ପଡ଼ିଆରେ ଗର୍ବା ନୃତ୍ୟ କଲେ କୋହଲି
ନର୍ଥ ସାଉଣ୍ଡ(ଆଣ୍ଟିଗୁଆ), ୨୬ା୮:ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ୩୧୮ ରନରେ ବିଜୟ ହାସଲ କରିଛି। ପ୍ରଥମ ଟେଷ୍ଟର ୪ର୍ଥ ଦିବସରେ ଓ୍ବେଷ୍ଟଇଣ୍ଡିଜ ସମ୍ମୁଖରେ ୪୧୯ ରନ ବିଜୟଲକ୍ଷ୍ୟ ଧାର୍ଯ୍ୟ କରିଥିଲା ଭାରତ। ଏହାର ଜବାବରେ ଓ୍ବେଷ୍ଟଇଣ୍ଡିଜ୍ ମାତ୍ର ୧୫…
ମହୁରୋଳ ଆକ୍ରମଣରେ ଶିଶୁକନ୍ୟାଙ୍କ ପ୍ରାଣଗଲା
ବାସୁଦେବପୁର,୨୬।୮(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସାନକୃଷ୍ଣପୁର ପାରାପୋଖରୀ ଗ୍ରାମରେ ରବିବାର ମହୁରୋଳ ନାମକ ଏକ ବିଷାକ୍ତ ପୋକ ଆକ୍ରମଣରେ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁକନ୍ୟା ହେଉଛନ୍ତି ପାରାପୋଖରୀ ଗ୍ରାମର ଗଣେଶ ବିଶ୍ୱାଳଙ୍କ ଝିଅ ସାବିତ୍ରୀ।…
ମନମୋହନଙ୍କୁ ମିଳିବ ଜେଡ୍ ପ୍ଲସ୍ ସୁରକ୍ଷା
ନୂଆଦିଲ୍ଲୀ,୨୬।୮: ମୋଦି ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କଠାରୁ ସ୍ପେଶାଲ ପ୍ରୋଟେକ୍ସନ ଗ୍ରୁପ୍(ଏସ୍ପିଜି) ସୁରକ୍ଷା ହଟାଇ ଦେଇଛନ୍ତି। ଏହା ବଦଳରେ ତାଙ୍କୁ ଜେଡ ପ୍ଲସ୍ (z+) ସୁରକ୍ଷା ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି। ମନମୋହନଙ୍କୁ ବର୍ତ୍ତମାନ ଦିଆଯାଉଥିବା ସୁରକ୍ଷା ଉପରେ…
ଏମ୍ବିବିଏସ୍ ପାଠ୍ୟକ୍ରମରେ ନାମ ଲେଖାଇବେ ରାଜୌରିର ପ୍ରଥମ ଛାତ୍ରୀ
ରାଜୌରି,୨୬।୮: ଜମ୍ମୁ-କଶ୍ମୀରର ରାଜୌରି ଜିଲାରେ ଇରମିମ ଶମିମ ନାମକ ଜଣେ ଛାତ୍ରୀ ପ୍ରଥମ କରି ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍ (ଏମ୍ସ)ରେ ଏମ୍ବିବିଏସ୍ ପଢିବାର ସୁଯୋଗ ପାଇଛନ୍ତି। ଇରମିମ ଜଣେ ଗୁଜ୍ଜର ସମ୍ପ୍ରଦାୟର ମହିଳା। ଗତ ଜୁନ୍ ମାସରେ…
ଶରୀରର ବର୍ଜ୍ୟବସ୍ତୁ
”ଶରୀର ତା’ର ଦୂଷିତ ବିଷାକ୍ତ ପଦାର୍ଥକୁ ବାହ୍ୟ ମାର୍ଗ ମୁଖ, ନାସା, ଲୋମକୂପ, ମଳ ମୂତ୍ର ଦ୍ୱାର, ଚକ୍ଷୁ, ନାସା ଅନ୍ତର୍ଗତ କୋଣ ପ୍ରଭୃତି ଦ୍ୱାର ଦେଇ ବାୟୁ ଦ୍ୱାରା ବାହାରକୁ ନିଷ୍କାସନ କରିଥାଏ। ମାତ୍ର ଆମେ ସେହି ଦୂଷିତ ପଦାର୍ଥ…
ନିଦ୍ରାହୀନତା ଜିନ୍ ଓ ହୃଦ୍ରୋଗ
ନିଦ୍ରାହୀନତା (ଇନ୍ସୋମିନିଆ) ଜିନ୍ ଯୋଗୁ ହୃଦ୍ରୋଗ ହେବାର ଆଶଙ୍କା ରହିଛି। ଏଭଳି ଚାଞ୍ଚଲ୍ୟକର ତଥ୍ୟ ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ‘ନିଦ୍ରାହୀନତା ଜିନ୍ ଓ ହୃଦ୍ରୋଗ’ ଶୀର୍ଷକ ବିଷୟବସ୍ତୁକୁ ନେଇ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ଗବେଷକମାନେ ଗବେଷଣା କରିଥିଲେ। ଏପରି ନିଦ୍ରାହୀନତା ସହ…
ଭାରତର ବୃହତ୍ ବିଜୟ
