Home

ଇରାନ ଖସାଇଲା ଆମେରିକା ଡ୍ରୋନ୍‌

ତେହେରାନ,୨୦ା୬: ଆମେରିକା ସହ ଆଣବିକ ଚୁକ୍ତିନାମା ରଦ୍ଦ ହେବା ପରେ ତେହେରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାନର ରିଭଲ୍ୟୁଶନାରି ଗାର୍ଡ (ଆଇଆର୍‌ଜି) ଗୁରୁବାର ଆମେରିକାର ଏକ ଡ୍ରୋନ୍‌କୁ ଗୁଳି କରି ଖସାଇ ଦେଇଛି। ଡ୍ରୋନ୍‌ଟି ଇରାନ ଆକାଶରେ…

୫୦୦ ଫୁଟ ତଳକୁ ଖସିଲା ବସ୍‌:୨୫ ଯାତ୍ରୀ ମୃତ, ୩୫ ଆହତ

ଶିମ୍‌ଲା,୨୧।୬:ହିମାଚଳ ପ୍ରଦେଶର କୁଲ୍ଲୁ ଜିଲାରେ ଏକ ଘରୋଇ ବସ୍‌ ୫୦୦ ଫୁଟ ତଳକୁ ଖସିପଡ଼ିବାରୁ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୫ଜଣଙ୍କ ପ୍ରାଣହାନି ଘଟିଛି। ଅନ୍ୟ ୩୫ ଜଣ ଆହତ ହୋଇ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ବସ୍‌ରେ ପାଖାପାଖି…

ଚନ୍ଦ୍ରାବାବୁଙ୍କୁ ଝଟକା:ଭାଜପାରେ ମିଶିଲେ ୪ ଟିଡିପି ଏମ୍‌ପି

ନୂଆଦିଲ୍ଲୀ,୨୧।୬:ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କ ନେତୃତ୍ୱାଧୀନ ତେଲୁଗୁ ଦେଶମ୍‌ ପାର୍ଟି(ଟିଡିପି)ର ୪ ରାଜ୍ୟ ସଭା ସଦସ୍ୟ ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ସେମାନେ ହେଲେ ଓ୍ବାଇ.ଏସ୍‌. ଚୌଧୁରୀ, ସି.ଏମ୍‌. ରମେଶ, ଜି. ପି. ମୋହନ ରାଓ ଏବଂ ଟି. ଜି.…

କର୍ମସ୍ଥଳରେ ବଢ଼ୁଛି ଯୌନ ଶୋଷଣ

ମୁମ୍ବାଇ,୨୧।୬:ଦେଶରେ ‘#ମି ଟୂ’ ଆନ୍ଦୋଳନ ସତ୍ତ୍ୱେ କାର୍ଯ୍ୟସ୍ଥଳରେ ଯୌନ ଶୋଷଣ ରୋକିବା ଲାଗି ଯେଉଁ ବିଧିବ୍ୟବସ୍ଥା ରହିଛି ତାହାକୁ ନିଯୁକ୍ତିଦାତା ଅନୁସରଣ କରୁନାହାନ୍ତି ବୋଲି ୫୦ ପ୍ରତିଶତ କର୍ମଜୀବୀ ମହିଳା ମତ ଦେଇଛନ୍ତି। ନିକଟରେ କରାଯାଇଥିବା ଏକ ସର୍ବେକ୍ଷଣରୁ ଏହି ସୂଚନା…

ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ୩୦ ହଜାର ଲୋକଙ୍କ ସହ ମିଶି କଲେ ଯୋଗ

ରାଞ୍ଚି, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଝାଡଖଣ୍ଡର ରାଜଧାନୀ ରାଞ୍ଚିରେ ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମରେ ପ୍ରାୟ ୩୦ ହଜାର ଲୋକ ସହ ମିଶି ମୋଦି ଯୋଗ କରିଛନ୍ତି। ଯୋଗ ଆମ…

ପାଇଖାନା ନିର୍ମାଣ ଅର୍ଥ ଆଣିବାକୁ ଯାଇଥିଲେ : ଦିବ୍ୟାଙ୍ଗଙ୍କୁ ଧକ୍କା ମାରିଲେ ବିଡିଓ

ସେମିଳିଗୁଡ଼ା, ୨୧।୬(ସ୍ବ.ପ୍ର.) : ପାଇଖାନା ନିର୍ମାଣ ଅର୍ଥ ଆଣିବା ପାଇଁ କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଳକ କାର୍ଯ୍ୟାଳୟକୁ ଯାଇଥିବା ଜଣେ ଦିବ୍ୟାଙ୍ଗଙ୍କୁ ସ୍ଥାନୀୟ ବିଡିଓ ଅସଭ୍ୟ ଗାଳିଗୁଲଜ କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଧରି ପୀଡ଼ିତ…

ଶରୀର, ମନ ଓ ଆତ୍ମାକୁ ଯୋଡ଼େ ଯୋଗ

ନୂଆଦିଲ୍ଲୀ,୨୧।୬: ସଂସ୍କୃତର ‘ଯୁଜ୍‌’ ଧାତୁରୁ ଯୋଗର ଉତ୍ପତି; ଯାହାର ଅର୍ଥ ‘ଯୋଡ଼ିବା’। ଅର୍ଥାତ୍‌ ଶରୀର, ମନ ଏବଂ ଆତ୍ମାକୁ ଗୋଟିଏ ସୂତ୍ରରେ ଯୋଡ଼ିବା। ସ୍ପଷ୍ଟ ଶବ୍ଦରେ କହିଲେ, ଯୋଗର ଅର୍ଥ ଶାରୀରିକ ବ୍ୟାୟାମ, ଯେଉଁ ପ୍ରକ୍ରିୟାରେ ମନୁଷ୍ୟ ସୁସ୍ଥ ରହିବା ପାଇଁ…

ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଅପରାହ୍ନ ୩ଟା ୩୦ରେ ଫଳ ପ୍ରକାଶ ପାଇବାକୁ ଥିବାବେଳେ ଛାତ୍ରୀଛାତ୍ର www.chseodisha.nic.in ଏବଂ http://orissaresults.nic.in ଓ୍ବାବ୍‌ସାଇଟ୍‌ରେ ନିଜ…

ଚିନିକଳ ମୋଟର ଇଟାମାଟିରେ ଠାବ ଘଟଣା: ୨ ଦିନ ପରେ ବି ହୋଇପାରିଲାନି ମାମଲା

ନୟାଗଡ଼ ଅଫିସ,୨୧ା୬- ନୟାଗଡ଼ ବ୍ଲକ ଇଟାମାଟି ବଜାରର ଏକ ଲେଦ୍‌ (କବାଡ଼ିଆ ଦେକାନ)ରୁ ଚିନିକଳରେ ବ୍ୟବହୃତ ଦୁଇଟି ମୋଟର ଠାବ ହେବା ଘଟଣାର ଦୁଇଦିନ ପରେ ବି ପୋଲିସ ମାମଲା ରୁଜୁ କରିନାହିଁ। କିଛିଦିନ ତଳେ ଚିନିକଳ ବିକ୍ରି ହେବା ନେଇ…

ଓଡ଼ିଶା ଖଣି ନିଗମ କାର୍ଯ୍ୟାଳୟ: ପ୍ରତିଶ୍ରୁତି ପାଳନ ଦାବିରେ ବିସ୍ଥାପିତଙ୍କ ଧାରଣା

କାଳିଆପାଣି,୨୧|୬(ଡି.ଏନ୍‌.ଏ.)- ଓଡ଼ିଶା ଖଣି ନିଗମ ପକ୍ଷରୁ ବିସ୍ଥାପିତ ପୁରୁଣାପାଣି ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। କାରଖାନା ପକ୍ଷରୁ ବିସ୍ଥାପିତଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରିବାରେ କର୍ତ୍ତୃପକ୍ଷ ଟାଳଟୁଳନୀତି ଅବଲମ୍ବନ କରୁଛନ୍ତି। ଏହାର ପ୍ରତିବାଦରେ ଗୁରୁବାର ଗ୍ରାମର ଶତାଧିକ ମହିଳା ଖଣି…

ଦୁଇ ଆଦିବାସୀ ଗାଁ ବାସିନ୍ଦାଙ୍କ ବିପଦପୂର୍ଣ୍ଣ ଯାତ୍ରା: ତାରକୁ ଧରି ନଦୀ ପାର ହେବାକୁ ପଡ଼େ

ପାରଳାଖେମୁଣ୍ଡି, ୨୧।୬ (ସ୍ବ.ପ୍ର.)- ବର୍ଷାଦିନ ଆସିଲେ ପେକେଟ୍‌ ଓ ଲିମର୍ସିଂ ଗାଁର ଲୋକଙ୍କ ମନରେ ଡର ପଶେ। ଏହି ଦୁଇଟି ଗାଁ ମଝିରେ ରହିଛି ପାରଜୀ ନଦୀ। ବର୍ଷାଦିନେ ପାଣି ଭର୍ତ୍ତି ଥିଲେ ନଦୀ ପାରହେବାର ଏକମାତ୍ର ମାଧ୍ୟମ ହେଉଛି ତାର…

ଘୋଷଣାରେ ସୀମିତ ଆଦର୍ଶ ଗାଁ: ମଉଲିକ୍‌ ସୁବିଧାରୁ ବଁଚିତ୍‌ ଗାଁବାସୀ

ପଦ୍ମପୁର, ୨୧।୬ (ଡି.ଏନ୍‌.ଏ): ବରଗଡ଼ ଜିଲା ପଦ୍ମପୁର ବ୍ଲକ ଦହିଗଁା ପଁଚେତ୍‌ର ବ୍ରାହ୍ମଣଡ଼ିହି ଗଁାକେ ୨ ବଛର ଆଗରୁ ମାଲ ମାଲ ଅଫିସରକଁର ଧାର ଲମିଥିଲା। ହଜାର ହଜାର ଲୁକ୍‌କର ଆଘେ ଘୋଷନା କରାଗଲା ଆଦର୍ଶ ଗଁା। ୧ ହଜାରରୁ ଅଧ୍‌କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri