Home

ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ: ଜଳିଗଲା ହୋଟେଲର ସମସ୍ତ ଆସବାବପତ୍ର

ବ୍ରହ୍ମପୁର ଅଫିସ, ୧୮।୯: ବ୍ରହ୍ମପୁର ସହରର ୨ଟି ସ୍ଥାନରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ଆଶୁତୋଷ ହସ୍ପିଟାଲ ନିକଟରେ ଥିବା ଏକ ବିଦ୍ୟୁତ୍‌ ଖୁଣ୍ଟଦେଇ ଯାଇଥିବା ଓରଟେଲ୍‌ ତାରରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ତାର ଜଳିଯିବା ସହ ସେଟ୍‌ଅପ୍‌ ବକ୍ସ…

ଖାଦ୍ୟମନ୍ତ୍ରୀଙ୍କୁ ମହମ ବୋଳା ସେଓ ବିକି ହରଡ଼ଘଣାରେ ଫଳ ଷ୍ଟଲ୍‌ ମାଲିକ

ନୂଆଦିଲ୍ଲୀ,୧୮।୯: ସମ୍ପ୍ରତି ଫଳରେ ବିଭିନ୍ନ ରଙ୍ଗ ଏବଂ ରାସାୟନିକ ପଦାର୍ଥ ପ୍ରଲେପ ଦିଆଯାଇ ବିକ୍ରି କରାଯାଉଛି। ଏହାକୁ ଖାଇବା ଦ୍ୱାରା ବିଭିନ୍ନ ସମସ୍ୟା ସୃଷ୍ଟି ହେଉଛି। ନିକଟରେ ଖାଦ୍ୟ ଏବଂ ଉପଭୋକ୍ତା ବ୍ୟାପାର ମନ୍ତ୍ରୀ ରାମ ବିଳାସ ପାସଓ୍ବାନ ମଧ୍ୟ ଏଥିରୁ…

ପେଟରୁ ବାହାରିଲା ୪ କିଲୋ ଟ୍ୟୁମର

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ୬୦ ବର୍ଷୀୟ ବ୍ୟକ୍ତିଙ୍କଠାରୁ ୩୦ ସେମି ଗୋଲେଇ ବିଶିଷ୍ଟ ୪ କିଗ୍ରାର ଏକ ବଡ଼ ଟ୍ୟୁମର୍‌ ବାହାରଛି। ଏକାଧିକ ଅଙ୍ଗ ଏବଂ ଟିସ୍ୟୁ ସହିତ ସମ୍ପୃକ୍ତ ଥିବା ଏହି ଟ୍ୟୁମରକୁ ଜଟିଳ ଅସ୍ତ୍ରୋପଚାର ପ୍ରକ୍ରିୟା ମାଧ୍ୟମରେ କଢ଼ାଯାଇଛି। ବି.ଆର. ଲାଇଫ୍‌…

ମୋଦିଙ୍କୁ ଭେଟିବା ପୂର୍ବରୁ ଯଶୋଦାବେନଙ୍କୁ ଭେଟିଲେ ମମତା

କୋଲକାତା,୧୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାକୁ ଦିଲ୍ଲୀ ଯାଇଥିଲେ। ହେଲେ ସେ ମୋଦିଙ୍କୁ ଭେଟିବା ପୂର୍ବରୁ ତାଙ୍କ ପତ୍ନୀ ଯଶୋଦାବେନଙ୍କୁୁ କୋଲକାତା ବିମାନ ବନ୍ଦରରେ ଭେଟିଥିଲେ। ଏହି ସାକ୍ଷାତକାର ସମୟରେ ସେ ଯଶୋଦାବେନଙ୍କୁ ଏକ…

ବମିଖାଲ ଦୁର୍ଗାପୂଜା ସମିତି : ତୋରଣରେ ଜମ୍ମୁ-କଶ୍ମୀର ପ୍ୟାଲେସ

ଚଳିତ ବର୍ଷ ବମିଖାଲ ଦୁର୍ଗାପୂଜା ସମିତି ୫୬ବର୍ଷରେ ପଦାର୍ପଣ କରିଛି। ପୂର୍ବରୁ ଅନେକ ତୋରଣ ନେଇ ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଏ ବର୍ଷ ସହରାଞ୍ଚଳ ରାସ୍ତା କଡରେ ଜମ୍ମୁ-କଶ୍ମୀର ପ୍ୟାଲେସ ନିର୍ମାଣ କରିବ। ତୋରଣର ଉଚ୍ଚତା ୮୦ଫୁଟ ଓ ଓସାର…

ଦେଶରେ ନିର୍ମାଣ ହେବ ୧୯୯ ନୂଆ ଜେଲ୍‌: ଖର୍ଚ୍ଚ ହେବ ୧୮ ଶହ କୋଟି

ନୂଆଦିଲ୍ଲୀ,୧୮।୯ : ଦେଶରେ ୧୯୯ ନୂଆ ଜେଲ୍‌ ନିର୍ମାଣ ପାଇଁ ସରକାର ଯୋଜନା କରିଛନ୍ତି। ସ୍ଥାନର ଅଭାବ ଯୋଗୁ ବିଭିନ୍ନ ଜେଲ୍‌ରେ ଆବଶ୍ୟକତା ଅନୁସାରେ ଅଧିକ ସଂଖ୍ୟକ କଏଦୀ ରହୁଥିବାରୁ ନାନା ସମସ୍ୟା ସୃଷ୍ଟି ହେଉଛି। ଜେଲ୍‌ରେ ଭିଡ଼ ହେଉଥିବାରୁ ନାନା…

ଅର୍ଥ ବିଭାଗରେ ଅଦଳବଦଳ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଅଧୀନରେ କାର୍ଯ୍ୟରତ ଓଡ଼ିଶା ଟ୍ୟାକ୍ସେସନ୍‌ ଏଣ୍ଡ ଆକାଉଣ୍ଟସ୍‌ ସର୍ଭିସ-୨ର ୫୪ ଜଣ ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏ ସଂକ୍ରାନ୍ତରେ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବଦଳି ହୋଇଥିବା ଅଧିକାରୀମାନେ ହେଉଛନ୍ତି-…

୨୩ରେ ଲଘୁଚାପ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଘୂର୍ଣ୍ଣିବଳୟ ଯୋଗୁ କେତେକ ଜାଗାରେ ଅସରାଏ କିମ୍ବା ଦି ଅସରା ବର୍ଷା ହେଉଛି। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ରହିବ। ତେବେ ୨୩…

ମ୍ୟାଲେରିଆ ପ୍ରବଣ ଜିଲାରେ ବଣ୍ଟନ ହେବ ୨୬ ଲକ୍ଷ ଔଷଧୀୟ ମଶାରି

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : କେନ୍ଦ୍ର ସରକାର ଓଡ଼ିଶାକୁ ୨୬ଲକ୍ଷ ୫୪ହଜାର ଔଷଧୀୟ ମଶାରି ବଣ୍ଟନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏହାର ସୂଚାରୁରୂପେ କାର୍ଯ୍ୟକାରିତା ପାଇଁ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର ଷ୍ଟିଅରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଭୁବନେଶ୍ୱର ବିମାନବନ୍ଦରରେ ଚାଲିବ ମରାମତି କାର୍ଯ୍ୟ : ପର୍ଯ୍ୟାୟକ୍ରମେ ଆଠମାସ ବନ୍ଦ ରହିବ ରନ୍‌ଓ୍ବେ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କେତେକ ମରାମତି କାର୍ଯ୍ୟ କରାଯିବ। ନଭେମ୍ବର ୧ରୁ ଆସନ୍ତାବର୍ଷ ଜୁନ୍‌ ୩୦ ପର୍ଯ୍ୟନ୍ତ ରନ୍‌ଓ୍ବେର ରିକାର୍ପେଟିଂ ହେବ। ଏଥିପାଇଁ ଏହି ୮ ମାସ ଧରି ପର୍ଯ୍ୟାୟକ୍ରମେ ରନ୍‌ଓ୍ବେକୁ ବନ୍ଦ ରଖାଯିବ।…

କାଳିଆ ଯୋଜନା: ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ୩.୪୧ ଲକ୍ଷ : ୨୦ ହଜାର ସରକାରୀ ଚାକିରିଆ ପାଇଛନ୍ତି ଟଙ୍କା

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟର ପ୍ରାୟ ୧୨,୦୦୦ ବଡଚାଷୀ, ୯୦୦୦ ନାବାଳିକା/ନାବାଳକ ଏବଂ ପ୍ରାୟ ୨୦,୦୦୦ ସରକାରୀ ଚାକିରିଆ ଚାଷୀ ଭାବେ କାଳିଆ ସୁବିଧା ପାଇଛନ୍ତି। ଅନୁରୂପଭାବେ ଗୋଟିଏ ଗୋଟିଏ ମନୋନୀତ ପରିବାରର ୩ ଲକ୍ଷ ହିତାଧିକାରୀ ଏକାଧିକ ବ୍ୟକ୍ତି ଦର୍ଶାଇ କାଳିଆ…

ମାର୍ଚ୍ଚ ସୁଦ୍ଧା ରାଜ୍ୟର ୪୭ ଖଣି ନିଲାମ ହେବ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କୁ ଖଣି ଚିନ୍ତା ଘାରିଲାଣି। ଆଉ ବର୍ଷକ ମଧ୍ୟରେ ୨୪ଟି ଖଣିର ଲିଜ ଅବଧି ଶେଷ ହୋଇଯିବ। ଶିଳ୍ପଗୁଡ଼ିକୁ କଞ୍ଚାମାଲ ମିଳିବା ନେଇ ସମସ୍ୟା ଦେଖାଦେଇପାରେ। ଖଣି ନିଲାମ ତ୍ୱରାନ୍ବିତ ନ ହେଲେ ପରିସ୍ଥିତି ଅସମ୍ଭାଳ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?