Home

ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି:ପୁଣି ପଦଯାତ୍ରାରେ ଭୁବନେଶ୍ୱର ଯିବେ ସେବାୟତ

ବାରିପଦା ଅଫିସ,୨୬।୭- ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ରର ମାନ୍ୟତା ପ୍ରଦାନ ଲାଗି ଜିଲା ବ୍ୟାପୀ ଦାବି ଜୋର ଧରିଛି। ଜୁନ ୨୯ ତାରିଖରେ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତମାନେ ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଏହି ଦାବି…

ହାତିଆଗଣ୍ଡ ଅଙ୍ଗନୱାଡି କେନ୍ଦ୍ରରେ ତାଲା

ରେମୁଣା, ୨୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ପତ୍ରିପାଳ ପଞ୍ଚାୟତ ହାତିଆଗଣ୍ଡ ଅଙ୍ଗନୱାଡ଼ି କେନ୍ଦ୍ରରେ ବର୍ଷେ ହେବ ତାଲା ଝୁଲୁଛି। କୋମଳମତି ଶିଶୁଙ୍କୁ ବାରଣ୍ଡାରେ ପାଠପଢା ଯାଉଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନାହଁି। ସରକାରଙ୍କ ଆମ ଅଙ୍ଗନୱାଡ଼ି ଯୋଜନା…

ଜେଲ୍‌ ଗଲେ କୋଟିପତି କିରାଣି

ଜଳେଶ୍ୱର, ୨୬।୭(ଡି.ଏନ.ଏ.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ମାମଲା (ନଂ.୨୬/୨୦୧୯)ରେ ବାଲେଶ୍ୱର ଜିଲା ଜଳେଶ୍ୱର ସହର ନୂଆବଜାରସ୍ଥିତ ଜଳେଶ୍ୱର ମହିଳା ମହାବିଦ୍ୟାଳୟର ମୁଖ୍ୟ କିରାଣି ତଥା ଜଳେଶ୍ୱର ବ୍ଲକ ଆରୁହା ପଞ୍ଚାୟତ ଆରୁହା ଗ୍ରାମର ମୂଳ ବାସିନ୍ଦା ତରଣୀ କୁମାର ଭୂୟଁାଙ୍କୁ…

କାର୍‌ଗିଲ ବିଜୟ ଦିବସ: ବିଜୟ ଘୋଷଣା ପରେ ବି ସୀମାରେ ଉତ୍ତେଜନା କମି ନ ଥିଲା

ଖଇରା, ୨୬।୭-୧ମାସର ଘମାଘୋଟ ଲଢ଼େଇ ପରେ ଜୁଲାଇ ୨୬ତାରିଖକୁ ବିଜୟ ଦିବସ ଘୋଷଣା ସରିଥାଏ| ହେଲେ ସୀମାରୁ ଉତ୍ତେଜନା ହ୍ରାସ ପାଇ ନ ଥାଏ| ସେତେବେଳେ ଉରି ସେକ୍ଟରରେ ଓ୍ବେୟାରଲେସ୍‌ ଅପରେଟର ଭାବେ କାର୍ଯ୍ୟ କରୁଥିଲେ ବାଲେଶ୍ୱର ଜିଲା ଖଇରା ବ୍ଲକ…

ରୋମାଞ୍ଚକ ସ୍ଥିତିରେ ଲଡର୍‌ସ ଟେଷ୍ଟ

ଲଣ୍ଡନ, ୨୫ା୭ (ଏଏଫ୍‌ପି)-ଲଡର୍‌ସଠାରେ ଚାଲିଥିବା ଆୟର୍ଲାଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚରେ ଜ୍ୟାକ୍‌ ଲିଚ୍‌ ଏବଂ ଜାସନ ରୟ ସେମାନଙ୍କର ପ୍ରଥମ ଟେଷ୍ଟ ଅର୍ଦ୍ଧଶତକ ହାସଲ କରିଛନ୍ତି। ଉଭୟେ ଦ୍ୱିତୀୟ ଉଇକେଟ ଯୋଡ଼ିରେ ୧୪୫ରନ ଯୋଗ କରିବା ଦ୍ୱାରା ଇଂଲଣ୍ଡ ମ୍ୟାଚକୁ…

କେନାଲରେ ଆସିନି ପାଣି, ଶୁଖିଲାଣି ୭୦ ପ୍ରତିଶତ ତଳି ଘେରା

ରଘୁନାଥପୁର,୨୬ା୭(ଡି.ଏନ୍‌.ଏ.): ଶ୍ରାବଣ ମାସରେ ମଧ୍ୟ ଆଶାନୁରୂପ ବର୍ଷା ନାହିଁ। ଫଳରେ ଚଳିତ ଖରିଫ ଋତୁରେ ଧାନଚାଷ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ବିଶେଷ କରି ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ମାଛଗଁା କେନାଲ ନଂ.୬, ୭ ଓ ୮ରେ ପାଣି ଆସୁ…

ଆଜି ସିଓଏ ବୈଠକ: ରାଜ୍ୟ ସଂଘ ନିର୍ବାଚନ ମୁଖ୍ୟ ପ୍ରସଙ୍ଗ

ନୂଆଦିଲ୍ଲୀ,୨୬ା୭(ପି.ଟି.)-ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ପରିଚାଳନା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି(ସିଓଏ)ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ଏଥିରେ ରାଜ୍ୟ ସଂଘଗୁଡ଼ିକର ନିର୍ବାଚନ ନିର୍ଦ୍ଧାରିତ ସମୟରେ ଶେଷ କରିବା ଏବଂ ଏନ୍‌ସିଏ ବ୍ୟାଟିଂ ପରାମର୍ଶଦାତା ପଦ…

ଭାରତୀୟ ଦଳରେ ଓଡ଼ିଶାର ନୀଲମ, ଆଶିଷ

ନୂଆଦିଲ୍ଲୀ, ୨୫।୭-ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ଅଗଷ୍ଟ ୧୭ରୁ ୨୧ ପର୍ଯ୍ୟନ୍ତ ଜାପାନରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଗୁରୁବାର ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରେ ୨ ଓଡ଼ିଆ ଖେଳାଳି ନୀଲମ ସଞ୍ଜୀପ୍‌ ଖେସ୍‌ ଓ…

ଏଆଇଏଫ୍‌ଏଫ୍‌କୁ ଫିଫାର ଚିଠି

କୋଲକାତା, ୨୫ା୭ (ପି.ଟି.)-ଭାରତୀୟ ଫୁଟ୍‌ବଲର ବର୍ତ୍ତମାନ ଦୃଶ୍ୟପଟ୍ଟ ସମ୍ପର୍କରେ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌)ଠାରୁ ଅପ୍‌ଡେଟ୍‌ ଚାହିଁିଛି ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’। ତେବେ ଦେଶର ଶ୍ରେଷ୍ଠ ଫୁଟ୍‌ବଲ ଲିଗ୍‌ ମାନ୍ୟତାକୁ ନେଇ ଦେଖା ଦେଇଥିବା ବିବାଦର ସମାଧାନ ୨ରୁ…

ନିର୍ବାଚନ ଅଧିକାରୀ ନିଯୁକ୍ତି ନେଇ ସିଓଏର ନୂଆ ନିର୍ଦ୍ଦେଶନାମା

ନୂଆଦିଲ୍ଲୀ,୨୬ା୭(ପି.ଟି.)-ବିସିସିଆଇ ସହ ଅନୁବନ୍ଧିତ ରାଜ୍ୟ ସଂଘଗୁଡ଼ିକର ଆଗାମୀ ନିର୍ବାଚନରେ ନିଯୁକ୍ତ ହେବାକୁ ଥିବା ନିର୍ବାଚନ ଅଧିକାରୀଙ୍କୁ ନେଇ ପ୍ରଶାସକ କମିଟି(ସିଓଏ) ପକ୍ଷରୁ ଗୁରୁବାର ନୂତନ ନିର୍ଦ୍ଦେଶନାମା ଜାରି କରାଯାଇଛି। ଭାରତର ପୂର୍ବତନ ଯୁଗ୍ମ କିମ୍ବା ଅତିରିକ୍ତ ମୁଖ୍ୟ ନିର୍ବାଚନ ଆୟୋଗ ଏବଂ…

ବ୍ରାୟନ ବ୍ରଦର୍ସଙ୍କୁ ଭେଟିବେ ଶରନ-ଏର୍ଲିଚ

ଆଟଲାଣ୍ଟା,୨୬।୭- ଜୋନାଥନ ଏର୍ଲିଚଙ୍କୁ ସାଥୀ କରି ଖେଳୁଥିବା ଡିଭିଜ ଶରନ ଏଠାରେ ଚାଲିଥିବା ଏଟିପି ଆଟଲାଣ୍ଟା ଓପନର ପୁରୁଷ ଡବଲ୍ସ ବର୍ଗର କ୍ୱାର୍ଟର ଫାଇନାଲରେ କିମ୍ବଦନ୍ତୀ ଯୋଡ଼ି ମାଇକ ଓ ବବ୍‌ ବ୍ରାୟନଙ୍କ ସହ ମୁକାବିଲା କରିବେ। ଶରନ ଓ ଏର୍ଲିଚ…

ଫାଇନାଲରେ ସିମରନଜିତ୍‌, ଡାଗର

ନୂଆଦିଲ୍ଲୀ,୨୬।୭(ପିଟି)- ବିଶ୍ୱ ଚାମ୍ପିୟନଶିପ ବ୍ରୋଞ୍ଜ ପଦକଧାରୀ ସିମରନଜିତ କୌର (୬୦ କିଗ୍ରା) ଓ ଗିବି ବକ୍ସିଂ ଟୁର୍ନାମେଣ୍ଟର ରୌପ୍ୟ ପଦକ ବିଜେତା ଦୀନେଶ ଡାଗର (୬୯ କିଗ୍ରା) ଇଣ୍ଡୋନେସିଆର ଲାବୁଆନବାଜୋଠାରେ ଚାଲିଥିବା ୨୩ତମ ପ୍ରେସିଡେଣ୍ଟ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ସ୍ଥାନ ପକ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri