କେଜରିଓ୍ବାଲଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ୨ ଶହ ୟୁନିଟ୍ ପର୍ଯ୍ୟନ୍ତ ବିଦ୍ୟୁତ୍ ବିଲ୍ ମାଗଣା
ନୂଆଦିଲ୍ଲୀ,୧।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ବଡ଼ ଘୋଷଣା କରିଛନ୍ତି। ଏବେ ଦିଲ୍ଲୀର ବିଦ୍ୟୁତ୍ ଉପଭୋକ୍ତାଙ୍କୁ ୨ଶହ ୟୁନିଟ୍ ପର୍ଯ୍ୟନ୍ତ ବିଲ୍ ମାଗଣାରେ ମିଳିବ। ତେବେ ଏହାଠାରୁ ଅଧିକ ୟୁନିଟ୍ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଦ୍ୟୁତ୍ ବିଲ୍ ପୈଠ କରିବାକୁ ପଡ଼ିବ। ଦିଲ୍ଲୀରେ…
ଆଗକୁ ସ୍ବାଧୀନତା ଦିବସ: ନିୟନ୍ତ୍ରଣ ରେଖାରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ
ଶ୍ରୀନଗର, ୧।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍ପ୍ୟାଡ୍ରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଅପରେଶନ୍ ଅଲଆଉଟ୍…
ହାତୀ ଆକ୍ରମଣରେ ମହିଳାଙ୍କ ଜୀବନ ଗଲା, ପ୍ରତିବାଦରେ ରାସ୍ତା ଅବରୋଧ
ବଇଣ୍ଡା,୧।୮(ଡି.ଏନ୍.ଏ.) : ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ପ୍ରତାପପୁର ଗ୍ରାମରେ ହାତୀ ଆକ୍ରମଣରେ ମଞ୍ଜୁଲତା ସାହୁ(୫୫)ଙ୍କ ଜୀବନ ଯାଇଛି। ଏହାର ପ୍ରତିବାଦ ଏବଂ କ୍ଷତିପୂରଣ ଦାବି କରି ଗ୍ରାମବାସୀ ୫୫ ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଖବର…
ବେଧଡ଼କ ଦେହବେପାର: ଚେର ଲମ୍ବିଛି ବାଂଲାଦେଶରୁ ଦିଲ୍ଲୀ
ନୂଆଦିଲ୍ଲୀ,୧।୮: ଦେଶର କେତେକ ଅଞ୍ଚଳରେ ବେଧଡ଼କ ଦେହ ବେପାର ଜାରି ରହିଛି। ଏଥିରେ ଏକ ବଡ଼ ର଼୍ୟାକେଟ୍ କାମ କରୁଥିବା ପୋଲିସ କହିଛି। ବାଂଲାଦେଶରୁ ଏହାର ଚେର ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବିଛି। ବାଂଲାଦେଶରୁ ତରୁଣୀମାନଙ୍କୁ ଅଣାଯାଇ ବିହାର, ଗୁଡଗାଓ୍ବଁ ତଥା ଦିଲ୍ଲୀର…
୧୧ କେଭି ବିଦ୍ୟୁତତାର ଲାଗି ଜଣକ ଜୀବନଗଲା
ଶେରଗଡ଼,୧।୮(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋବିନ୍ଦପୁର ବାଲିସାହି ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ୧୧କେଭି ତାର ଲାଗି ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସେ ହେଲେ ଗୋବିନ୍ଦପୁର ଗ୍ରାମର ବୃନ୍ଦାବନ ସ୍ବାଇଁ (୫୦)। ବୃନ୍ଦାବନ ଗ୍ରାମର ରାସ୍ତା ପାର୍ଶ୍ୱରେ ଥିବା…
ପୂର୍ବତନ ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାସୁଦେବପୁର,୧।୮(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବରଣ୍ଡୁଆ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବରଣ୍ଡୁଆ ସେବା ସମବାୟ ସମିତିର ସଭାପତି ନଗେନ୍ଦ୍ର ବିଶ୍ୱାଳଙ୍କ ବାସଭବନରେ ଗୁରୁବାର ସକାଳେ ଭିଜିଲାନ୍ସ ଚଢ଼ାଉ କରିଛି। ବାଲେଶ୍ୱର ଓ ଭଦ୍ରକ ଭିଜିଲାନ୍ସ ବିଭାଗର ମିଳିତ ସହଯୋଗରେ…
ତିନ୍ ତଲାକ୍ ଜାଲରେ ଫଶିଥିଲେ ‘ଟ୍ରାଜେଡି କୁଇନ୍’
ବଲିଉଡର ଟ୍ରାଜେଡି କୁଇନ୍ ମୀନା କୁମାରୀଙ୍କ ଆଜି ୮୬ତମ ଜନ୍ମଦିନ। ସାହେବ ବିବି ଔର ଗୁଲାମର ଛୋଟି ବହୁ ଚରିତ୍ର, ପାକିଜାର ମାହଜବିନ ବା ମେରେ ଅପନେ ଫିଲ୍ମର ଆନନ୍ଦୀ ଦେବୀ ଭୂମିକାରେ ତାଙ୍କ ଅଭିନୟ ଏବେ ବି ଫ୍ୟାନଙ୍କ ହୃଦୟରେ…
ବିଦ୍ୟାଳୟ ନଳକୂପ ଭାଙ୍ଗିଲେ ଦୁର୍ବୃତ୍ତ : ମଧ୍ୟାହ୍ନଭୋଜନ ରନ୍ଧନ ପାଇଁ ମିଳୁନି ପାଣି, ଛାତ୍ରୀଛାତ୍ର ହନ୍ତସନ୍ତ
ବନ୍ତ,୧।୮(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଶିକ୍ଷା ସର୍କଲ ଅନ୍ତର୍ଗତ କଳାପାହାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ନଳକୂପକୁ ବୁଧବାର ରାତିରେ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଫଳରେ ପିଲାମାନେ ପାଣି ପିଇବା ଓ ମଧ୍ୟାହ୍ନଭୋଜନ ରୋଷେଇ ପାଇଁ…
ଭାରତୀୟ ଗୁପ୍ତଚରଙ୍କୁ ଗିରଫ କରିଥିବା ଦାବି କଲା ପାକିସ୍ତାନ
ଇସଲାମାବାଦ୍,୧।୮: ପାକିସ୍ତାନ ଜଣେ ଭାରତୀୟ ଗୁପ୍ତଚରଙ୍କୁ ଗିରଫ କରିଥିବା ଦାବି କରିଛି। ଗୁପ୍ତଚର ଜଣକ ପାକିସ୍ତାନର ପଞ୍ଜାବ ପ୍ରଦେଶର ଗାଜି ଖାଁ ଜିଲାର ରାଖିଗଞ୍ଜ ଅଞ୍ଚଳରୁ ଗିରଫ ହୋଇଥିବା କୁହାଯାଉଛି। ତାଙ୍କ ନାମ ରାଜୁ ଲକ୍ଷ୍ମଣ ବୋଲି ପାକିସ୍ତାନ କହିଛି। ସେ…
ଉନ୍ନାଓ ମାମଲା: ୧୨ଟା ସୁଦ୍ଧା ସୁପ୍ରିମକୋର୍ଟରେ ହାଜର ହେବାକୁ ସିବିଆଇ ଅଧିକାରୀଙ୍କୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧।୮: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାକୁ ନେଇ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ହେଲେ ଦିନ ୧୨ଟା ସୁଦ୍ଧା ଏହି ଘଟଣା ସହ ଜଡିତ ଥିବା ସିବିଆଇ ଅଧିକାରୀଙ୍କୁ ହାଜର ହେବାକୁ କୋର୍ଟ କହିଛନ୍ତି। କାରଣ ଏମାନେ ମାମଲାର ସ୍ଥିତି…
ଅବସର ଗ୍ରହଣ ଦିନ ଖୁସିରେ ହେଲିକପ୍ଟରରେ ଉଡ଼ିଲେ ଚତୁର୍ଥ ଶ୍ରେଣୀ କର୍ମଚାରୀ
ଫରିଦାବାଦ୍,୧।୮: ଚାକିରିରୁ ଅବସର ନେବା ଦିନ ଏକ ସ୍କୁଲରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାମ କରୁଥିବା ଜଣେ ବ୍ୟକ୍ତି ଏକ ନିଆରା ପଦକ୍ଷେପ ନେଇଛନ୍ତି। ତାଙ୍କର କାର୍ଯ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ହରିୟାଣା ଫରିଦାବାଦ୍ର ନିମକା ଗାଁ ବାସିନ୍ଦା…
ଆଜିଠୁ ପାନ, ଗୁଟ୍ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା: ଧରାପଡିଲେ ୫୦୦ ଟଙ୍କା ଜରିମାନା
ପୁରୀ ଅଫିସ୍, ୧।୮:ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଅଗଷ୍ଟ ୧ ଅର୍ଥାତ୍ ଆଜିଠୁ ଏହି କଟକଣା କଡ଼ାକଡ଼ିି ଭାବେ ଲାଗୁ…
Archives


