Home

ଆସୁଛି ୨ଟି ଲଘୁଚାପ:୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହିତ ଆସନ୍ତା ୨ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ତେବେ ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ…

୩୭୦ ଉଚ୍ଛେଦ ନିଷ୍ପତ୍ତିର ଗୁରୁତ୍ୱ ଲୋକଙ୍କୁ ଜଣାଇବ ଭାଜପା

ନୂଆଦିଲ୍ଲୀ,୨୭ା୮(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିର ଗୁରୁତ୍ୱ ସମ୍ପର୍କରେ ଭାଜପା ଜନସାଧାରଣଙ୍କୁ ଜଣାଇବ। ଏଥିପାଇଁ ମାସେ ବ୍ୟାପୀ ସାରା ଦେଶରେ ଜନସମ୍ପର୍କ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରିବାକୁ ଗୈରିକ ଦଳ ସୋମବାର…

ମନମୋହନଙ୍କ ଏସ୍‌ପିଜି ସୁରକ୍ଷା ପ୍ରତ୍ୟାହୃତ

ନୂଆଦିଲ୍ଲୀ,୨୭ା୮: କେନ୍ଦ୍ର ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସୁରକ୍ଷା ହ୍ରାସ କରିଛନ୍ତି। ତାଙ୍କୁ ଯୋଗାଇଦିଆଯାଇଥିତ୍ବା ସ୍ବତନ୍ତ୍ର ସୁରକ୍ଷା ଗ୍ରୁପ୍‌ (ଏସ୍‌ପିଜି) ପ୍ରତ୍ୟାହାର କରିନିଆଯାଇ ଜେଡ୍‌ ପ୍ଲସ୍‌ ସୁରକ୍ଷା ପ୍ରଦାନ କରାଯାଇଛି। କୌଣସି ପ୍ରଧାନମନ୍ତ୍ରୀ ପଦ ଛାଡିବାର ବର୍ଷକ ପରେ ତାଙ୍କୁ…

ରାହୁଲଙ୍କୁ ମାୟାବତୀଙ୍କ ସମାଲୋଚନା

ନୂଆଦିଲ୍ଲୀ, ୨୭ା୮: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଏସ୍‌ପି ସୁପ୍ରିମୋ ମାୟାବତୀ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ତାଙ୍କ ସହ ଶ୍ରୀନଗର ଗସ୍ତରେ ଯିବା ଲାଗି ପ୍ରୟାସ କରିଥିବା ଅନ୍ୟ ବିରୋଧୀ ଦଳର ନେତାଙ୍କ ଉପରେ ବର୍ଷିଛନ୍ତି। ସେଠାକୁ…

୧୨ ଦେଶରେ ଚିଦାମ୍ବରମ୍‌ଙ୍କ ୧୭ ଆକାଉଣ୍ଟ

ନୂଆଦିଲ୍ଲୀ,୨୭ା୮(ପି.ଟି.): ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କର ୧୨ଟି ଦେଶରେ ୧୭ଟି ବ୍ୟାଙ୍କ୍‌ ଆକାଉଣ୍ଟ ରହିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚାଞ୍ଚଲ୍ୟକର ତଥ୍ୟ ଦେଇଛି। ଶେଲ୍‌ ଓ୍ବେବ୍‌ କମ୍ପାନୀ ଖୋଲି ଚିଦାମ୍ବରମ ଓ ତାଙ୍କ ସହଯୋଗୀମାନେ ଭାରତ ଓ ଭାରତ ବାହାରେ ବ୍ୟାପକ…

ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲା: ଭୋରା, ହୁଡାଙ୍କ ବିରୋଧରେ ଚାର୍ଜଶିଟ୍‌

ପଞ୍ଚକୁଲା,୨୭ା୮(ଆଇଏଏନ୍‌ଏସ୍‌): ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଂଗ୍ରେସର ବରିଷ୍ଠ ନେତା ମୋତିଲାଲ ଭୋରା, ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପିନ୍ଦର ସିଂ ହୁଡା ଏବଂ କଂଗ୍ରେସ ମାଲିକାନାରେ ଥିବା ଆସୋସିଏଟେଡ ଜର୍ନାଲ୍ସ ଲିମିଟେଡ (ଏଜେଏଲ୍‌) ବିରୋଧରେ ସୋମବାର ଚାର୍ଜଶିଟ୍‌ ଦାଖଲ କରିଛି। ଗାନ୍ଧୀ…

