Home

କର୍ନାଟକ ରାଜନୀତି ପୁଣି ସରଗରମ: ୧୪ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କଲେ ବାଚସ୍ପତି

ବେଙ୍ଗାଲୁର୍‌,୨୮।୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ାଛୁଟୁଛି। ଏଚ୍‌.ଡି କୁମାରସ୍ବାମୀଙ୍କ ରାଜନୀତି ଦୌଡ଼ରେ ପଛାର ପକାଇ ବି.ଏସ୍‌.ୟେଦୁରପ୍ପା କ୍ଷମତା ଦଖଲ କରିଥିଲେ। ଏହାପରେ ବାଚସ୍ପତି ଆର୍‌. ରମେଶ କୁମାର ଗୁରୁବାର ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଥିଲେ। ତେବେ ରବିବାର ରମେଶ ପୁଣି…

ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଲେ ମୋଦି

ନୂଆଦିଲ୍ଲୀ,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଇଛନ୍ତି। ସରକାର ଦେଶର ସମସ୍ତ ଘରେ ପାନୀୟ ଜଳ ପହଞ୍ଚାଇବା ଲକ୍ଷ୍ୟ ନେଇ କାର୍ଯ୍ୟ ଜାରି ରଖିଛନ୍ତି। ଜଳ ସଂରକ୍ଷଣ…

ମୁସଲମାନ୍‌ ଯୁବକ ପାଲଟିଲେ କାଉଡ଼ିଆ: ଭାରତରେ ଗୀତା-କୋରାନ୍‌ ଏବଂ ସବୁ ସମ୍ପ୍ରଦାୟ ସମାନ ବୋଲି କହିଲେ

ଲକ୍ଷ୍ନୌ,୨୮।୭: ଶ୍ରାବଣ ମାସରେ ମହାଦେବଙ୍କୁ ଜଳ ଲାଗି ପାଇଁ କାଉଡ଼ିଆମାନେ ପବିତ୍ର ନଦୀଜଳ ବୋହି ନେଇଥାନ୍ତି। ଏହାକୁ ମୁଖ୍ୟତଃ ହିନ୍ଦୁମାନେ ହିଁ କରିଥାନ୍ତି। ତେବେ ଉତ୍ତରପ୍ରଦେଶର ଜଣେ ମୁସଲମାନ ଯୁବକ ବାବୁ ଖାଁ କାଉଡ଼ିଆ ସାଜିଛନ୍ତି। ବାବୁ ଖାଁଙ୍କ ଉଦ୍ୟମ ସାମ୍ପ୍ରଦାୟିକ…

୩ ଆଫ୍ରିକୀୟ ଦେଶ ଗସ୍ତରେ ରାଷ୍ଟ୍ରପତି କୋବିନ୍ଦ

ନୂଆଦିଲ୍ଲୀ,୨୮।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ୩ ଆଫ୍ରିକୀୟ ଦେଶ ଗସ୍ତରେ ବାହାରିଛନ୍ତି। ରାଷ୍ଟ୍ରପତି ବେନିନ୍‌, ଜାମ୍ବିଆ ଏବଂ ଗ୍ୟୁନିଆ ଆଦି ରାଷ୍ଟ୍ର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଭାରତ ସହିତ ଏସବୁ ରାଷ୍ଟ୍ର ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ବୃଦ୍ଧି ପାଇଁ…

୨ ସପ୍ତାହ ମଧ୍ୟରେ ହେବ ଆଫଗାନିସ୍ତାନ-ତାଲିବାନ୍‌ ଶାନ୍ତି ଆଲୋଚନା

କାବୁଲ,୨୮।୭: ଆଫଗାନିସ୍ତାନ ସରକାର ଏବଂ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ମଧ୍ୟରେ ଶାନ୍ତି ଆଲୋଚନା ୨ ସପ୍ତାହ ମଧ୍ୟରେ ହେବାର ସମ୍ଭାବନା ରହିଛି। ଏନେଇ ଆଫଗାନିସ୍ତାନ ଶାନ୍ତି ବ୍ୟାପାର ମନ୍ତ୍ରୀ ଅବଦୁଲ୍‌ ସଲାମ୍‌ ରହିମ୍‌ ସୂଚନା ଦେଇଛନ୍ତି। ଶାନ୍ତି ଆଲୋଚନାର ପ୍ରଥମ ବୈଠକ…

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ୪ ବ୍ୟବସାୟୀଙ୍କ ଘରେ ଏନ୍‌ଆଇଏ ଚଢ଼ାଉ

ଶ୍ରୀନଗର,୨୮।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜମ୍ମୁ-କଶ୍ମୀରର ରବିବାର ୪ ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇଛି। ଏନ୍‌ଆଇଏ ପକ୍ଷରୁ ଉତ୍ତର କଶ୍ମୀରର ବାରମୁଳା ଜିଲାରେ ଏହି ଚଢ଼ାଉ କରାଯାଇଥିବା କୁହାଯାଉଛି। ବ୍ୟବସାୟୀ ଆଶିଫ୍‌ ଲୋନ୍‌, ତନବୀର୍‌ ଅହମ୍ମଦ୍‌, ତାରିକ୍‌ ଅହମ୍ମଦ୍‌ ଏବଂ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଲ ରେଡ୍ଡୀଙ୍କ ପରଲୋକ

