Home

କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀ କହିଲେ‘ ଟଙ୍କା ଫେରସ୍ତ ପାଇଁ ବ୍ୟବସ୍ଥା କରାଯାଉଛି’

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ପ୍ରାୟ ୩ ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ ଥିବା ନେଇ ପ୍ରଥମେ ତଥ୍ୟ ପ୍ରକାଶ ପାଇବା ପରେ ଏବେ ଏହା ମାତ୍ର ୩୨ହଜାର ବୋଲି ଜଣାପଡ଼ିଛି। ତେବେ ବୁଧବାର ଦିଲ୍ଲୀ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ମଶାଧୂପରୁ ଅଗ୍ନିକାଣ୍ଡ: ୧୨ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ

ମାର୍ଶାଘାଇ, ୧୮।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ପରକୂଳା ପଞ୍ଚାୟତ ଆଙ୍କୋ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୧୨ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଗ୍ରାମର କ୍ଷେତ୍ରବାସୀ ରାଉତଙ୍କ ୨ ବଖରା ବାସଗୃହ ସମେତ ୨ ବଖରା…

ବନ୍ଦ ହେଲା ଇ-ସିଗାରେଟ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଇ-ସିଗାରେଟକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ବ୍ୟତୀତ ଇ-ସିଗାରେଟ ପ୍ରଡକ୍ସନ ଓ ଷ୍ଟୋରେଜ ଉପରେ ମଧ୍ୟ ନିଷେଧାଜ୍ଞା ଜାରି କରାଯାଇଛି। ଖବର ଦାତାଙ୍କୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଅର୍ଥମନ୍ତ୍ରୀ…

ଆଈ ହେଲେ ରବିନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନ ଆଈ ହୋଇଛନ୍ତି। ତାଙ୍କ ପାଳିତ କନ୍ୟା ଛାୟା ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଛନ୍ତି। ଏନେଇ ରବିନା ଖୁସି ହେବା ସହ ବହୁ ଉତ୍ସାହିତ ମଧ୍ୟ ଅଛନ୍ତି। ନାତି ଘରକୁ ଆସିବା ପରେ ରବିନା…

କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀ କେଁ: ୩ ଲକ୍ଷ ୪୧ ହଜାର ନୁହେଁ କେବଳ ୩୨ ହଜାର ଥିବା କହିଲେ ପ୍ରତାପ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟର କୃଷକମାନଙ୍କୁ ସହାୟତା ପ୍ରଦାନ ଉଦ୍ଦେଶ୍ୟରେ ସରକାରଙ୍କ ପକ୍ଷରୁ କାଳିଆ ଯୋଜନା ଆରମ୍ଭ କରାଯାଇଥିଲା। ହେଲେ ଦିନକୁ ଦିନ କାଳିଆକୁ ନେଇ କେଁ ବଢ଼ିବାରେ ଲାଗିଛି। ମଙ୍ଗଳବାର ରାଜ୍ୟର ପ୍ରାୟ ୩ ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ କାଳିଆ…

ଏପରି ହସ୍ପିଟାଲ, ଯେଉଁଠି ରାତି ହେଲେ ଶୁଣିବାକୁ ମିଳେ ବିକଟାଳ ଶବ୍ଦ

ରୋଗ ହେଲେ ଲୋକେ ହସ୍ପିଟାଲକୁ ଯାଇଥାନ୍ତି ଚିକିତ୍ସା ପାଇଁ । ମାତ୍ର ଏମିତି ଏକ ହସ୍ପିଟାଲ ରହିଛି, ଯେଉଁଠି ରାତି ହେଲେ ବିକଟାଳ ଶବ୍ଦ ଶୁଣିବାକୁ ମିଳିଥାଏ। ଭୂତ-ପ୍ରେତଃ ଅଛନ୍ତି ବୋଲି ଅଧିକାଂଶ ବିଶ୍ୱାସ କରନ୍ତି ନାହିଁ। କିନ୍ତୁ ଏମିତି କିଛି…

କ୍ୟାବିନେଟ୍‌ ନିଷ୍ପତ୍ତି: ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ

ନୂଆଦିଲ୍ଲୀ,୧୮।୯: ରେଳ କର୍ମଚାରୀଙ୍କୁ ଚଳିତ ବର୍ଷ ୭୮ ଦିନର ବୋନସ୍‌ ଦିଆଯିବ। ଏନେଇ କ୍ୟାବିନେଟ୍‌ ପକ୍ଷରୁ ନିଷ୍ପତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗତ ୬ ବର୍ଷ ଧରି ରେଳ କର୍ମଚାରୀଙ୍କୁ ବୋନସ୍‌ ଦେଇ ଆସିଥିବାବେଳେ ଚଳିତ ବର୍ଷ ମଧ୍ୟ…

