ଏରସମାରେ ବ୍ୟାପିଲା ଝାଡ଼ାବାନ୍ତି: ତିନି ଦିନରେ ୧୧୮ ଆକ୍ରାନ୍ତ
ଏରସମା,୨୭ା୬(ସ୍ବ.ପ୍ର.): ଏରସମା ବ୍ଲକ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ତିନ ଦିନ ଭିତରେ ବ୍ଲକର ବିଭିନ୍ନ ସ୍ଥାନରୁ ୧୧୮ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଏରସମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଇଛି। ସୂଚନା ଅନୁସାରେ, ଆଗ ଜ୍ୱର ହେଉଛି। ପରେ ଝାଡ଼ା ବାନ୍ତି…
ସବୁଜ ସୁନ୍ଦର ହେବ ବ୍ରହ୍ମପୁର
ବ୍ରହ୍ମପୁର ଅଫିସ,୨୭ା୬-ବ୍ରହ୍ମପୁରର ସୌନ୍ଦର୍ଯ୍ୟକରଣ ନେଇ ମହାନଗର ନିଗମ(ବିଏମ୍ସି) ପକ୍ଷରୁ ବହୁ ପଦକ୍ଷେପ ହାତକୁ ନିଆଯାଇଛି । ଏବେ ସହରକୁ ସବୁଜ ସୁନ୍ଦର କରିବାକୁ ବିଏମ୍ସି ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ବୁଧବାର ଏକ ସ୍ବତନ୍ତ୍ର ବୈଠକ ବିଏମ୍ସି ସମ୍ମିଳନୀ…
ଶ୍ରେଣୀଗୃହ ଅଭାବ, ବାରଣ୍ଡାରେ ପଢୁଛନ୍ତିି ପିଲା
ହାତୀଓଟ,୨୭ା୬-କେନ୍ଦ୍ର ଓ ରାଜ୍ୟ ସରକାର ସରକାରୀ ସ୍କୁଲ ଗୁଡିକରେ କିପରି ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଅଧିକ ହେବ ସେ ନେଇ ବିଭିନ୍ନ ଯୋଜନା କରିଛନ୍ତି । ଗଁ। ଗହଳିର ଛାତ୍ରୀଛାତ୍ରମାନେ ପାଠପଢା ପ୍ରତି ଆଗ୍ରହ ପ୍ରକାଶ କରି ଅଧିକରୁ ଅଧିକ ଯେପରି ଆକୃଷ୍ଟ…
ଫନୀରେ ଉଡିଥିଲା ବିଦ୍ୟାଳୟ ଛପର: ଗଛମୂଳେ ପାଠ ପଢୁଛନ୍ତି ଛାତ୍ରୀଛାତ୍ର
କାଳିଆପାଣି,୨୭ା୬(ଡି.ଏନ୍.ଏ.): ୨୦୧୬ ନଗଡା ଅପପୁଷ୍ଟି ଘଟଣାପରେ ନଗଡାର ବିକାଶ କ୍ଷେତ୍ରରେ ସରକାର ବହୁ ଯୋଜନା ପ୍ରଣୟନ କରିଛନ୍ତି। ଜୁଆଙ୍ଗ ଜନଜାତିଙ୍କ ସ୍ବାସ୍ଥ୍ୟ, ଶିକ୍ଷା, ପାନୀୟଜଳ, ଗମନାଗମନ ଉପରେ ଗୁରୁତ୍ୱ ଦିଆଯିବା ସହ ଚାଲିଚଳଣିରେ ପରିବର୍ତ୍ତନ ପାଇଁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। କିନ୍ତୁ…
ମୋଟା ଘୁଷୁରୀ ଡାକିବାରୁ କାନ୍ଦିଥିଲେ ସର୍ଫରାଜଙ୍କ ସ୍ତ୍ରୀ
ବର୍ମିଂହାମ, ୨୭।୬- ଚଳିତ ଆଇସିସି ବିଶ୍ୱକପ୍ର ଏକ ହାଇଭୋଲଟେଜ୍ ମ୍ୟାଚ୍ରେ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ନିକଟରୁ ପରାଜୟବରଣ କରିବା ପରେ ପାକିସ୍ତାନ କ୍ରିକେଟ୍ ଦଳକୁ କଡ଼ା ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଭାରତ ବିପକ୍ଷରେ ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ପ୍ରାକ୍ତନ କ୍ରିକେଟରଙ୍କଠାରୁ ଆରମ୍ଭ…
କାଜାକସ୍ତାନ, କିର୍ଗିଜସ୍ତାନ ଇଭେଣ୍ଟରେ ଭାଗ ନେବେ ଦୂତୀ
ନୂଆଦିଲ୍ଲୀ, ୨୭ା୬ (ପି.ଟି.)-ଆସନ୍ତା ମାସରେ କାଜାଖସ୍ତାନ ଓ କିର୍ଗିଜସ୍ତାନରେ ହେବାକୁଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେବା ଲାଗି ମନୋନୀତ ଆଥ୍ଲେଟମାନଙ୍କ ମଧ୍ୟରେ ଅଛନ୍ତି ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ଓ ଲଙ୍ଗ୍ ଜମ୍ପର ଏମ. ଶ୍ରୀଶଙ୍କର। ଏହି ଦୁଇ ଜଣ ଜାତୀୟ ରେକର୍ଡଧାରୀ…
ଡାଏଟ୍ରେ ସାମିଲ୍ କରନ୍ତୁ ଭିଟାମିନ୍ ବି-କମ୍ପ୍ଲେକ୍ସଯୁକ୍ତ ଖାଦ୍ୟ…
ଭିଟାମିନ୍ ବି-କମ୍ପ୍ଲେକ୍ସ ଶରୀର ପାଇଁ ବେଶ୍ ଉପଯୋଗୀ। ଏହାର ସ୍ତର ହ୍ରାସ ପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମ କଲେ ହାଲିଆ ଲାଗେ। ଏହାର ଅଭାବରେ ଡିପ୍ରେସନ ହେବାର ଆଶଙ୍କା ବଢ଼ିଥାଏ। ତେଣୁ ସୁସ୍ଥ ରହିବା ପାଇଁ ସବୁବେଳେ…
ଅନ୍ତର୍ଜାତୀୟ ନିଶା ଅପବ୍ୟବହାର, ଅବୈଧ ଚାଲାଣ ନିରୋଧ ଦିବସ
ଭବାନୀପାଟଣା,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ପ୍ରଶାସନର ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓ ଅବକାରୀ ବିଭାଗ ପକ୍ଷରୁ ଭବାନୀପାଟଣାଠାରେ ବୁଧବାର ଅନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ ଚାଲାଣ ନିରୋଧ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କଳାହାଣ୍ଡି…
ରାଜ୍ୟରେ ବନ୍ଦ ହେବ ୯୬୬ ପ୍ରାଥମିକ ବିଦ୍ୟାଳୟ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ବନ୍ଦ ହେବ ୯୬୬ ପ୍ରାଥମିକ ବିଦ୍ୟାଳୟ। ୧୦ରୁ କମ୍ ଛାତ୍ରୀଛାତ୍ର ଥିବା ୯୬୬ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ କେଉଁ ଜିଲାରେ କେତେ ସ୍କୁଲ ବନ୍ଦ…
ଓଜେଇଇ ୨୦୧୯କୁ ନେଇ ଖବରକାଗଜରେ ଜାଲ୍ ବିଜ୍ଞାପନ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ବିଭ୍ରାନ୍ତ କରିବା ପାଇଁ ଖବରକାଗଜରେ ଆସୁଛି ଜାଲ୍ ବିଜ୍ଞାପନ। ଉଚ୍ଚଶିକ୍ଷାରେ ନାମ ଲେଖାଇବା ପାଇଁ ଖବରକାଗଜରେ ଭୁଲ ବିଜ୍ଞାପନ ପ୍ରକାଶ ପାଉଛି। ତେଣୁ ଏହିଭଳି ବିଜ୍ଞାପନରୁ ଦୂରେଇ ରହିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଗତ ଜୁନ୍ ୨୧ରେ…
ଆରଡି ରାସ୍ତା ନିର୍ମାଣକୁ ବିରୋଧକରି ଦାବିପତ୍ର ଦେଲେ ଚାଷୀ
ଜୟପୁର,୨୬ା୬(ନି.ପ୍ର.): ଜୟପୁର ବ୍ଲକ ଅନ୍ତର୍ଗତ ଟାଙ୍କୁଆ ପଞ୍ଚାୟତ କେନାଲ ରାସ୍ତା ଉପରେ ଆରଡି ରାସ୍ତା ନିର୍ମାଣକୁ ଚାଷୀମାନେ ବିରୋଧ କରିଛନ୍ତି । ଉକ୍ତ ରାସ୍ତା ଜଗନ୍ନାଥପୁଟ-କୁସୁମପୁଟ ନାମରେ ନାମିତ ହୋଇ କାର୍ଯ୍ୟ ଚାଲୁଛି। ବିଭାଗୀୟ ମୁଖ୍ୟଯନ୍ତ୍ରୀ ତୁରନ୍ତ ସେଥିରେ ହସ୍ତକ୍ଷେପ କରି…
ପ୍ରାକ୍ଟିକାଲରେ କମ୍ ମାର୍କ ପାଇଁ କଲେଜ ଘେରିଲେ ଛାତ୍ରୀ
ଜୟପୁର,୨୬ା୬(ନି.ପ୍ର./ଡି.ଏନ୍.ଏ.): ଥିଓରିରେ ୮୦ ପ୍ରତିଶତ ମାର୍କ ରଖିଥିବା ଜଣେ ଛାତ୍ରୀଙ୍କୁ ଗୃହ ବିଜ୍ଞାନର ପ୍ରାକ୍ଟିକାଲରେ ମାତ୍ର ୧୨ ମାର୍କ ମିଳିଛି। ଜୟପୁର ସରକାରୀ ମହିଳା ମହାବିଦ୍ୟାଳୟରେ ଏଭଳି ବ୍ୟତିକ୍ରମ ଛାତ୍ରୀମାନଙ୍କୁ ଅସନ୍ତୁଷ୍ଟ କରିଛି। ବୁଧବାର ସେମାନେ କଲେଜ ଘେରାଉ କରି ଅଧ୍ୟକ୍ଷାଙ୍କୁ…
Archives


