Home

ୟେମେନ ଜେଲକୁ ସୌଦିର ଟାର୍ଗେଟ: ବୋମାମାଡ଼ରେ ଶତାଧିକ ଯୁଦ୍ଧବନ୍ଦୀ ନିହତ

ସନା,୨ା୯(ଏଏଫ୍‌ପି): ହଉତି ବିଦ୍ରୋହୀଙ୍କ ଦଖଲରେ ଥିବା ୟେମେନର ଧମାରସ୍ଥିତ ଏକ ଜେଲକୁ ସୌଦି ନେତୃତ୍ୱାଧୀନ ସେନା ରବିବାର ଟାର୍ଗେଟ କରିଛି। ଆକାଶମାର୍ଗରୁ ବୋମାମାଡ଼ କରାଯିବା ଫଳରେ ଶତାଧିକ ଯୁଦ୍ଧବନ୍ଦୀ ନିହତ ହୋଇଛନ୍ତି। ଏହାକୁ ସାମରିକ ମେଣ୍ଟର ସବୁଠୁ ଘାତକ ଆକ୍ରମଣ ବୋଲି…

ଅର୍ଥନୀତି ନେଇ ମୁହଁ ଖୋଲିଲେ ମନମୋହନ ସିଂହ: ତ୍ରୁଟିପୂର୍ଣ୍ଣ ପରିଚାଳନାରୁ ମାନ୍ଦାବସ୍ଥା

ନୂଆଦିଲ୍ଲୀ,୨ା୯: ଦେଶର ଅର୍ଥନୀତି ଏବେ ଚିନ୍ତାଜନକ ସ୍ଥିତିରେ ରହିଛି। ମୋଦି ସରକାରଙ୍କ ତ୍ରୁଟିପୂର୍ଣ୍ଣ ପରିଚାଳନା ଯୋଗୁ ଅର୍ଥନୀତି ମାନ୍ଦାବସ୍ଥାର ବୁଢ଼ିଆଣି ଜାଲରେ ଛନ୍ଦି ହୋଇଯାଇଛି ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ଡ.ମନମୋହନ ସିଂହ କହିଛନ୍ତି। ମନମୋହନଙ୍କ କହିବାନୁଯାୟୀ, ଦେଶର…

ତୁଟୁନି ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ : ସମାଧାନ ପରିବର୍ତ୍ତେ ବ୍ୟକ୍ତିଗତ ସ୍ବାର୍ଥକୁ ଗୁରୁତ୍ୱ, ବନ୍ଦ ହେବାକୁ ବସିଛି କଳିଙ୍ଗନଗର କାରଖାନା

ଯାଜପୁର ଅଫିସ/ସୁକିନ୍ଦା(ଡି.ଏନ.ଏ.),୨ା୯: ଦୁର୍ନୀତିର ଚେର ଓପାଡି ସ୍ବଚ୍ଛ ଓ ପାରଦର୍ଶୀ ପ୍ରଶାସନ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତାରେ ହେଉଥିବା ଅନିୟମିତତା ଓ ଦୁର୍ନୀତିର ତଦନ୍ତ ତଥା କାର୍ଯ୍ୟାନୁଷ୍ଠାନ ପାଇଁ ୫-ଟି ଆଇନ କାର୍ଯ୍ୟକାରୀ…

ଆଣ୍ଡାମାନରେ ଚାଇନାର ଗୁପ୍ତଚର ଜାହାଜ

ଚେନ୍ନାଇ,୨ା୯: ଭାରତର ସ୍ଥଳଭାଗ ପରେ ଜଳପଥରେ ଅନୁପ୍ରବେଶ କରୁଛି ଚାଇନା। ଭାରତୀୟ ମହାସାଗର କ୍ଷେତ୍ର (ଆଇଓଆର୍‌)ରେ ଚାଇନାର ଆଡ୍‌ଭାନ୍ସ ସର୍ଭିଲାନ୍ସ ଜାହାଜ ପ୍ରବେଶ କରି ନୌସେନାର ଅତ୍ୟନ୍ତ ସମ୍ବେଦନଶୀଳ ତଥା ଗୋପନୀୟ ତଥ୍ୟ ସଂଗ୍ରହ କରୁଛି। ଚାଇନାର ପିପୁଲ୍ସ ଲିବରେଶନ ଆର୍ମି…

ବର୍ଷକ ମଧ୍ୟରେ ହୋଇନି ନୂତନ କାର୍ଯ୍ୟ

ଯାଜପୁର ଟାଉନ,୨ା୯(ଡିଏନଏ) : ଯାଜପୁର ପୌର ପରିଷଦ ୨୦୧୮ରେ ୧୫୦ବର୍ଷ ପୂର୍ତ୍ତି ପାଳନ କରିଛି। ମାତ୍ର ଏବେବି ସହରର ବିଭିନ୍ନ ସ୍ଥାନରେ ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଥିବା ଜଣାପଡ଼ିଛି। ସହରର ୧୫୦ବର୍ଷ ପୂର୍ତ୍ତି ପାଳନ ସମୟରେ ବିଭିନ୍ନ କାର୍ଯ୍ୟ ହାତକୁ…

ଅବ୍ୟବସ୍ଥା ଘେରରେ ବନ୍ଦସାହି ପ୍ରାଥମିକ ବିଦ୍ୟାଳୟ : ଗୋଟିଏ ଗୃହରେ ପଢ଼ୁଛନ୍ତି ୫ ଶ୍ରେଣୀର ଛାତ୍ରୀଛାତ୍ର

ଦଶରଥପୁର,୨ା୯(ଡିଏନ୍‌ଏ) : ଦଶରଥପୁର ବ୍ଲକ ଥାଲକୁଡି ପଞ୍ଚାୟତ ବନ୍ଧସାହି ପ୍ରାଥମିକ ବିଦ୍ୟାଳୟ ୧୯୬୯ ମସିହାରୁ ପ୍ରତିଷ୍ଠା ହୋଇଛି। ଏହି ବିଦ୍ୟାଳୟଟି ଦଳିତ ସାହିରେ ପ୍ରତିଷ୍ଠା କରାଯାଇଥିବାବେଳେ ଏଠାରେ ଶତକଡା ୯୨ଭାଗ ଛାତ୍ରୀଛାତ୍ର ଦଳିତ ବୋଲି ଜଣାଯାଇଛି। ହରିଜନ ଓ ଆଦିବାସୀ ପିଲାଙ୍କୁ…

ସଙ୍କଟରେ ‘ବ୍ୟାଙ୍କ ଅନ୍‌ ହୁଇଲ୍ସ’

ଭୁବନେଶ୍ୱର,୨ା୯: ରାଜ୍ୟର ଦୁର୍ଗମ ଅଞ୍ଚଳକୁ ବ୍ୟାଙ୍କ ସୁବିଧା ଯୋଗାଇ ଦେବା ସକାଶେ ରାଜ୍ୟ ସରକାର ଆରମ୍ଭ କରିଥିଲେ ‘ବ୍ୟାଙ୍କ ଅନ୍‌ ହୁଇଲ୍ସ’ ଯୋଜନା। ବହୁ ଆଡ଼ମ୍ବରରେ ଆରମ୍ଭ କରାଯାଇଥିବା ଏହି ଯୋଜନା ପ୍ରାୟ ୪ ବର୍ଷ ପରେ ବାଟ ହୁଡ଼ିଲାଣି। ଦୁର୍ଗମ…

ଅଟୱାଲରେ ପଡ଼ିଲା ତାଲା : ସଙ୍କଟରେ ଶ୍ରମିକ, କର୍ମଚାରୀଙ୍କ ଜୀବିକା

ଯାଜପୁର ଅଫିସ/ସୁକିନ୍ଦା (ଡି.ଏନ.ଏ.),୨ା୯ : ବିଭିନ୍ନ କାରଣରୁ ଦୁର୍ବଳ ଆର୍ଥିକ ସ୍ଥିତି ଦର୍ଶାଇ ଟାଟା ଷ୍ଟିଲ ଖଣି ଅଧୀନ ଅଟୱାଲ କାରଖାନାରେ ରବିବାର ତାଲା ପଡିଛି। ଏଥିଯୋଗୁ ପ୍ରାୟ ୩୫୦ ଜଣ ଶ୍ରମିକ ଓ କର୍ମଚାରୀଙ୍କ ପେଟପାଟଣା ବିପଦରେ ପଡିଛି। ଏଥିଯୋଗୁ…

ବହିଷ୍କୃତ ବରୀ ବିଜେଡି ସଭାପତିଙ୍କ ଖବରଦାତା ସମ୍ମିଳନୀ : ରାଜନୈତିକ ପାଣିପାଗ ପରିବର୍ତ୍ତନ ଚର୍ଚ୍ଚା

ବରୀ,୨ା୯(ସ୍ବ.ପ୍ର.): ବରୀ ବ୍ଲକ ବିଜେଡି ସଭାପତି ପଦରୁ ବହିଷ୍କୃତ ହୋଇଥିବା ଏସ୍‌.କେ ସଫିଉଦ୍ଦିନଙ୍କ ତତ୍ୱାବଧାନରେ ରବିବାର ବରୀ ଗ୍ରମାରେ ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଟ୍ରିପଲ୍‌ ତଲାକ ଓ ଜମ୍ମୁ କଶ୍ମରୀରୁ ୩୭୦ ଧାରା ଉଚ୍ଛେଦକୁ ନେଇ କେନ୍ଦ୍ର…

ଟ୍ରକ୍‌ ପଛକୁ ପିଟିଲା ଟ୍ରକ୍‌, ଜଣେ ଡ୍ରାଇଭର ଗୁରୁତର

କୋରେଇ,୨ା୯(ସ୍ବ.ପ୍ର.): ୧୬ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଥାନା ଅନ୍ତର୍ଗତ ମହିନ୍ଦ୍ରା ଶୋରୁମ ସମ୍ମୁଖରେ ରବିବାର ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ସାଇକେଲ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଟ୍ରକ୍‌ ପଛରେ ଟ୍ରକ୍‌ ପିଟି ହୋଇଛି। ଏଥିରେ ଜଣେ ଚାଳକ ଗୁରୁତର…

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବିପର୍ଯ୍ୟସ୍ତ : ଟ୍ରାଫିକରେ୍‌ ଏକ ଘଣ୍ଟା ଫସିରହିଲା ଆମ୍ବୁଲାନ୍ସ

ଯାଜପୁର ରୋଡ,୨ା୯(ନି.ପ୍ର.)- ଯାଜପୁର ରୋଡ ସହରରେ ଟ୍ରାଫିକ ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ରେଳବାଇ ଫାଟକ ଘଣ୍ଟାଘଣ୍ଟା ଧରି ପଡିରହୁଥିବାରୁ ଟ୍ରାଫିକ ସମସ୍ୟାକୁ ଦ୍ୱିଗୁଣିତ କରୁଛି। ଯାଜପୁର ରୋଡ ଚିକିତ୍ସାଳୟକୁ ଯାତାୟାତ ପାଇଁ ରେଳବାଇ ଫାଟକ ରାସ୍ତା ମୁଖ୍ୟ ରାସ୍ତା…

ହଜିଯାଉଛି କୌଳିକ ବୃତ୍ତି

ପାଟଣା,୨।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଦୁର୍ଗାଦେଇପୁରର ବେହେରା ସାହି ଓ ଟାଇଁଶିରା ବେହେରା ସାହିର ଲୋକେ ଆଜି ବି ପାରମ୍ପରିକ ବୃତ୍ତି ଆପଣାଇ ବାଉଁଶରୁ ବିଭିନ୍ନ ସାମଗ୍ରୀ ତିଆରି କରି ଜୀବିକା ନିର୍ବାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri