Home

ଦ୍ୱିତୀୟ ଅନ୍‌ଅଫିସିଆଲ ଦିନିକିଆ : ଭାରତ ଏ’ ବିଜୟୀ

ଥିରୁବନନ୍ତପୁରମ,୩୧।୮(ପି.ଟି.)- ସ୍ଥାନୀୟ ଗ୍ରୀନ୍‌ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ମନୀଷ ପାଣ୍ଡେଙ୍କ ନେତୃତ୍ୱାଧୀନ ଭାରତ ଏ’ ଗୋଟିଏ ଓଭର ବାକି ରଖି ୨ ଉଇକେଟରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଏ’କୁ ପରାସ୍ତ କରିଛି।…

ଶଶି ମୁକୁନ୍ଦ ଫାଇନାଲରେ

ବାଓଟୋ (ଚାଇନା), ୩୧ା୮ (ପି.ଟି.)-ଭାରତୀୟ ଟେନିସ ଖେଳାଳି ଶଶି କୁମାର ମୁକୁନ୍ଦ ତାଙ୍କ କ୍ୟାରିୟରରେ ପ୍ରଥମ ଥର ଏକ ଏଟିପି ଚ୍ୟାଲେଞ୍ଜର ଟୁରରେ ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ନିକଟରେ ଭାରତୀୟ ଡେଭିସ୍‌ କପ୍‌ ଦଳରେ ଜଣେ ରିଜର୍ଭ ଖେଳାଳି ଭାବେ ସ୍ଥାନ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୪ ଶ୍ରମିକ ଆହତ

ରସାଳପୁର,୩୧।୮(ଡି.ଏନ.ଏ.)- ବାଲେଶ୍ୱର ସହରର ଆଇଟିଆଇ ପଡ଼ିଆ ପାର୍ଶ୍ୱରେ ବିଦ୍ୟୁତ୍‌ ଖୁଣ୍ଟ ପୋତିବା କାମରେ ନିୟୋଜିତ ୪ ଠିକା ଶ୍ରମିକ ଶନିବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଆହତ ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତ ଶ୍ରମିକମାନେ ହେଲେ ଶିଳ୍ପାଞ୍ଚଳ…

୧୫ଲକ୍ଷ ଟଙ୍କାର ଚୋରି ସାମଗ୍ରୀ ଉଦ୍ଧାର, ୬ ଗିରଫ

ବାଲେଶ୍ୱର ଅଫିସ, ୩୧।୮-ବାଲେଶ୍ୱର ଟାଉନ ଥାନା ଅଧୀନ ସୁନହଟ କନକଦୁର୍ଗା ମନ୍ଦିର ନିକଟସ୍ଥ ପରମେଶ୍ୱର ପ୍ରଧାନଙ୍କ ଭଉଣୀ ଘରୁ ଗତ ୨୭ତାରିଖ ରାତିରେ ସୁନାଗହଣା, ନଗଦ ଟଙ୍କା ସହ ଗୋଟିଏ ବାଇକ୍‌ ଚୋରି ହୋଇଯାଇଥିଲା। ଯାହାର ଆନୁମାନିକ ମୂଲ୍ୟ ୧୫ଲକ୍ଷ ଟଙ୍କା…

୧୨ ଫୁଟ୍‌ ଲମ୍ବର ବାହାରା ଚିତେଇ ଉଦ୍ଧାର

ଭୋଗରାଇ, ୩୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମନ୍ଦାରୀ ଗ୍ରାମରେ ୧୨ ଫୁଟ୍‌ ଲମ୍ବର ଏକ ବାହାରା ଚିତେଇ ସାପକୁ ଗ୍ରାମବାସୀ ଶୁକ୍ରବାର ରାତିରେ ଧରିଛନ୍ତି। ଏହି ପ୍ରଜାତିର ସାପକୁ ଗ୍ରାମ ରାସ୍ତାରେ ଲୋକେ ପ୍ରଥମେ ଦେଖିଥିଲେ। ସାପଟି ଏକ ପୋଖରୀ ବୁଦା…

୧୫ କେଜି ଗଞ୍ଜେଇ ଜବତ, ବ୍ୟବସାୟୀ ଗିରଫ

ସୋର/ବାହାନଗା, ୩୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ଅଧୀକ୍ଷକ ରାଜେନ୍ଦ୍ର ଭୋତ୍ରା ଓ ସୋର ଅବକାରୀ ଥାନାର ସବ୍‌ଇନ୍ସପେକ୍ଟର କୁଳମଣି ମହାରଣାଙ୍କ ନେତୃତ୍ୱରେ ଖନ୍ତାପଡ଼ା ଥାନା ଫତେପୁର ଗ୍ରାମରେ ଚଢାଉ କରାଯାଇଥିଲା। ଗ୍ରାମର ଅଶୋକ କୁମାର ନାୟକ (୪୬)ଙ୍କ…

