Home

ଭୁବନେଶ୍ୱରରେ ଇସ୍ରୋ ଅଧ୍ୟକ୍ଷ କେ.ଶିବନ: କହିଲେ ‘ଚନ୍ଦ୍ରାୟନ-୨’ରେ ମିଳିଛି ୯୮% ସଫଳତା

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଇସ୍ରୋ ଅଧ୍ୟକ୍ଷ କେ. ଶିବନ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କିଛି ସମୟ ପରେ ସେ ଭୁବନେଶ୍ୱର ଆଇଆଇଟି ଅଷ୍ଟମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ସେଠାରେ ସେ ମୁଖ୍ୟଅତିଥି ଭାବେ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଚନ୍ଦ୍ରାୟନ-୨ ମିଶନ…

ଟ୍ରମ୍ପ୍‌ଙ୍କୁ ଘାରିଛି ମଧ୍ୟସ୍ଥତା ନିଶା: ଇମ୍ରାନ୍‌ଙ୍କ ପରେ ମୋଦିଙ୍କୁ ଭେଟିବେ

ଓ୍ବାଶିଂଟନ,୨୧।୯ : ଜମ୍ମୁ-କଶ୍ମୀରରେ ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ନିଶା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କୁ ଘାରିଛି। ଏନେଇ ବାରମ୍ବାର ମନ୍ତବ୍ୟ ଦେବା ପରେ ଏବେ ଟ୍ରମ୍ପ୍‌ ପ୍ରଥମେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ ସୋମବାର ଭେଟିବେ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ…

ଶହେ କିଲୋମିଟର ବେଳାଭୂମିକୁ ସଫା କଲେ ୧୦ହଜାର ସ୍ବେଚ୍ଛାସେବୀ

ପୁରୀ ଅଫିସ,୨୧।୯: ପୁରୀରେ ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ ପାଳିତ ହୋଇଛି। ଶନିବାର ଜିଲାର ପ୍ରାୟ ଶହେ କିଲୋମିଟର ପର୍ଯ୍ୟନ୍ତ ବେଳାଭୂମିକୁ ଏକାସାଙ୍ଗରେ ୧୦ହଜାର ସ୍ବେଚ୍ଛାସେବୀ ସଫେଇ କରିଥିବା ଦେଖିବାକୁ ମିଳିଛି। ସକାଳ ୬ରୁ ସାଢେ ୭ଟା ପର୍ଯ୍ୟନ୍ତ ଅରଖକୁଦାଠାରୁ ଅସ୍ତରଙ୍ଗ…

ବ୍ରିଟେନ୍‌ରେ ସୋନୁଙ୍କୁ ଆଇକନ୍‌ ଆଓ୍ବାର୍ଡ

ଲଣ୍ଡନ, ୨୧ା୯(ପି.ଟି.): ବଲିଉଡ୍‌ ଗାୟକ ସୋନୁ ନିଗମ୍‌ଙ୍କୁ ବ୍ରିଟେନରେ ଏକବିଂଶ ଶତାଦ୍ଦୀର ଆଇକନ୍‌ ଆଓ୍ବାର୍ଡ ମିଳିଛି। ପ୍ରବାସୀ ଭାରତୀୟ ତରୁନ୍‌ ଗୁଲାଟି ଓ ପ୍ରୀତି ରାଣାଙ୍କ ଦ୍ୱାରା ଗତ ସପ୍ତାହରେ ଆୟୋଜିତ ଗାଲା ଆଓ୍ବାର୍ଡ ସେରିମନିରେ ତାଙ୍କ ପ୍ରଦର୍ଶନ ଉଚ୍ଚକୋଟୀର ଥିଲା।…

ଜାତିସଂଘରେ ପାକ୍‌ କଶ୍ମୀର ପ୍ରସଙ୍ଗ ଉଠାଇଲେ ଦୃଢ଼ ଜବାବ ଦେବ ଭାରତ

ନ୍ୟୁୟର୍କ,୨୧ା୯(ପି.ଟି.): ଜାତିସଂଘ ସାଧାରଣ ପରିଷଦ ଅଧିବେଶନ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବାବେଳେ ସେଥିରେ ଭାରତ କଶ୍ମୀର ପ୍ରସଙ୍ଗ ଉଠାଇବ ନାହିଁ। ତେବେ ପାକିସ୍ତାନ ଯଦି ଏହି ପ୍ରସଙ୍ଗ ଉଠାଏ ତେବେ ନୂଆଦିଲ୍ଲୀ ଏହାର ଦୃଢ଼ ଜବାବ ଦେବ ବୋଲି ଜାତିସଂଘରେ…

‘ପୁଲଓ୍ବାମା ଭଳି ଘଟଣା ହିଁ ମହାରାଷ୍ଟ୍ର ଭାବାବେଗ ବଦଳାଇପାରିବ’

ଔରଙ୍ଗାବାଦ,୨୧ା୯: ମହାରାଷ୍ଟ୍ରରେ ଭାଜପା ନେତୃତ୍ୱାଧୀନ ସରକାର ବିରୋଧରେ ପ୍ରବଳ ଜନଅସନ୍ତୋଷ ଓ ଆକ୍ରୋଶ ରହିଛି। କେବଳ ପୁଲଓ୍ବାମା ଆକ୍ରମଣ ଭଳି ଘଟଣା ରାଜ୍ୟବାସୀଙ୍କ ଭାବାବେଗ ବଦଳାଇପାରେ ବୋଲି ଜାତୀୟବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର କହିଛନ୍ତି। ଔରଙ୍ଗାବାଦରେ ଏନ୍‌ସିପି…

ଗାନ୍ଧୀ ଜୟନ୍ତୀରୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଭାରତୀୟ ରେଳପଥ ପକ୍ଷରୁ ବିଶେଷ ପଦକ୍ଷେପମାନ ନିଆଯାଉଛି। ଏବେ ‘ସ୍ବଚ୍ଛତା ପଖଓ୍ବାଡ଼ା’ ଚାଲିଛି। ଏହାପରେ ଅକ୍ଟୋବର ୨ରୁ ୧୩ତାରିଖ ପର୍ଯ୍ୟନ୍ତ ଦେଶର ସବୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’ ଆରମ୍ଭ…

ଜେଲ୍‌ରେ ଅସୁସ୍ଥ: ଆଶୀର୍ବାଦଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଅର୍ଥତତ୍ତ୍ୱ ଲିଙ୍କ୍‌ ଅଭିଯୋଗରେ ଗିରଫ ହୋଇ ଝାରପଡ଼ା ଜେଲ୍‌ରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗୁଡୁଛି। ତେଣୁ ଜେଲ୍‌ ପରିସରସ୍ଥ ଡାକ୍ତରଖାନାରେ ତାଙ୍କୁ ରଖାଯାଇ ଚିକିତ୍ସା କରାଯାଉଛି। ଡାକ୍ତରମାନେ ନିୟମିତ…

ସୋମବାରରୁ ଅଯୋଧ୍ୟା ଶୁଣାଣି ଅଧିକ ଘଣ୍ଟାଏ

ନୂଆଦିଲ୍ଲୀ,୨୧ା୯(ପି.ଟି.): ସୁପ୍ରିମକୋର୍ଟରେ ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଶୁଣାଣି ଜାରି ରହିଥିବାବେଳେ ଆସନ୍ତା ସୋମବାରରୁ ସାମ୍ବିଧାନିକ ପୀଠ ଅଧିକ ଏକଘଣ୍ଟା ବସିବ। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ଏହି ମାମଲାର…

ବିଏସ୍‌ଏନ୍‌ଏଲ୍‌ ଟେଲିଫୋନ ଭବନରେ ଅଗ୍ନିକାଣ୍ଡ

କଟକ ଅଫିସ, ୨୧ା୯: କଟକ ବଜ୍ରକବାଟୀ ରୋଡ୍‌ସ୍ଥିତ ଭାରତୀୟ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ଭବନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ କୋଟିଏ ଟଙ୍କାର ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ କଟକ, ଯାଜପୁର, ଜଗତ୍‌ସିଂହପୁର ଓ…

କଶ୍ମୀରରେ ଶିଶୁ ଅଟକ ଅଭିଯୋଗ: ହାଇକୋର୍ଟଙ୍କୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧ା୯(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ପରେ ଅଗଷ୍ଟ ୫ରୁ ସେଠାରେ ବେଆଇନ ଭାବେ ପିଲାମାନଙ୍କୁ ଅଟକ ରଖାଯାଇଥିବା ଅଭିଯୋଗ ହୋଇଛି। ସୁପ୍ରିମକୋର୍ଟ ଶୁକ୍ରବାର ଏନେଇ ଜମ୍ମୁ-କଶ୍ମୀର ହାଇକୋର୍ଟର ଜୁଭେନାଇଲ ଜଷ୍ଟିସ୍‌ କମିଟିକୁ ରିପୋର୍ଟ ମାଗିଛନ୍ତି। ରିଟ୍‌…

‘ହାଓ୍ବଡି ମୋଦି ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ କରିବ’

ନୂଆଦିଲ୍ଲୀ, ୨୧ା୯(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ ଓ ସେଠାରେ ଆୟୋଜନ ହେବାକୁ ଥିବା ‘ହାଓ୍ବଡି ମୋଦି’ କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ସାକ୍ଷାତାଲୋଚନା ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ସୁଦୃଢ କରିବ। ଆମେରିକା ଗସ୍ତ ପୂର୍ବରୁ ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?