Home

ମିଳୁଛି ଅଧିକ କିନ୍ତୁ ଉତ୍ପାଦନ କମ୍‌

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ଓଡ଼ିଶା ଖଦି ବୋର୍ଡକୁ ଗତ ୪ ବର୍ଷ ମଧ୍ୟରେ ପ୍ରାୟ ୮୬ କୋଟି ଟଙ୍କାରୁ ଅଧିକ ଅର୍ଥ ଆସିଛି। ମାତ୍ର ଏତେ ଟଙ୍କା ମିଳିବା ସତ୍ତ୍ୱେ ବର୍ଷରେ ୪ କୋଟି ଟଙ୍କାର ଖଦି ଉତ୍ପାଦନ ହୋଇପାରୁ ନ ଥିବା ଜଣାପଡିଛି।…

ହିଂସ୍ର ହେଉଛି ହଂକଂ

ହଂକଂ,୩୧ା୮(ଆଇଏଏନ୍‌ଏସ୍‌): ହଂକଂରେ ବେଆଇନ ଭାବେ ଶୋଭାଯାତ୍ରା କରିବା ଅଭିଯୋଗରେ ଡେମୋସିଷ୍ଟୋ ପାର୍ଟି ନେତା ଜୋଶୁଆ ଓ୍ବୋଙ୍ଗ୍‌ଙ୍କ ସମେତ ଗଣତନ୍ତ୍ର ସପକ୍ଷବାଦୀ ୩ ନେତାଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ୨୩ ବର୍ଷୀୟ ଓ୍ବୋଙ୍ଗ୍‌ ହେଉଛନ୍ତି ୨୦୧୪ ଅମ୍ବ୍ରେଲା ରିଭୋଲ୍ୟୁଶନ୍‌ର ନେତୃତ୍ୱ ନେଇଥିବା ଅନ୍ୟତମ…

ଦୁର୍ନୀତି ବିରୋଧରେ ଲଢ଼େଇ :୧୫୦ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୩୧ା୮: ଦୁର୍ନୀତି ବିରୋଧରେ ସରକାର ଲଢ଼େଇ ଘୋଷଣା କରିଛନ୍ତି। ଦେଶର ବିଭିନ୍ନ ସରକାରୀ ବିଭାଗରେ ସିବିଆଇ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶରେ ଶୁକ୍ରବାର ଦେଶର ୧୫୦ ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା କୁହାଯାଉଛି। ଚଢ଼ାଉରେ…

ସରକାରୀ ବିଭାଗ-ନିର୍ଦ୍ଦେଶାଳୟ ମିଶ୍ରଣ ପ୍ରସଙ୍ଗ: କର୍ମଚାରୀ ମହଲ ପ୍ରତିକ୍ରିୟା ଉପରେ ସରକାରଙ୍କ ନଜର

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ଥିବା ବିଭାଗଗୁଡିକ ସହ ସଂପୃକ୍ତ ନିର୍ଦ୍ଦେଶାଳୟ ମିଶ୍ରଣ ନେଇ ଗତ ୨୧ତାରିଖରେ ଜିଏ ଏଣ୍ଡ ପିଜି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହା ପରେ ଓଡ଼ିଶା ସଚିବାଳୟ ସେବା ସଂଘ(ଓଏସ୍‌ଏସ୍‌) କ୍ୟାଡରଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା…

ଏମାର ମଠ ଉଚ୍ଛେଦ ଜାରି: ମହନ୍ତଙ୍କୁ ନେଇ ବଢୁଛି ଉତ୍କଣ୍ଠା

ପୁରୀ ଅଫିସ, ୩୧ା୮: ବହୁଚର୍ଚ୍ଚିତ ଏମାର ମଠ ଭଙ୍ଗାକୁ ନେଇ ଦିନକୁ ଦିନ ନାନା ପ୍ରକାର ଚର୍ଚ୍ଚା ଚାଲିଛି। ତେବେ ଶୁକ୍ରବାର ବ୍ରିଟିଶ ଅମଳର ରଘୁନନ୍ଦନ ଲାଇବ୍ରେରି ମାଟିରେ ମିଶିଥିବା ବେଳେ ମଠର ୧୩ ଦୋକାନ ଘରକୁ ଉଚ୍ଛେଦ କରାଯାଇଛି। ହେଲେ…

ଶିଶୁପାଳଗଡ଼ କୀର୍ତ୍ତିରାଜି ବିପନ୍ନ: ଆଇନଜୀବୀଙ୍କ ପକ୍ଷରୁ ବିଡିଓ, ବିଏମ୍‌ସି କମିଶନରଙ୍କୁ ନୋଟିସ

