Home

ଖରାପ ପରୀକ୍ଷା ଫଳକୁ ନେଇ ଗଣଶିକ୍ଷା ବିଭାଗର କଡ଼ା ଆଭିମୁଖ୍ୟ:ଶୂନ, ୫୦%ରୁ କମ୍‌ ଫଳ କରିଥିବା ହାଇସ୍କୁଲ ଶିକ୍ଷକଙ୍କ ଦରମା ବନ୍ଦ ହେବ

ଭୁବନେଶ୍ୱର,୨୮ା୮(ବ୍ୟୁରୋ):ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ହାଇସ୍କୁଲର ଖରାପ ପରୀକ୍ଷା ଫଳକୁ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ୨୦୧୯ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରେ କୌଣସି ଛାତ୍ରୀଛାତ୍ର ପାସ୍‌ କରି ନ ଥିବା ଅର୍ଥାତ୍‌ ଶୂନ ଫଳ କରିଥିବା…

୨୯ରେ ଲଘୁଚାପ:୩୧ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୮ା୮(ବ୍ୟୁରୋ):ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଯୋଗୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ। ତେବେ ଏହାର ପ୍ରଭାବରେ ଦକ୍ଷିଣ ଏବଂ ଉପକୂଳ…

ଭୁବନେଶ୍ୱରରେ ହେବ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌

ଭୁବନେଶ୍ୱର, ୨୮।୮ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା କ୍ରୀଡ଼ା ଇତିହାସରେ ଯୋଡ଼ି ହେବାକୁ ଯାଉଛି ଆଉ ଏକ ନୂଆ ଫର୍ଦ୍ଦ। ଦେଶର କ୍ରୀଡ଼ା ରାଜଧାନୀ ଭାବେ ପରିଚିତି ଲାଭ କରିଥିବା ଭୁବନେଶ୍ୱରରେ ପୁଣି ଗୋଟିଏ ବିଶ୍ୱସ୍ତରୀୟ ପ୍ରତିଯୋଗିତା ଦେଖିବାକୁ ପାଇବେ ଓଡ଼ିଶାବାସୀ। ପୂର୍ବରୁ…

୧୫ ବର୍ଷରୁ କମ୍‌ ଫୁଟ୍‌ବଲ: ହିମାଂଶୁଙ୍କ ହ୍ୟାଟ୍ରିକ୍‌: ଭାରତର ସହଜ ବିଜୟ

କଲ୍ୟାଣି (ପଶ୍ଚିମବଙ୍ଗ), ୨୮ା୮ (ପି.ଟି.)- ଚଳିତ ୧୫ ବର୍ଷରୁ କମ୍‌ ବାଳକ ସାଫ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଆଉ ଏକ ଚମତ୍କାର ପ୍ରଦର୍ଶନ କରିଛି। ଦଳ ମଙ୍ଗଳବାର ଏକ ମୁକାବିଲାରେ ଶ୍ରୀଲଙ୍କାକୁ ୫-୦ ଗୋଲରେ ପରାସ୍ତ କରିଛି। ମ୍ୟାଚର ଦୃଷ୍ଟି ଆକର୍ଷଣକାରୀ…

୮୫ବର୍ଷରେ ଅବସର ନେବେ ପେସ୍‌ ବୋଲର

ଲଣ୍ଡନ,୨୮ା୮(ଏଏଫ୍‌ପି)-ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ ଭିଭିଆନ ରିଚାର୍ଡ, ଗ୍ୟାରି ସୋବର୍ସ ଏବଂ ଫ୍ରାଙ୍କ୍‌ ଓରେଲ୍‌ଙ୍କ ଭଳି କିମ୍ବଦନ୍ତୀ ଖେଳାଳିଙ୍କ ସହିତ ଯଦିଓ ସମକକ୍ଷ ନୁହଁନ୍ତି କିନ୍ତୁ କ୍ରିକେଟରେ ଅଧିକ ଦିନ ଧରି ତିଷ୍ଠି ରହିବାରେ ଏହି ସମସ୍ତଙ୍କୁ ପଛରେ ପକାଇ ଦେଇଛନ୍ତି ସେସିଲ ରାଇଟ୍‌।…

ୟୁଏସ୍‌ ଓପନ୍‌: ସିଡେଡ୍‌ ଖେଳାଳିଙ୍କ ଅଗ୍ରଗତି

ନ୍ୟୁୟର୍କ, ୨୮।୮(ଏଏଫ୍‌ପି)- ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ୍‌ ଟୁର୍ନାମେଣ୍ଟ ୟୁଏସ୍‌ ଓପନ୍‌ର ପୁରୁଷ ଓ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ସିଡେଡ ଖେଳାଳିମାନେ ଅଭିଯାନ ଆରମ୍ଭ କରିଛନ୍ତି। ସୋମବାର ଟପ୍‌ ସିଡ୍‌ ନୋଭାକ ଜୋକୋଭିଚ୍‌, ଫ୍ରେଞ୍ଚ୍‌ ଓପନ ଚାମ୍ପିୟନ ଆଶେଲେ ବାର୍ଟି,…

