Home

ଯେଉଁଠି ଲୋକେ ମ।ତା ସୀତାଙ୍କୁ ରାବଣର ଝିଅ ମାନନ୍ତି

କେଲଂ :ଭାରତରେ ଧର୍ମଶାସ୍ତ୍ରରେ ଯାହା ମାନ୍ୟତା ରହିଛି ତା’ର ବ୍ୟତିକ୍ରମ ପରିଲକ୍ଷିତ ହୁଏ ବିଭିନ୍ନ ସ୍ଥାନରେ। ରାମାୟଣକୁ ନେଇ ଏମିତି ଏକ ଭିନ୍ନ ମାନ୍ୟତା ରହିଛି ହିମାଚଳ ପ୍ରଦେଶର ଲୋହୌଲ ସ୍ପିତିରେ। ସେଠାରେ ମାତା ସୀତାଙ୍କୁ ରାବଣର ଝିଅ ବୋଲି ଲୋକମାନେ…

ଦକ୍ଷିଣ ଆଫ୍ରିକା-ଏ ବିପକ୍ଷ ସିରିଜ: ଫୋକସ୍‌ରେ ଗିଲ୍‌

ଥିରୁଅନନ୍ତପୁରମ, ୨୮।୮ (ପି.ଟି.): ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା-ଏ ଓ ଭାରତ-ଏ କ୍ରିକେଟ୍‌ ଦଳ ମଧ୍ୟରେ ୫ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜ ଗୁରୁବାରଠାରୁ ଏଠାରେ ଆରମ୍ଭ ହେବାକୁ ଯାଉଛି। ମନୀଷ ପାଣ୍ଡେଙ୍କ ନେତୃତ୍ୱରେ ଘୋଷିତ ଭାରତୀୟ ଦଳରେ ସ୍ଥାନ ପାଇଥିବା ଯୁବ ବ୍ୟାଟ୍ସମ୍ୟାନ…

ଏଲଓସି ଗସ୍ତ କରିବେ ଆଫ୍ରିଦୀ

ନୂଆଦିଲ୍ଲୀ,୨୮।୮: ପୂର୍ବତନ ପାକିସ୍ତାନ ଅଲରାଉଣ୍ଡର ସାହିଦ ଆଫ୍ରିଦୀ ଲାଇନ ଅଫ୍‌ କଣ୍ଟ୍ରୋଲ (ଏଲଓସି) ଗସ୍ତ କରିବେ। ଏ ନେଇ ବୁଧବାର ସୂଚନା ଦେଇଛନ୍ତି। ଜମ୍ମୁ-କଶ୍ମୀର ଭାଇମାନଙ୍କୁ ଏକଜୁଟ କରିବା ପାଇଁ ସେ ଏହି ଗସ୍ତ କରିବେ। ଭାରତ ସରକାର ଜମ୍ମୁ-କଶ୍ମୀର ସ୍ବତନ୍ତ୍ର…

କୌଶଳ ଶିକ୍ଷା ନାଁରେ ଶୋଷଣ ଅଭିଯୋଗ: ଯୁବତୀଯୁବକ କଲେକ୍ଟୋରେଟରେ ହାଜର; ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡା ଅଫିସ,୨୮ା୮: ଦିନକୁ ଦିନ ଜିଲାରେ ବେରୋଜଗାର ଯୁବତୀଯୁବକଙ୍କ ସଂଖ୍ୟା ବଢିଚାଲିଥିବାବେଳେ ଏହାର ସୁଯୋଗ ନେଇ ବାହାରୁ ବିଭିନ୍ନ ନାଁରେ ସଂସ୍ଥାଗୁଡିକ ଡେରା ପକାଇ କୌଶଳ ଶିକ୍ଷା ଦେବା ନାଁରେ ବିଭିନ୍ନ ଶୋଷଣ କରୁଥିବା ଅଭିଯୋଗ ହୋଇଛି । ଏହାକୁ ନେଇ…

ସମୁଦ୍ର ଜୁଆର ମାଡରେ ୩୦ ପରିବାରର ବାସଗୃହ ଧ୍ୱସ୍ତବିଧ୍ୱଂସ୍ତ

ଚିକିଟି,୨୮ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ କତୁରୁ ପଞ୍ଚାୟତ ସମୁଦ୍ରତଟବର୍ତ୍ତୀ ଗ୍ରାମ ରାମେୟାପାଟଣା ବୁଧବାର ସକାଳେ ପୁଣି ସମୁଦ୍ର ଜୁଆର ମାଡରେ କ୍ଷତିଗ୍ରସ୍ତ ହୋଇଛି। ଜୁଆର ମାଡରେ ୩୦ ପରିବାର ବାସଗୃହ ଧ୍ୱସ୍ତବିଧ୍ୱଂସ୍ତ ହୋଇଯାଇଛି। କେତେକ କ୍ଷତିଗ୍ରସ୍ତ ପରିବାରର ଲୋକମାନେ ସମ୍ପର୍କୀୟଙ୍କ…

ଡେଙ୍ଗା ବ୍ୟକ୍ତିଙ୍କଠାରେ କ୍ୟାନସର୍‌ ଆଶଙ୍କା ଅଧିକ କାହିଁକି

ଉଚ୍ଚତାରେ ଡେଙ୍ଗା ହେବା ପ୍ରତ୍ୟେକ ବ୍ୟକ୍ତିଙ୍କ ଇଚ୍ଛା। କିନ୍ତୁ ଜାଣନ୍ତି, ଡେଙ୍ଗା ବ୍ୟକ୍ତିଙ୍କର ଉଚ୍ଚତା ସହ କ୍ୟାନସର୍‌ର ସମ୍ପର୍କ ଗଭୀର ଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଅଧିକ ଡେଙ୍ଗା ଲୋକଙ୍କୁ କ୍ୟାନ୍‌ସର ଆଶଙ୍କା ୩୦ ପ୍ରତିଶତ ବଢ଼ିଯାଏ। ଗବେଷଣା ସ୍ବିଡ଼େନ୍‌ର…

ସମଗ୍ର ଦେଶରେ ଖୋଲାଯିବ ୭୫ ମେଡିକାଲ କଲେଜ

ନୂଆଦିଲ୍ଲୀ,୨୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୋଦି କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସମଗ୍ର ଦେଶରେ ମୋଟ ୭୫ଟି ନୂତନ ମେଡିକାଲ କଲେଜ ଖୋଲାଯିବା ନେଇ କେନ୍ଦ୍ର ସରକାର ମଞ୍ଜୁରୀ…

ପାକିସ୍ତାନ ମନ୍ତ୍ରୀଙ୍କ ଭବିଷ୍ୟବାଣୀ: ଅକ୍ଟୋବର-ନଭେମ୍ବରରେ ହୋଇପାରେ ଭାରତ-ପାକିସ୍ତାନ ଯୁଦ୍ଧ

ଇସ୍‌ଲାମାବାଦ,୨୮।୮: ନିକଟରେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ବିଚଳିତ ହୋଇପଡ଼ିଛି। ଏଣୁ ଭାରତ ବିରୋଧରେ ପାକିସ୍ତାନ ନୂଆ ନୂଆ ଷଡ଼ଯନ୍ତ୍ର ରଚୁଛି। ଦିନକୁ ଦିନ ପାକିସ୍ତାନ ନେତାଙ୍କ ବିବାଦୀୟ ବୟାନ ମଧ୍ୟ ସାମ୍ନାକୁ ଆସୁଛି। ପାକିସ୍ତାନ କେବେ ପରମାଣୁ…

ଶିଶୁ ଶ୍ରମିକଙ୍କ ପାଇଁ ଆଲୋକବର୍ତ୍ତିକା ସାଜିଛନ୍ତି ଭାନୁଜା

ଉତ୍ତର ପ୍ରଦେଶ ବନାରସର କିଛି ଯୁବଗୋଷ୍ଠୀ ଉଠାଇଛନ୍ତି ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ସ୍ଥାନୀୟ ଅଞ୍ଚଳରେ ଚାଲିଥିବା ଇଟାଭାଟିରେ କାର୍ଯ୍ୟରତ ଶ୍ରମିକଙ୍କ ଶିଶୁଙ୍କୁ ଶିକ୍ଷିତ କରିବାକୁ ଚଳାଇଛନ୍ତି ପ୍ରୟାସ। ଏଠାରେ ତିଆରି ହୋଇଛି ଏକ ପାଠଶାଳା। ଯେଉଁଠାରେ ପ୍ରତିଦିନ ଶ୍ରମିକଙ୍କ ପିଲାଙ୍କୁ ପ୍ରାୟ…

ଗୁରୁବାର ଯାଏ ବଢ଼ିଲା ଚିଦାମ୍ବରମ୍‌ଙ୍କ ଅନ୍ତରୀଣ ସୁରକ୍ଷା

ନୂଆଦିଲ୍ଲୀ,୨୮।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଅନ୍ତରୀଣ ଜାମିନ ଉପରେ ବୁଧବାର ସୁପ୍ରିମକୋର୍ଟ ଶୁଣାଣି କରି ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କ ଅନ୍ତରୀଣ ସୁରକ୍ଷା ଅବଧିକୁ ବଢ଼ାଇ ଦେଇଛନ୍ତି। ଚିଦାମ୍ବରମ୍‌ଙ୍କୁ ଗୁରୁବାର ପର୍ଯ୍ୟନ୍ତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଗିରଫଦାରି ଉପରେ ରୋକ ଲଗାଇଛନ୍ତି କୋର୍ଟ।…

ରାହୁଲଙ୍କୁ ଚୁମ୍ବନ ଦେଲେ ପୁରୁଷ ସଦସ୍ୟ: ଭିଡିଓ ଭାଇରାଲ

ଓ୍ବାୟନାଡ,୨୮।୮: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେରଳର ଓ୍ବାୟନାଡର ଏମ୍‌ପି ଥିବା ବେଳେ ବୁଧବାର ସେ ସେଠାକୁ ଗସ୍ତ କରିଛନ୍ତି। ରାହୁଲ ଚଳିତ ମାସରେ ନିଜର ନିର୍ବାଚନ ମଣ୍ଡଳୀକୁ ଦ୍ୱିତୀୟ ଥର ଯାଇଥିବା ଜଣାପଡ଼ିଛି। ଏହି ଅଞ୍ଚଳରେ ଲଗାତର ବର୍ଷା…

ଛୋଟ ପିଲାଙ୍କ ସ୍ମରଣଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଭିଟାମିନ୍‌ ବି-୧୨ ଶରୀର ପାଇଁ ବେଶ୍‌ ଉପଯୋଗୀ। ଏହାର ସ୍ତର ହ୍ରାସପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମକଲେ ହାଲିଆ ଲାଗେ। ଏହାର ଅଭାବରେ ଡିପ୍ରେସନ ହେବାର ଆଶଙ୍କା ବଢ଼ିଥାଏ। ଛୋଟ ପିଲାଙ୍କ କ୍ଷେତ୍ରରେ ଭିଟାମିନ୍‌ ବି-୧୨ ମସ୍ତିଷ୍କକୁ କ୍ରିୟାଶୀଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri