Home

ପାକିସ୍ତାନର ଆଗାମୀ ପ୍ରଧାନମନ୍ତ୍ରୀ ଶାହିଦ୍‌ ଆଫ୍ରିଦ୍‌ ହେବା ନେଇ ଚର୍ଚ୍ଚା, ୟୁଜର୍ସ କହିଲେ ପିଓକେକୁ ବି ଭାରତକୁ ଦେଇଦେବେ

ଇସାଲାମାବାଦ,୧୬।୯: ପାକିସ୍ତାନର ପୂର୍ବତନ ଖେଳାଳି ଶାହିଦ୍‌ ଆଫ୍ରିଦ୍‌ ଦେଶର ଆଗାମୀ ପ୍ରଧାନମନ୍ତ୍ରୀ ହେବା ନେଇ ଚର୍ଚ୍ଚା ଉଠିଛି। ଗତକିଛି ଦିନ ହେବ ସେ କଶ୍ମୀର ପ୍ରସଙ୍ଗ ମନ୍ତବ୍ୟ ଦେଉଥିବାର ନଜିର ରହିଛି। ଏହାସହ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଗସ୍ତରେ ମଧ୍ୟ ଯାଇଛନ୍ତି।…

ରାତ୍ରଭୋଜନ

ରାତ୍ରଭୋଜନ ସହଜରେ ହଜମ ହେଉଥିବା ଦରକାର। ରାତିରେ ଯଦି ଆମେ ଗରିଷ୍ଠ ଖାଦ୍ୟ ଖାଇବା ତେବେ ତାହା ହଜମଜନିତ ସମସ୍ୟା ସୃଷ୍ଟି କରିଥାଏ। ତେଣୁ ଏହି ସମୟରେ ଆମକୁ କେତୋଟି ବିଷୟ ପ୍ରତି ନଜର ଦେବାକୁ ପଡ଼େ। ରାତ୍ରଭୋଜନରେ ସବୁବେଳେ ସୁପାଚ୍ୟଯୋଗ୍ୟ…

ଯକ୍ଷ୍ମାକୁ ନିୟନ୍ତ୍ରଣ କରିବ ଟି’ ସେଲ୍‌

ଯକ୍ଷ୍ମା ରୋଗୀଙ୍କ ପାଇଁ ଖୁସି ଖବର। ଅବଶ୍ୟ ଏବେ ଏହି ରୋଗକୁ ଅନେକାଂଶରେ ନିୟନ୍ତ୍ରଣ କରାଯାଇସାରିଲାଣି। ଏହାର ସରଳ ଏବଂ ସହଜ ଚିକିତ୍ସା ପ୍ରଣାଳୀ ମଧ୍ୟ ଉପଲବ୍ଧ। ନିକଟରେ ଆଉ ଏକ ଉପାୟ ଦ୍ୱାରା ଯକ୍ଷ୍ମାକୁ ନିୟନ୍ତ୍ରଣ କରାଯାଇପାରିବ ବୋଲି ଏକ…

ଲମ୍ବା କୁର୍ତ୍ତି ପିନ୍ଧିବାକୁ ରାଜି ନୁହେଁ କଲେଜ ଛାତ୍ରୀ

ହାଇଦ୍ରାବାଦ,୧୬।୯: ଆନ୍ଧ୍ରପ୍ରଦେଶ ରାଜଧାନୀ ହାଇଦ୍ରାବାଦର ଏକ କଲେଜରେ ପ୍ରଶାସନ ପକ୍ଷରୁ ଆଣ୍ଠୁ ତଳକୁ କୁର୍ତ୍ତି ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସର୍ଟ କୁର୍ତ୍ତି, ସ୍ଲିବଲେସ୍‌ ଆଦି ପିନ୍ଧିବାକୁ କଲେଜ ପ୍ରଶାସନ ବାରଣ କରିଥିଲା। ହେଲେ ଏହାକୁ ବିରୋଧ କରି ସୋମବାର ଛାତ୍ରୀମାନେ ବିରୋଧ…

ଆବଶ୍ୟକ ପଡ଼ିଲେ ସ୍ଥିତି ଅନୁଧ୍ୟାନ ଲାଗି ଜମ୍ମୁ-କଶ୍ମୀର ଯିବି: ଗୋଗୋଇ

ନୂଆଦିଲ୍ଲୀ,୧୬।୯: ଜମ୍ମୁ-କଶ୍ମୀରର ସ୍ଥିତି କିପରି ରହିଛି ସେ ନେଇ ସ୍ଥାନୀୟ ହାଇକୋର୍ଟକୁ ସୂଚନା ଦେବାକୁ ସୁପ୍ରିମ୍‌କୋର୍ଟ ପକ୍ଷରୁ କୁହାଯାଇଛି। ସେଠାରେ ୧୦ରୁ ୧୮ ବର୍ଷ ମଧ୍ୟରେ ପିଲାଙ୍କୁ ଜେଲ୍‌ ପଠାଯାଉଥିବା ଏକ ଆବେଦନର ବିଚାର କରି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ…

ଭୋପାଳରେ ପୂଜା ହେବେନି ୬ ଫୁଟ୍‌ରୁ ଊର୍ଦ୍ଧ୍ୱ ଉଚ୍ଚତାର ଦୁର୍ଗାମୂର୍ତ୍ତି

ଭୋପାଳ,୧୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ଖଟଲାପୁରରେ ଗତ ଗଣେଶ ପୂଜା ସମୟରେ ହୋଇଥିବା ଦୁର୍ଘଟଣାକୁ ନେଇ ମଧ୍ୟପ୍ରଦେଶ ସରକାର ଏବେ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର କହିଛନ୍ତି ଏଥର ଭୋପାଳରେ ୬ ଫୁଟ୍‌ରୁ ଊର୍ଦ୍ଧ୍ୱ ଉଚ୍ଚତାର ଦୁର୍ଗାମୂର୍ତ୍ତି ପୂଜା କରାଯିବ…

କୋଇଲା ଅଭାବ: ଟିଟିପିଏସ୍‌ର ୩ଟି ୟୁନିଟ୍‌ ବନ୍ଦ

ତାଳଚେର,୧୬ା୯(ନି.ପ୍ର.): କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ଗୋଟି ୟୁନିଟ ରବିବାର ସନ୍ଧ୍ୟାରୁ ବନ୍ଦ ହୋଇଛି। ଫଳରେ ଉକ୍ତ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉପତ୍ାଦନ ହ୍ରାସ ପାଇଛି । ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଉ ଅଧିକ…

କ୍ୱାର୍ଟର୍ସ ନ ଛାଡ଼ିଲେ ପାଣି, ବିଜୁଳି ବନ୍ଦ: ବାଚସ୍ପତି

ଭୁବନେଶ୍ୱର, ୧୬।୯(ବ୍ୟୁରୋ): ନିର୍ବାଚନ ସରିବାର ଦୀର୍ଘ ମାସ ପରେ ବି ପୂର୍ବତନ ବିଧାୟକମାନେ ସରକାରୀ କ୍ୱାର୍ଟର୍ସ ଛାଡ଼ି ନାହାନ୍ତି। ତେଣୁ ତୁରନ୍ତ କ୍ୱାର୍ଟରସ ଛାଡ଼ିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ପାତ୍ର ପୂର୍ବତନ ବିଧାୟକମାନଙ୍କୁ ନୋଟିସଜାରି…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ନିମାପଡ଼ା,୧୬।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଜଳସେଚନ ବିଭାଗ ଉପଖଣ୍ଡର ସହକାରୀ ନିର୍ବାହୀ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିଃର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳଙ୍କ ନିମାପଡ଼ାସ୍ଥିତ ବାସଭବନ, ସରକାରୀ ଅଫିସ, କ୍ୱାର୍ଟର୍ସ ସମେତ ବଳଙ୍ଗା…

ଆତ୍ମହତ୍ୟା କଲେ ଆନ୍ଧ୍ର ପ୍ରଦେଶ ବିଧାନସଭାର ପୂର୍ବତନ ବାଚସ୍ପତି

ହାଇଦ୍ରାବାଦ,୧୬।୯: ଆନ୍ଧ୍ର ପ୍ରଦେଶ ବିଧାନସଭାର ପୂର୍ବତନ ବାଚସ୍ପତି ତଥା ତେଲଗୁ ଦେଶମ ପାର୍ଟି(ଟିଡିପି)ର ନେତା କୋଡେଲା ଶିବ ପ୍ରସାଦ ରାଓ ସୋମବାର ଆତ୍ମହତ୍ୟା କରିଛନ୍ତି। ଏନେଇ ଟିଡିପି ଓ ଅନ୍ୟ ଦଳରେ ଶୋକର ଛାୟା ଖେଳିଯାଇଛି। ସୂଚନାଯୋଗ୍ୟ, ସୋମବାର ସକାଳେ କୋଡେଲା…

ଆମେରିକାର ୪୬ ହଜାର ଅଟୋ ସେକ୍ଟର କର୍ମଚାରୀଙ୍କ ଧର୍ମଘଟ: ଟ୍ରମ୍ପ୍‌ଙ୍କ ଚିନ୍ତା ବଢ଼ିଲା

ଓ୍ବାଶିଂଟନ, ୧୬।୯ : ଆମେରିକାର ୪୬ ହଜାର ଅଟୋ ସେକ୍ଟର କର୍ମଚାରୀ ସୋମବାରଠାରୁ ଧର୍ମଘଟ ଆରମ୍ଭ କରିଛନ୍ତି। କର୍ମଚାରୀମାନେ ଜେନେରାଲ ମୋଟର କମ୍ପାନୀ ବିରୋଧରେ ଧର୍ମଘଟ କରିଛନ୍ତି। କମ୍ପାନୀ ଗତ ୪ ବର୍ଷ ଧରି କର୍ମଚାରୀଙ୍କ ସହିତ କରିଥିବା ବିଭିନ୍ନ ବୁଝାମଣା…

ବନ୍ଧୁକ ଦେଖାଇ ଶ୍ରେଣୀଗୃହରୁ ଶିକ୍ଷୟିତ୍ରୀଙ୍କଠାରୁ ସୁନାହାର ଲୁଟିନେଲେ ଦୁର୍ବୃତ୍ତ

ତିର୍ତ୍ତୋଲ,୧୬।୯(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ତରଜଙ୍ଗା ପଞ୍ଚାୟତ ବଫାପୁର ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକଙ୍କ ଠାରୁ ସୋମବାର ବନ୍ଧୁକ ଦେଖାଇ ସୁନାହାର ନେଇ ଯାଇଛନ୍ତି ଦୁର୍ବୃତ୍ତ। ସେ ଆଜି ସକାଳେ ଶ୍ରେଣୀରେ ପଢ଼ାଉଥିବା ସମୟରେ ଦୁଇଜଣ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?