ବାଇକ୍‌କୁ ଧକ୍କା ଦେଲା ଟ୍ରକ :ଦୁଇ ପୁଅ ସହ ବାପାଙ୍କ ଜୀବନ ଗଲା

ଖୋର୍ଦ୍ଧା ଅଫିସ,୨୮ା୮:କୋଲକାତା-ଚେନ୍ନାଇ୧୬ନଂ. ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧା ଛକ ନିକଟରେ ମଙ୍ଗଳବାର ରାତି ପ୍ରାୟ ସାଢ଼େ ୧୦ଟାରେ ଏକ ଅଣ୍ଡା ବୋଝେଇ ଟ୍ରକ୍‌ ଧକ୍କାରେ ୩ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଙ୍କିଆ ଥାନା ମଳିପଡ଼ା ଗ୍ରାମର କୃଷ୍ଣଚନ୍ଦ୍ର ପାତାଳ…

ଆହୁରି ଭଲ ଖେଳିବା ଲକ୍ଷ୍ୟରେ ରହିଛି: ନାଗାଲ

ନ୍ୟୁୟର୍କ,୨୮।୮- ଗ୍ରାଣ୍ଡସ୍ଲାମ ଡେବ୍ୟୁ ମ୍ୟାଚ୍‌ ମୋ ପାଇଁ ବିଶେଷ ଅଭିଜ୍ଞତା ଆଣିଦେଇଛି। ଟେନିସର ଭଗବାନ କୁହାଯାଉଥିବା ରୋଜର ଫେଡରରଙ୍କ ବିପକ୍ଷରେ ଗ୍ରାଣ୍ଡସ୍ଳାମ ପଦାର୍ପଣ କରିବାର ଓ ପ୍ରଥମ ସେଟ୍‌ ବିଜୟୀ ହେବା ମୋ ପାଇଁ ଅବିଶ୍ୱସନୀୟ ଥିଲା ବୋଲି ସୁମିତ ନାଗାଲ…

ନାଗାଲଙ୍କ ଭବିଷ୍ୟତ ଉଜ୍ଜ୍ୱଳ: ଫେଡରର

ନ୍ୟୁୟର୍କ,୨୮।୮(ପି.ଟି.)- ୟୁଏସ୍‌ ଓପନ ପ୍ରଥମ ରାଉଣ୍ଡର ପ୍ରଥମ ସେଟ୍‌ରେ ଝଟ୍‌କା ଦେଇଥିବା ସୁମିତ୍‌ ନାଗାଲଙ୍କୁ ଅଭିଜ୍ଞ ରୋଜର ଫେଡରର ପ୍ରଶଂସା କରିଛନ୍ତି। ନାଗାଲଙ୍କ ଭବିଷ୍ୟତ ଉଜ୍ଜ୍ୱଳ ବୋଲି ସେ କହିଛନ୍ତି। ନାଗାଲଙ୍କଠାରୁ ପ୍ରଥମ ସେଟ୍‌ରେ ପରାସ୍ତ ହୋଇଥିଲେ ମଧ୍ୟ ମ୍ୟାଚ ଜିତିବା…

ଆର୍ଥିକ ସଙ୍କଟ: ଶ୍ୱେତପତ୍ର ଦାବି କଲା କଂଗ୍ରେସ

ନୂଆଦିଲ୍ଲୀ,୨୮ା୮(ପି.ଟି./ଆଇଏଏନ୍‌ଏସ୍‌):ବିମଲ ଜଲାନ କମିଟିର ସୂୁପାରିସକ୍ରମେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଲାଭାଂଶ ଓ ବଳକା ପୁଞ୍ଜି ବାବଦରେ କେନ୍ଦ୍ର ସରକାରଙ୍କୁ ୧.୭୬ ଲକ୍ଷ କୋଟି ଟଙ୍କା ଦେବା ନେଇ ବିବାଦ ଉଠିଛି। ଗୁଳିମାଡ଼ର କ୍ଷତରେ ଚୋରି କରାଯାଇଥିବା ବ୍ୟାଣ୍ଡ-ଏଡ୍‌ ଲଗାଇ ଚିକିତ୍ସା…

ନୂଆ ଟେନିସ ତାରକା ସୁମିତ୍‌ ନାଗାଲ

ନୂଆଦିଲ୍ଳୀ, ୨୮।୮(ପି.ଟି.)- ଯୁବ ଟେନିସ୍‌ ତାରକା ସୁମିତ ନାଗାଲ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନରେ ପଦାର୍ପଣ କରିବା ସହ ସେ ଇତିହାସ ସୃଷ୍ଟି କରିଛନ୍ତି। ମାତ୍ର ୨୨ ବର୍ଷ ବୟସରେ…

ମାଟିରେ ମିଶିଲା ଲଙ୍ଗୁଳି ମଠ

ପୁରୀ ଅଫିସ, ୨୮ା୮:ମାଟିରେ ମିଶିଛି ଲଙ୍ଗୁଳି ମଠ। ଶ୍ରୀମନ୍ଦିର ମେଘନାଦ ପାଚେରି ନିକଟରେ ଥିବା ଏହି ପୁରାତନ ମଠକୁ ମଙ୍ଗଳବାର ସମ୍ପୂର୍ଣ୍ଣ ଭାବେ ଧୂଳିସାତ୍‌ କରିଦେଇଛି ପ୍ରଶାସନ। କେବଳ ଗାଦି ଘରକୁ ଛାଡ଼ି ମଠର କୋଠା ସମେତ ୨୪ଟି ଦୋକାନ ଘରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri