Home

ଦୁର୍ଘଟଣାରେ ଉନ୍ନାଓ ପୀଡ଼ିତା ଗୁରୁତର, ଜଣେ ମୃତ

ରାଏ ବରେଲି/ଉନ୍ନାଓ,୨୯ା୭(ପି.ଟି.): ଉନ୍ନାଓ ବଳାତ୍କାର ପୀଡିତା ଓ ତାଙ୍କ ପରିବାର ସଦସ୍ୟଙ୍କ ସମେତ ଜଣେ ଆଇନଜୀବୀ କାର୍‌ରେ ଯାଉଥିବାବେଳେ ଏକ ଦ୍ରୁତଗାମୀ ଟ୍ରକ୍‌ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ସମ୍ପୃକ୍ତ ପୀଡିତା ଏବଂ ଅନ୍ୟ ଦୁଇଜଣ ଆହତ ହୋଇ ଚିକିତ୍ସାଧୀନ…

ଇସ୍ରାଏଲ୍‌ ନିର୍ବାଚନରେ ମୋଦି ପୋଷ୍ଟର

ତେଲ୍‌ ଆଭିଭ୍‌,୨୯ା୭(ପି.ଟି.): ସେପ୍ଟେମ୍ବର ୧୭ରେ ଇସ୍ରାଏଲ୍‌ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଲିକୁଡ୍‌ ପାର୍ଟି ତେଲ୍‌ ଆଭିଭ୍‌ର ବିଭିନ୍ନ ସ୍ଥାନରେ ଲଗାଇଥିବା ବ୍ୟାନର ଓ ପୋଷ୍ଟରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ…

ଦୃଷ୍ଟିହୀନ କ୍ରିକେଟ୍‌ ସିରିଜ, ରମେଶଙ୍କ ଶତକ: ଭାରତର କ୍ଲିନ୍‌ ସୁଇପ୍‌

ଭୁବନେଶ୍ୱର, ୨୯।୭(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ ଅତି ଚମତ୍କାର ପ୍ରଦର୍ଶନ ସହ ଏହାର ଜାମାଇକା ଅଭିଯାନ ଶେଷ କରିଛି। ରବିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୦ ଉଇକେଟରେ ଜାମାଇକାକୁ ପରାସ୍ତ କରିଛି। ଫଳରେ ଏକଦିବସୀୟ ସିରିଜକୁ…

କଶ୍ମୀରୀଙ୍କ ସନ୍ଦେହ ଚକ୍ଷୁରେ କେନ୍ଦ୍ର

ଶ୍ରୀନଗର/ନୂଆଦିଲ୍ଲୀ,୨୯ା୭: ହଠାତ୍‌ ଅତିରିକ୍ତ ୧୦ ହଜାର କେନ୍ଦ୍ରୀୟ ସୁରକ୍ଷା ବଳ ଜମ୍ମୁ-କଶ୍ମୀରକୁ ପଠାଯିବା ପରେ ନାନା ଆଶଙ୍କା ସୃଷ୍ଟି ହୋଇଛି। ସମ୍ବିଧାନର ଅନୁଚ୍ଛେଦ ୩୭୦ ଓ ୩୫ଏ ଉଚ୍ଛେଦ ନେଇ କେନ୍ଦ୍ର ସରକାର ମସୁଧା ଚଳାଇଥିବା ଉପତ୍ୟକାବାସୀ ସନ୍ଦେହ କରୁଛନ୍ତି। ରାଜ୍ୟର…

ଭରତପୁର କୋଇଲା ଖଣି ଦୁର୍ଘଟଣା: ଏମ୍‌ସିଏଲ୍‌ର କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନବାଚୀ

ତାଳଚେର,୨୯ା୭(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ମହାନଦୀ କୋଲ୍‌ ଫିଲ୍‌ଡସ ଲିମିଟେଡ (ଏମ୍‌ସିଏଲ୍‌)ର ଭରତପୁର କୋଇଲା ଖଣିରେ ଗତ ୨୩ ତାରିଖ ରାତିରେ ଘଟିଥିବା ଦୁର୍ଘଟଣାରେ ଏଯାଏ ୩ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। କୋଇଲା ତଳେ ପୋତି ହୋଇ ରହିଥିବା ଆଉ ଜଣଙ୍କ ମୃତଦେହ…

ଶିକ୍ଷକ ଅଭାବ, ଶିକ୍ଷାଦାନରେ ଅବ୍ୟବସ୍ଥା; ଗୋଟିଏ ଶ୍ରେଣୀଗୃହରେ ୩ ଗୁଣା ପିଲା

ଅନୁଗୋଳ ଅଫିସ, ୨୯।୭: ଅନୁଗୋଳ ଜିଲାରେ ଶିକ୍ଷକ ଅଭାବ ସମସ୍ୟା ଯୋଗୁ ବିଭିନ୍ନ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ବର୍ଷ ବର୍ଷ ଧରି ଶିକ୍ଷକ ନିଯୁକ୍ତି ଦିଆଯାଉ ନ ଥିବାରୁ ଏହି ସମସ୍ୟା ଏବେ ପୂରା ବ୍ୟବସ୍ଥାକୁ ବିପର୍ଯ୍ୟସ୍ତ କରିଦେବାକୁ ବସିଛି। ଏପରି…

ଭୁଲ୍‌ କରି ପୋଲିସ ନିନ୍ଦିତ

ଭୁବନେଶ୍ୱର, ୨୯ା୭: ରାଜ୍ୟରେ ଆଇନଶୃଙ୍ଖଳା ରକ୍ଷା ଓ ଅପରାଧ ରୋକିବା ପୋଲିସର କାର୍ଯ୍ୟ। ହେଲେ ଅଧିକାଂଶ କ୍ଷେତ୍ରରେ ପୋଲିସ ଏସବୁ କାର୍ଯ୍ୟ ଠିକ୍‌ ଭାବେ କରୁ ନ ଥିବାରୁ ଲୋକଙ୍କର ଭରସା ତୁଟିବାରେ ଲାଗିଛି। କେଉଁଠି ପୋଲିସ ଚାର୍ଜଶିଟ୍‌ ପାଇଁ ଲାଞ୍ଚ…

ସୁନା ବ୍ୟବସାୟୀଙ୍କ ଘରେ ଆୟକର ବିଭାଗର ଚଢାଉ: ଜବତ ୬୮.୧୩ ଲକ୍ଷ ଟଙ୍କାର ଖୋଳତାଡ

ବ୍ରହ୍ମପୁର ଅଫିସ,୨୯ା୭-ଆୟକର ବିଭାଗ ପକ୍ଷରୁ ବ୍ରହ୍ମପୁରର ଜଣେ ସୁନା ବ୍ୟବସାୟୀ କେ.ପ୍ରସାଦ ରାଓ ସୁବୁଦ୍ଧିଙ୍କ ବଡବଜାର ଗୌଡ଼ ସାହିସ୍ଥିତ ବାସଭବନରେ ଚଢାଉ କରାଯାଇଛି। ଗତ ୨୬ ତାରିଖରେ କଲିକତାର ରେଳବାଇ ପ୍ରୋଟେକ୍ସନ ଫୋର୍ସ (ଆରପିଏଫ) ହାୱଡା ଷ୍ଟେଶନରୁ ପ୍ରସାଦଙ୍କର ଜଣେ କର୍ମଚାରୀ…

କଟକରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣା: ସୁରାକ ମିଳିଲା, ଜରିିଗୋଟାଳି ଅଭିଯୁକ୍ତ

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): କଟକରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସୁରାକ ପାଇଛି ପୋଲିସ। ସେ ଜଣେ ଜରିଗୋଟାଳି ଓ ମାନସିକ ରୋଗୀ ବୋଲି ଜଣାପଡିଛି। ଘଟଣା ପରେ ସହରରେ ପୋଲିସ ପାଟ୍ରୋଲିଂ ଦେଖି ସେ ଫେରାର ଥିବା ପୋଲିସ…

ଗଞ୍ଜାମରେ ବ୍ୟାପୁଛି କାମଳ ରୋଗ; ୨୦୧୬ରୁ ୫୪୯ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ୍‌,୨୯ା୭-ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ମହାମାରୀ ରୂପ ନେଇ ନ ଥିଲେ ମଧ୍ୟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାଜନକ ହୋଇଛି। ସରକାରୀ ତଥ୍ୟ ଅନୁଯାୟୀ, ୨୦୧୬ରେ ଜିଲାରେ ୧୧୩ ହେପାଟାଇଟିସ୍‌-ବି ରୋଗୀ ଚିହ୍ନଟ ହୋଇଥିବା…

ପରିବା: ସରକାରଙ୍କ ତଥ୍ୟ ନାହିଁ

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଓଡ଼ିଶାରେ ଯେତିକି ପରିବା ଉତ୍ପାଦନ ହେଉଛି, ତା’ଠାରୁ ବହୁତ ଅଧିକ ପନିପରିବା ବାହାର ରାଜ୍ୟରୁ ଆମଦାନୀ କରାଯାଉଛି। କହିବାକୁ ଗଲେ ପ୍ରାୟତଃ ସମସ୍ତ ପରିବା ବାହାର ରାଜ୍ୟରୁ ହିଁ ଆସୁଛି। ବଡ଼ବଡ଼ ହାଟ ଏବଂ ପରିବା ମାର୍କେଟରେ ପ୍ରତ୍ୟେକ…

ବିନା ଦୋଷରେ ଜେଲ କାଟିଲେ ବାପପୁଅ

ବାରିପଦା ଅଫିସ/ ରାଇରଙ୍ଗପୁର, ୨୯।୭(ଡି.ଏନ୍‌.ଏ.) ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ ମହିଳାଙ୍କୁ ଜୀବନ୍ତ ଅବସ୍ଥାରେ ଶନିବାର କୋର୍ଟରେ ହାଜର କରିଛି। ତାଙ୍କ ବୟାନ ରେକର୍ଡ ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri