Home

ଶିଶୁଙ୍କୁ ବାହାରେ ଖେଳିବାକୁ ଛାଡନ୍ତୁ

ବର୍ତ୍ତମାନର କମ୍ପ୍ୟୁଟର ଯୁଗରେ ପିଲାଙ୍କ ପାଇଁ ଘରୁ ବାହାରି ପଡୋଶୀ ଶିଶୁଙ୍କ ସହ ଖେଳିବା ବହୁତ ଜରୁରୀ ହୋଇପଡ଼ିଛି। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଯେଉଁ ଅଭିଭାବକମାନେ ପିଲାଙ୍କୁ ସ୍କୁଲ୍‌ ଏବଂ ସ୍କୁଲ୍‌ ପରେ କେବଳ ଘର ଭିତରେ ଭିଡିଓ ଗେମ୍‌,…

ଅଶୋଧିତ ତୈଳ ଦର ୨୮ବର୍ଷରେ ସର୍ବବୃହତ ବୃଦ୍ଧି;୭ ଟଙ୍କା ପର୍ଯ୍ୟନ୍ତ ବଢ଼ିବ ପେଟ୍ରୋଲ, ଡିଜେଲ

ନୂଆଦିଲ୍ଲୀ,୧୭-୯: ବିଶ୍ୱର ସର୍ବବୃହତ ତୈଳ ଉତ୍ପାଦକ କମ୍ପାନୀ ସୌଦି ଆରାମ୍‌କୋରେ ଡ୍ରୋନ ଆକ୍ରମଣ ଯୋଗୁ ଅନ୍ତର୍ଜାତୀୟ ତୈଳ ବଜାରରେ ତେଲ ଦରରେ ନିଆଁ ଲାଗିଛି। ସୋମବାର ବ୍ରେଣ୍ଟ କ୍ରୁଡ୍‌ ଦର ୨୦% ବୃଦ୍ଧି ପାଇଛି, ଯାହା କି ୨୮ବର୍ଷ ପରେ ଗୋଟିଏ…

ବଢ଼ୁଛି ଭାରତୀୟଙ୍କ ଋଣ ବୋଝ

ନୂଆଦିଲ୍ଲୀ,୧୭-୯: ଭାରତୀୟ ଅର୍ଥନୀତିର ମେରୁଦଣ୍ଡ କୁହାଯାଉଥିବା ସଞ୍ଚୟ କମିବାରେ ଲାଗିଛି। ଫଳରେ ୨୦୧୮ ସୁଦ୍ଧା ୫ ବର୍ଷରେ ଲୋକଙ୍କ ଉପରେ ଋଣ ବୋଝ ୫୮% ବୃଦ୍ଧି ପାଇ ୭.୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଗଲାଣି। ଅନ୍ୟପକ୍ଷରେ ୨୦୧୭ରେ ଏହି ମାତ୍ର ୨୨…

ପୂରଣ ହେଉନି ଉଦ୍ଦେଶ୍ୟ: ରାସ୍ତାକଡ଼ରେ ଗଡୁଛି ଚେକ୍‌ପୋଷ୍ଟ

କାମାକ୍ଷାନଗର, ୧୭।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍‌ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍‌ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦାରେ ପଡ଼ି ନଷ୍ଟ ହେଉଛି। ଜିଲାର ଆଦର୍ଶ ଥାନାର ମାନ୍ୟତା ପାଇଛି କାମାକ୍ଷାନଗର। ଏଥିସହ…

ମେଶିନ୍‌ ଅଛି, କାମରେ ଲାଗୁନି: ୫ ବର୍ଷରେ ମାତ୍ର ୨୭ ଅଲ୍‌ଟ୍ରାସାଉଣ୍ଡ

ରାୟଗଡ଼ା ଅଫିସ, ୧୭।୯- ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସହଜ, ସୁବିଧା ଓ କମ୍‌ ସମୟ ମଧ୍ୟରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ…

ଜମିପଟ୍ଟା ପାଇଁ ଜିଲାପାଳଙ୍କୁ ଗୁହାରି କଲେ: ଆମରଣ ଅନଶନ ସ୍ଥଗିତ କଲେ

ନୂଆପଡା ଅଫିସ,୧୭ା୯ ନୂଆପଡ଼ା ଜିଲା ଖଡିଆଳ ଏନଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ପୁରୁଷାନୁକ୍ରମେ ଶତାଧିକ ପରିବାର ଲୋକ ଘର କରି ରହୁଥିବାବେଳେ ସେମାନଙ୍କ ନିକଟରେ ସରକାରୀ ଜମିପଟା ନାହିଁ ା ସେଥିପାଇଁ ସୋମବାର ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଗୁହାରୀ ଜଣାଇଛନ୍ତି…

ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗ: ଗୁହାରି ଶୁଣିବାକୁ ରାସ୍ତାକୁ ଓହ୍ଲାଇଲେ ଜିଲାପାଳ, ଏସ୍‌ପି