ଭୁବନ ଏନ୍‌ଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ

ଭୁବନ,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ପକ୍ଷରୁ ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଭୋର ୫ଟାରେ ପ୍ରଭାତ ଫେରି କରାଯାଇଥିବା ବେଳେ ପୂର୍ବାହ୍ନ ୯ଟାରେ କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା…

ଷ୍ଟ୍ରେଚରରେ ନଦୀପାର ହେଲେ ଗର୍ଭବତୀ

ମୁନିଗୁଡା,୩୧ା୮(ଡ଼ି.ଏନ.ଏ): ଗାଁକୁ ରାସ୍ତା ନାହିଁ। ଅଧାବାଟରେ ଅଟକିଲା ଆସି ଆମ୍ବୁଲାନ୍ସ। ତେଣୁ ଷ୍ଟ୍ରେଚରରେ ବିପଜ୍ଜନକ ଭାବେ ନଦୀ ପାର ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆସିଲେ ଗର୍ଭବତୀ। ପରେ ଆମ୍ବୁଲାନ୍ସରେ ତାଙ୍କୁ ଆମ୍ବାଦୋଳା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା। ସେଠାରେ ସେ ଏକ…

ନୟନଯୋରିରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା : ବଳାତ୍କାର ପରେ ହତ୍ୟା ଅଭିଯୋଗ

ପଦ୍ମପୁର/ତିହିଡ଼ି, ୩୧।୮ (ଡି.ଏନ.ଏ.) : ଭଦ୍ରକ ଜିଲା ନାୟକାଣିଡିହୀ ଥାନା ବାଲିମେଦ ପଞ୍ଚାୟତ ଅଧୀନ ପାଇକସାହି ନିକଟସ୍ଥ ନୟନଯୋରିରୁ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତା ଯୁବତୀଙ୍କ ପରିଚୟ ମିଳିଛି। ସେ ତିହିଡ଼ି ଥାନା ରାଜନଗର…

ଗ୍ରାମ୍ୟ ରାସ୍ତାରେ ଭାରିଯାନ ଚଳାଚଳ : ଯାତାୟାତ ବାଧାପ୍ରାପ୍ତ

ବଡ଼ବିଲ,୩୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ଗ୍ରାମକୁ ଯାଇଥିବା ରାସ୍ତାରେ ଏକ କମ୍ପାନୀର ପରିବହନ କାର୍ଯ୍ୟ ଯୋଗୁ ଶୁକ୍ରବାର ରାତିରୁ ଶନିବାର ଅପରାହ୍ନ ପର୍ଯ୍ୟନ୍ତ ଯାତାୟାତ ବନ୍ଦ ହୋଇଯାଇଛି। ଫଳରେ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବନ୍ଧରେ ବୁଡ଼ି ଶିଶୁକନ୍ୟା ମୃତ

ହିଞ୍ଜିଳିକାଟୁ,୩୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୁର୍ବନ୍ଧ ଗ୍ରାମରେ ଶନିବାର ଅପରାହ୍ନରେ ବନ୍ଧରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ପଞ୍ଚାୟତ ସାହି ବନ୍ଧ ହୁଡ଼ାରେ ବାସ କରୁଥିବା ଶଙ୍କର ସେଠୀଙ୍କ ୩ ବର୍ଷର ଶିଶୁକନ୍ୟା ଶୁଭଶ୍ରୀ ଘର ସାମ୍ନାରେ ଖେଳୁଥିବାବେଳେ…

ଖେଳନା ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ : ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଲେ ଲୋକେ

ଯୋଡ଼ା,୩୧।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀପଡ଼ିଆଠାରେ ଖେଳନା ବନ୍ଧୁକ ଦେଖାଇ ଟ୍ରକ ଡ୍ରାଇଭରଙ୍କଠାରୁ ଲୁଟ୍‌ ଉଦ୍ୟମ କରି ଜଣେ ଯୁବକ ଗିରଫ ହୋଇଥିବା ଜଣାପଡ଼ିଛି। ଯୋଡ଼ା ଥାନା ଏସ୍‌ଆଇ ବିଶ୍ୱଜିତ ବେହେରାଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ଯୋଡ଼ା ଆଜାଦ ବସ୍ତିରେ ରହୁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri