ଦୁର୍ଘଟଣାରେ ବୌଦ୍ଧ ଏଡିଏମ୍ ମୃତ
ବୌଦ୍ଧ,୨୬।୮(ଡି.ଏନ୍.ଏ.) : ବୌଦ୍ଧ ଜିଲା ଏଡିଏମ୍ ରମାକାନ୍ତ ସେଠୀ(୫୫)ଙ୍କ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ସେଠୀ ସୋମବାର ଭୁବନେଶ୍ୱରରୁ ବୌଦ୍ଧ ଆସୁଥିବାବେଳେ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ କରଡ଼ାକୋଠା ନିକଟରେ କାର୍ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି…
ମନ୍ଦିର ହୁଣ୍ଡି, ଆଲମାରି ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି
ନିରାକାରପୁର, ୨୬।୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରାମ ମନ୍ଦିର ଓ ସାଇ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ମନ୍ଦିରର ତାଲା କାଟି ହୁଣ୍ଡି, ଆଲମାରି ଏବଂ ସାଇ ବାବା ଲଗାଇଥିବା ରୁପାର ମୁକୁଟକୁ…
ମୁସଲମାନ କଲେ ହିନ୍ଦୁ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର
ଗୁଆହାଟୀ, ୨୬।୮: ଆସାମରେ କାମରୂପ ଜିଲାରେ ଭାଇଚାରାର ଏକ ନିଆରା ଦିଗ୍ଦର୍ଶନ ଦେଖିବାକୁ ମିଳିଛି। ଜଣେ ହିନ୍ଦୁ ବ୍ୟକ୍ତିଙ୍କ ମୃତ୍ୟୁ ପରେ ମୁସଲମାନ ସମ୍ପ୍ରଦାୟର ଲୋକେ ହିନ୍ଦୁ ରୀତିନୀତି ଅନୁଯାୟୀ ତାଙ୍କ ଅନ୍ତିମ ସଂସ୍କାର କରିଛନ୍ତି। ରାଜକୁମାର ଗୌଡ(୬୫) ଦୀର୍ଘ ୨୫…
ସୁପ୍ରିମକୋର୍ଟରେ ଖାରଜ ହେଲା ଚିଦାମ୍ବରମଙ୍କ ଆବେଦନ
ନୂଆଦିଲ୍ଲୀ,୨୬।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଲାଗିଛି ଝଟ୍କା। ସୋମବାର ସୁପ୍ରିମକୋର୍ଟ ଚିଦାମ୍ବରମଙ୍କ ସିବିଆଇ ମାମଲାର ଆବେଦନକୁ ଖାରଜ କରି ଦେଇଛନ୍ତି। ସିବିଆଇ ଦ୍ୱାରା ଚିଦାମ୍ବରମ ଗିରଫ ହେବା ପରେ ତାଙ୍କ ଆବେଦନ ବ୍ୟର୍ଥ ବୋଲି କହି କୋର୍ଟ ଏହାକୁ ଖାରଜ…
ପଦ୍ମଶ୍ରୀ ହଳଧର ନାଗଙ୍କ ବିରୋଧରେ ଏତଲା ପ୍ରତିବାଦରେ ବିକ୍ଷୋଭ
ବରଗଡ ଅଫିସ, ୨୬।୮: ପଦ୍ମଶ୍ରୀ ହଳଧର ନାଗଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଘଟଣାକୁ ନେଇ କୋଶଲ ରାଜ୍ୟ ସମନ୍ବୟ ସମିତି ପକ୍ଷରୁ ଉଦ୍ବେଗ ପ୍ରକାଶ କରାଯାଇଛି। ଏହାର ପ୍ରତିବାଦରେ ସୋମବାର ବରଗଡ଼ ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛ।…
ଇରାନରେ ଆମ୍ବୁଲାନ୍ସକୁ ବାଟ ଛାଡୁ ନାହାନ୍ତି ଲୋକେ
ଇରାନରେ ଆମ୍ବୁଲାନ୍ସକୁ ବାଟ ଛାଡୁ ନାହାନ୍ତି ଲୋକେ ତେହରାନ,୨୬।୮: ଗୋଟିଏ ଦେଶର ଏଭଳି ଏକ ସହର ରହିଛି ଯେଉଁଠାରେ ଆମ୍ବୁଲାନ୍ସକୁ ଲୋକେ ବାଟ ଛାଡୁ ନାହାନ୍ତି। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ। ହେଲେ କଥାଟି ସତ। ଏହା ପଛରେ ଏକ ବଡ଼ କାରଣ…
କ୍ୟାଫେ କଫି ଡେ’ ମାଲିକ ଭି.ଜି ସିଦ୍ଧାର୍ଥଙ୍କ ମୃତ୍ୟୁ ଖବର ଜାଣିପାରିଲେ ନାହିଁ, ଶେଷରେ ଆଖିବୁଜିଲେ ପିତା
ନୂଆଦିଲ୍ଲୀ,୨୬।୮:ଦେଶର ପ୍ରଖ୍ୟାତ କଫି ଚେନ କ୍ୟାଫେ କଫି ଡେ(ସିସିଡି)ର ମାଲିକ ଭି.ଜି.ସିଦ୍ଧାର୍ଥ ଆମତ୍ହତ୍ୟା କରିବାର ପାଖାପାଖି ମାସେ ପରେ ତାଙ୍କ ପିତାଙ୍କ ମୃତ୍ୟୁ ଘଟିଛି। ୯୬ ବର୍ଷୀୟ ଗଙ୍ଗୈୟା ହେଗ୍ଡେ ଅନେକ ଦିନ ହେବ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ।…
ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ୍.ଆଇ ପରିଜାଙ୍କ ପରଲୋକ
କଟକ ଅଫିସ, ୨୬।୮: ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ୍.ଆଇ ପରିଜାଙ୍କର ସୋମବାର ସକାଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। କଟକର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଖାତନାମା…
କାଠ ବୋଝେଇ ପିକ୍ଅପ୍ ଜବତ: ଜଣେ ଗିରଫ
କେନ୍ଦୁଝର,୨୬।୮(ସ୍ବ.ପ୍ର.): କେନ୍ଦୁଝର ସହର ଭାଲୁକି ପତଳା ସାହିରୁ ସୋମବାର ସକାଳେ ଟାଉନ ଥାନା ପୋଲିସ ଏକ କାଠ ବୋଝେଇ ପିକ୍ଅପ୍ ଭ୍ୟାନ ଜବତ କରିଛି। ଗାଡ଼ି ଚାଳକ ଶଙ୍ଖାଳି ମହାକୁଡ଼କୁ ପୋଲିସ ଧରି ବନବିଭାଗକୁ ହସ୍ତାନ୍ତର କରିଛି। ଶଙ୍ଖାଳିଙ୍କ ଘର ମୟୂରଭଞ୍ଜ…
ଫେଲ୍ ମାରିଲା ଇମ୍ରାନଙ୍କ ଆତଙ୍କି ଏଜେଣ୍ଡା: ହାଫିଜ୍ ସୟିଦଙ୍କ ସହ ପୋଷ୍ଟରରେ ନଜର ଆସିଲେ
ଇସ୍ଲାମାବାଦ,୨୬।୮: ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିଜକୁ ଓ ଦେଶକୁ ପବିତ୍ର କହିବା ସହ ଆତଙ୍କବାଦୀଙ୍କ ବିରୋଧରେ ତାଙ୍କ ଲଢ଼େଇ ଜାରି ରହିଛି ବୋଲି ସମଗ୍ର ବିଶ୍ୱକୁ ଭୂଆଁ ବୁଲାଉଥିବା ବେଳେ ଏବେ ତାଙ୍କର ଅସଲ ମୁଖା ଖୋଲିଯାଇଛି। ପାକିସ୍ତାନରେ ମୁମ୍ବାଇ…
ସନ୍ତୁଳିତ ଓଜନ ପାଇଁ..
ଆଜିକାଲି ଓଜନ ବଢ଼ିବା ଏକ ସାଧାରଣ ସମସ୍ୟା। ଏହାକୁ ନିୟନ୍ତ୍ରଣରେ ନ ରଖିଲେ ତାହା ପରୋକ୍ଷରେ କେତେକ ରୋଗର କାରଣ ସାଜିଥାଏ। ତେଣୁ ଏଥିପାଇଁ ମେଦବହୁଳ ବ୍ୟକ୍ତିଙ୍କୁ ସତର୍କ ରହିବାକୁ ପଡ଼େ। ଓଜନକୁ ସନ୍ତୁଳିତ ରଖିବାର ଏକ ସହଜ ତଥା ସରଳ…
ବନବିଭାଗ ପକ୍ଷରୁ ଚଢ଼ାଉ: ଶାଳକାଠ ବୋଝେଇ ଅଟୋରିକ୍ସା ଜବତ, ଚାଳକ ଫେରାର
କେନ୍ଦୁଝର, ୨୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ବନ ଖଣ୍ଡ ଅଧୀନ ଦେଓଗାଁ ରେଞ୍ଜ ଭଗାମୁଣ୍ଡା ଗ୍ରାମ ମେଡିକାଲ ନିକଟରୁ ରବିବାର ରାତିରେ ହରିଚନ୍ଦନପୁର ଓ ଭଗାମୁଣ୍ଡା ବିଟ ହାଉସ ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଏକ ଶାଳ କାଠ…
Archives


