Home

ପଲ୍ୟୁସନ୍‌ ସାର୍ଟିଫିକେଟ୍‌ ଲାଗି ଗାଡ଼ି ମାଲିକଙ୍କଠାରୁ ମୋଟା ଅଙ୍କର ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୦।୯(ଡି.ଏନ୍‌.ଏ.): ସରକାର ଟ୍ରାଫିକ ନିୟମ କଡ଼ାକଡ଼ି କରିବା ପରେ ସମଗ୍ର ରାଜ୍ୟର ଗାଡ଼ି ମାଲିକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଅନ୍ୟପଟେ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସରକାର ନିୟମକୁ ତିନି ମାସ କୋହଳ ବି କରିଛନ୍ତି । ଏହି…

ଜୟଲଳିଥାଙ୍କ ବାୟୋପିକ ପାଇଁ ବହୁ କଷ୍ଟ କରୁଛନ୍ତି କଙ୍ଗନା

ମୁମ୍ବାଇ: ବଲିଉଡ୍‌ କୁଇନ କଙ୍ଗନା ରନାଓ୍ବତ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିଥାଙ୍କ ଜୀବନି ଉପରେ ଆଧାରିତ ହୋଇଥିବା ବାୟୋପିକ ‘ଥଲାଭି’ରେ ନଜର ଆସିବେ। ଜୟଲଳିଥାଙ୍କ ଭଳି ଦେଖାଯିବା ଓ ତାଙ୍କ ଚରିତ୍ରକୁ ଆପଣାଇବାକୁ ସେ ବହୁ ପରିଶ୍ରମ କରୁଛନ୍ତି। ଏଥିପାଇଁ ସେ…

ଦୁନିଆର ସବୁଠାରୁ ଭୟଙ୍କର ଭାଇରସ୍‌: ମାତ୍ର ୩୬ଘଣ୍ଟାରେ ନେବ ୮କୋଟିଙ୍କ ଜୀବନ

ଓ୍ବାଶିଂଟନ୍‌,୨୦।୯: ବିଶ୍ୱ ସମ୍ମୁଖରେ ଏକ ବଡ଼ ଚ୍ୟାଲେଞ୍ଜ ଆସିବାକୁ ଯାଉଛି। ଯାହା ଲୋକଙ୍କ ପାଇଁ ବହୁ ଭୟଙ୍କର ସାବ୍ୟସ୍ତ ହେବ। ଆଉ ଏହି ଚ୍ୟାଲେଞ୍ଜର ନାଁ ହେଉଛି ଭାଇରସ୍‌। ଏହି ଭାଇରସ୍‌ ଆସିବାର ୩୬ଘଣ୍ଟା ମଧ୍ୟରେ ପୂରା ବିଶ୍ୱରେ ଏହା ବ୍ୟାପିଯିବ।…

ହମ୍ପସ୍‌ରେ ପଡି ଜଣେ ଛାତ୍ର ମୃତ , ଜଣେ ଗୁରୁତର

ସୋହେଲା,୨୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ପୂରୁଣା ଚେକ୍‌ଗେଟ ନିକଟ ୬ ନମ୍ବର ଜାତୀୟ ରାଜପଥରେ ଏକ ସାଇକେଲ ଯୋଗେ ଯାଉଥିବା ସମୟରେ ହମ୍ପସ୍‌ରେ ପଡ଼ି ସୋହେଲା ଡିଗ୍ରୀ କଲେଜର ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ…

ବକେୟା ଦରମା ଦାବିରେ ମେଡିକାଲ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କୋରାପୁଟ,୨୦।୯(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍‌ପିଟାଲରେ ନିୟୋଜିତ ସୁରକ୍ଷାକର୍ମୀ, ଝାଡ଼ୁଦାର ଓ ସହାୟକମାନେ ସେମାନଙ୍କ ବକେୟା ଦରମା ପ୍ରଦାନ ଦାବି କରି ଶୁକ୍ରବାର ସକାଳୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଫଳରେ ମେଡିକାଲରେ ପରିମଳ ବ୍ୟବସ୍ଥା ବିଗିଡ଼ିଯାଇଛି।…

ନିଜର ଦୋଷ ସ୍ବୀକାର କଲେ ସ୍ବାମୀ ଚିନ୍ମୟାନନ୍ଦ

ନୂଆଦିଲ୍ଲୀ,୨୦।୯: ଶାହାଜାହାନପୁରରେ ଜଣେ ଆଇନ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଦେବା ମାମଲାରେ ଶୁକ୍ରବାର ସ୍ବାମୀ ଚନ୍ମୟାନନ୍ଦଙ୍କୁ ଗିରଫ କରାଯାଇଥିଲା। ଏହାପରେ ଚିନ୍ମୟାନନ୍ଦ ନିଜ ଦୋଷ ସ୍ବୀକାର କରିଥିବା ଜଣାପଡିଛି। ତେବେ ଭାଇରାଲ ଭିଡିଓର ସତ୍ୟତା ରହିଥିବା ଓ ସେ ଉକ୍ତ ଛାତ୍ରୀଙ୍କ…

ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା: ଯୁବତୀ ୮ ମାସର ଗର୍ଭବତୀ, ଅଭିଯୁକ୍ତ ପ୍ରେମିକ ଗିରଫ

ପାଟଣା,୨୦।୯(ସ୍ବ.ପ୍ର.): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା କରିବା ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ପୋଲିସ ଜନୈକ ବିବାହିତ ଅଭିଯୁକ୍ତ ପ୍ରେମିକଙ୍କୁ ଶୁକ୍ରବାର ଗିରଫ କରିଛି। ଗିରଫ ଯୁବକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା କୁଚେଇକୁଦ ଗ୍ରାମର ବଡ଼ସାଖିଲା ମାଝିଙ୍କ…

ଏକଦିବସୀୟ ମ୍ୟାଚ୍‌ରେ ପ୍ରଥମ ହ୍ୟାଟ୍ରିକ୍‌ ନେଇଥିଲେ ଏହି ବୋଲର୍‌

କ୍ରିକେଟରେ ହ୍ୟାଟ୍ରିକ୍‌ ନେବା ବୋଲରଙ୍କ ପାଇଁ ଏକ ବଡ ଉପଲବ୍ଧି। ବିଶ୍ୱର ଅନେକ ବୋଲର୍‌ ହ୍ୟାଟ୍ରିକ୍‌ ମଧ୍ୟ ନେଇସାରିଛନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି, ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚ୍‌ରେ ପ୍ରଥମ ହ୍ୟାଟ୍ରିକ୍‌ କେଉଁ ବୋଲର୍‌ ନେଇଥିଲେ। ସେ ହେଉଛନ୍ତି ପାକିସ୍ତାନ ବୋଲର୍‌…

ନର୍ସ ନିହାରିକା ହତ୍ୟା ମାମଲା: ପୋଲିସ ନିକଟରେ ପ୍ରେମିକଙ୍କ ଆତ୍ମସମର୍ପଣ

ଜଗତସିଂହପୁର ଅଫିସ/ବିରିଡ଼ି(ଡି.ଏନ୍‌.ଏ.), ୨୦।୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର ତିନି ଦିନ ପରେ ଧରାପଡ଼ିଛନ୍ତି ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଲ। ସେ ପୋଲିସ…

ରାଜସ୍ଥାନରୁ କୋଣାର୍କ ବୁଲି ଆସିଥିଲେ: ବସ୍‌ ଉପରୁ ପଡ଼ି ଯାତ୍ରୀ ମୃତ

ଗୋପ, ୨୦।୯(ଡି.ଏନ.ଏ): ପୁରୀ ଜିଲା ଗୋପ-କୋଣାର୍କ ରାସ୍ତାର ଦଶବାଟିଆ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଯାତ୍ରୀବାହୀ ବସ୍‌ ୁପରୁ ପଡ଼ି ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭଜନଲାଲ ସେନି (୪୫)। ତାଙ୍କର ଘର ରାଜସ୍ଥାନ ଅଞ୍ଚଳରେ ବୋଲି ଜଣାପଡ଼ିଛି। ପ୍ରକାଶ…

ବାଲାକୋଟରେ କୌଣସି ଆତଙ୍କବାଦୀଙ୍କ ମୃତ୍ୟୁ ହୋଇ ନାହିଁ: ଥରୁର

ନୂଆଦିଲ୍ଲୀ,୨୦।୯: କଂଗ୍ରେସ ନେତା ଶଶି ଥରୁର ପୁଣି ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ପାକିସ୍ତାନର ବାଲାକୋଟରେ କୌଣସି ଆତଙ୍କବାଦୀଙ୍କ ମୃତ୍ୟୁ ହୋଇ ନାହିଁ। ତେବେ ପାକିସ୍ତାନର ବାଲାକୋଟରେ ଭାରତ ପକ୍ଷରୁ ଯେଉଁ ବିମାନ ଆକ୍ରମଣ କରାଯାଇଥିଲା…

ବେକାରୀ ସମସ୍ୟାକୁ ନେଇ ଭିନ୍ନ ଢଙ୍ଗରେ ବିରୋଧ ପ୍ରଦର୍ଶନ

ବେଙ୍ଗାଲୁରୁ,୨୦।୯: କର୍ନାଟକରେ ନ୍ୟାଶନାଲ ଷ୍ଟୁଡେଣ୍ଟସ୍‌ ୟୁନିୟନ ଅଫ୍‌ ଇଣ୍ଡିଆ(ଏନ୍‌ଏସ୍‌ୟୁଆଇ)ଦ୍ୱାରା ଭିନ୍ନ ଢଙ୍ଗରେ ବିରୋଧ ପ୍ରଦର୍ଶନ କରାଯାଇଛି। ଏହି ବିରୋଧ ପ୍ରଦର୍ଶନ ସମୟରେ ଛାତ୍ରମାନେ ବସ୍‌ ଷ୍ଟାଣ୍ଡରେ ଫଳ ବିକିବା ସହ ଜୋତା ପଲିସ୍‌ କରିଛନ୍ତି। ଦେଶରେ ବେକାରୀ ସମସ୍ୟା ଓ ଅଟୋମୋବାଇଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?