ପୁରୁଣା ଭୁବନେଶ୍ୱର, ୩୧ା୮(ଡି.ଏନ.ଏ.): ବିଭାଗୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତା ମନୋଭାବ ଯୋଗୁ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ବିଭିନ୍ନ କୀର୍ତ୍ତିରାଜି ବିପନ୍ନ ହେବାକୁ ବସିଛି। ତନ୍ନମଧ୍ୟରୁ ଶିଶୁପାଳଗଡ ଅନ୍ୟତମ। ଏକଦା ୫୬୭ ଏକର ପରିମିତ ଅଞ୍ଚଳରେ ଗଡ ପରିସୀମା ଥିଲା ବୋଲି ଏଏସ୍‌ଆଇ ପକ୍ଷରୁ…

ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ବିଗ୍‌ ବ୍ୟାଙ୍ଗ୍‌ ଘୋଷଣା

ନୂଆଦିଲ୍ଲୀ,୩୧ା୮: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂର କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ମାସ ୨୩ରେ ବଡ଼ ଧରଣର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ତେବେ ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ଲକ୍ଷ୍ୟରେ…

ଓଡ଼ିଶୀରେ ଶିବ ତାଣ୍ଡବ ପରିବେଷଣ: ତିନିଜଣଙ୍କୁ ଜ୍ୟୋତି କଳାମନ୍ଦିର ଓଡ଼ିଶୀ ସମ୍ମାନ

ପୁରୁଣା ଭୁବନେଶ୍ୱର,୩୧ା୮ (ଡି.ଏନ.ଏ.): ଜ୍ୟୋତି କଳାମନ୍ଦିର ଏବଂ କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚର ମିଳିତ ଆୟୋଜନରେ ଜ୍ୟୋତି କଳାମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ସନ୍ଧ୍ୟାରେ ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୁରୁ ଜ୍ୟୋତି ରାଉତଙ୍କ…

ପୋଲିସର ଦକ୍ଷତା ମାପିବେ ଜନତା

ଭୁବନେଶ୍ୱର, ୩୧ା୮(ବ୍ୟୁରୋ): ପୋଲିସର ଦକ୍ଷତା ମାପିବେ ସାଧାରଣ ଜନତା। ଥାନାରେ ପୋଲିସର ଅଭିଯୋଗକାରୀଙ୍କ ପ୍ରତି ବ୍ୟବହାର କିଭଳି ରହୁଛି ଓ ତଦନ୍ତରେ ଅଭିଯୋଗକାରୀ କେତେ ସନ୍ତୁଷ୍ଟ ସେନେଇ ପୋଲିସକୁ ମାର୍କ ଦେବେ ଅଭିଯୋଗକାରୀ। ଯେଉଁ ଥାନା ବିରୋଧରେ ମାର୍କ ଆସିବ ସେହି…

‘କାମ କରିବାକୁ ଶପଥ ନେଉ ବିଏମ୍‌ସି’

ଭୁବନେଶ୍ୱର,୩୧ା୮: ସାରା ରାଜ୍ୟରେ ଶନିବାର ପାଳନ ହେବ ସ୍ବାୟତ୍ତ ଶାସନ ଦିବସ। ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ ହେବ। ରାଜଧାନୀ ଭୁବନେଶ୍ୱରରେ ଏନେଇ ଅନେକ କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି। ଲୋକଙ୍କୁ ଉନ୍ନତ ପୌରସେବା ଯୋଗାଇବାକୁ ଭୁବନେଶ୍ୱର ମହାନଗର…

ଡିଜିଟାଇଜେଶନ ହେବ ‘କଳାଭୂମି’ କଳାକୃତି: ସିଡାକ୍‌ ଏବଂ ‘ସିଏ ଆଣ୍ଡ୍‌ ଏ’ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ପୂର୍ବ ଭାରତର ସର୍ବବୃହତ୍‌ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂଗ୍ରହାଳୟ ‘କଳାଭୂମି’ ଏହାର ନିଆରା କନ୍‌ସେପ୍ଟ ପାଇଁ ଦେଶବିଦେଶରେ ଲୋକପ୍ରିୟତା ହାସଲ କରିଥିବାବେଳେ ଏହାର ବିକାଶ ଲାଗି ଆଉ ଏକ ପଦକ୍ଷେପ ନେବାକୁ ଯାଉଛି ରାଜ୍ୟ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ…

ଆର୍ଥିକ ଗତିବିଧି ନେଇ ଧର୍ମେନ୍ଦ୍ରଙ୍କ ଆଲୋଚନା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରୁଷ ଗସ୍ତର ଦ୍ୱିତୀୟ ଦିନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ବିଶ୍ୱର ଅଗ୍ରଣୀ ଇସ୍ପାତ୍‌ ଉପତ୍ାଦନକାରୀ ଏଭରାଜ୍‌ ଗ୍ରୁପର ସିଇଓ ଆଲେକ୍‌ଜାଣ୍ଡର ଫ୍ରୋଲୋଭ ଏବଂ ସ୍କୋଲ୍‌କୋଭୋ ଫାଉଣ୍ଡେଶନ ମୁଖ୍ୟ ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଆରକେଡି ଡିଭୋରକୋଡିକ୍‌ଙ୍କୁ ଭେଟିଛନ୍ତି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri