Home

ଭାଜପାର ସହଯୋଗୀ ଦଳ ପାଇଁ ପ୍ରଚାର କରିବେ ସଞ୍ଜୟ

ମୁମ୍ବାଇ,୨୬।୮: ମହାରାଷ୍ଟ୍ରରେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଭାଜପାର ସହଯୋଗୀ ଦଳ ରାଷ୍ଟ୍ରୀୟ ସମାଜ ପକ୍ଷ(ଆର୍‌ଏସ୍‌ପି) ପାଇଁ ପ୍ରଚାର କରିବେ ବୋଲି ସୂଚନା ମିଳିଛି। କେନ୍ଦ୍ରମନ୍ତ୍ରୀ ମହାଦେବ ଜନକର ରବିବାର ଏହି ସୂଚନା ଦେଇଛନ୍ତି। ଶିବାଜୀ…

ଶ୍ରୀଲିଙ୍ଗରାଜଙ୍କ ନାମଫଳକ ଫିଙ୍ଗି ନିର୍ମାଣ କଲେ ଘର

ପୁରୁଣା ଭୁବନେଶ୍ୱର,୨୬ା୮(ଡି.ଏନ.ଏ.) : ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମାଲିକାନା ଲିଖିତ ଫଳକ ଫିଙ୍ଗି ଦେଇ ସେହି ସ୍ଥାନରେ ବେଆଇନ ଭାବେ ଗୃହ ନିର୍ମାଣ କାମ ଜୋରସୋର ଚାଲିଛି। ଏଥିରେ ଭୋଗ ଦଖଲ ନ ଥିବା ଜବରଦଖଲକାରୀମାନେ ମନ୍ଦିର ପ୍ରଶାସନକୁ ଚକମା ଦେଇ କେତେଜଣ…

ମୋଦି-ଗୁଟେରେସ୍‌ ଆଲୋଚନା

ବିଆରିଜ୍‌,୨୬ା୮(ପି.ଟି./ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ଏହି ଅବସରରେ ସେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ଙ୍କ ସହିତ ବିଭିନ୍ନ ପାରସ୍ପରିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ସେହିପରି ବ୍ରିଟେନ ପ୍ରଧାନମନ୍ତ୍ରୀ…

କାର୍ଯ୍ୟରେ ଯୋଗଦେଲେ ଟ୍ରାଫିକ ଡିସିପି ସାଗରିକା ନାଥ : ଟ୍ରାଫିକ୍‌ ବ୍ୟବସ୍ଥାରେ ଆସିବ ସୁଧାର

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ଭୁବନେଶ୍ୱରର ଟ୍ରାଫିକ ଡିସିପି ଭାବେ ରବିବାର କାର୍ଯ୍ୟରେ ଯୋଗଦେଇଛନ୍ତି ୨୦୧୬ ବ୍ୟାଚ୍‌ର ଓଡିଆ କ୍ୟାଡ୍‌ର ଆଇପିଏସ୍‌ ଅଫିସର ସାଗରିକା ନାଥ। ସେ କମିଶନରେଟ ପୋଲିସ ମୁଖ୍ୟାଳୟସ୍ଥିତ ତାଙ୍କ ଅଫିସକୁ ଯାଇ ଦାୟିତ୍ୱ ଗ୍ରହଣ କରିବା ପରେ ରାଜଧାନୀରେ ଅସଜଡା…

ଟେକାମାଡ଼ରେ ଟ୍ରକ୍‌ ଡ୍ରାଇଭର ମୃତ

ଶ୍ରୀନଗର,୨୬ା୮(ପି.ଟି.): ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲା ଜରାଦିପୋରା ଉରାନହାଲ୍‌ ଅଞ୍ଚଳରେ ରବିବାର ରାତିରେ ଟେକାମାଡ଼ରେ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ୪୨ ବର୍ଷୀୟ ନୁର ମହମ୍ମଦ ଦାର୍‌ ଘରକୁ ଫେରୁଥିବାବେଳେ ସ୍ଥାନୀୟ ବିକ୍ଷୋଭକାରୀମାନେ ତାଙ୍କ ଟ୍ରକ୍‌କୁ ସୁରକ୍ଷା ବଳର ମନେକରି…

ପୁଣି ଲୁଟେରା ମାତିଲେ : ପିସ୍ତଲ ଦେଖାଇ ଟଙ୍କା, ମୋବାଇଲ ଲୁଟି ନେଲେ

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : କମିଶନରେଟ୍‌ ପୋଲିସକୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇ ପୁଣି ଲୁଟେରା ମାତିଛନ୍ତି। ପାତ୍ରପଡା ଅଞ୍ଚଳରେ ଥିବା ଦୋକାନରେ ପଶି ମୁଣ୍ଡରେ ପିସ୍ତଲ ଲଗାଇ ଟଙ୍କା ଓ ମୋବାଇଲ ଲୁଟ୍‌ କରିବା ଘଟଣା ଆତଙ୍କ ଖେଳାଇ ଦେଇଛି। ସିସିଟିଭିରେ କଏଦ ସମ୍ପୂର୍ଣ୍ଣ…

