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ସୋମବାର ସକାଳେ ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ସହ ଖୁଖୁନ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କ ଠାରୁ ଟଙ୍କା ନେବା ଭିଡିଓ ଭାଇରାଲ ପ୍ରସବ କରାଇଦେବା ପାଇଁ ନେଲେ ୫ ହଜାର

ନୟାଗଡ଼ ଅଫିସ,୩।୯-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ଅଭିଯୋଗ ହେଉଛି। ଜଣେ ମହିଳାଙ୍କୁ ପ୍ରସବ କରାଇଦେବା ପାଇଁ ଡାକ୍ତର, ଆଟେଣ୍ଡାଣ୍ଟ ଓ ଆଶା ଦିଦି ମିଶି ୫୦୦୦ ଟଙ୍କା ନେଇଥିବା ଓ ଷ୍ଟିଚ୍‌ ଖୋଲିବା ପରେ ଆଉ ୨୦୦…

୪୫୦ ବର୍ଷର ନିଆରା ପରମ୍ପରା: ବୁଢ଼ା ଗଣେଶଙ୍କୁ ୧୫୧ ଥାଳି ଭୋଗ ସମର୍ପଣ

ଆରଡ଼ି, ୩।୯ (ଡି.ଏନ.ଏ.)- ଗଣେଶ ଚତୁର୍ଥୀରେ ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ମନ୍ଦିର ବେଢ଼ାର ଦକ୍ଷିଣପାର୍ଶ୍ୱରେ ଥିବା ଶ୍ରୀ ବୁଢ଼ା ଗଣେଶଙ୍କୁ ସ୍ବତନ୍ତ୍ର ପୂଜା କରାଯାଇଛି। ଏଠାରେ ନିଆରା ପରମ୍ପରା ଅନୁଯାୟୀ ପ୍ରଭୁଙ୍କୁ ୧୫୧ ଥାଳି ଭୋଗ ସମର୍ପଣ କରାଯାଇଛି। ବିଧି…

ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ, ଆନ୍ଦୋଳନ ଡାକରା

ବ୍ରହ୍ମପୁର ଅଫିସ୍‌,୩ା୯-ଫୋରମ୍‌ ଫର୍‌ ଗଞ୍ଜାମର ଏକ ସାଧାରଣ ବୈଠକ ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନ ସଂଯୋଜକ ସୁଧୀର କୁମାର ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ । ବୈଠକରେ ଜିଲାର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବିଶେଷକରି ଜିଲାରେ…

କ୍ରମାଗତ କମୁଛି ଯାନ ବିକ୍ରି;ସରକାରଙ୍କ ହସ୍ତକ୍ଷେପ ଲୋଡିଲା ଅଟୋମୋବାଇଲ ଶିଳ୍ପ

ନୂଆଦିଲ୍ଲୀ, ୩-୯: ଘରୋଇ ବଜାରରେ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ମାନ୍ଦାବସ୍ଥା ଦେଇ ଗତି କରୁଛି। ଯାନ ବିକ୍ରି କ୍ରମାଗତ ଭାବେ ହ୍ରାସ ହେଉଥିବା ବେଳେ ଏହାକୁ ନେଇ ଶିଳ୍ପ ଚିନ୍ତାରେ ରହିଛି। ସମସ୍ୟା ସମାଧାନ ଲାଗି ଅଟୋ ଉଦ୍ୟୋଗ ପକ୍ଷରୁ ସରକାରଙ୍କ…

ପିସିଏରୁ ବାହାରିବେ ୪ ବ୍ୟାଙ୍କ

ନୂଆଦିଲ୍ଲୀ, ୩-୯: ଆର୍‌ବିଆଇର ପ୍ରମ୍ପଟ କରେକ୍ଟିଭ ଆକ୍ସନ (ପିସିଏ) କାର୍ଯ୍ୟାନୁଷ୍ଠାନ ପରିସରରୁ ଅବଶିଷ୍ଟ ୪ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ବାହାରିବେ। ସରକାର ବ୍ୟାଙ୍କଗୁଡିକୁ ସଦ୍ୟତମ ପୁଞ୍ଜି ପ୍ରଦାନ କରିବାକୁ ନିକଟରେ ଘୋଷଣା କରିଛନ୍ତି। ଏହା ଦ୍ୱାରା ବ୍ୟାଙ୍କଗୁଡିକ ପିସିଏରୁ ବାହାରିବେ ବୋଲି ଅର୍ଥ…

ମଧ୍ୟାହ୍ନରେ ଆରଟିଓ, ରାତିରେ ପୋଲିସ ପକ୍ଷରୁ ଯାଞ୍ଚ:ପ୍ରଥମ ଦିନରେ ୧୩ ହଜାର ଜରିମାନା ଆଦାୟ

ଅନୁଗୋଳ ଅଫିସ, ୩।୯ ଭାରତ ସରକାରଙ୍କ ସଂଶୋଧିତ ମୋଟରଯାନ ଆଇନ ସେପ୍ଟେମ୍ବର ପହିଲାରୁ ଲାଗୁ ହେଉ ହେଉ ଅନୁଗୋଳ ପୋଲିସ ଓ ପରିବହନ ବିଭାଗ ପକ୍ଷରୁ ସହରରେ ଯାଞ୍ଚ କଡ଼ାକଡ଼ି କରାଯାଇଛି। ରବିବାର ଏହି ଆଇନ ଉଲ୍ଲଂଘନ କରିଥିବା ୧୨ଜଣଙ୍କଠାରୁ ୧୩…

ଶାମିଙ୍କ ନାମରେ ଗିରଫ ପରଓ୍ବାନ

କୋଲକାତା, ୩।୯- ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍‌ ଦଳର ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ନାମରେ ସୋମବାର ଗିରଫ ପରଓ୍ବାନା ଜାରି ହୋଇଛି। ସ୍ତ୍ରୀ ହାସିନ ଜହାନଙ୍କ ଦ୍ୱାରା ଫାଇଲ୍‌ ହୋଇଥିବା ଘରୋଇ ହିଂସା ମାମଲାରେ ଶାମିଙ୍କ ସମେତ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri