ବୟସ ଜାଲିଆତି: ଏମ୍ସିଏ ଜୁନିୟର କ୍ୟାମ୍ପରୁ ୫ ବିଦା
ମୁମ୍ବାଇ, ୨|୮ (ପି.ଟି.)-ବୋନ୍ ଏଜ୍ ଟେଷ୍ଟରେ ବିଫଳ ହୋଇଥିବାରୁ ମୁମ୍ବାଇ କ୍ରିକେଟ ଆସୋସିଏଶନ(ଏମ୍ସିଏ)ର ୧୬ ବର୍ଷରୁ କମ୍ ଅଫ୍ ସିଜନ କ୍ୟାମ୍ପ ଲାଗି ୫ ଜଣ ବାଳକ ଅଯୋଗ୍ୟ ବିବେଚିତ ହୋଇଛନ୍ତି। ବୟସ ଜାଲିଆତି କ୍ଷେତ୍ରରେ ବୋନ୍ ଏଜ୍ ଟେଷ୍ଟ କରାଯାଇଥାଏ।…
ଆର୍ସେନାଲର ସବୁଠୁ ମୂଲ୍ୟବାନ ଖେଳାଳି ହୋଇପାରନ୍ତି ପେପେ
ଲଣ୍ଡନ,୨।୮(ଏଏଫ୍ପି)- ପ୍ରିମିୟର ଲିଗ୍ ଦଳ ଆର୍ସେନାଲ ଫ୍ରେଞ୍ଚ କ୍ଲବ ଲିଲେର ଫରଓ୍ବାର୍ଡ ନିକୋଲାସ ପେପେଙ୍କ ସହ ଚୁକ୍ତି କରିଛି। ତେବେ ପେପେଙ୍କୁ ବାର୍ଷିକ କେତେ ପାଉଣା ମିଳିବ, ତାହା କ୍ଲବ ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ। କିନ୍ତୁ ବ୍ରିଟିଶ ଗଣମାଧ୍ୟମରେ ପ୍ରକାଶ…
ଓ୍ବାର୍ନରଙ୍କ ଉପରକୁ ସ୍ୟାଣ୍ଡ ପେପର ପକାଇଲେ ଦର୍ଶକ
ବର୍ମିଂହାମ,୨।୮- ଏଠାରେ ଚାଲିଥିବା ପ୍ରଥମ ଆଶେସ ଟେଷ୍ଟରେ ଏକ ଅଭାବନୀୟ ଘଟଣା ଘଟିଛି। ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନର ଆଉଟ୍ ହେବା ପରେ ଷ୍ଟାଡିୟମରେ ଉପସ୍ଥିତ ଦର୍ଶକ ସ୍ୟାଣ୍ଡ ପେପର ଉଡ଼ାଇ ଉତ୍ସବ ମନାଇଥିଲେ। ଅଷ୍ଟ୍ରେଲିଆନ ଓପନର ୨ ରନ୍ କରିଥିବାବେଳେ…
ଭାରତକୁ ଟ୍ରେଡ୍ ଓ୍ବାର୍ ଲାଭ;ରପ୍ତାନି ବୃଦ୍ଧିରେ ବିଶ୍ୱରେ ଏକମାତ୍ର ଦେଶ
ନୂଆଦିଲ୍ଲୀ,୨-୮: ଆମେରିକା ଓ ଚାଇନା ମଧ୍ୟରେ ଟ୍ରେଡ୍ ଓ୍ବାର୍ ଆରମ୍ଭ ହୋଇଥିବା ବେଳେ ଏସିଆରେ ଭାରତ ଏକମାତ୍ର ଦେଶ ଯିଏକି ଅଧିକ ରପ୍ତାନି କରିବାରେ ସଫଳ ହୋଇଛି। ବ୍ଲୁମବର୍ଗ ରିପୋର୍ଟ ଅନୁଯାୟୀ, ଆର୍ଥିକ ବର୍ଷ ୨୦୧୭ର ଚତୁର୍ଥ ତ୍ରୈମାସରେ ବିଶ୍ୱ ରପ୍ତାନିରେ…
ଏୟାର ଏସିଆର ଟ୍ରାଭେଲ ଫେୟାର ଆଜିଠାରୁ
ଭୁବନେଶ୍ୱର,୨-୮-ପର୍ଯ୍ୟଟନ ବିକାଶ ଲାଗି ଏୟାର ଏସିଆ ପକ୍ଷରୁ ଏକ ଟ୍ରାଭେଲ ଫେୟାର ଶୁକ୍ରବାରଠାରୁ ଭୁବନେଶ୍ୱରରେ ଅନୁଷ୍ଠିତ ହେଉଛି। ଏହା ତିନିଦିନ ବ୍ୟାପି ସ୍ଥାନୀୟ ଏସ୍ପ୍ଲାନେଡ ଓ୍ବାନ ମଲ୍ଠାରେ ଅନୁଷ୍ଠିତ ହେବ। ଏହି ଫେୟାର ସମୟରେ ଗ୍ରାହକମାନେ ଦେଶ ମଧ୍ୟରେ କିମ୍ବା ଅନ୍ତର୍ଜାତୀୟ…
ପୂର୍ବତଟ ରେଳପଥକୁ ଦୁଇ ପୁରସ୍କାର
ଭୁବନେଶ୍ୱର,୨-୮:ପୂର୍ବତଟ ରେଳପଥକୁ ସମ୍ମାନଜନକ ଆକାଉଣ୍ଟସ ଓ ଫାଇନାନ୍ସ ମ୍ୟାନେଜମେଣ୍ଟ ଶୀଲଡ଼ ଓ କମ୍ପ୍ରେହେନସିଭ ହେଲ୍ଥ କେୟାର ଶିଲଡ଼ ପୁରସ୍କାର ପ୍ରଦାନ କରାଯାଇଛି। ମୁମ୍ବାଇଠାରେ ଆୟୋଜିତ ରାଷ୍ଟ୍ରୀୟ ସ୍ତରୀୟ ରେଳବାଇ ପୁରସ୍କାର ବିତରଣ ଉତ୍ସବରେ ଦକ୍ଷତା ଲାଗି ରେଲଓ୍ବେ ଏହି ପୁରସ୍କାର ଲାଭ…
ରାନବାକ୍ସିର ପୂର୍ବତନ ପ୍ରମୋଟରଙ୍କ ଘରେ ଇଡି ଚଢ଼ାଉ
