Home

ତାଳସାରି ଅଶ୍ଳୀଳ ଭିଡିଓ ଭାଇରାଲ ଘଟଣା: ଜିଲାପାଳ, ଏସ୍‌ପିଙ୍କୁ ଘେରିଲେ ଭୋଗରାଇବାସୀ

ଭୋଗରାଇ, ୨୬।୮( ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇର ତାଳସାରି ମେରାଇନ ଥାନା ଅଧୀନ ବହୁ ଚର୍ଚ୍ଚିତ ନାବାଳିକା ଛାତ୍ରୀ ଅଶ୍ଳୀଳ ଭିଡିଓ ଭାଇରାଲ ଓ ବ୍ଲାକ୍‌ମେଲିଂ ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଭୋଗରାଇ ବୁଦ୍ଧିଜୀବୀ ସଂଗଠନ ପକ୍ଷରୁ ସୋମବାର ଜିଲାପାଳ…

ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରତିବାଦ: ରମାଦେବୀ ବିଶ୍ୱବିଦ୍ୟାଳୟ ଗେଟ୍‌ରେ ତାଲା, ଅରୁଣଙ୍କ ଫଟୋରେ କଳା ବୋଳିଲେ ଛାତ୍ରୀ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବନ୍ଦ କରିବା ପ୍ରତିବାଦରେ ସୋମବାର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଗେଟ୍‌ରେ ଛାତ୍ରୀମାନେ ତାଲା ପକାଇଛନ୍ତି। ଏଥିସହ କଲେଜ ଗେଟ୍‌ ସମ୍ମୁଖରେ ବିକ୍ଷୋଭ କରିବା ସହ ଛାତ୍ରୀମାନେ ଧାରଣାରେ ବସିଛନ୍ତି। ନିର୍ବାଚନ ବନ୍ଦ ପାଇଁ…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ଲଦାଖ ଗସ୍ତ କରିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ଆସନ୍ତା ୨୯ ତାରିଖରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଲଦାଖ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରତିରକ୍ଷା ମନ୍ତ୍ରୀଙ୍କର ଏହା ପ୍ରଥମ ଉଚ୍ଚ ସ୍ତରୀୟ ଗସ୍ତ ହେବ ବୋଲି କୁହାଯାଉଛି। ଏହି ଗସ୍ତ…

ଓ୍ବାଟରପ୍ରୁଫ୍‌ ମୋଜା

ମୋଜା, ପୁଣି ଓ୍ବାଟରପ୍ରୁଫ୍‌-ଏ କଥାକୁ ହୁଏ ତ ଅନେକେ ବିଶ୍ୱାସ କରିବା କଷ୍ଟକର ହୋଇପାରେ। ହେଲେ ସେପରି ଏକ ମୋଜା ଖୁବ୍‌ ଶୀଘ୍ର ବଜାରରେ ଉପଲବ୍ଧ ହେବାକୁ ଯାଉଛି। ଏଭଳି ମ୍ୟାଜିକ୍‌ ମୋଜାକୁ ଜାପାନର ବୈଜ୍ଞାନିକମାନେ ପ୍ରସ୍ତୁତ କରିଛନ୍ତି। ବିଶେଷଭାବରେ ବର୍ଷାଦିନେ…

ଲ୍ୟୁକେମିଆର ସହଜ ଚିକିତ୍ସା

ଲ୍ୟୁକେମିଆ ରୋଗୀଙ୍କ ପାଇଁ ଖୁସି ଖବର। ଏହି ରୋଗର ଏକ ସରଳ ଚିକିତ୍ସା ପ୍ରଣାଳୀ ନିକଟରେ ଉଦ୍ଭାବିତ ହୋଇଛି। ଦୀର୍ଘ ୫ବର୍ଷ ଗବେଷଣା କରି ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏପରି ତଥ୍ୟ ଲୋକଲୋଚନକୁ ଆଣିଛନ୍ତି। ମଣିଷ ଶରୀରରେ ଏପରି ଏକ ସ୍ବତନ୍ତ୍ର…

ପଲିଥିନ୍‌ ନ ମିଳିବାରୁ ରାଜପଥ ଅବରୋଧ କଲେ ଲୋକେ : ଗମନାଗମନ ବାଧାପ୍ରାପ୍ତ

ଲୋଇସିଂହା,୨୬।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ପକ୍ଷରୁ ଗରିବ, ଅସହାୟମାନଙ୍କୁ ମାଗଣା ପଲିଥିନ୍‌ ନ ମିଳିବାରୁ ସେମାନେ ବରଗଡ଼-ବଲାଙ୍ଗୀର ୨୬ ନମ୍ବର ରାଜପଥ ସୋମବାର ଅବରୋଧ କରିଛନ୍ତି। ପଲିଥିନ୍‌ ବଣ୍ଟନ ପାଇଁ ତହସିଲ ପକ୍ଷରୁ ସୋମବାରକୁ ଦିନ ଧାର୍ଯ୍ୟ ହୋଇଥିଲା। ମାତ୍ର…

ପି.ଭି. ସିନ୍ଧୁଙ୍କୁ ନେଇ ନିର୍ମାଣ ହେବ ଫିଲ୍ମ

ବଲିଉଡରେ ଏବେ ବାଓପିକ୍‌ ଟ୍ରେଣ୍ଡ୍‌ ଚାଲିଛି। ବିଭିନ୍ନ ସେଲିବ୍ରିଟିଙ୍କ ଜୀବନୀକୁ ନେଇ ନିର୍ମାଣ ହେଉଛି ଫିଲ୍ମ। ନିକଟରେ ଅନେକ ଖେଳାଳିଙ୍କ ଜୀବନୀକୁ ନେଇ ମଧ୍ୟ ଫିଲ୍ମ ନିର୍ମାଣ କରାଯାଇଛି। ଏବେ ଏହି ରେସ୍‌ରେ ସାମିଲ ହେବାକୁ ଯାଉଛନ୍ତି ବ୍ୟାଡମିଣ୍ଟନ ଷ୍ଟାର୍‌ ପିଭି…

ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

କେନ୍ଦୁଝର,୨୬।୮(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଆଞ୍ଚଳିକ ପରିବହନ ଅଫିସ ନିକଟରେ ଥିବା ମୋବାଇଲ ଦୋକାନରୁ ରବିବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ୍‌ ଚୋରି ହୋଇଛି। ଏ ନେଇ ସୋମବାର ଟାଉନ ଥାନାରେ ଦୋକାନ ମାଲିକ ଭାଗବତ ପ୍ରଧାନ(୩୫) ଅଭିଯୋଗ…

କାଡ଼ାନାଳ ଅବରୋଧ ପ୍ରତିବାଦ: କଟକ-ପାରାଦୀପ ରାସ୍ତାରୋକୋ

କଟକ ସଦର,୨୬।୮(ଡି.ଏନ୍‌.ଏ.): କିଶନନଗର ତହସିଲ ଅନ୍ତର୍ଗତ ବାରାହପାଟ କାଡ଼ାନାଳକୁ ଅବରୋଧମୁକ୍ତ କରିବା ଦାବିରେ ସୋମବାରଠାରୁ ଚାଷୀମାନେ କଟକ-ପାରାଦୀପ ରାସ୍ତା ଅବରୋଧ କରିଛନ୍ତି। ଏହି ନାଳକୁ ସଫା କରିବା ସହ ଅବରୋଧ ହଟାଇବା ପାଇଁ ଗତ ୩ ବର୍ଷ ହେବ ସ୍ଥାନୀୟ ତହସିଲଦାରଙ୍କୁ…

ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ହତ୍ୟା : କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କାକଟପୁର,୨୬।୮(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଚରିତ୍ରକୁ ସନ୍ଦେହ କରି ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ପିଟିପିଟି ମାରିଦେବା ପରେ କଟୁରିରେ ମୁଣ୍ଡଗଣ୍ଡି ଅଲଗା କରି କଟାମୁଣ୍ଡ ଧରି ଅସ୍ତରଙ୍ଗ ଥାନାରେ…

ଶାଶୁ, ଶ୍ୱଶୁରଙ୍କ ଯତ୍ନ ନେଲେ ମିଳିବ ଉପହାର

ଚଣ୍ଡିଗଡ,୨୬।୮: ସମାଜରେ ଶାଶୁ-ବୋହୂ କଳି ବହୁ ପୁରୁଣା। କେତେବେଳେ ବୋହୂ ଶାଶୁଙ୍କୁ ପିଟିଲାଣି ତ ଆଉ କେତେବେଳେ ଶାଶୁ ବୋହୂକୁ ନିର୍ଯାତନା ଖବର ଚର୍ଚ୍ଚାକୁ ଆସେ। ଏସବୁ ସମସ୍ୟାରୁ ମୁକ୍ତି ପାଇଁ ହରିୟାଣାର ଏକ ଗ୍ରାମରେ ନୂଆ ଅଭିଯାନ ଆରମ୍ଭ କରାଯାଇଛି।…

ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳବାସୀ

ଚିତ୍ରକୋଣ୍ଡା,୨୬।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳବାସୀ ୨ ଦିନ ଧରି ଆନ୍ଦୋଳନ କରିବା ପରେ ପ୍ରଶାସନିକ ଅଧିକାରୀମାନେ ଆନ୍ଦୋଳନସ୍ଥଳରେ ପହଞ୍ଚି ସମସ୍ୟା ଉପରେ ଆଲୋଚନା କରି ପ୍ରତିଶ୍ରୁତି ଦେବାରୁ ଆନ୍ଦୋଳନ ହଟିଛି। ସୂଚନା ଯେ, ଲାଲ କରଡ଼ି ପାଣି ଘେରା ପାହାଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri