Home

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଏକାଧାରରେ ଆପଣଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ରାଗି ଯାଇଥିବା ଅବୁଝା ବନ୍ଧୁମାନଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ…

୨୦୨୧ରେ ମହାକାଶକୁ ମଣିଷ ପଠାଇବ ଭାରତ: ଶିବନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଜୀବନରେ ରିସ୍କ ନିଅ। ରିକ୍ସ ନ ନେଲେ ଜୀବନରେ କିଛି କରିପାରିବନି। ଭୁବନେଶ୍ୱର ଆଇଆଇଟି ସମାବର୍ତ୍ତନ ଉତ୍ସବରେ ଶନିବାର ଯୋଗଦେଇ ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍‌ ଏହା କହିଛନ୍ତି। ସେ କହିଛନ୍ତି ଯେ, ବୈଷୟିକ ଜ୍ଞାନକୌଶଳ ବୃଦ୍ଧିରେ ଆଇଆଇଟି ପ୍ରମୁଖ…

ପ୍ରଶାସନର ହସ୍ତକ୍ଷେପ ପରେ ନ୍ୟାୟ ପାଇଲେ ବୃଦ୍ଧ ଦମ୍ପତି

ଆନନ୍ଦପୁର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପ୍ରଶାସନର ହସ୍ତକ୍ଷେପ ପରେ ବୃଦ୍ଧ ଦମ୍ପତିଙ୍କୁ ନ୍ୟାୟ ମିଳିଛି। ଆନନ୍ଦପୁର ଥାନା ଅଧୀନ ବଞ୍ଚୋ ପଞ୍ଚାୟତ ଶିବନାରାୟଣପୁର ଗ୍ରାମର ପରୀକ୍ଷିତ ବେହେରା(୭୮) ଏବଂ ସ୍ତ୍ରୀ ଶାନ୍ତିଲତାଙ୍କର ତିନି ଝିଅ ଓ ଗୋଟିଏ ପୁଅ। ଝିଅମାନଙ୍କର…

ବିଜେପୁର ନିର୍ବାଚନ ଲାଗି ବାଜିଲା ବିଗୁଲ୍‌; ୨୫ ସୁଦ୍ଧା ପ୍ରାର୍ଥୀ ଚୟନ କରିବ କଂଗ୍ରେସ: ନିରଞ୍ଜନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ। ଅକ୍ଟୋବର ୨୧ରେ ଏଠାରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଦଳଗୁଡ଼ିକ ପାଇଁ ରହିଛି ମାତ୍ର ଏକ ମାସ ସମୟ। ଏପରିସ୍ଥଳେ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ କସରତ ଆରମ୍ଭ କରିଛନ୍ତି।…

ଉଠାଦୋକାନୀଙ୍କ କବ୍‌ଜାରେ ରାସ୍ତାଘାଟ : ଜରୁରିକାଳୀନ  ସେବା ବ୍ୟାହତ

ଆନନ୍ଦପୁର,୨୧।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ବାଲିପାଳ ବଜାରରେ ବିଭିନ୍ନ ସମୟରେ ଟ୍ରାଫିକ୍‌ ସମସ୍ୟା ଗୁରୁତର ହୋଇପଡ଼ୁଛି। ଆନନ୍ଦପୁର ଆର୍‌ଏମ୍‌ସି ଦ୍ୱାରା କରାଯାଇଥିବା ମାର୍କେଟ କମ୍ପ୍ଲେକ୍ସ ସମ୍ମୁଖରେ ବହୁ ସଂଖ୍ୟାରେ ଉଠା ଦୋକାନୀ କାରବାର କରୁଥିବାରୁ ସର୍ବସାଧାରଣ ଯାତାୟାତ ରାସ୍ତା…

ରାଜ୍ୟ ସରକାରଙ୍କୁ ପ୍ରଶ୍ନ କଲେ ମାନବାଧିକାର କମିଶନ: ୩ ମାସ ମଧ୍ୟରେ ଦୁର୍ଘଟଣା ଘଟିଲେ କିଏ ଦାୟୀ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ୍‌ ଲାଗୁ ହେବା ପରେ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଫଳରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟ୍ରାଫିକ୍‌ ଡକ୍ୟୁମେଣ୍ଟ ୩ ମାସ କୋହଳ କରାଯାଇଥିଲା। ଏହି ପ୍ରସଙ୍ଗକୁ ନେଇ ଶନିବାର ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)…

ଅଖା ଗୋଦାମରୁ ଚୋରି ଘଟଣା : ୨ ଗିରଫ

ବ୍ରହ୍ମପୁର ଅଫିସ,୨୧।୯: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଅଖା ଗୋଦାମରୁ ଚୋରି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବଜାର ଥାନା ଅନ୍ତର୍ଗତ ପ୍ରହଲ୍ଲାଦ ନଗରର ନିଲୁ ସ୍ବାଇଁ (୨୪) , ସମୀର ଜେନା…

ମା’-ବାପାଙ୍କୁ ଆକ୍ରମଣ କରି ପୁଅ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୧।୯: ବୃଦ୍ଧା ମା’-ବାପାଙ୍କୁ ଆକ୍ରମଣ କରିବା ସହ ତାଙ୍କ ପେନ୍‌ସନ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଗଞ୍ଜାମ ଜିଲା ସଦର ଥାନା ପୋଲିସ ପୁଅଙ୍କୁ କେସ୍‌ ନଂ. ୨୪୨/୧୯ ରେ ଶନିବାର କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ସଦର…

ହାଓଡି ମୋଦି ପାଇଁ ପ୍ରସ୍ତୁତ ହ୍ୟୁଷ୍ଟନ

ଓ୍ବାଶିଂଟନ,୨୧।୯: ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଆମେରିକାର ହ୍ୟୁଷ୍ଟନଠାରେ ପ୍ରାୟ ୫୦ ହଜାର ଭାରତୀୟଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସେଠାରେ ସମସ୍ତ ପ୍ରକାର ଆୟୋଜନ ସରିଲାଣି। ୩ ଘଣ୍ଟା ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଆମେରିକା…

ଆଖୁ ଚାଷୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ସରକାର

ନୂଆଦିଲ୍ଲୀ,୨୧।୯: କୃଷକ ଓ ଶ୍ରମିକଙ୍କ ସମସ୍ୟାକୁ ନେଇ ଉତ୍ତରପ୍ରଦେଶ ସହରାନପୁରରୁ ଦିଲ୍ଲୀକୁ ପଦଯାତ୍ରାରେ ଆସିଥିବା କୃଷକଙ୍କ ଆନ୍ଦୋଳନ ପ୍ରତ୍ୟାହାର ହୋଇଛି। ଭାରତୀୟ କୃଷକ ସଙ୍ଗଠନର ୧୫ଟା ଦାବିରୁ ୫ଟି ଦାବିକୁ ମୋଦି ସରକାର ସ୍ବୀକାର କରିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କୃଷକଙ୍କ…

ଆସନ୍ତା ନିର୍ବାଚନରେ ସମସ୍ତ ୧୫ ଆସନରେ ଲଢିବ ଜେଡି(ଏସ୍‌)

ବେଙ୍ଗାଲୁରୁ,୨୧।୯: କର୍ନାଟକରେ ହେବାକୁଥିବା ଆସନ୍ତା ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ବାତାବରଣ ହେଲାଣି ସରଗରମ। ତେବେ ଏଥର ଜେଡି(ଏସ୍‌) ସମସ୍ତ ୧୫ଟି ଆସନରେ ଏକାକି ଲଢିବ ବୋଲି କହିଛନ୍ତି ଏଚ୍‌ ଡି ଦେବଗୌଡା। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦେବଗୌଡାଙ୍କ ପୁଅ…

ପରିବେଶ ସୁରକ୍ଷା ପାଇଁ ପିଠିରେ ଗଛ ବାନ୍ଧି ମାରାଥନରେ ଦୌଡ଼ିଲେ

କେପ୍‌ଟାଉନ୍‌,୨୧।୯: ପରିବେଶ ସୁରକ୍ଷା ପାଇଁ ଦକ୍ଷିଣ ଆଫ୍ରିକାର ଲୋକେ ଏକ ନିଆରା ସଚେତନତା ଅଭିଯାନ ଆରମ୍ଭ କରିଛନ୍ତି। କେପ୍‌ଟାଉନ୍‌ରେ ଆୟୋଜିତ ଏକ ମାରାଥନ ଦୌଡ଼ରେ ଅଂଶଗ୍ରହଣକାରୀ ନିଜ ନିଜ ପିଠିରେ ଗଛ ବାନ୍ଧି ଦୌଡ଼ିଛନ୍ତି। ସ୍ଥାନୀୟ ଜଣେ ଆକାଉଣ୍ଟାଟ୍‌ ତାଙ୍କର ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?