ନର୍ଥ ସାଉଣ୍ଡ(ଆଣ୍ଟିଗୁଆ), ୨୬ା୮:ଅଜିଙ୍କ୍ୟ ରାହାନେଙ୍କ ଶତକ ପରେ ଯଶପ୍ରୀତ ବୁମ୍ରା, ଈଶାନ୍ତ ଶର୍ମା ଓ ମହମ୍ମଦ ସାମିଙ୍କ ଚମତ୍କାର ବୋଲିଂ ବଳରେ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ବୃହତ୍ ବିଜୟ ହାସଲ କରିଛି। ରବିବାର ୪ର୍ଥ ଦିବସରେ ଭାରତ…
ମଧୁମେହରେ କିଡ୍ନୀ ସମସ୍ୟା
”ଡାଇବେଟିସ୍(ମଧୁମେହ) ରୋଗୀଙ୍କ କିଡ୍ନୀ ଆକ୍ରାନ୍ତ ହେଲେ ସର୍ବପ୍ରଥମେ ପରିସ୍ରାରେ ଅଧିକ ମାତ୍ରାରେ ଆଲ୍ବୁମିନ୍ ନାମକ ଏକ ପ୍ରୋଟିନ ନିଷ୍କାସିତ ହୋଇଥାଏ। ତେଣୁ ପ୍ରତ୍ୟେକ ଡାଇବେଟିସ ରୋଗୀଙ୍କ ବର୍ଷକୁ ଥରେ ପରିସ୍ରାରେ ଆଲ୍ବୁମିନ୍ ପରୀକ୍ଷା କରିବା ଉଚିତ। ରାତିରେ ବାରମ୍ବାର ପରିସ୍ରା ଯିବା…
ଭୁଲ ଇଞ୍ଜେକ୍ସନ ଦେବାରୁ ନାବାଳିକା ମୃତ : କ୍ଲିନିକ୍ରେ ଭଙ୍ଗାରୁଜା, ଡାକ୍ତର ଅଟକ
ନିଆଳି,୨୬ା୮(ଡି.ଏନ୍.ଏ.)ନିଆଳି ଥାନା ଅଧୀନ ନିଆଳି ପବ୍ଲିକ କ୍ଲିନିକ୍ରେ ରବିବାର ଅପରାହ୍ନରେ ଚିକିତ୍ସାଧିନ ଅବସ୍ଥାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଲିପାଟଣା ଥାନା ଅଧୀନ ଦରଡା ଗ୍ରାମର କ୍ରିଷ୍ଣା ନାୟକ(୭)। ଡାକ୍ତର ଭୁଲ୍ ଇଞ୍ଜେକଶନ ଦେବାରୁ କ୍ରିଷ୍ଣାଙ୍କ ମୃତ୍ୟୁ ଘଟିଲା…
ପୁରୀକୁ ଆବଶ୍ୟକ ବିମାନବନ୍ଦର
ପୁରୀ ଅଫିସ,୨୬ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ସୁଦୃଢ଼ ହେବ ପର୍ଯ୍ୟଟନ ଭିତ୍ତିଭୂମି। ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଲାଗି ବିଶ୍ୱସ୍ତରୀୟ ସୁବିଧା ସୁଯୋଗ କରାଯିବ। ଶ୍ରୀକ୍ଷେତ୍ରକୁ ନେଇ ଏମିତି ନାନା ପରିକଳ୍ପନା କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି…
ସ୍ବଚ୍ଛତାରେ ତଳକୁ ଖସିପାରେ ଭୁବନେଶ୍ୱର ରେଳଷ୍ଟେଶନ
ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ସ୍ବଚ୍ଛତା ପାରାମିଟର ପର୍ଯ୍ୟବେକ୍ଷଣ ଲାଗି ରବିବାର କ୍ୱାଲିଟି କାଉନ୍ସିଲ ଅଫ୍ ଇଣ୍ଡିଆ (କ୍ୟୁସିଆଇ)ର ଦୁଇଜଣିଆ ଟିମ୍ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ପହଞ୍ଚତ୍ଛି। ଷ୍ଟେଶନରେ ସଫେଇ, ବର୍ଜ୍ୟବସ୍ତୁ ପରିଚାଳନା, ମଇଳା ପାଣି ପରିଚାଳନା, ଗ୍ରୀନ୍ ସାର୍ଟିଫିକେଟ, ଶକ୍ତି ସଂରକ୍ଷଣ,…
ସରକାରୀ ବିଭାଗର ଟୁଇଟର ହ୍ୟାଣ୍ଡେଲ : ଉପଯୁକ୍ତ ପରିଚାଳନା ହୋଇପାରୁନି
ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ଜନସାଧାରଣଙ୍କ ସମସ୍ୟା ତଥା ଅଭିଯୋଗକୁ ଗ୍ରହଣ କରି ତାହାର ସମାଧାନ କରିବା ପ୍ରଶାସନର ପ୍ରାଥମିକ ଦାୟିତ୍ୱ। ହେଲେ ପ୍ରଶାସନ ନିକଟରେ ପ୍ରତ୍ୟକ୍ଷ ଭାବେ ହାଜର ନ ହୋଇ ମଧ୍ୟ ସମସ୍ୟା/ଅଭିଯୋଗ ଜଣାଇହେବ। ଏଥିପାଇଁ ବୈଷୟିକ ବିଦ୍ୟା(ଟେକ୍ନୋଲୋଜି)କୁ ଉପଯୋଗ କରାଯାଇଛି।…
Archives