କେନ୍ଦ୍ର ନିଷ୍ପତ୍ତିର କୋଡ଼ିଏ ଦିନ ପରେ:କୁହୁଳୁଛି କଶ୍ମୀର, ନିଆଁକୁ ଡର

ଠିକ୍‌ କୋଡ଼ିଏ ଦିନ ତଳେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଥିଲେ। ରାଜ୍ୟକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଇଦେଇ ଜମ୍ମୁ-କଶ୍ମୀର ଏବଂ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନର ନିଷ୍ପତ୍ତି ନେଇଥିଲେ।…

ବୃହତ୍‌ ରକେଟ ଲଞ୍ଚର ପରୀକ୍ଷା କଲା ଉତ୍ତର କୋରିଆ

ସିଓଲ,୨୬ା୮: ଆମେରିକା ସହ ଅଣୁଅସ୍ତ୍ର କାର୍ଯ୍ୟକ୍ରମ ରୋକିବା ସମ୍ପର୍କରେ ଆଲୋଚନା ପୂର୍ବରୁ ଉତ୍ତର କୋରିଆ ଶନିିବାର ସର୍ବବୃହତ୍‌ ରକେଟ ଲଞ୍ଚର ପରୀକ୍ଷା କରିଛି। ନୂତନ ଭାବେ ବିକଶିତ ଏହି ଲଞ୍ଚରରୁ ଏକସଙ୍ଗେ ଏକାଧିକ ରକେଟ ଛଡ଼ାଯାଇପାରିବ। ବାସ୍ତବରେ ଏହା ଏକ ବଡ଼…

ଜି-୭ରେ ମୋଦି

ବିଆରିଜ୍‌,୨୬ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫ୍ରାନ୍ସର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ସେ ବାହାରିନ୍‌ରୁ ଫ୍ରାନ୍ସ ଯାଇ ସମ୍ମିଳନୀରେ ବିଶ୍ୱନେତାମାନଙ୍କୁ ଭେଟିଛନ୍ତି। ସମ୍ମିଳନୀରେ ୭ ସଦସ୍ୟ ରାଷ୍ଟ୍ର (ଫ୍ରାନ୍ସ, ଇଟାଲୀ, କାନାଡା, ଆମେରିକା, ଜାପାନ,…

ରାଜ୍ୟ ମନ୍ତ୍ରିମଣ୍ଡଳରେ ୬୨ ପ୍ରତିଶତ ନେତା କୋଟିପତି : ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ରାଜ୍ୟ ମନ୍ତ୍ରିମଣ୍ଡଳର ୬୨ପ୍ରତିଶତ ସଦସ୍ୟ କୋଟିପତି ରାଜନେତା। ମୁଖ୍ୟମନ୍ତ୍ରୀଙ୍କ ସମେତ ଏକାଧିକ କୋଟିପତି ରାଜନେତା ମନ୍ତ୍ରୀପରିଷଦରେ ସ୍ଥାନ ପାଇଛନ୍ତି। ୨୦୧୪ ନିର୍ବାଚନ ପରେ ଗଠିତ ହୋଇଥିବା ପ୍ରଥମ କ୍ୟାବିନେଟ୍‌ରେ ୫୯ ପ୍ରତିଶତ କୋଟିପତି ମନ୍ତ୍ରୀ ରହିଥିଲେ। ମନ୍ତ୍ରୀମାନଙ୍କ ହାରାହାରି…

ବିଳମ୍ବ ହେଉଛି ଓସା ନିର୍ବାଚନ

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ସଚିବାଳୟ ସେବା ସଂଘ(ଓସା) ପକ୍ଷରୁ ପ୍ରତି ଦୁଇବର୍ଷରେ ଥରେ ନିର୍ବାଚନ ହୋଇଥାଏ। ୨୦୧୭ରେ ନିର୍ବାଚିତ ହୋଇଥିବା ପ୍ରତିନିଧିଙ୍କ କାର୍ଯ୍ୟକାଳ ଗତ ଜୁନ୍‌ରୁ ସମାପ୍ତ ହୋଇଛି। ଇତିମଧ୍ୟରେ ଦୁଇ ମାସ ବିତିଗଲାଣି, ହେଲେ ପରବର୍ତ୍ତୀ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ…

୨୩ରେ ୪ ରାଜ୍ୟରେ ବିଧାନସଭା ଉପନିର୍ବାଚନ

ନୂଆଦିଲ୍ଲୀ,୨୬ା୮(ପି.ଟି.):ଉତ୍ତରପ୍ରଦେଶ, ତ୍ରିପୁରା, ଛତିଶଗଡ଼ ଓ କେରଳର ଗୋଟିଏ ଲେଖାଏ ବିଧାନସଭା ଆସନରେ ସେପ୍ଟେମ୍ବର ୨୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନ ରବିବାର ଏନେଇ ଘୋଷଣା କରିଛନ୍ତି। ସେହି ଆସନଗୁଡ଼ିକ ହେଲା ଛତିଶଗଡ଼ର ଦାନ୍ତଓ୍ବୋଡା, ତ୍ରିପୁରାର ବଧେରଘାଟ, ଉତ୍ତରପ୍ରଦେଶର ହମିରପୁର ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri