Home

ଓସିଏ ନିର୍ବାଚନ: ଅକ୍ଟୋବର ୨୦ ସୁଦ୍ଧା ସରିବ

କଟକ ଅଫିସ,୩୦ା୮- ଆସନ୍ତା ଅକ୍ଟୋବର ୨୦ ତାରିଖ ମଧ୍ୟରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନିର୍ବାଚନ ହେବ। ଏ ନେଇ ଗୁରୁବାର ଓସିଏର ନିର୍ବାଚନ ଅଧିକାରୀ ମାଖନ ଲାଲ ମଜୁମଦାର ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି। ଓସିଏ ନିର୍ବାଚନକୁ ନେଇ ଏବେ…

ସେରେନା, ଫେଡରରଙ୍କ କଷ୍ଟସାଧ୍ୟ ବିଜୟ

ନ୍ୟୁୟର୍କ, ୩୦ା୮ (ଏଏଫ୍‌ପି)- ଚଳିତ ୟୁଏସ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ସେରେନା ଓ୍ବିଲିୟମ୍ସ ଓ ଗତଥର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ନୋଭାକ୍‌ ଜୋକୋଭିଚ୍‌ଙ୍କ ଭଳି ଖେଳାଳି କଷ୍ଟସାଧ୍ୟ ବିଜୟ ସହ ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ବର୍ଷାରେ ବାଧାପ୍ରାପ୍ତ ଖେଳରେ…

ସୁସ୍ଥ ଜୀବନ ପାଇଁ ବ୍ୟାୟାମ ଜରୁରୀ: ୬ କ୍ରୀଡ଼ା ଖବରଦାତା ସମ୍ମାନିତ

ଭୁବନେଶ୍ୱର, ୩୦।୮(କ୍ରୀଡ଼ା ପ୍ରତିନିଧି)-ସ୍ବାସ୍ଥ୍ୟ ହିଁ ସମ୍ପଦ। ଜଣେ ସୁସ୍ଥ ରହିଲେ ଯାଇ ସତେଜ ମାନସିକତାରେ କାର୍ଯ୍ୟ କରିପାରିବ। ତେଣୁ ସାମ୍ପ୍ରତିକ ବ୍ୟସ୍ତ ବହୁଳ ଜୀବନରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ନିଜ ପାଇଁ କିଛି ସମୟ ବାହାର କରି ବ୍ୟାୟାମରେ ନିୟୋଜିତ କରିବାକୁ ହେବ।…

ରବିକୁମାର ମୋର ଆଦର୍ଶ: ଭକ୍ତରାମ

ଭୁବନେଶ୍ୱର,୩୦।୮- ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ରବିକୁବାର ମୋର ଆଦର୍ଶ ବୋଲି ସ୍ବତନ୍ତ୍ର ଭାବେ ପୁରସ୍କୃତ ହୋଇଥିବା ଯୁବ ଭାରୋତ୍ତୋଳକ ଭକ୍ତରାମ ଦେଷ୍ଟି କହିଛନ୍ତି। ୨୦୧୨ରେ ଖେଳିବା ଆରମ୍ଭ କରିଥିଲି। ଭଲ କୋଚ୍‌ ଥିଲେ ମଧ୍ୟ ମାଲକାନଗିରି ସ୍ପୋଟର୍‌ସ ହଷ୍ଟେଲରେ…

ପ୍ରମୋଦଙ୍କୁ ହରାଇବା କଷ୍ଟକର: ଦିଲ୍ଲେଶ୍ୱର

ଭୁବନେଶ୍ୱର, ୩୦।୮- ପ୍ରମୋଦଙ୍କୁ ଏବେ ହରାଇବା କଷ୍ଟକର ବୋଲି ତାଙ୍କ ଡବଲ୍ସ ପାର୍ଟନର ଦିଲ୍ଲେଶ୍ୱର ରାଓ କହିଛନ୍ତି। ଏବେ ସେ ଯେଉଁ ଫର୍ମରେ ଅଛନ୍ତି ତାଙ୍କୁ ବିଶ୍ୱର କୌଣସି ଖେଳାଳି ହରାଇବା ନିଶ୍ଚିତ ଭାବେ କଷ୍ଟକର। ବିଭିନ୍ନ ରାଜ୍ୟ ଓ ଜାତୀୟସ୍ତରୀୟ…

ଟୋକିଓ ପାରା ଅଲିମ୍ପିକ୍ସରେ ପ୍ରମୋଦ ପଦକ ଜିତିବେ: କୋଚ୍‌ ଶିବପ୍ରସାଦ

ଭୁବନେଶ୍ୱର, ୩୦।୮- ପ୍ରଥମ ପାରା ଆଥଲେଟ ହିସାବରେ ପ୍ରମୋଦ ବିଜୁ ପଟ୍ଟନାୟକ ପୁରସ୍କାର ହାସଲ କରୁଥିବାରୁ ଆମ ପାଇଁ ଗର୍ବ ବିଷୟ ବୋଲି ତାଙ୍କ କୋଚ୍‌ ଶିବପ୍ରସାଦ ଦାସ କହିଛନ୍ତି। କେବଳ ବିଜୁ ପଟ୍ଟନାୟକ ପୁରସ୍କାର ନୁହଁ ପ୍ରମୋଦ ଅର୍ଜୁନ ପୁରସ୍କାର…

କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ: ଫୋକସରେ ପନ୍ତ

କିଙ୍ଗ୍‌ଷ୍ଟନ (ଜାମାଇକା), ୩୦।୮(ପି.ଟି.)- ସ୍ଥାନୀୟ ସାବିନା ପାର୍କ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ଆରମ୍ଭ ହେବ। ପ୍ରଥମ ଟେଷ୍ଟରେ ଭାରତ ୩୧୮ ରନରେ ବୃହତ୍‌ ବିଜୟ ହାସଲ କରି ୧-୦ରେ ଅଗ୍ରଣୀ…

ଅର୍ଥନୀତିରେ ମାନ୍ଦାବସ୍ଥା ସମୟାନୁବର୍ତ୍ତୀ

ମୁମ୍ବାଇ,୩୦-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗୁରୁବାର ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ନିଜର ବାର୍ଷିକ ରିପୋର୍ଟ ଜାରି କରିଛି। ଦେଶରେ ଦେଖାଦେଇଥିବା ମାନ୍ଦାବସ୍ଥା ଚକ୍ରୀୟ ହ୍ରାସ ବୋଲି ରିପୋର୍ଟରେ କୁହାଯାଇଛି। ଏଥିରୁ ବାହାରି ଆସିବାକୁ ହେଲେ ବଡ଼ ଧରଣର ସଂସ୍କାର ଜରୁରୀ…

ଅଟୋ ସେକ୍ଟର ପାଇଁ ପ୍ୟାକେଜ ଅପର୍ଯ୍ୟାପ୍ତ:ଫିଚ୍‌

ନୂଆଦିଲ୍ଲୀ,୩୦-୮: ଅଟୋ ସେକ୍ଟରକୁ ଗତିଶୀଳ କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଦ୍ୱାରା ଗତ ସପ୍ତାହରେ ଘୋଷିତ ପ୍ରୋତ୍ସାହନ ପ୍ୟାକେଜ ପର୍ଯ୍ୟାପ୍ତ ନୁହେଁ। ଘୋଷିତ ପ୍ୟାକେଜ ଆବଶ୍ୟକତା ଦୃଷ୍ଟିରୁ ଅତ୍ୟନ୍ତ ନଗଣ୍ୟ ଏବଂ ବିଳମ୍ବରେ ଉଠାଯାଇଥିବା ପଦକ୍ଷେପ ବୋଲି ରେଟିଂ…

ଭାରତରେ ରିଟେଲ ଷ୍ଟୋର୍‌ ଖୋଲିବ ଆପଲ୍‌

ନୂଆଦିଲ୍ଲୀ,୩୦-୮: ମହଙ୍ଗା ଫୋନ ଏବଂ ସଫ୍ଟଓ୍ବେର ତିଆରି କରୁଥିବା ଆମେରିକା କମ୍ପାନୀ ଆପଲ୍‌ ଭାରତରେ ଏହାର ରିଟେଲ ଷ୍ଟୋର୍‌ ଖୋଲିବାକୁ ନେଇ ଉତ୍ସୁକ ବୋଲି କହିଛି। ଭାରତୀୟ ଗ୍ରାହକଙ୍କୁ ବିଶ୍ୱ ମାନଦଣ୍ଡ ଅନୁଯାୟୀ ଅନ୍‌ଲାଇନ ଓ ଦୋକାନ ଜରିଆରେ ଉନ୍ନତ ଅନୁଭବ…

ସୁନା ରେକର୍ଡ ୪୦ ହଜାର ଟପିଲା

ନୂଆଦିଲ୍ଲୀ,୩୦-୮: ସୁନା ଦର ଗୁରୁବାର ପ୍ରତି ୧୦ ଗ୍ରାମ୍‌ ୨୫୦ ଟଙ୍କା ବୃଦ୍ଧି ପାଇ ରେକର୍ଡ ୪୦ ହଜାର ଟଙ୍କା ଟପିଛି। ଅଲ୍‌ ଇଣ୍ଡିଆ ସର୍ରାଫା ଆସୋସିଏଶନର ରିପୋର୍ଟ ଅନୁଯାୟୀ ଗୁରୁବାର ସୁନା ଦର ୪୦,୨୨୦ ଟଙ୍କାରେ କାରବାର ବନ୍ଦ ହୋଇଛି।…

ଗାନ୍ଧୀ ଜୟନ୍ତୀରୁ ଏୟାର ଇଣ୍ଡିଆରେ ପ୍ଳାଷ୍ଟିକ ବ୍ୟାନ୍‌

ନୂଆଦିଲ୍ଲୀ,୩୦-୮: ଦେଶକୁ ପ୍ଲାଷ୍ଟିକମୁକ୍ତ କରିବା ଉଦ୍ଦେଶ୍ୟରେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ପ୍ଲାଷ୍ଟିକ ବ୍ୟବହାର କରିବ ନାହିଁ ବୋଲି ନିଷ୍ପତ୍ତି ନେଇଛି। ଅକ୍ଟୋବର ୨ ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀରୁ ଏୟାର ଇଣ୍ଡିଆରେ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲାଗୁ କରାଯିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri