ସ୍କୁଲ ଫାଟକରେ ତାଲା ପକାଇଲେ ଗ୍ରାମବାସୀ
ବାରଙ୍ଗ/ ନରାଜ, ୨୮।୮(ଡି.ଏନ୍.ଏ.): ବାରଙ୍ଗ ବ୍ଳକ ଶିକ୍ଷା ମଣ୍ଡଳ ଅଧୀନସ୍ଥ ପଞ୍ଚୁପାଳ ଉଚ୍ଚପ୍ରଥାମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଓ ଶିକ୍ଷା ଦାନରେ ବାଧାପ୍ରାପ୍ତ ହେଉଥିବା ପ୍ରତିବାଦରେ ବୁଧବାର ଗ୍ରାମବାସୀ ଓ ଗ୍ରାମ୍ୟ କମିଟି ପକ୍ଷରୁ ସ୍କୁଲ ଫାଟକରେ ତାଲା ପକାଇବା ଦେଖିବାକୁ…
ଆର୍ପିଏଫ୍ର ‘ସକ୍ଷମ’ ଟ୍ରେନିଂ: ଯାତ୍ରୀଙ୍କୁ କରିବ ମାର୍ଜିତ ବ୍ୟବହାର
ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ରେଳ ସୁରକ୍ଷା ବଳ(ଆରପିଏଫ୍) ପକ୍ଷରୁ ସୋମବାରଠାରୁ ୫ଦିନିଆ ‘ସକ୍ଷମ’ ତାଲିମ୍ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଆରପିଏଫ୍ ଯାତ୍ରୀଙ୍କ ସହ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା ହେଉଛି ଏହି ତାଲିମର ମୂଳ ଲକ୍ଷ୍ୟ। ଏବେ ପୂର୍ବତଟ ରେଳପଥର ସବୁ…
ବେଆଇନ ପାର୍କିଂ ବିରୋଧରେ ଅଣ୍ଟା ଭିଡ଼ିଲା କମିଶନରେଟ୍ ପୋଲିସ: ଗାଡ଼ିରେ ତାଲା ପକାଇ ଜରିମାନା ଆଦାୟ
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜଧାନୀରେ ଟ୍ରାଫିକ ସମସ୍ୟାକୁ ଦ୍ୱିଗୁଣିତ କରୁଛି ବେଆଇନ୍ ପାର୍କିଂ। ତେଣୁ ବେଆଇନ ପାର୍କିଂ ବିରୋଧରେ ଅଣ୍ଟା ଭିଡ଼ିଛି କମିଶନରେଟ୍ ପୋଲିସ। ଏଣିକି ଏଣେତେଣେ ମନଇଚ୍ଛା ଗାଡ଼ି ପାର୍କିଂ କରୁଥିବା ଲୋକଙ୍କୁ ଜରିମାନା ଗଣିବାକୁ ପଡ଼ିବ। ରାସ୍ତାରୁ ଆଉ ଏଭଳି…
ଏସିଡ୍ ଆକ୍ରମଣରେ ୨୧ ଗୁରୁତର
ହାଜିପୁର, ୨୯ା୮(ପି.ଟି.): ବିହାରର ବୈଶାଳୀ ଜିଲା ଅନ୍ତର୍ଗତ ଦୌଡ଼ନଗର ଗ୍ରାମରେ ଘରୋଇ କଳିକୁ ନେଇ ଏସିଡ୍ ଆକ୍ରମଣ ହୋଇଛି। ଏଥିରେ ୩ ମହିଳାଙ୍କ ସମେତ ୨୧ ଜଣ ଆହତ ହୋଇଛନ୍ତି। ପିଲାକଳିକୁ ନେଇ ଦୁଇ ପରିବାର ମଧ୍ୟରେ ଝଗଡ଼ାରୁ ଏସିଡ୍ମାଡ଼ ହୋଇଥିବା…
ହାଇକୋର୍ଟରେ ଭୁବନେଶ୍ୱର ରାମମନ୍ଦିର ପରିଚାଳନା ମାମଲା: ପରିଚାଳନା ଦାୟିତ୍ୱରେ ରହିବେ ନିର୍ବାହୀ ଅଧିକାରୀ
କଟକ ଅଫିସ, ୨୯।୮: ଭୁବନେଶ୍ୱର ରାମମନ୍ଦିର ପରିଚାଳନା କରିବାକୁ ଜଣେ ନିର୍ବାହୀ ଅଧିକାରୀଙ୍କୁ ହାଇକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଚୂଡ଼ାନ୍ତ ଶୁଣାଣି ଶେଷ ନ ହେବା ପର୍ଯ୍ୟନ୍ତ ନିର୍ବାହୀ ଅଧିକାରୀ ଭାବେ ବିମଳ କୁମାର ପାତ୍ର ଦାୟିତ୍ୱ ତୁଲାଇବେ ବୋଲି ହାଇକୋର୍ଟ…
ମନ୍ତ୍ରୀଗୋଷ୍ଠୀ ଗଠନକୁ ସରକାରଙ୍କ ଖଣ୍ଡନ
ନୂଆଦିଲ୍ଲୀ,୨୯ା୮(ପି.ଟି.): ଜମ୍ମୁ-କଶ୍ମୀର ଏବଂ ଲଦାଖ ଅକ୍ଟୋବର ୩୧ରୁ କେନ୍ଦ୍ରଶାସିତ ଅଞ୍ଚଳ ହେବାକୁ ଯାଉଥିଲାବେଳେ ସେଠାକାର ବିକାଶ, ଅର୍ଥନୀତି, ସାମାଜିକ ପ୍ରସଙ୍ଗଗୁଡିକୁ ଅନୁଧ୍ୟାନ କରିବା ଲାଗି ସରକାର ବୁଧବାର ଏକ ମନ୍ତ୍ରୀଗୋଷ୍ଠୀ ଗଠନ କରିଥିବା ଖବର ପ୍ରକାଶ ପାଇଥିଲା। ପରେ ଏହି ଖବରକୁ…
ବିଏସ୍ପି ମୁଖ୍ୟ ଭାବେ ମାୟାବତୀ ପୁନଃ ନିର୍ବାଚିତ