ହାଇଦ୍ରାବାଦ,୨୮।୭: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଲ ରେଡ୍ଡୀଙ୍କର ରବିବାର ପରଲୋକ ହୋଇଛି। ହାଇଦ୍ରାବାଦରେ ୭୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ନିମୋନିଆରେ ପୀଡିତ ଥିବା ରେଡ୍ଡୀଙ୍କୁ ଶନିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରେଡ୍ଡୀ…

୮୦ ହଜାର ପର୍ଯ୍ୟନ୍ତ ଶସ୍ତା ହେବ ଇଲେକ୍ଟ୍ରିକ ଯାନ

ନୂଆଦିଲ୍ଲୀ,୨୮-୭: ପେଟ୍ରୋଲ ଓ ଡିଜେଲ ଗାଡ଼ି ଯୋଗୁ ସୃଷ୍ଟି ହେଉଥିବା ବାୟୁ ପ୍ରଦୂଷଣକୁ ହ୍ରାସ କରିବା ଲାଗି କେନ୍ଦ୍ର ସରକାର ଏବେ ଇଲେକ୍ଟ୍ରିକ ଯାନ ପ୍ରଚଳନ ଉପରେ ଜୋର୍‌ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଜିଏସ୍‌ଟି କାଉନସିଲ୍‌ ଶନିବାର ଇ-ଯାନ ଉପରେ…

ମହଙ୍ଗା ହେବ ପେଟ୍ରୋଲ, ଡିଜେଲ ଗାଡ଼ି କ୍ରୟ;ପଞ୍ଜୀକରଣ, ନବୀକରଣ ବହୁଗୁଣା ବୃଦ୍ଧି

ନୂଆଦିଲ୍ଲୀ,୨୮-୭: କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଗାଡ଼ି କିଣାକୁ ନିରୁତ୍ସାହିତ କରିବା ତଥା ପୁରୁଣା ଗାଡ଼ିଗୁଡ଼ିକୁ ପର୍ଯ୍ୟାୟକ୍ରମେ ସଡ଼କରୁ ହଟାଇବାକୁ ଚାହୁଁଛନ୍ତି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ ପାରମ୍ପରିକ ଇନ୍ଧନରେ ଚାଲୁଥିବା ଗାଡ଼ିର ନୂଆ ପଞ୍ଜୀକରଣ…

ପ୍ରେସିଡେଣ୍ଟ କପ୍‌ ବକ୍ସିଂ: ଫାଇନାଲରେ ମେରୀକମ୍‌, ବିଧୁରୀ

ନୂଆଦିଲ୍ଲୀ,୨୮।୭(ପି.ଟି.)- ଇଣ୍ଡୋନେସିଆର ଲାବୁଆନ ବାଜୋଠାରେ ଚାଲିଥିବା ୨୩ତମ ପ୍ରେସିଡେଣ୍ଟ କପ୍‌ ବକ୍ସିଂ ଟୁର୍ନାମେଣ୍ଟରେ ଭାରତୀୟ ଅଭିଜ୍ଞ ମହିଳା ବକ୍ସର ମେରୀକମ୍‌ ଓ ପୁରୁଷ ତାରକା ବକ୍ସର ଗୌରବ ବିଧୁରୀ ଫାଇନାଲରେ ପ୍ରବେଶ କରିଛନ୍ତି। ୬ଥର ବିଶ୍ୱ ଚାମ୍ପିୟନଶିପ୍‌ ସ୍ବର୍ଣ୍ଣ ପଦକ ହାସଲ…

ଥାଇଲାଣ୍ଡ୍‌ ଓପନ୍‌: ଆଶିଷଙ୍କୁ ସ୍ବର୍ଣ୍ଣ, ଭାରତକୁ ୮ ପଦକ

ନୂଆଦିଲ୍ଲୀ, ୨୮।୭ (ପି.ଟି.)- ଏସିଆନ୍‌ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜେତା ଆଶିଷ କୁମାର କ୍ୟାରିୟରର ପ୍ରଥମ ଅନ୍ତର୍ଜାତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌ଠାରେ ଶନିବାର ଶେଷ ହୋଇଥିବା ଥାଇଲାଣ୍ଡ୍‌ ଓପନ୍‌ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟରେ ଆଶିଷ ଏହି ସଫଳତା…

ଧର୍ମସେନାଙ୍କ ସପକ୍ଷରେ ଆଇସିସି

ନୂଆଦିଲ୍ଲୀ,୨୮ା୭(ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଶେଷରେ ମୁହଁ ଖୋଲିଛି। ଗତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ଅମ୍ପାୟର କୁମାର ଧର୍ମସେନାଙ୍କ ବିବାଦୀୟ ନିଷ୍ପତ୍ତିକୁ ଯଥାର୍ଥ ବୋଲି କହିଛି। ଜୁଲାଇ ୧୪ରେ ଇଂଲଣ୍ଡର ଲଡର୍‌ସଠାରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ମଧ୍ୟରେ ଫାଇନାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri