Home

ସାର ପାଇଁ ଆଧାର: ଚାଷୀଙ୍କ ଆକାଉଣ୍ଟକୁ ଯିବ ସବ୍‌ସିଡି ଟଙ୍କା; ଆସନ୍ତାବର୍ଷରୁ କାର୍ଯ୍ୟକାରୀ ହେବ ଡିବିଟି

ଭୁବନେଶ୍ୱର,୨୨। ୯(ବ୍ୟୁରୋ): ସାଧାରଣ ଖାଉଟି ବଣ୍ଟନ ବ୍ୟବସ୍ଥାରେ ଖାଦ୍ୟ ସାମଗ୍ରୀ ନେବା ଏବଂ ଧାନ ବିକିବା ପାଇଁ ଆଧାର କାର୍ଡ ସଂଯୋଗକୁ ବାଧ୍ୟତାମୂଳକ କରାଯାଇଥିବା ବେଳେ ଏବେ ଚାଷୀମାନେ କିଣୁଥିବା ସାର ରିହାତି ଲାଗି ଆଧାର ସଂଯୋଗ କରାଯିବ। ରାଜ୍ୟରେ ଆସନ୍ତାବର୍ଷରୁ…

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ନୋଟିସ

ହାଇଦ୍ରାବାଦ ୨୨ା୯ : ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଟିଡିପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କୁ ଅମରାବତୀସ୍ଥିତ ଭଡ଼ା ଘର ୭ ଦିନ ମଧ୍ୟରେ ଭାଙ୍ଗି ଖାଲି କରିବାକୁ ନୋଟିସ ଦିଆଯାଇଛି। ବେଆଇନ ନିର୍ମାଣକୁ ୭ ଦିନ ମଧ୍ୟରେ ଭାଙ୍ଗିବା…

ବାଣ ବିସ୍ଫୋରଣରେ ୬ ମୃତ

ଏଟା, ୨୨ା୯(ପି.ଟି.): ଉତ୍ତରପ୍ରଦେଶର ଏଟାସ୍ଥିତ ମିରହାଚି ପୋଲିସଷ୍ଟେଶନ ଅଞ୍ଚଳରେ ବାଣ ବିସ୍ଫୋରଣ ହେବାରୁ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୯ ଜଣ ଆହତ ମଧ୍ୟ ହୋଇଛନ୍ତି। ଏକ ଘରେ ବେଆଇନ ବାଣ ତିଆରି ଚାଲିଥିବାବେଳେ ଅସାବଧାନତା କାରଣରୁ ଏହା ବିସ୍ଫୋରଣ…

‘ଚାଇନାର ଶକ୍ତିବୃଦ୍ଧି ବିଶ୍ୱକୁ ବିପଦ’

ଓ୍ବାଶିଂଟନ,୨୨ା୯(ପି.ଟି.): ଚାଇନାର ସାମରିକ ଶକ୍ତିବୃଦ୍ଧିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଚିନ୍ତାବ୍ୟକ୍ତ କରିବା ସହ ଏହା ସାରା ବିଶ୍ୱ ପାଇଁ ବିପଦ ବୋଲି କହିଛନ୍ତି। ଏହି କମ୍ୟୁନିଷ୍ଟ ରାଷ୍ଟ୍ର ଆମେରିକାର ବୌଦ୍ଧିକ ସମ୍ପତ୍ତି ଚୋରି କରି ଏହାର ପ୍ରତିରକ୍ଷା ସାମର୍ଥ୍ୟ…

ଆଜି ହାଓଡି ମୋଦି କାର୍ଯ୍ୟକ୍ରମ

ହ୍ୟୁଷ୍ଟନ୍‌,୨୨ା୯(ଆଇଏଏନ୍‌ଏସ୍‌): ଆମେରିକାର ଟେକ୍ସାସ୍‌ ପ୍ରଦେଶ ଅନ୍ତର୍ଗତ ହ୍ୟୁଷ୍ଟନ୍‌ ସହରରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇବା ପାଇଁ ଅନୁଷ୍ଠିତ ହେବ ‘ହାଓଡି ମୋଦି’ କାର୍ଯ୍ୟକ୍ରମ। ପ୍ରଧାନମନ୍ତ୍ରୀ ଶନିବାର ରାତିରେ ହ୍ୟୁଷ୍ଟନ୍‌ରେ ପହଞ୍ଚିଛନ୍ତି। ୩ ଘଣ୍ଟା ଧରି ଅନୁଷ୍ଠିତ ହେବାକୁ ଥିବା…

ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଛାତ୍ରଙ୍କ ପଞ୍ଜରା ହାଡ଼ ଫାଟିଲା, ଦଶପଲ୍ଲା ଥାନାରେ ମାମଲା

ଦଶପଲ୍ଲା,୨୨ା୯(ଡି.ଏନ.ଏ.)-ନୟାଗଡ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଖମାରସାହି ନୋଡାଲ ହାଇସ୍କୁଲରେ ଜନୈକ ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଜଣେ ନବମ ଶ୍ରେଣୀ ଛାତ୍ର ଆହତ ହୋଇଛନ୍ତି। ଏଥିନେଇ ତାଙ୍କ ବାପା ଦଶପଲ୍ଲା ଥାନାରେ ଅଭିଯୋଗ କରିଛନ୍ତି। ଥାନାରେ ନଂ.୧୧୪/୧୯ରେ ମାମଲା ରୁଜୁ ହୋଇ…

ଓଡ଼ିଶା ଲୋକାୟୁକ୍ତ ଅଧିନିୟମ ସଚେତନତା ବୈଠକ: ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ଅଭିଯୋଗ ପାଇଁ ଆହ୍ବାନ

ଅନୁଗୋଳ ଅଫିସ, ୨୨।୯ – ସମାଜର ପ୍ରତ୍ୟେକ ସ୍ତରରୁ ଦୁର୍ନୀତି ହଟାଇ ଲୋକମାନଙ୍କୁ ମୂଲ୍ୟବୋଧଭିତ୍ତିକ ସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ଓଡ଼ିଶା ଲୋକାୟୁକ୍ତ ଅଧିନିୟମ ୨୦୧୪କୁ ଗତବର୍ଷ ଜୁଲାଇ ୭ରେ କାର୍ଯ୍ୟକାରୀ କରିଛନ୍ତି। ଏହି ନୂତନ ଆଇନ ସମ୍ପର୍କରେ ଜନସଚେତନତା…

ସୁପ୍ରିମକୋର୍ଟରେ ରହିବ ସ୍ଥାୟୀ ସାମ୍ବିଧାନିକ ପୀଠ

ନୂଆଦିଲ୍ଲୀ,୨୨ା୯: ପାଖାପାଖି ୭୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ସୁପ୍ରିମକୋର୍ଟରେ ସ୍ଥାୟୀ ଭାବେ ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ ହେବାକୁ ଯାଉଛି। ଜଟିଳ ସାମ୍ବିଧାନିକ ପ୍ରଶ୍ନର ସମାଧାନ ଏବଂ ଆଇନର ବ୍ୟାଖ୍ୟା ପାଇଁ ଏହା କାର୍ଯ୍ୟ କରିବ। ୧୯୫୦ରେ…

ସିମ୍ପାଞ୍ଜିକୁ ଜବତ କଲା ଇଡି

ନୂଆଦିଲ୍ଲୀ,୨୨ା୯(ପି.ଟି.): ବନ୍ୟଜନ୍ତୁ ଚୋରା କାରବାର କରୁଥିବା ପଶ୍ଚିମବଙ୍ଗର ଜଣେ ବ୍ୟକ୍ତିଙ୍କ ଘର ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଅଧିକାରୀମାନେ ଚଢ଼ାଉ କରି ୩ଟି ସିମ୍ପାଞ୍ଜି ଓ ଏକ ନିର୍ଦ୍ଦିଷ୍ଟ ପ୍ରଜାତିର ୪ଟି ମାଙ୍କଡ଼ ଜବତ କରିଛି। କୌଣସି ତଦନ୍ତକାରୀ ସଂସ୍ଥା ଜୀବଜନ୍ତୁ…

ନୀହାରିକା ହତ୍ୟା ମାମଲା: ୫ ବର୍ଷର ପ୍ରେମ, ତଥାପି ବିଗିଡ଼ିଗଲା ବୁଝାମଣା

ଜଗତ୍‌ସିଂହପୁର ଅଫିସ,୨୨ା୯: ଦୀର୍ଘ ୫ବର୍ଷ ହେଲା ପରସ୍ପରକୁ ଭଲ ପାଉଥିଲେ। ଅନେକ ସୁଖଦୁଃଖର ମୁହୂର୍ତ୍ତ ସାଥି ହୋଇ କଟାଇଥିଲେ। ଉଭୟଙ୍କ ପରିବାର ମଧ୍ୟ ପ୍ରେମକୁ ଦେଇଥିଲେ ସମ୍ମତି। ବିବାହ ପାଇଁ ମଧ୍ୟ ସ୍ଥିର ହୋଇଥିଲା। କିନ୍ତୁ ସାମାନ୍ୟ ବୁଝାମଣାର ଅଭାବରୁ ସବୁକିଛି…

ନାଲ୍‌କୋ ବିଶ୍ୱକର୍ମା ପୂଜାର ୫ମ ସନ୍ଧ୍ୟା : ଲକ୍ଷାଧିକ ଲୋକଙ୍କ ସମାଗମ

ବଅଁରପାଳ,୨୨।୯(ଡି.ଏନ.ଏ) – ଅନୁଗୋଳ ଜିଲା ନାଲ୍‌କୋ ନଗରରେ ଚାଲିଥିବା ବିଶ୍ୱକର୍ମା ପୂଜାର ଶନିବାର ଥିଲା ୫ମ ସା। ନାଲ୍‌କୋରେ ପୂଜା ଆରମ୍ଭ କରିଥିବା ମୁଖ୍ୟ ପୂର୍ବତନ ମହାପ୍ରବନ୍ଧକ ପ୍ରଦୋଷ କୁମାର ମହାନ୍ତି ଅତିଥି ଭବେ ଯୋଗ ଦେଇଥିଲେ। ପୂଜା ଦେଖିବା ପାଇଁ…

ହାଉଡି ମୋଦି ପରେ ବାଣିଜ୍ୟ ଚୁକ୍ତି କରିପାରନ୍ତି ଟ୍ରମ୍ପ-ମୋଦି

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨-୯: ଆମେରିକାର ହ୍ୟୁଷ୍ଟନରେ ‘ହାଉଡି ମୋଦି’ କାର୍ଯ୍ୟକ୍ରମ ପରେ ଜାତିସଂଘ ସାଧାରଣ ପରିଷଦ ବୈଠକ ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଏକ ସୀମିତ ବାଣିଜ୍ୟ ଚୁକ୍ତି ହୋଇପାରେ। ଦୁଇ ଦେଶ ମଧ୍ୟରେ ଏନେଇ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?