ଜଳପଥରେ ଜେଇଏମ୍‌ର ଆକ୍ରମଣ ଯୋଜନା

ପୁଣେ,୨୭ା୮(ପି.ଟି.): ସୀମାନ୍ତରେ କଡ଼ା ସୁରକ୍ଷା ବ୍ୟବସ୍ଥା ଯୋଗୁ ଅନୁପ୍ରବେଶ କରି ନ ପାରି ପାକିସ୍ତାନୀ ଆତଙ୍କବାଦୀମାନେ ଏବେ ବିକଳ୍ପ ସନ୍ଧାନରେ ଅଛନ୍ତି। ପାକ୍‌ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଜଳପଥରେ ଆସି ଭାରତରେ ଆକ୍ରମଣ କରିପାରେ ବୋଲି ଗୋଇନ୍ଦା ସୂଚନା ମିଳିଛି।…

ରେଳ, ଟେଲିକମ୍‌, ବ୍ୟାଙ୍କିଙ୍ଗ ସୁବିଧା ଦିଅ: ନବୀନ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟର ମାଓବାଦୀ ପ୍ରଭାବିତ ଜିଲାଗୁଡିକରେ ପର୍ଯ୍ୟାପ୍ତ ରେଳ, ଟେଲି ଯୋଗାଯୋଗ ଏବଂ ବ୍ୟାଙ୍କ ସୁବିଧା ଯୋଗାଇ ଦିଆଯାଉ। ସୋମବାର ନୂଆଦିଲ୍ଲୀଠାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ମାଓବାଦୀପ୍ରବଣ ରାଜ୍ୟଗୁଡିକୁ ନେଇ ଅନୁଷ୍ଠିତ ଆନ୍ତଃରାଜ୍ୟ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ…

କଶ୍ମୀର ପ୍ରସଙ୍ଗରେ ମୋଦି-ଟ୍ରମ୍ପ ଆଲୋଚନା :‘ତୃତୀୟ ପକ୍ଷକୁ କଷ୍ଟ ଦେବାକୁ ଚାହୁଁନୁ’

ନୂଆଦିଲ୍ଲୀ/ବାଇରିଜ୍‌, ୨୭ା୮(ପି.ଟି.): କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷର ମଧ୍ୟସ୍ଥତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୋକ୍‌ଠୋକ୍‌ ମନା କରିଛନ୍ତି। ଏହା ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ପ୍ରସଙ୍ଗ ଓ ଆଲୋଚନା ମାଧ୍ୟମରେ ରହିଥିବା ସମସ୍ୟାଗୁଡ଼ିକର ସମାଧାନ କରାଯାଇପାରିବ ବୋଲି ସେ ପ୍ରକାଶ…

ଆଜିଠୁ ୭୫ ମିଟର ଉଚ୍ଛେଦ ଅଭିଯାନ

ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିରର ସୁରକ୍ଷା ପାଇଁ ତ୍ୟାଗ କର। ମୁଖ୍ୟମନ୍ତ୍ରୀଙ୍କ ଏହି ଆହ୍ବାନ ପରେ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ଲଙ୍ଗୁଳି ମଠ…

ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରତିବାଦରେ ବିକ୍ଷୋଭ

ବାରିପଦା ଅଫିସ,୨୭ା୮- ରାଜ୍ୟ ସରକାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିକରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି। ଏହାକୁ ବିଭିନ୍ନ ଛାତ୍ର ସଂଗଠନ ବିରୋଧ କରୁଛନ୍ତି। ମୟୂରଭଞ୍ଜ ଜିଲାର ଅଣ ରାଜନୈତିକ ସଂଗଠନ ଭଞ୍ଜସେନା ମଧ୍ୟ ଏହାକୁ ବିରୋଧ…

ଉଦଳା ଏନ୍‌ଏସିରେ ବାଘ ଆତଙ୍କ

ଉଦଳା,୨୭ା୮ (ଡି.ଏନ୍‌.ଏ.) – କପ୍ତିପଦା ଉପଖଣ୍ଡ ସଦର ମହକୁମା ଉଦଳା ଏନଏସିର ୧୨ ନଂ ୱାର୍ଡରେ ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତିରେ ଏହି ଓ୍ବାର୍ଡକୁ ବାଘ ପଶି ଆସିଥିବା ଖବର ପ୍ରଚାରିତ ହୋଇଥିଲା। ଏଥିନେଇ ଲୋକେ ଆତଙ୍କିତ ହୋଇ ପଡିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri