ଭାରତ-ମଙ୍ଗୋଲିଆ ବ୍ୟବସାୟିକ ବୈଠକରେ ଧର୍ମେନ୍ଦ୍ର: ‘ଦ୍ୱିପାକ୍ଷିକ ସହଯୋଗ ଅର୍ଥନୀତିକୁ ମଜଭୁତ କରିବ’
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଙ୍ଗୋଲିଆ ଗସ୍ତ ପରେ ଭାରତ ଓ ମଙ୍ଗୋଲିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜଭୁତ ହୋଇଛି। ଏହି ସମ୍ପର୍କ ଦୁଇ ଦେଶର ଅର୍ଥନୀତିକୁ ମଧ୍ୟ ଭବିଷ୍ୟତରେ ମଜଭୁତ କରିବ ବୋଲି ନୂଆଦିଲ୍ଲୀଠାରେ ଏଫ୍ଆଇସିସିଆଇ ପକ୍ଷରୁ…
ଆମେରିକା ପଳାୟନ କରିଛନ୍ତି ଗୁଲାଲାଇ
ଇସ୍ଲାମାବାଦ,୨୧ା୯: ପାକିସ୍ତାନୀ ସେନାର ବର୍ବରତାକୁ ସାମ୍ନାକୁ ଆଣିଥିବା ଅଧିକାର କର୍ମୀ ଗୁଲାଲାଇ ଇସ୍ମାଇଲ୍ ଗତମାସରେ ଇସ୍ଲାମାବାଦରୁ ନ୍ୟୁୟର୍କକୁ ଖସି ପଳାଇଛନ୍ତି। ସେ ଆମେରିକାର ରାଜନୈତିକ ଶରଣ ଲୋଡ଼ିଥିଲେ। ୩୨ ବର୍ଷୀୟା ଗୁଲାଲାଇ ନ୍ୟୁୟର୍କସ୍ଥିତ ବ୍ରୁକ୍ଲିନ୍ରେ ଥିବା ତାଙ୍କ ଭଉଣୀଙ୍କ ସହ ରହୁଛନ୍ତି।…
ଖବରଦାତା-ଆଇନଜୀବୀ ମୁହଁ।ମୁହିଁ ଭିଡିଓ ଭାଇରାଲ ଘଟଣା: ଥାନାରେ ମାମଲା ରୁଜୁ
ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ଖଣ୍ଡପଡ଼ା କୋର୍ଟ ପରିସରରେ ଗୁରୁବାର ଜଣେ ଖବରଦାତା ଓ ଜଣେ ଆଇନଜୀବୀଙ୍କ ମଧ୍ୟରେ ମୁହଁ।ମୁହିଁ ହୋଇଥିବାର ଭିଡିଓ ଭାଇରାଲ୍ ହୋଇଛି। ଉକ୍ତ ଭିଡିଓରେ କୌଣସି ଏକ ଘଟଣାକୁ କେନ୍ଦ୍ର କରି ଆଇନଜୀବୀ ଓ ଖବରଦାତାଙ୍କ ମଧ୍ୟରେ…
କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୧ା୯(ପି.ଟି.): ଜାତିଗତ ପକ୍ଷପାତିତାରୁ ବିଶ୍ୱବିଦ୍ୟାଳୟ ଛାତ୍ର ରୋହିତ ଭେମୁଲା ଓ ପାୟଲ ତଡ୍ଭି ଆତ୍ମହତ୍ୟା କରିଥିବା ସେମାନଙ୍କ ମାଆ ଅଭିଯୋଗ କରିଛନ୍ତି। ଦେଶର ବିଶ୍ୱବିଦ୍ୟାଳୟ ଓ ଅନ୍ୟ ଉଚ୍ଚଶିକ୍ଷାନୁଷ୍ଠାନଗୁଡିକରୁ ଜାତିଗତ ପକ୍ଷପାତିତାର ଅନ୍ତ ଘଟାଇବା ପାଇଁ ସେମାନେ ପିଟିଶନ୍ରେ ସର୍ବୋଚ୍ଚ ଅଦାଲତଙ୍କୁ…
ଏନ୍ଆର୍ସିକୁ ବିରୋଧ, ଆସାମ ବନ୍ଦ
ଗୁଆହାଟୀ,୨୧ା୯(ପି.ଟି.): ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ଚୂଡ଼ାନ୍ତ ତାଲିକାରୁ ବହୁ ମୂଳବାସିନ୍ଦା ବାଦ୍ ପଡିଥିବାରୁ ଏହା ବିରୋଧରେ ଶୁକ୍ରବାର ଆସାମରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଅଗଷ୍ଟ ୩୧ରେ…
ଜାତିସଂଘ ଜଳବାୟୁ କାର୍ଯ୍ୟାନୁଷ୍ଠାନ ସମ୍ମିଳନୀ: ଭାରତର ପକ୍ଷ ରଖିବେ ମୋଦି
ନୂଆଦିଲ୍ଲୀ/ନ୍ୟୁୟର୍କ,୨୧ା୯: ଆମେରିକାର ନ୍ୟୁୟର୍କରେ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ ସୋମବାର ହେବ। ଏଥିରେ ଯୋଗଦେବା ପାଇଁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍ ବିଶ୍ୱନେତାଙ୍କୁ ନିମନ୍ତ୍ରଣ କରିଛନ୍ତି। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଭାରତ…
ବାୟୁସେନାକୁ ମିଳିଲା ରାଫାଲ
ନୂଆଦିଲ୍ଲୀ,୨୧ା୯: ଫ୍ରାନ୍ସର ଡାସଲ୍ଟ ଆଭିଏଶନ୍ଠାରୁ ଗୁରୁବାର ଭାରତୀୟ ବାୟୁସେନା (ଆଇଏଏଫ୍) ପ୍ରଥମ ରାଫାଲ ଯୁଦ୍ଧବିମାନ ଗ୍ରହଣ କରିଛି। ବାୟୁସେନାର ଏକ ଟିମ୍ ବିମାନ ନିର୍ମାଣ ପ୍ଲାଣ୍ଟରେ ପହଞ୍ଚତ୍ବା ପରେ କେତେକ ପରୀକ୍ଷାନିରୀକ୍ଷା କରାଯାଇଥିଲା। ଟିମ୍ର ନେତୃତ୍ୱ ନେଉଥିବା ଆଇଏଏଫ୍ର ଉପମୁଖ୍ୟ ଏୟାର…
ଚାଷ ପାଇଁ ଚାଷୀ ଚିନ୍ତିତ
ପୁରୁଣା ଭୁବନେଶ୍ୱର,୨୧ା୯(ଡି.ଏନ.ଏ.): ରାଜଧାନୀର ବିଭିନ୍ନ ମଠ ମନ୍ଦିର, ଆଦି ସରକାରୀ ଜାଗାକୁ ଜବରଦଖଲ କରିସାରିବା ପରେ ଏବେ ରାଜଧାନୀର ଉପକଣ୍ଠରେ ଜବରଦଖଲକାରୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ଗ୍ରୀନ୍କୁ ୟଲୋ ଜୋନରେ ବିଡିଏରୁ ମିଛ ପ୍ରମାଣପତ୍ର ଦାଖଲ କରାଇ ଏସବୁ ଅଞ୍ଚଳରେ ୟଲୋ…
ଚନ୍ଦକା-ଡମପଡ଼ା ଅଭୟାରଣ୍ୟ: ବର୍ଷସାରା ନାଇଟ୍, ଫୁଟ୍ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ଅଭୟାରଣ୍ୟରେ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ତତ୍ପର ହୋଇଛି ବନ ବିଭାଗ। ବର୍ଷ ସାରା ଏହି ଅଭୟାରଣ୍ୟରେ ନାଇଟ୍ ପାଟ୍ରୋଲିଂ ଏବଂ ଫୁଟ୍ ପାଟ୍ରୋଲିଂ ନିୟମିତ ଭାବେ କରିବାକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ନିର୍ଦ୍ଦେଶ…
ଜାମିନ ଆବେଦନର ଶୁଣାଣି କରିବେ ଜଣିକିଆ ଖଣ୍ଡପୀଠ
ନୂଆଦିଲ୍ଲୀ,୨୧ା୯(ଆଇଏଏନ୍ଏସ୍): ନ୍ୟାୟପାଳିକାରେ ମାମଲା ବୋଝ କମାଇବା ପାଇଁ ଜଣିକିଆ ଖଣ୍ଡପୀଠ ଗଠନ ଲାଗି ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଛନ୍ତି। ଏହି ଖଣ୍ଡପୀଠଗୁଡ଼ିକରେ ଜାମିନ, ମାମଲା ସ୍ଥାନାନ୍ତର ଏବଂ ଅନ୍ୟ କମ୍ ଗୁରୁତ୍ୱପୂର୍ଣ୍ଣ ମାମଲାର ବିଚାର କରାଯିବ। ରିପୋର୍ଟ ଅନୁଯାୟୀ ଜୁନ୍ ୧ ସୁଦ୍ଧା…
ଜଳବାୟୁ ପରିବର୍ତ୍ତନ ମୁକାବିଲା ଜରୁରୀ
ନୂଆଦିଲ୍ଲୀ/ନ୍ୟୁୟର୍କ,୨୧ା୯: ଜଳବାୟୁ ପରିବର୍ତ୍ତନ ସଙ୍କଟ ମୁକାବିଲାରେ ବିଫଳତାକୁ ନେଇ ଚିନ୍ତିତ ଓ ଭବିଷ୍ୟତକୁ ନେଇ ଉତ୍କଣ୍ଠିତ ଅଗଣିତ ସ୍ବଳ୍ପବୟସ୍କ ଛାତ୍ରୀଛାତ୍ର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଶୁକ୍ରବାର ଏଭଳି ଭାବେ ବିଶ୍ୱ ଜଳବାୟୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି, ଯାହାର ନାମ ରଖାଯାଇଛି ‘ଫ୍ରାଇଡେ ଫର୍…
ଏଥର ପ୍ରଦୂଷଣମୁକ୍ତ ଦଶହରା
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଭୁବନେଶ୍ୱରରେ ଏଥର ଦେଖିବାକୁ ମିଳିବ ପ୍ଲାଷ୍ଟିକ୍ ଓ ଶବ୍ଦ ପ୍ରଦୂଷଣମୁକ୍ତ ଦଶହରା। ସହରରେ ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ପୂଜାକୁ ଶବ୍ଦ, ବାୟୁ ଓ ପରିବେଶ ପ୍ରଦୂଷଣରୁ ମୁକ୍ତ ରଖିବାକୁ ପ୍ରଚେଷ୍ଟା କରାଯିବ। ଗତବର୍ଷ ଭଳି ଏଥର ମଧ୍ୟ…

