Home

ଏବେ ବି ପୂଜା ପାଉଛି ୧୯୩୯ ମସିହାର ଗାଡ଼ି: ଅଲୋଡ଼ା ହୋଇଥିଲେ ବି ନିଆରା

କେନ୍ଦୁଝର, ୧୮।୯( ସ୍ବ.ପ୍ର.)-ବ୍ରିଟିଶ ଅମଳର ୧୩୩୯ ମସିହାର ଏକ ଟ୍ରକ ଏବେ ବି ପୂଜା ପାଉଛି। କଥାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁ ଥିଲେ ହେଁ ଏହା ସତ୍ୟ। ଦେବଶିଳ୍ପୀ ବିଶ୍ୱକର୍ମା ପୂଜା ଅବସରରେ ପ୍ରତ୍ୟେକ ବର୍ଷ କେନ୍ଦୁଝର ଜିଲାର ବଲାଣି ଖଣି…

ଧାନ ବିକା ପାଉଣା ନ ପାଇ ଚାଷୀ ହତାଶ: ସମିତି ଫାଟକରେ ତାଲା ପକାଇ ଆନ୍ଦୋଳନ

ଭଣ୍ଡାରିପୋଖରୀ, ୧୮ା୯(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ବ୍ଲକରେ ଧାନ ବିକି ଗତ ଏପ୍ରିଲ ମାସରୁ ୩୭ ଜଣ ଚାଷୀ ଏଯାଏ ବକେୟା ପ୍ରାପ୍ୟ ପାଇ ନାହାନ୍ତି। ୨୧୦୦ କୁଇଣ୍ଟାଲ ଧାନ ବିକ୍ରି ସଂକ୍ରାନ୍ତ ତଥ୍ୟ ସରକାରୀ ୱେବ୍‌ସାଇଟ୍‌ରେ ଦେଖିବାକୁ ମିଳୁ ନାହିଁ…

ବାଣ ସାମଗ୍ରୀ ପ୍ରସ୍ତୁତ ବେଳେ ଦୁର୍ଘଟଣା: ବାରୁଦରେ ନିଆଁ ଲାଗି ୨ ଶିଶୁ ଗୁରୁତର

ଚାନ୍ଦବାଲି,୧୮ା୯(ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ଥାନା ମତୋ ପଞ୍ଚାୟତର ଦକ୍ଷିଣ ସାହି ଗ୍ରାମରେ ବାଣ ସାମଗ୍ରୀ ପ୍ରସ୍ତୁତ ବେଳେ ସୋମବାର ସନ୍ଧ୍ୟା ସମୟରେ ମଶା ଧୂପରୁ ବାରୁଦରେ ନିଅଁା ଲାଗିଯିବାରୁ ୨ ଜଣ ପିଲା ପୋଡିଯାଇ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ…

୬ ଫୁଟ ଲମ୍ବର ବୋଡ଼ା ଉଦ୍ଧାର

ଠାକୁରମୁଣ୍ଡା,୧୮ା୯(ଡି.ଏନ୍‌.ଏ.)- ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଚମ୍ପାଝର ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ୬ ଫୁଟ ଲମ୍ବର ବୋଡା ସାପ ଉଦ୍ଧାର ହୋଇଛି। ଗ୍ରାମର ଗଙ୍ଗାଧର ମହାନ୍ତଙ୍କ ବାଡ଼ିରେ ଥିବା ଏକ କୁଟା ଭାଡ଼ିରୁ ୱାର୍ଡ ମେମ୍ବର କ୍ଷେତ୍ରନାଥ ହେମ୍ବ୍ରମ ସାପଟିକୁ ଉଦ୍ଧାର…

ଚିଟ୍‌ଫଣ୍ଡ ଠକେଇ: ପ୍ରଶାସନିକ ଅବହେଳାରୁ ଟଙ୍କା ଫେରି ପାଉ ନାହାନ୍ତି ଜମାକାରୀ

ବାରିପଦା ଅଫିସ,୧୮।୯- ମୟୂରଭଞ୍ଜ ଜିଲାରେ ବିଭିନ୍ନ ଚିଟ୍‌ଫଣ୍ଡ ସଂସ୍ଥା କାର୍ଯ୍ୟାଳୟମାନ ଖୋଲି ଅଧିକ ସୁଧ ଓ ଅନ୍ୟାନ୍ୟ ସୁବିଧା ଦେବାର ପ୍ରଲୋଭନ ଦେଖାଇ ଜମାକାରୀଙ୍କଠାରୁ କୋଟି କୋଟି ଟଙ୍କା ଲୁଟି ନେଇଥିଲେ। ଏହାପରେ ସଂସ୍ଥାର କାର୍ଯ୍ୟାଳୟ ସବୁ ବନ୍ଦ କରି ରାତାରାତି…

‘କୃଷି କାର୍ଯ୍ୟ ସହ ଜଙ୍ଗଲକୁ ସମନ୍ବିତ କରାଯାଉ’

ସିମୁଳିଆ/ବାଲେଶ୍ୱର ଅଫିସ, ୧୮।୯(ଡି.ଏନ.ଏ.)-ସଚେତନତା ଅଭାବରୁ ପରିବେଶରେ ଅସନ୍ତୁଳନ ବଢିଚାଲିଛି। ଦିନକୁ ଦିନ ଗଛ ସଂଖ୍ୟା କମି ଯାଉଛି। ଫଳରେ ଜଳବାୟୁ ପରିବର୍ତ୍ତନ, ଭୂତାପନ ଓ ସମୁଦ୍ରର ଜଳସ୍ତର ବୃଦ୍ଧି ପରି ବିଭିନ୍ନ ସମସ୍ୟା ମୁଣ୍ଡ ଟେକୁଛି ା ଗଛ ଲଗାଇ ପରିବେଶକୁ…

ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ: ଦ୍ୱିତୀୟ ରାଉଣ୍ଡରେ ଦୀପ-ଦିଲେଶ୍ୱର

ଭୁବନେଶ୍ୱର, ୧୮।୯(କ୍ରୀଡ଼ା ପ୍ରତିନିଧି)-ବ୍ୟାଙ୍କକ୍‌ର ହୁଆମାର ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନର ଡବଲ୍ସ ଇଭେଣ୍ଟରେ ମଧ୍ୟ ଓଡ଼ିଶା ଖେଳାଳିଙ୍କ ଆରମ୍ଭ ଭଲ ହୋଇଛି। ମଙ୍ଗଳବାର ପ୍ରଥମ ରାଉଣ୍ଡରେ ଓଡ଼ିଶାର ଦୀପ୍‌ ରଞ୍ଜନ ବିଶୋଇ ଓ ଦିଲେଶ୍ୱର ରାଓ ଦକ୍ଷିଣ…

ଓସିଏ ନିର୍ବାଚନ: ହେବ କଡା ଟକ୍କର; ନିର୍ଣ୍ଣାୟକ ଭୂମିକା ନେବ ସ୍କୁଲ, କଲେଜ, ମ୍ୟାଜିକ ନମ୍ବରକୁ ନେଇ ଅଙ୍କକଷା

କଟକ ଅଫିସ,୧୮ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ଆଗାମୀ କର୍ମକର୍ତ୍ତା ନିର୍ବାଚନରେ କଡ଼ା ଟକ୍କର ହେବାନେଇ ସମ୍ଭାବନା ଦୃଢ଼ୀଭୂତ ହେବାରେ ଲାଗିଛି। ମଙ୍ଗଳବାର ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ନେତୃତ୍ୱରେ ପୁରୀରେ ଅନୁଷ୍ଠିତ ବୈଠକରେ ଓସିଏ ସହ ଅନୁବନ୍ଧିତ ୩୩ଟି ୟୁନିଟର…

ଭିତ୍ତିଭୂମିକୁ ଗାମ୍ବାଉଙ୍କ ପ୍ରଶଂସା

ଭୁବନେଶ୍ୱର, ୧୮।୯(ପି.ଟି)- ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇଏସ୍‌ଏଲ୍‌)ର ନୂଆ କ୍ଲବ ତଥା ଫ୍ରାଞ୍ଚାଇଜି ଓଡ଼ିଶା ଏଫ୍‌ସି କୋଚ୍‌ ଜୋସେଫ୍‌ ଗାମ୍ବାଉ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। କ୍ଲବର ହୋମ ଗ୍ରାଉଣ୍ଡରେ ଥିବା ଭିତ୍ତିଭୂମି ଓ ଟ୍ରେନିଂ ସୁବିଧାସୁଯୋଗକୁ ସେ…

ନିର୍ଭୀକ ଓ ବେପରୁଆ କ୍ରିକେଟ ମଧ୍ୟରେ ପାର୍ଥକ୍ୟ ରହିଛି: ରାଠୋର

ମୋହାଲି,୧୮।୯(ପି.ଟି.)- ନିର୍ଭୀକ ଓ ବେପରୁଆ କ୍ରିକେଟ ମଧ୍ୟରେ ବହୁତ ତଫାତ୍‌ ରହିଛି ଓ ଏକଥା ଦଳର ଯୁବ ଖେଳାଳିମାନଙ୍କୁ ଅବଗତ କରାଯାଇଛି ବୋଲି ନବନିଯୁକ୍ତ ବ୍ୟାଟିଂ କୋଚ୍‌ ବିକ୍ରମ ରାଠୋର କହିଛନ୍ତି। ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଦୃଷ୍ଟିରେ ରଖି…

ପିଲାଙ୍କ ହୃତ୍‌ପିଣ୍ଡ ଅସ୍ତ୍ରୋପଚାର ପାଇଁ ଗାଭାସ୍କରଙ୍କ ପାଣ୍ଠି ସଂଗ୍ରହ

ନୂଆଦିଲ୍ଲୀ,୧୮।୯(ପି.ଟି.)- ହାର୍ଟ ଟୁ ହାର୍ଟ (ଏଚ୍‌ ଟୁ ଏଚ୍‌) ଫାଉଣ୍ଡେଶନ ସହ ଜଡିତ ରହିଥିବା ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ୬୦୦ ଗରିବ ପିଲାଙ୍କ ହାର୍ଟ ସର୍ଜରୀ ବା ହୃତ୍‌ପିଣ୍ଡ ଅସ୍ତ୍ରୋପଚାର ପାଇଁ ପାଣ୍ଠି ସଂଗ୍ରହ କରିଛନ୍ତି। ଆମେରିକା ଗସ୍ତରେ…

ଭାରତ- ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି୨୦: ଚାପରେ ପନ୍ତ

ମୋହଲି,୧୮।୯(ପି.ଟି.)- ଧର୍ମଶାଳାରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହେବାରେ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବୁଧବାର ଦ୍ୱିତୀୟ ଦିନିକିଆରେ ପରସ୍ପରକୁ ଭେଟିବେ। ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜର ପ୍ରଥମ ମ୍ୟାଚ୍‌ ବାତିଲ ହୋଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?