ବଦଳିଲା ସମୟ: ଏଣିକି ୯ଟାରୁ ସାଢ଼େ ୪ଟା ଯାଏ ସ୍କୁଲରେ ରହିବେ ଶିକ୍ଷୟିତ୍ରୀ-ଶିକ୍ଷକ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ଏଥିସହ ବଦଳିଛି ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟ ସମୟ। ପୂର୍ବରୁ ୧୦ଟାରୁ ୪ଟା ଯାଏ ସେମାନେ ସ୍କୁଲରେ ରହୁଥିବା ବେଳେ ଏବେ ସେମାନେ ୯ଟାରୁ ସାଢ଼େ ୪ଟା ପର୍ଯ୍ୟନ୍ତ ରହିବେ।…

ଦିଲ୍ଲୀରେ କୃଷକଙ୍କ ରଣହୁଙ୍କାର

ନୂଆଦିଲ୍ଲୀ,୧୮।୯: କୃଷକ ଓ ଶ୍ରମିକଙ୍କ ସମସ୍ୟାକୁ ନେଇ ଦିଲ୍ଲୀରେ ଗର୍ଜିବ ଭାରତୀୟ କୃଷକ ସଂଗଠନ। ଭାରତୀୟ କୃଷକ ସଂଗଠନ ନେତୃତ୍ୱରେ ହଜାର ହଜାର କୃଷକ ସହାରନପୁରରୁ ଦିଲ୍ଲୀ ପର୍ଯ୍ୟନ୍ତ ପଦଯାତ୍ରାରେ ଯିବେ। ଆଉ ଏହି ଯାତ୍ରାର ନାଁ ରହିଛି ‘କିଶାନ ମଜଦୁର…

ଶହେ ପ୍ଲାଷ୍ଟିକ୍‌ ବ୍ୟାଗ୍‌ରୁ ୨୯ ମୃତ ଦେହ ଜବତ: ପୋଲିସର ତନାଘନା

ମେକ୍ସିକୋ ସିଟି,୧୮।୯: ଏକ କବରସ୍ତାନରେ ପଡ଼ିଥିବା ଶହେଟି ପ୍ଲାଷ୍ଟିକ୍‌ ବ୍ୟାଗ୍‌ରୁ ପୋଲିସ ୨୯ଟି ମୃତ ଦେହ ଜବତ କରିଛି। ଏଭଳି ଏକ ଘଟଣା ମେକ୍ସିକୋର ଜଲିସ୍କୋସ୍ଥିତ ଜୈପୋପେନ୍‌ ନଗରପାଳିକା ଅଞ୍ଚଳରେ ଘଟିଛି। ଏଠାରେ ବହୁ ସମୟରେ ହିଂସାକାଣ୍ଡ ଘଟିଥାଏ। କେହି ଜାଣିଶୁଣି…

ପାକିସ୍ତାନକୁ ଆକାଶ ପଥ ମାଗିଲା ଭାରତ

ନୂଆଦିଲ୍ଲୀ,୧୮।୯: ଭାରତ ପାଇଁ ପାକିସ୍ତାନ ତା’ର ଆକାଶ ପଥ ବନ୍ଦ କରି ଦେଇଥିବା ବେଳେ ଏବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପାଇଁ ଭାରତ ପାକିସ୍ତାନକୁ ତା’ର ଆକାଶ ପଥ ମାଗିଥିବା ଜଣାପଡିଛି। ତେବେ ମୋଦିଙ୍କ ନ୍ୟୁୟର୍କ ଗସ୍ତ ପାଇଁ ଭାରତ ଔପଚାରିକାତା…

ଚାଇନା ସୀମାରେ ପରାକ୍ରମ ଦେଖାଇଲା ଭାରତୀୟ ସେନା

ଲଦାଖ,୧୮।୯: ଭାରତୀୟ ସେନା ମଙ୍ଗଳବାର ଚାଇନା ସୀମା ଅର୍ଥାତ୍‌ ପୂର୍ବ ଲଦାଖ ଅଞ୍ଚଳରେ ଯୁଦ୍ଧାଭ୍ୟାସ କରିଛନ୍ତି। ଏହି ଅଭ୍ୟାସରେ ବଖତରବନ୍ଦ ସେନାର ସଦସ୍ୟ, ବାୟୁସେନା ଓ ଭାରତୀୟ ସେନା ସମେତ ବହୁ ଯବାନ ସାମିଲ ହୋଇଥିଲେ। ଏଥିସହ ନର୍ଦନ କମାଣ୍ଡୋ ଲେଫଟନାଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?