ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଘଟଣା, କନଷ୍ଟେବଳ ନିର୍ଦ୍ଦୋଷ, ମାମୁ ପୁଅ ଗିରଫ
ଫୁଲବାଣୀ ଅଫିସ, ୨୦ା୯- ଖଜୁରିପଡା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣେ କନଷ୍ଟେବଳ ବଳାତ୍କାର କରିବା ଘଟଣା ଭିନ୍ନମୋଡ ନେଇଛି ା କନଷ୍ଟେବଳ ଏହି ଘଟଣାରେ ସମ୍ପୃକ୍ତ ନ ଥିବା ପୋଲିସ ସ୍ପଷ୍ଟ କରିଛି ା ତେବେ ଏହି ଘଟଣାରେ…
ମାସକ ମଧ୍ୟରେ କାର୍ଯ୍ୟକାରୀ ହେବ ‘ସଫା ଆପ୍’
ବ୍ରହ୍ମପୁର ଅଫିସ,୨୦ା୯- ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି)ର ସ୍ବତନ୍ତ୍ର ସାଧାରଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତଥା ନିଗମ ପ୍ରଶାସକ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସହରର ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଆଯାଇଥିଲାା ଆବର୍ଜନାକୁ ବିଏମ୍ସି ଗାଡିଦ୍ୱାରା ସଂଗ୍ରହ…
ଧରାକୋଟ : ଜରାଜୀର୍ଣ୍ଣ ସ୍ଥିତିରେ ଗୋଦାମଗୃହ
ଧରାକୋଟ,୨୦ା୯(ଡି.ଏନ.ଏ.)- କୃଷକର ଆର୍ଥିକ ମାନଦଣ୍ଡ ବୃଦ୍ଧିରେ ସେବା ସମବାୟ ସମିତିର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଦୀର୍ଘଦିନରୁ ସମବାୟ ସମିତି ଓ ଗ୍ରେନ୍ଗୋଲା(ସମବାୟ ମଣ୍ଡି)ରାଜ୍ୟପାଳଙ୍କ ଅନୁମୋଦନରେ କାର୍ଯ୍ୟ କରୁଥିଲେ ମଧ୍ୟ ଏମାନଙ୍କର ନିଜସ୍ବ ଭିତ୍ତିଭୂମି ନାହିଁ। ସମ୍ପ୍ରତି ଆସିକା କେନ୍ଦ୍ରୀୟ ସମବାୟ ସମିତି…
ତିତ୍ଲି ପୁନରୁଦ୍ଧାର, ରୁରାଲ ହାଉସିଂ ଅଧାପନ୍ତରିଆ
ଛତ୍ରପୁର,୨୦ା୯(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ)ର ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ କାର୍ଯ୍ୟାଳୟର ଋଷିକୁଲ୍ୟା ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ତିତ୍ଲି ବାତ୍ୟାରେ ବ୍ୟାପକ କ୍ଷତି ହୋଇଥିଲା।…
ଅନୁଦାନ ହାତେଇବାକୁ ଅଭିନବ ଉଦ୍ୟମ
ଭଦ୍ରକ ଅଫିସ, ୨୦।୯ – ଦୃଷ୍ଟିହୀନ, ମୁକ, ବଧିର ସ୍କୁଲରେ ସରକାରୀ ଅନୁଦାନ ହାତେଇବା ପାଇଁ ସୁସ୍ଥ ପିଲାଙ୍କୁ ରଖି ଅଭିନବ ଉପାୟରେ ଚାଲିଥିଲା ଶିକ୍ଷାନୁଷ୍ଠାନ। ଗୁରୁବାର ରାଜ୍ୟ ଭିନ୍ନକ୍ଷମ ଆୟୋଗ ଅଧ୍ୟକ୍ଷାଙ୍କ ଅଚାନକ ପରିଦର୍ଶନ ପରେ ଏହି ଗୁମର ଖୋଲିଛି।…
ପୋଲିସ ଆଇଜିଙ୍କ ବାରିପଦା ଗସ୍ତ
ବାରିପଦା ଅଫିସ,୨୦ା୯- ଉତ୍ତରାଞ୍ଚଳ ପୋଲିସ ଆଇଜି ଦୀପ୍ତେଶ ପଟ୍ଟନାୟକ ଗୁରୁବାର ଦିନିକିଆ ମୟୂରଭଞ୍ଜ ଜିଲା ବାରିପଦା ଗସ୍ତରେ ଆସିଥିଲେ। ଏହି ଅବସରରେ ଜିଲା ପୋଲିସ ମୁଖ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ପୋଲିସ ଅଧିକାରୀମାନଙ୍କୁ ନୀତି ଓ ନୈତିକତାର ପାଠ…
ନିମ୍ନମାନର ପୋଷାକ ବିତରଣକୁ ବିରୋଧ