ନୂଆଦିଲ୍ଲୀ,୨-୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ରାନବାକ୍ସିର ପୂର୍ବତନ ପ୍ରମୋଟର ଭ୍ରାତା ମାଲବିନ୍ଦର ମୋହନ ସିଂହ(୪୫) ଏବଂ ଶିବିନ୍ଦର ମୋହନ ସିଂହ(୪୩)ଙ୍କ ଘରେ ଗୁରୁବାର ଚଢ଼ାଉ କରିଛି। ମନିଲଣ୍ଡରିଂ ମାମଲାରେ ଏହି ଚଢ଼ାଉ ହୋଇଥିଲା ବୋଲି ମିଡିଆ ରିପୋର୍ଟରୁ ପ୍ରକାଶ। ଦୁଇ ଭାଇଙ୍କ ବିରୋଧରେ…
ପ୍ରତିଷ୍ଠା ହେବ ନୂଆ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କାବିଲ
ନୂଆଦିଲ୍ଲୀ,୨-୮: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲ୍କୋ), ହିନ୍ଦୁସ୍ତାନ କପର ଲିମିଟେଡ(ଏଚ୍ସିଏଲ୍) ଏବଂ ମିନେରାଲ ଏକ୍ସପ୍ଲୋରେଶନ କମ୍ପାନୀ ଲିମିଟେଡ(ଏମଇସିଏଲ୍) ଭଳି ୩ ରାଷ୍ଟ୍ରାୟତ୍ତ ସଂସ୍ଥା ମିଳିତ ହୋଇ ନୂଆ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କାବିଲ ସ୍ଥାପନ କରିବେ। କୋଇଲା, ଖଣି ଏବଂ ସଂସଦୀୟ…
ବ୍ୟାଙ୍କିଙ୍ଗ ଉଦ୍ୟୋଗ ମହଙ୍ଗା ଭତ୍ତା ୬୮.୧%
ଭୁବନେଶ୍ୱର,୨-୮(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମେ’ ମାସରେ ୩୧୪ ପଏଣ୍ଟ ଥିଲା। ଏହା ଜୁନରେ ୨ ପଏଣ୍ଟ ବଢି ୩୧୬ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୩୩ ପଏଣ୍ଟ ଥିଲା।…
ରିଟର୍ନ ଦାଖଲ ଲାଗି ଇ-ଫାଇଲିଂ ଲାଇଟ୍
ନୂଆଦିଲ୍ଲୀ,୨-୮: ଆୟକର ବିଭାଗ ପକ୍ଷରୁ ରିଟର୍ନ ଦାଖଲ କରିବା ଉଦ୍ଦେଶ୍ୟରେ ଗୁରୁବାର ଏକ ନୂଆ ସରଳ ସୁବିଧା ଆରମ୍ଭ କରାଯାଇଛି। ବିଭାଗର ଓ୍ବେବ୍ସାଇଟରେ ‘ଇ-ଫାଇଲିଂ ଲାଇଟ୍’ ନାମରେ ଏହି ସୁବିଧା ଆରମ୍ଭ ହୋଇଛି। ଓ୍ବେବସାଇଟର ହୋମ୍ପେଜରେ ‘ଇ-ଫାଇଲିଂ ଲାଇନ’ ବଟନ ଦବାଇ…
ବେତନ ଦେବାରେ ବିଏସ୍ଏନ୍ଏଲ୍-ଏମ୍ଟିଏନ୍ଏଲ୍ ପୁଣି ବିଫଳ
ନୂଆଦିଲ୍ଲୀ,୨-୮: ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ) ଓ ମହାନଗର ଟେଲିଫୋନ ନିଗମ ଲିମିଟେଡ(ଏମ୍ଟିଏନ୍ଏଲ୍) ଏହାର କର୍ମଚାରୀଙ୍କୁ ଜୁଲାଇ ଦରମା ଦେବାରେ ବିଫଳ ହୋଇଛି। ବିଗତ ୬ ମାସ ମଧ୍ୟରେ ଏହା ଦ୍ୱିତୀୟଥର। ଏଥିପୂର୍ବରୁ କମ୍ପାନୀ ଫେବୃୟାରୀରେ ନିଜର…
ରିଲାଏନ୍ସ ରିଟେଲର ୨୬% ଅଂଶଧନ କିଣିପାରେ ଆମାଜନ
ନୂଆଦିଲ୍ଲୀ,୨-୮: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଜେଫ୍ ବେଜୋସ୍ଙ୍କ ଇ-କମର୍ସ କମ୍ପାନୀ ଆମାଜନ ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ଦେଶର ସର୍ବବୃହତ ରିଟେଲ କମ୍ପାନୀ ରିଲାଏନ୍ସ ରିିଟେଲର ୨୬% ଅଂଶଧନ କିଣିପାରେ। ତେବେ ଦୁଇ କମ୍ପାନୀ ମଧ୍ୟରେ ଆଲୋଚନା ଚାଲିଥିବାରୁ ନିଷ୍ପତ୍ତି…
Archives