ଲକ୍ଷ୍ନୌ, ୨୯ା୮(ପି.ଟି.): ବହୁଜନ ସମାଜ ପାର୍ଟି(ବିଏସ୍ପି)ର ମୁଖ୍ୟ ଭାବେ ପୁଣି ଥରେ ମାୟାବତୀ ବୁଧବାର ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି। ଦଳର କେନ୍ଦ୍ରୀୟ କାର୍ଯ୍ୟକାରୀ କମିଟି ବୈଠକରେ ବରିଷ୍ଠ ନେତାଙ୍କ ସହ ପ୍ରଦେଶ ନେତୃବୃନ୍ଦ ମଧ୍ୟ ଉପସ୍ଥିତ ରହି ତାଙ୍କୁ ଜାତୀୟ…
ଚିଲିକାରେ ଅଟକି ରହିଥିବା ଜାହାଜରୁ ତେଲ କାଢ଼ିବା ପ୍ରକ୍ରିୟା ଆରମ୍ଭ: ପଡ଼ିଲା ପାଇପ, ଆଜି ବାହାରିିବ ତେଲ
ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୯।୮ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ରାଜହଂସ ଓ ଖିରିସାହି ମଧ୍ୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାଲେସିଆର ଏକ ପଣ୍ୟବାହୀ ଜାହାଜ ଜିନ ହଓ୍ବା ୪୨ ଲାଗିଛି। ଜାହାଜଟି ଦୀର୍ଘ ୨୧ ଦିନ ଧରି ଲାଗି ରହିଥିବା…
ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଅସଦାଚରଣ ମାମଲା: ଜିଲାପାଳ, ଏସ୍ପିଙ୍କୁ ରିପୋର୍ଟ ତଲବ
ଲକ୍ଷ୍ନୌ, ୨୯ା୮(ପି.ଟି.): ଉତ୍ତରପ୍ରଦେଶ(ୟୁପି)ର ଶାହଜାହାନ୍ପୁର ଜିଲାରେ ଜଣେ ଆଇନ ଛାତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ଅସଦାଚରଣ କରିବା ନେଇ ଭିଡିଓ କ୍ଲିପ ସାମ୍ନାକୁ ଆସିବା ପରେ ରାଜନୀତି ଜୋର୍ ଧରିଛି। ୟୁପି ମହିଳା କମିଶନ ଅଧ୍ୟକ୍ଷା ବିମଳା ବାଥାମ୍ ଏ…
ରେଭେନ୍ଶା ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ଅଚାନକ ଚଢ଼ାଉ: ଧରାପଡ଼ିଲେ ୮ ଅଣଛାତ୍ର
କଟକ ଅଫିସ,୨୯।୮: ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ବୁଧବାର ରାତି ପ୍ରାୟ ୧୦ଟାରେ କୁଳପତି ପ୍ରଫେସର ଈଶାନ କୁମାର ପାତ୍ର ଅଚାନକ ଚଢ଼ାଉ କରିଛନ୍ତି। ଏହି ସମୟରେ ବିଶ୍ୱବିଦ୍ୟାଳୟ ପରିସରରେ ୮ଜଣ ଅଣଛାତ୍ର ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ପୋଲିସ ପଚରାଉଚରା କରି ଛାଡ଼ି ଦେଇଥିବା…
ବ୍ରିଟିଶ ପାର୍ଲାମେଣ୍ଟ ସ୍ଥଗିତ
ଲଣ୍ଡନ,୨୯ା୮(ପି.ଟି.): ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଅଲଗା ହେବାର ଶେଷ ତାରିଖ ଅକ୍ଟୋବର ୩୧ ଥିବାବେଳେ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ଙ୍କ ସୁପାରିସକ୍ରମେ ବୁଧବାର ବ୍ରିଟିଶ ପାର୍ଲାମେଣ୍ଟକୁ ଅକ୍ଟୋବର ୧୪ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି ମହାରାଣୀ ଏଲିଜାବେଥ୍ ଦ୍ୱିତୀୟ। ୧୪ରେ ମହାରାଣୀଙ୍କ ଅଭିଭାଷଣ…
ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି
ପୁରୀ ଅଫିସ, ୨୯।୮: ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି। ଏହାକୁ ବିଶ୍ୱସ୍ତରୀୟ ପାଠାଗାରରେ ପରିଣତ କରାଯିବ। ଏଥିରେ ଥିବା ଦୁର୍ମୂଲ୍ୟ ପୁସ୍ତକ, ପୋଥି ଓ ବିଭିନ୍ନ ନଥିପତ୍ରର ସଂରକ୍ଷଣ ହେବ। ଏହି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଯାଇଛି। ବର୍ତ୍ତମାନ ଭୂଅର୍ଜନ…
Archives