ନୂଆପଡା ଅଫିସ/କୋମନା,୧୭।୯(ଡି.ଏନ.ଏ.) ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଜିଲାବ୍ୟାପି ଅସନ୍ତୋଷ ଦୃଢୀଭୂତ ହେଉଥିବା ବେଳେ ଜିଲା ପ୍ରଶାସନ ଏହାର ଗୁରୁତ୍ୱକୁ ଉପଲବ୍ଧି କରିଛି । ନୂଆପଡ଼ା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧବାସୀ ଆନ୍ଦୋଳନ ମୁହାଁ ହେଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ଖୋଦ…

ବିଜୟ ହଜାରେ ଟ୍ରଫି: ଓଡ଼ିଶା ଦଳ ଘୋଷିତ

କଟକ ଅଫିସ,୧୭ | ୯- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ଆସନ୍ତା ୨୪ ତାରିଖରୁ ବିଜୟ ହଜାରେ ଟ୍ରଫି ଆରମ୍ଭ ହେବ। ଏହି ପ୍ରତିଯୋଗିତାରୁ ବିସିସିଆଇର ଚଳିତବର୍ଷ ଘରୋଇ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଯାଉଛି । ବିଜୟ ହଜାରେ ଟ୍ରଫିରେ…

ସ୍ମରଣ ଶକ୍ତି ବୃଦ୍ଧି ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ମୌନ ବା କଥା ନ କହିି ନୀରବ ରହିବା ଦ୍ୱାରା ଅନେକ ଉପକାର ମିଳିଥାଏ। ସପ୍ତାହରେ ୨ ଘଣ୍ଟା ଏପରି କଲେ ସ୍ମରଣ ଶକ୍ତି ବୃଦ୍ଧି ପାଇବା ସହ ମନରେ ଆଧ୍ୟାତ୍ମିକ ଭାବନା ଜାତ ହୋଇଥାଏ ବୋଲି ବୁଦାପେଷ୍ଟ କେନ୍ଦ୍ରୀୟ ବିଶ୍ୱ…

ଏହି ପ୍ରସିଦ୍ଧ କ୍ରିକେଟରଙ୍କ ସ୍ତ୍ରୀ ଏବେ ବି ଚୁଲିରେ ରୋଷେଇ କରୁଛନ୍ତି, ନାଁ ଜାଣି ହେବେ ଆଶ୍ଚର୍ଯ୍ୟ

ସାଧାରଣତଃ ଭାରତୀୟ କ୍ରିକେଟରଙ୍କୁ କୋଟି କୋଟି ଟଙ୍କା ପାରିଶ୍ରମିକ ମିଳିଥାଏ। ଆଇପିଏଲ ଆରମ୍ଭ ହେବା ପରଠାରୁ ଖେଳାଳିମାନେ ଆଗ ଅପେକ୍ଷା ଆହୁରି ଅଧିକ ରୋଜଗାର କରୁଛନ୍ତି। କିନ୍ତୁ ଜାଣିଛନ୍ତି, ଭାରତୀୟ ଦଳ ପାଇଁ ଦୀର୍ଘ ୨୦ ବର୍ଷ କ୍ରିକେଟ ଖେଳିଥିବା ହରଭଜନ…

ଯେଉଁଠି ପିଲାମାନେ ଦେଶ ସୀମା ପାର ହୋଇ ଯାଆନ୍ତି ସ୍କୁଲ

ଏମିତି ଏକ ଦେଶ ରହିଛି, ଯେଉଁଠାରେ ପ୍ରତିଦିନ ପିଲାଙ୍କୁ ପଢ଼ିବାକୁ ଯିବାକୁ ଏବଂ ସେଠାରୁ ଫେରିବାକୁ ଇଣ୍ଟରନ୍ୟାସନାଲ୍‌ ବର୍ଡର୍‌ କ୍ରସ୍‌ କରିବାକୁ ପଡ଼େ। ଏହି ସ୍କୁଲ୍‌ ଆମେରିକାରେ ରହିଛି। ପ୍ରକୃତରେ ଆମେରିକାର କଲମ୍ବସ୍‌ ଏଲିମେଣ୍ଟ୍ରି ସ୍କୁଲ୍‌ରେ ଅନେକ ପିଲା ବିଦେଶରୁ ପଢ଼ିବାକୁ…

କ୍ରିକେଟରେ ଗୋଟିଏ ଦଳ ପାଇଁ ଖେଳୁଛନ୍ତି ସ୍ତ୍ରୀ-ସ୍ବାମୀ

କ୍ରିକେଟରେ ଭାଇ-ଭାଇ ଏକାଠି ଖେୁଥିବାର ତ ଆପଣ ଦେଖିଥିବେ। କିନ୍ତୁ ସ୍ବାମୀ-ସ୍ତ୍ରୀ ଗୋଟିଏ ଦଳ ପାଇଁ ଏକତ୍ର ଖେଳିବା କଥାଟା ଶୁଣିଲେ କିମ୍ବା ଦେଖିଲେ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚୟ। ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳର ଅଧିନାୟକ ହେଉଛନ୍ତି ଡେନ ଭାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?