Home

ଗାଡି ଧକ୍କାରେ ଯୁବକ ଗୁରୁତର : ମେଡିକାଲରେ ଅବ୍ୟବସ୍ଥା ନେଇ ଉତ୍ତେଜନା

ସୁକିନ୍ଦା,୧୮ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ଦୁଧୂଯୋରି ଗ୍ରାମ ପଞ୍ଚାୟତ ମଙ୍ଗଳପୁର ପାଞ୍ଚଗୋଛିଆ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜ ପଥରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ଦାନଗଦୀ…

ବାମ ସଙ୍ଗଠନ ଦଖଲରେ ଜେଏନ୍‌ୟୁ

ନୂଆଦିଲ୍ଲୀ,୧୭ା୯(ପି.ଟି.): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)କୁ ବାମପନ୍ଥୀ ଛାତ୍ର ସଙ୍ଗଠନଗୁଡ଼ିକ ଦଖଲ କରିଛନ୍ତି। ଛାତ୍ର ସଂସଦ ନିର୍ବାଚନରେ ୪ ପ୍ରମୁଖ ପଦବୀରେ ଆଇଏଏସ୍‌ଏ, ଏସ୍‌ଏଫ୍‌ଆଇ, ଏଆଇଏସ୍‌ଏଫ୍‌ ଏବଂ ଡିଏସ୍‌ଏଫ୍‌କୁ ନେଇ ଗଠିତ ସଂଯୁକ୍ତ ମେଣ୍ଟ ସଫଳ ହୋଇଥିବା ମଙ୍ଗଳବାର ନିର୍ବାଚନ…

ପାକିସ୍ତାନରେ ହିନ୍ଦୁ ଯୁବତୀଙ୍କୁ ହତ୍ୟା

ସିନ୍ଧ୍‌, ୧୮ା୯: ପାକିସ୍ତାନର ସିନ୍ଧ୍‌ରେ ଜଣେ ହିନ୍ଦୁ ଛାତ୍ରୀଙ୍କୁ ହତ୍ୟା କରାଯାଇଛି। ଘୋଟ୍‌କି ନିବାସୀ ନମ୍ରିତା ଚନ୍ଦାନୀ ହଷ୍ଟେଲ୍‌ରେ ରହି ମେଡିକାଲ ପଢୁଥିଲେ। ମଙ୍ଗଳବାର ହଷ୍ଟେଲ୍‌ ରୁମ୍‌ରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ରୁମ୍‌ ଭିତରେ ତାଙ୍କ ବେକରେ ଲୁଗା ଲାଗିଥିବାରୁ…

ବ୍ରାହ୍ମଣୀ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ରତ୍ନଗିରି,୧୮ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଅନ୍ୟାସିପୁର ଖରଦାସାହି ନିକଟସ୍ଥ ବ୍ରାହ୍ମଣୀ ନଦୀରୁ ମଙ୍ଗଳବାର ଏକ ଯୁବକଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ଯୁବକ ଜଣଙ୍କ ବାଲିବିଲି ପଞ୍ଚାୟତ ଅଧୀନ କୋରଡାପିପଲ ଗ୍ରାମର ବିଦ୍ୟାଧର ପାତ୍ର(୩୫)। ଏ…

‘ଉତ୍ତେଜନା ହ୍ରାସ ପାଇଁ ବହୁତ କିଛି କରାଯାଇଛି’

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୭ା୯: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଖୁବ୍‌ଶୀଘ୍ର ସାକ୍ଷାତ୍‌ ହେବ। ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ହ୍ରାସ ପାଇଁ ଅନେକ କିଛି କରାଯାଇଛି ବୋଲି ମଙ୍ଗଳବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୂଚନା ଦେଇଛନ୍ତି। ଆମେରିକାର ହ୍ୟୁଷ୍ଟନରେ ଆସନ୍ତା ୨୨ରେ ହେବାକୁ…

ରାସ୍ତା ମରାମତି କଲେ ସୁକିନ୍ଦା ଭୀମଆର୍ମି କର୍ମକର୍ତ୍ତା

ସୁକିନ୍ଦା,୧୮ା୯(ଡି.ଏନ୍‌.ଏ.) : ଯାଜପୁର ଜିଲାର ଖଣିଖାଦାନ ସହ ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ୫୩ ନମ୍ବର ଯାତୀୟ ରାଜପଥ ଶୋଚନୀୟ ହୋଇପଡିଛି। ସୁକିନ୍ଦାଠାରୁ ଡୁବୁରୀ ପର୍ଯ୍ୟନ୍ତ ରାସ୍ତା ଖାଲଖମାରେ ଭରି ରହିଥିବାରୁ ଯାତାୟାତରେ ବହୁ ସମସ୍ୟା ଦେଖାଦେଉଛି। ଏ ନେଇ ବହୁବାର ଅଭିଯୋଗ…

ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଗୁରୁତର

କୋରେଇ,୧୮ା୯(ସ୍ବ:ପ୍ର.): ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ଧନତ୍ରୀ ଗ୍ରାମରେ ମଙ୍ଗଳବାର ପାରିବାରିକ ଗଣ୍ଡଗୋଳ ଘଟିଛି। ଏଥିରେ ସାନଭାଇର ଠେଙ୍ଗା ମାଡ଼ରେ ବଡ଼ଭାଇ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ବଡ଼ଭାଇ ପଦ ମଲିକ ଥାନାରେ ପହଞ୍ଚତ୍ ଅଭିଯୋଗ କରିଥିଲେ। ଏ ନେଇ…

ଗୋଳକୁଣ୍ଡ ନିମ୍ନ ମୌଳିକ ବିଦ୍ୟାଳୟ: ଭୁଶୁଡିଲା ବିଦ୍ୟାଳୟ ପାଚେରି

ବରୀ,୧୮।୯(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ଗୌଳକୁଣ୍ଡ ପଞ୍ଚାୟତର ସର୍ବପୁରାତନ ନିମ୍ନ ମୌଳିକ ବିଦ୍ୟାଳୟର ପାଚେରି ମଙ୍ଗଳବାର ଭୁଶୁଡି ପଡ଼ିଛି। ୧୦ବର୍ଷ ତଳେ ଏହି ପାଚେରି ନିର୍ମାଣ ହୋଇଥିଲା। ଗତ ବର୍ଷା ମାଡ଼ ଖାଇ ପାଚେରୀ ଦୁର୍ବଳ ହୋଇପଡ଼ିଥିବା କୁହାଯାଉଛି।…

ସୁଧୁରୁନି ବ୍ୟାସନଗର ସହରରେ ବିଦ୍ୟୁତ୍‌ ସେବା : ଚାନ୍ଦାମା, ମୁଣ୍ଡୋମାଳ ସବ୍‌ଷ୍ଟେଶନ ଅଧପନ୍ତରିଆ

ଯାଜପୁର ଅଫିସ,୧୮ା୯ : ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ୨୬ ୱାର୍ଡ଼ ବିଶିଷ୍ଟ କ୍ରୋମନଗରୀ ବ୍ୟାସନଗର ପୌରାଞ୍ଚଳରେ ବିଦ୍ୟୁତ୍‌ ସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ଭାରତ ସରକାରଙ୍କ ଶକ୍ତିି ମନ୍ତ୍ରଣାଳୟର ନୋଟିଫାଏଡ ଯୋଜନାରେ କୋଟି କୋଟି ଟଙ୍କା…

ଚାଷ ପାଇଁ ଭିତ୍ତିଭୂମି ନାହିଁ : ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୧୮ା୯ : ଶିଳ୍ପ ଓ ଅନ୍ୟାନ୍ୟ ଭିତ୍ତିଭୂମି ନ ଥିବାରୁ କେନ୍ଦ୍ରାପଡ଼ା ଜିଲାବାସୀ କୃଷିକୁ ଆଦରି ନେଇଛନ୍ତି। ଜିଲାର ୬୮ ପ୍ରତିଶତ ଅଞ୍ଚଳରେ ଖରିଫ ଚାଷ କରି ଜୀବିକାନିର୍ବାହ କରୁଛନ୍ତି। ତେବେ ଚାଷ ପାଇଁ ଭିତ୍ତିଭୂମି ନ ଥିବାରୁ…

ଭାରତର ହେବ ପିଓକେ

ନୂଆଦିଲ୍ଲୀ, ୧୮ା୯: ପିଓକେ(ପାକିସ୍ତାନ ଅଧିକୃତ କଶ୍ମୀର) ଭାରତର ଅଂଶବିଶେଷ। ଦିନେ ଏହା ଭାରତର ଅଂଶବିଶେଷ ଭାବେ ପରିଗଣିତ ହେବ। ଏନେଇ ନୂଆଦିଲ୍ଲୀ ପକ୍ଷରୁ ପ୍ରୟାସ ଜାରି ରହିଥିବା ମଙ୍ଗଳବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ପ୍ରକାଶ କରିଛନ୍ତି। ଏବେ କଶ୍ମୀରକୁ ନେଇ…

ଆମେ ଆତଙ୍କବାଦୀ ନୋହୁଁ

ନୂଆଦିଲ୍ଲୀ,୧୮ା୯(ପି.ଟି.): ଆମେ ଆତଙ୍କବାଦୀ ନୋହୁଁ। କଶ୍ମୀରରେ ଯାହା ଚାଲିଛି ତାହା ଦେଶ ହିତରେ ନୁହେଁ। ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ) ବଳରେ ଗୃହବନ୍ଦୀ ରଖାଯିବା ଅଗଣତାନ୍ତ୍ରିକ। ଆମେ ଯାହା କରିପାରି ନ ଥିଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?