ବଡ଼ସାହି,୨୦ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ହରିପୁର ଉନ୍ନିତ ଉପ୍ରା ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ପୋଷାକ ଓ ଜୋତା ବିତରଣକୁ ନେଇ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଛି ା ନିମ୍ନମାନର ପୋଷାକ ଓ ଜୋତାକୁ ସ୍କୁଲ ଚେୟାରମ୍ୟାନ ବିତରଣ କରୁଥିବା ଜଣାପଡିବା ପରେ ଅଭିଭାବକ…
ଖୁଣ୍ଟାରେ ଚାଷୀ ସମାବେଶ
ଖୁଣ୍ଟା,୨୦ା୯(ଡି.ଏନ୍.ଏ.)- ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ସ୍ଥାନୀୟ ଖୁଣ୍ଟା କଲ୍ୟାଣମଣ୍ଡପଠାରେ ଗୁରୁବାର ଏକ ଚାଷୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଖୁଣ୍ଟା ଓ ଗୋପବନ୍ଧୁ ନଗର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରୁ ୫୦୦ ରୁ ଉଦ୍ଧର୍ବ ଚାଷୀ ସାମିଲ…
ସରକାରୀ ଜମି ଜବରଦଖଲ
ରୂପ୍ସା, ୨୦।୯(ଡି.ଏନ୍.ଏ.)- ବାଲେଶ୍ୱର ସଦର ବ୍ଲକ ଆଙ୍କୋ ପଞ୍ଚାୟତ ଅନ୍ତର୍ଗତ ପଦ୍ମପୋଖରୀ ଆଡ଼ିରେ ଜବରଦଖଲ ନେଇ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ଲୋକେ ଏହି ସରକାରୀ ଜମିରେ ଖୁଣ୍ଟ ପୋତି ନିଜ ଦଖଲରେ ଘର ନିର୍ମାଣ ପାଇଁ ମସୁଧା କରୁଥିବା ଗ୍ରାମବାସୀ…
ଆଗ ଥଇଥାନ, ପରେ ଉଚ୍ଛେଦ: ମେଳି କରି ଦାବି କଲେ ବ୍ୟବସାୟୀ
ବାଲେଶ୍ୱର ଅଫିସ, ୨୦।୯-ବାଲେଶ୍ୱର ଓଟିରୋଡ୍ର କୁରୁଡ଼ା ବାଇପାସ୍ରୁ ରେମୁଣା ଗୋଲେଇ ପର୍ଯ୍ୟନ୍ତ ରାସ୍ତାର ସମ୍ପ୍ରସାରଣ ପାଇଁ ଉଭୟପାର୍ଶ୍ୱରେ ଜବରଦଖଲକାରୀ ଦୋକାନୀଙ୍କୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯିବା ପାଇଁ ବାଲେଶ୍ୱର ପ୍ରଶାସନ ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି। ବିଭିନ୍ନ ବ୍ୟବସାୟୀ ସଂଘ ପକ୍ଷରୁ…
ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼ ଘଟଣା: ୪ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର
ବାଲେଶ୍ୱର ଅଫିସ, ୨୦।୯-ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ରେମୁଣା ଗୋଲେଇ ମେଡ଼ିକାଲ କଲେଜ ଛକରେ ଗତ ୧୪ ତାରିଖ ରାତି ପ୍ରାୟ ସାଢେ ୯ଟା ବେଳେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଥିଲା। ପୂର୍ବଶତ୍ରୁତାରୁ ଏହି ଗୁଳିକାଣ୍ଡ ଘଟିଥିବା ପୋଲିସ ଜାଣିବାକୁ ପାଇଛି। ଏହି…
ସୁନ୍ଦରଗଡ଼ ସାଇ ଜିତିଲା ନାଲ୍କୋ କପ୍ ହକି
କଟକ ଅଫିସ,୨୦ା୯- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ୧୭ତମ ନାଲ୍କୋ କପ୍ ରାଜ୍ୟ ହକି ଚାମ୍ପିୟନଶିପ ଗୁରୁବାର ଉଦ୍ଯାପିତ ହୋଇଯାଇଛି। ସୁନ୍ଦରଗଡ଼ ସାଇ ହଷ୍ଟେଲ ଓ ପୂର୍ବତଟ ରେଲୱେ ମଧ୍ୟରେ ଫାଇନାଲ ମ୍ୟାଚ୍ ଖେଳାଯାଇଥିଲା। ଏଥିରେ ସାଇ ୧-୦ ଗୋଲରେ ବିଜୟୀ ହୋଇ…

